କେନ୍ଦ୍ରୀୟ ଟ୍ରେଡ ୟୁନିୟନ ପକ୍ଷରୁ ବିକ୍ଷୋଭ
କେନ୍ଦୁଝର/ଚମ୍ପୁଆ,୨୨ା୫(ଡି.ଏନ୍.ଏ./ସ୍ବ.ପ୍ର./ଡି.ଏନ.ଏ.)-ରାଜ୍ୟ ସରକାରଙ୍କ ଶ୍ରମ ସମୟକୁ ଦୈନିକ ୮ଘଣ୍ଟାରୁ ୧୨ ଘଣ୍ଟାକୁ ବୃଦ୍ଧି ନିଷ୍ପତ୍ତିକୁ ବିରୋଧ କରି ଏହା ଅଣସମ୍ବିଧାନିକ ଏବଂ ଶ୍ରମିକ ବିରୋଧୀ ନୀତି ବୋଲି ଅଭିଯୋଗ କରି କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନଗୁଡ଼ିକର ମିଳିତ ମଞ୍ଚ ତରଫରୁ କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ…
ନିର୍ଦ୍ଦିଷ୍ଟ ଧର୍ମକୁ ଆକ୍ଷେପ କରି ସୋସିଆଲ ମିଡିଆରେ ଭିଡିଓ ଭାଇରାଲ: ଅଭିଯୁକ୍ତ ଗିରଫ
ବଡବିଲ,୨୨।୫(ସ୍ବ.ପ୍ର.)-ସୋସିଆଲ ମିଡିଆରେ ନିର୍ଦ୍ଦିଷ୍ଟ ଧର୍ମକୁ ଆକ୍ଷେପ କରି ଭିଡିଓ ଭାଇରାଲ କରିଥିବା ଅଭିଯୋଗରେ ବଡବିଲ ଥାନା ପୋଲିସ ବାକଲ ହଟିଂ ଅଞ୍ଚଳର ଏମଡି ଅଖତାର ଖାନଙ୍କୁ ଶୁକ୍ରବାର ଗିରଫ କରି କୋର୍ଟଚାଲାଣ କରିଛି। ପୋଲିସ କହିଛି, ଏକ ନିର୍ଦ୍ଦିଷ୍ଟ ଧର୍ମକୁ ଆକ୍ଷେପ…
ନିଯୁକ୍ତି ଦାବିରେ ଲୋଡିଂ ବନ୍ଦ କଲେ ସ୍ଥାନୀୟବାସିନ୍ଦା: ପୋଲିସ ପକ୍ଷରୁ ଲାଠି ଚାର୍ଜ ଅଭିଯୋଗ
କେନ୍ଦୁଝର,୨୨।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ସଦର ବ୍ଲକ ନୂଆଗାଁ ପଞ୍ଚାୟତ ଗୁହାଲଡିହି ସାଇଡିଂରେ ନିଯୁକ୍ତି ଦାବିରେ ଶୁକ୍ରବାର ସ୍ଥାନୀୟଲୋକେ କାରଖାନାକୁ ଟ୍ରକରେ ହେଉଥିବା ଲୋଡିଂକୁ ବନ୍ଦ କରିଛନ୍ତି। ସାମାଜିକ ଦୂରତ୍ୱ ରକ୍ଷା କରି ଆନ୍ଦୋଳନକାରୀମାନେ ରାସ୍ତା ଅବରୋଧ କରି ଆନ୍ଦୋଳନରେ ବସିଥିଲେ। ଖବରପାଇ ପୋଲିସ…
ତେଲଙ୍ଗାନାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ : ଲକ୍ଡାଉନ ଯୋଗୁ ଆସି ପାରିଲାନି ମୃତଦେହ
ପାଟଣା, ୨୨ା୫(ସ୍ବ.ପ୍ର.)-କରୋନା ପାଇଁ ପ୍ରବାସୀ ଓଡ଼ିଆଙ୍କ ଦୁଃଖ ଦୁର୍ଦ୍ଦଶା ଜନିତ କରୁଣ କାହାଣୀର ଫର୍ଦ୍ଦ ବଢ଼ିବାରେ ଲାଗିଛି। କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡା ବ୍ଲକ ମାଛଗଡ଼ ପଞ୍ଚାୟତ ଦୁଧନାଳୀ ଗ୍ରାମର ଗୌରାଙ୍ଗ ମୁଣ୍ଡାଙ୍କର ତେଲଙ୍ଗାନାରେ ବୁଧବାର ବିଳମ୍ବିତ ରାତିରେ ଡାକ୍ତରଖାନାରେ…
ରାଜରାସ୍ତାକୁ ଓହ୍ଲାଇବାକୁ ଚେତାବନୀ
କେନ୍ଦୁଝର,୨୧ା୫(ଡି.ଏନ୍.ଏ.)-କେନ୍ଦୁଝର ଜିଲା ପାଟଣା ଥାନା ଆଇଆଇସି ଜଣେ ବ୍ୟକ୍ତିଙ୍କୁ ଥାନାରେ ଥାର୍ଡ ଡିଗ୍ରୀ ଭିଡିଓ ଭାଇରାଲ ଘଟଣାକୁ ନେଇ ଦିନକୁ ଦିନ ଜିଲାରେ ଉତ୍ତେଜନା ପ୍ରକାଶ ପାଇବାରେ ଲାଗିଛି। ଏହି ଘଟଣା ଓଡିଶା ମାନବାଧିକାର କମିଶନ ଏବଂ ଜାତୀୟ ମାନବାଧିକାର କମିଶନ…
‘ଚାଷୀଙ୍କୁ ବିହନ, ସାର ଯୋଗାଇ ଦେବାକୁ ଗୁରୁତ୍ୱ’
କେନ୍ଦୁଝର, ୨୧ା୫ (ସ୍ବ.ପ୍ର./ଡି.ଏନ.ଏ.)-ଚାଷ କାର୍ଯ୍ୟ ପାଇଁ ୨୦୨୦ ମସିହା ଖରିଫ ଋତୁରେ ଚାଷୀମାନଙ୍କୁ ଯଥା ସମୟରେ ବିହନ ଓ ସାର ଯୋଗାଇ ଦେବା ପାଇଁ ଜିଲାପାଳ ଆଶିଷ ଠାକ୍ରେ ଗୁରୁତ୍ୱାରୋପ କରିଛନ୍ତି ା ଚଳିତ ମେ’ ୧୯ ତାରିଖରେ ଅନୁଷ୍ଠିତ ଜିଲାସ୍ତରୀୟ…
ରାତି ପାହିଲେ ସାବିତ୍ରୀ: ଫଳ ଦୋକାନରେ ଅସମ୍ଭାଳ ଭିଡ଼, ଦର ଆକାଶଛୁଆଁ
ପାଟଣା,୨୧ା୫(ସ୍ବ.ପ୍ର.): ରାତି ପାହିଲେ ସାବିତ୍ରୀ ବ୍ରତ। ଏନେଇ କେନ୍ଦୁଝର ଜିଲା ପାଟଣା ଅଞ୍ଚଳର ତୁରୁମୁଙ୍ଗା ଓ ସାହାରପଡ଼ା ବଜାରସ୍ଥିତ ଫଳ ଦୋକାନଗୁଡିକରେ ଗୁରୁବାର ନାହିଁ ନ ଥିବା ଭିଡ଼ ଦେଖିବାକୁ ମିଳିଛି । ଚଳିତବର୍ଷ ଜ୍ୟୋଷ୍ଠ ମାସରେ ଗୁଳୁଗୁଳି ବଢ଼ି ନ…
ପାଟଣା ଥାନାରେ ଥାର୍ଡ ଡିଗ୍ରୀ ଭିଡିଓ ଭାଇରାଲ ଘଟଣା: ତଦନ୍ତ ଦାବିକଲେ ଅଞ୍ଚଳବାସୀ
ପାଟଣା,୨୧ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଆଇଆଇସି ଜଣେ ୨୨ ବର୍ଷୀୟ ମୁଦାଲାଙ୍କୁ ଥାନା ଭିତରେ ଲାଠି ଓ ଗୋଇଠା ମାରୁଥିବାର ଭିଡିଓ ସୋମବାର ଭାଇରାଲ ହେବା ପରେ ବିଭିନ୍ନ ମହଲରୁ ଘଟଣା ନିରପେକ୍ଷ ତଦନ୍ତ ପାଇଁ ଦାବି ହେଉଛି। ଏନେଇ…
୨୮୮୦ ସ୍ବାବ ଯାଞ୍ଚ
କେନ୍ଦୁଝର, ୨୧।୫(ସ୍ବ.ପ୍ର.)-କେନ୍ଦୁଝର ଜିଲାରେ କରୋନା ସ୍ଥିତ ଅନ୍ୟ ଜିଲା ଅପେକ୍ଷା ନିୟନ୍ତ୍ରଣରେ ରହିଛି। ଅଦ୍ୟାବଧି ୧୯ ତାରିଖ ସୁଦ୍ଧା ଜିଲାରୁ ୨୮୮୦ ଜଣଙ୍କ ସ୍ବାବ ଟେଷ୍ଟ କରାଯାଇଛି। ସେଥିରୁ ୨୮୭୨ ଜଣଙ୍କ ନେଗେଟିଭ ବାହାରିଛି। ୮ଜଣଙ୍କ କରୋନା ପଜିଟିଭ ବାହାରିଥିଲେ ହେଁ…
କଟକଣା ହେଲା କୋହଳ
କେନ୍ଦୁଝର, ୨୧।୫( ସ୍ବ.ପ୍ର.)-ଜିଲା ପ୍ରଶାସନ ଜାରି କଲା ନୂଆ ଗାଇଡ଼ ଲାଇନ। କଣ୍ଟେନମେଣ୍ଟ ଯୋନ ବାହାରେ କୋଭିଡ୧୯ ପାଇଁ ଥିବା କଟକଣା କୋହଳ କଲା। ଗ୍ରସୋରି, କ୍ଷୀର ଓ ମେଡିସିନ ଦୋକାନ ବ୍ୟତୀତ ଅନ୍ୟ ଦୋକାନ ସକାଳ ୭ଟାରୁ ସା ୫ଟା…
ଅମ୍ଫନ ପ୍ରଭାବରେ ପେଟ୍ରୋଲ ପମ୍ପ, ଘର କ୍ଷତିଗ୍ରସ୍ତ
କେନ୍ଦୁଝର,୨୦ା୫ (ସ୍ବ.ପ୍ର.)-କେନ୍ଦୁଝର ଜିଲାରେ ଅମ୍ଫନ ବାତ୍ୟାର ପ୍ରଭାବରେ ବୁଧବାର ବର୍ଷା ହୋଇଥିଲା। ସକାଳ ୮ଟା୩୦ରୁ ସନ୍ଧ୍ୟା ୫ ଟା ପର୍ଯ୍ୟନ୍ତ ୨୮୦.୮ ମିମି ବର୍ଷା ରେକର୍ଡ ହୋଇଛି। ସର୍ବାଧିକ ଝୁମ୍ପୁରା ବ୍ଲକରେ ୪୭ ମିମି ବର୍ଷା ହୋଇଥିବା ବେଳେ ଘଷିପୁରା ବ୍ଲକରେ…
ହାଟଡିହୀ ଫେରିଲେ ୧୦୩୯ ପ୍ରବାସୀ
ହାଟଡିହୀ,୨୦।୫(ଡି.ଏନ.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଧୀନରେ ୩୧ଟି ପଞ୍ଚାୟତ ଅଛି। ବାହାର ରାଜ୍ୟରେ ରହି କାର୍ଯ୍ୟ କରୁଥିବା ପ୍ରବାସୀ ଓଡ଼ିଆ ଫେରୁଛନ୍ତି। ଚଳିତ ମାସ ଗତ ୧୮ ତାରିଖ ସୁଦ୍ଧା ୧୦୩୯ ଜଣ ପ୍ରବାସୀ ଓଡ଼ିଆ ଫେରିଥିବା ସୂଚନା ମିଳିଛି।…
Archives


