କେନ୍ଦୁଝର

ମହିଳାଙ୍କୁ ଗଣବଳାତ୍କାର

କେନ୍ଦୁଝର, ୭ା୬ : କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଞ୍ଚଳର ଜଣେ ବିଧବା ମହିଳାଙ୍କୁ ଗାଡ଼ିରେ ଉଠାଇ ନେଇ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ୨ଜଣଙ୍କୁ ଗିରଫ କରିଥିବା ବେଳେ ଜଣେ ନାବାଳକଙ୍କୁ ଜୁଭେନାଇଲ ଜଷ୍ଟିସ ବୋର୍ଡ…

ଶାଳୀଙ୍କୁ କୁରାଢ଼ିରେ ହାଣି ହତ୍ୟା କରିବା ପରେ ଶାଶୁଙ୍କୁ ବଳାତ୍କାର କଲେ ଜ୍ୱାଇଁ, ୨୦୦ ଫୁଟ ତଳକୁ ଫିଙ୍ଗିଲେ ମୃତଦେହ

କେନ୍ଦୁଝର,୭ା୬(ସ୍ବ.ପ୍ର.): ଶାଳୀଙ୍କୁ କୁରାଢ଼ିରେ ହାଣି ଜଘନ୍ୟ ହତ୍ୟା ପରେ ଶାଶୁଙ୍କ ହାତ ବାନ୍ଧି ବଳାତ୍କାର କରିଛନ୍ତି ଜ୍ୱାଇଁ। ପରେ ମୃତଦେହକୁ ୨୦୦ ଫୁଟ ଖାଲକୁ ଫିଙ୍ଗି ଦେଇଛନ୍ତି। ଏଭଳି ଅମାନୁଷିକ ଘଟଣା ଘଟିଛି କେନ୍ଦୁଝର ଜିଲା ବଲାଣି ଥାନା କିରିବୁର ନିକଟ…

ମାଲବାହୀ ଟ୍ରେନ୍‌ର ୩ ବଗି ଲାଇନ୍‌ଚ୍ୟୁତ

କେନ୍ଦୁଝର,୬ା୬(ସ୍ବ.ପ୍ର.) କେନ୍ଦୁଝରଗଡ଼ ରେଳ ଷ୍ଟେଶନ ନିକଟରେ ମାଲବାହୀ ଟ୍ରେନ୍‌ର ୩ଟି ବଗି ଲାଇନ୍‌ଚ୍ୟୁତ ହେବା ଫଳରେ ଟ୍ରେନ୍‌ ଚଳାଚଳରେ ବ୍ୟାହତ ସୃଷ୍ଟି ହୋଇଛି। ଆଜି ଦିନ ପ୍ରାୟ ୧୨.୩୦ରେ ନୟାଗଡ଼ ସାଇଡିଂ (ବଡ଼ବିଲ) ଅଭିମୁଖେ ଲୁହା ପଥର ଆଣିବାକୁ ଯାଉଥବା ବେଳେ…

ଅଗ୍ନିକାଣ୍ଡରେ ଜଳିଗଲା କ୍ୟାବିନ: ସାମଗ୍ରୀ ପୋଡ଼ି ପାଉଁଶ

ପାଟଣା,୫ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ଛକରେ ଥିବା ଏକ ପାନ ଦୋକାନ କ୍ୟାବିନରେ ଶନିବାର ସକାଳୁ କୌଣସି କାରଣରୁ ଅଗ୍ନିକାଣ୍ଡ ଘଟି ଅନେକ ସାମଗ୍ରୀ ଜଳି ପୋଡ଼ି ପାଉଁଶ ହୋଇଯାଇଛି। ଏଥି ସହ ଉକ୍ତ ଦୋକାନ ସଂଲଗ୍ନ ଥିବା…

ଏମିତି ବି ମାଡ଼ିଆସେ ମୃତ୍ୟୁ

କେନ୍ଦୁଝର,୨ା୬: ଘର ଅଗଣାରେ ବସିଥିବା ବେଳେ ଟ୍ରକ ମାଡ଼ି ଯିବାରୁ ଜେଜେମା’ ଓ ନାତିଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ସଦର ଥାନା ଅଧୀନ ୨୦ନମ୍ବର ଜାତୀୟ ରାଜପଥର ବାଙ୍କମାରୁଣୀ ସାହି ନିକଟରେ ବୁଧବାର ଏହି ଅଭାବନୀୟ ଘଟଣା ଘଟିଛି। ମୃତକ ହେଲେ…

ବିଲରେ ହଳ କରୁଥିଲେ, ପାଓ୍ବାରଟିଲରରେ ପଶିଗଲା ଗୋଡ଼; ଚାଷୀ ଗୁରୁତର

ପାଟଣା,୩୦ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖୋରୀ ପଞ୍ଚାୟତର ରଥପଡ଼ା ଗ୍ରାମରେ ରବିବାର ସକାଳେ ପାଓ୍ବାର ଟିଲର ଯୋଗେ ବାଡ଼ି ପଛରେ ହଳ କରୁଥିବା ବେଳେ ପାୱ୍ବାରଟିଲରର ଲଙ୍ଗଳରେ ବାମ ଗୋଡ଼ ପଶି ଜଣେ ଚାଷୀ ଗୁରୁତର ହୋଇଛନ୍ତି। ସେ ହେଉଛନ୍ତି…

ମଦ ଦୋକାନ ସିଲ୍‌ କଲା ପୋଲିସ

କେନ୍ଦୁଝର,୨୯ା୫(ସ୍ବ.ପ୍ର./ଡି.ଏନ.ଏ.): କୋଭିଡ୍‌ ଗାଇଡ୍‌ଲାଇନ୍‌ ଉଲ୍ଲଂଘନ କରି ମଦ ବିକ୍ରି କରୁଥିବା ଅଭିଯୋଗରେ ନରଣପୁର ନିକଟରେ ଥିବା ଏକ ବିଦେଶୀ ମଦ ଦୋକାନକୁ ଟାଉନ ପୋଲିସ ଶନିବାର ସିଲ୍‌ କରି ଦେଇଛି। ସୂଚନା ଯୋଗ୍ୟ, ସରକାର ମଦ ବିକ୍ରି ପାଇଁ କଟକଣା ଲାଗୁ…

ବାତ୍ୟା ଧୋଇନେଲା କଲଭର୍ଟ: ୮୦ ହଜାରରୁ ଊର୍ଦ୍ଧ୍ୱ ଲୋକ ହଇରାଣ

ପାଟଣା,୨୯।୫(ସ୍ବ.ପ୍ର.): ବାତ୍ୟା ୟାସ୍‌ ପ୍ରଭାବରେ କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ସାହାରପଡା ରାସ୍ତା ମଧ୍ୟରେ ଥିବା ଜହ୍ନଇନାଳ କଲଭର୍ଟ ଧୋଇ ହୋଇଯାଇଛି। ଏ ନେଇ ଗମନାଗମନ ବାଧାପ୍ରାପ୍ତ ହୋଇଛି। ୟାସ୍‌ ଯିବାର ୩ ଦିନ ବିତି ଯାଇଥିଲେ ହେଁ ଘାଇ…

ବୈତରଣୀ ନଦୀ ପୋଲ ଉପରେ ବନ୍ୟାଜଳ ପ୍ରବାହିତ

ପାଟଣା,୨୭।୫(ସ୍ବ.ପ୍ର.): ବାତ୍ୟା ୟାସ ପ୍ରଭାବରେ କେନ୍ଦୁଝର ଜିଲାରେ ପ୍ରବଳ ବୃଷ୍ଟିପାତ ହୋଇଛି। ଫଳରେ ବୈତରଣୀ ନଦୀ ଓ ତାର ଶାଖା ନଦୀଗୁଡିକରେ ବନ୍ୟାଜଳ ପ୍ରବାହିତ ହେଉଛି। ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ପ୍ରବାହିତ ହୋଇଥିବା ବୈତରଣୀ ନଦୀ ପୋଲ ଉପରେ ବୁଧବାର…

ୟାସ୍‌ ପ୍ରଭାବ: ଭାଙ୍ଗିଲା ଗଛ, ଜନଜୀବନ ଅସ୍ତବ୍ୟସ୍ତ

ହାଟଡିହୀ,୨୬।୫(ଡିି.ଏନ୍‌.ଏ.): ବାତ୍ୟା ୟାସ୍‌ର ପ୍ରଭାବ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି । ବଡ଼ ଧରଣର କୌଣସି କ୍ଷୟକ୍ଷତି ହୋଇ ନ ଥିଲେ ହେଁ ପ୍ରବଳ ବର୍ଷା ପବନରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । କେତେକ ସ୍ଥାନରେ ରାସ୍ତା…

କେନ୍ଦୁଝରରେ ୟାସ୍‌ର ପ୍ରଭାବ: ୧୪୯୬୨ଙ୍କୁ ବାତ୍ୟା ଆଶ୍ରୟସ୍ଥଳକୁ ସ୍ଥାନାନ୍ତର

କେନ୍ଦୁଝର,୨୬।୫(ସ୍ବ.ପ୍ର.): ବାତ୍ୟା ୟାସ୍‌ର ଭୟାବହକୁ ଦେଖି କେନ୍ଦୁଝର ଜିଲା ପ୍ରଶାସନ ପକ୍ଷରୁ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ସକାଳ ୮ଟା ସୁଦ୍ଧା ୧୪,୯୬୨ ଜଣ ଲୋକଙ୍କୁ ସୁରକ୍ଷିତ ଆଶ୍ରୟସ୍ଥଳକୁ ନିଆଯାଇଥିବା ଜିଲା ପ୍ରଶାସନ ସୂଚନା ଦେଇଛି। ବାତ୍ୟା ପାଇଁ ରାଜ୍ୟ…

ଗଛ ପଡ଼ି ଜଣଙ୍କ ଜୀବନ ଗଲା

କେନ୍ଦୁଝର,୨୬ା୫(ସ୍ବ.ପ୍ର.): ଘଷିପୁରା ଥାନା ଅନ୍ତର୍ଗତ ପଞ୍ଚୁପଲୀ ଗ୍ରାମରେ ବୁଧବାର ସକାଳେ ୟାସ ପ୍ରଭାବରେ ଏକ ବରଗଛ ପଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଅଭଯୋଗ ହୋଇଛି। ସେ ଦୋକାନ ଯାଉଥିବା ସମୟରେ ଏଭଳି ଅଘଟଣ ଘଟଥିବା କୁହାଯାଇଛି। ତାଙ୍କ ନାମ ପୂର୍ଣ୍ଣଚନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?