କେନ୍ଦୁଝର

୪୦ ଫୁଟ୍ ଗଭୀର କୂଅ ଭିତରେ ପଡ଼ିଲେ ବୃଦ୍ଧା

ପାଟଣା, ୧୨/୫ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀକାପୁଡି ପଞ୍ଚାୟତ ନେଉଳିପଶି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସୋମବାର ରାତିରେ ଶୌଚ ହେବାକୁ ଯାଇଥିବା ସମୟରେ ଅସାବଧାନତା ବଶତଃ ଜଣେ ବୃଦ୍ଧା ବାଡ଼ିରେ ଥିବା ଏକ…

୩୩ ପ୍ରତିଶତ ମହିଳା ସଂରକ୍ଷଣ ଦାବି: ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ

ପାଟଣା, ୧୨।୫ (ବୀର କିଶୋର ଦାଶ) : ପାଟଣା ନିର୍ବାଚନମଣ୍ଡଳୀ ସ୍ତରୀୟ ବିଜୁ ମହିଳା ଜନତା ଦଳ ପକ୍ଷରୁ “ନାରୀ ଅଧିକାର ଅଭିଯାନ” ଅବସରରେ ମଙ୍ଗଳବାର ଏକ ବିରାଟ ଶୋଭାଯାତ୍ରା, ବିକ୍ଷୋଭ ସମାବେଶ ଓ କୁଶପୁତ୍ତଳିକା ଦାହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।…

ଟାଟା ପାୱାରର ଛଟେଇ ବିରୋଧରେ ତେଜିଲା ଶ୍ରମିକ ଆନ୍ଦୋଳନ: ଜୋରଦାର ପ୍ରତିବାଦ

କେନ୍ଦୁଝର,୧୧।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): ଟାଟା ପାୱାରର କେନ୍ଦୁଝର ନିର୍ବାହୀ ଯନ୍ତ୍ରୀ ଓ ଅଧିକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶ୍ରମିକମାନଙ୍କ ଛଟେଇ ବିରୋଧରେ ତେଜିଲା ଆନ୍ଦୋଳନ I ଟାଟା ପାୱାର କେନ୍ଦୁଝର ଅଧୀନରେ କାର୍ଯ୍ୟରତ ୫୦୦ରୁ ଅଧିକ ଏବଂ ଟାଟା ପାୱାର…

ବେଆଇନ ଛଟେଇ: ଟାଟା ପାୱାର ବିରୋଧରେ ତାତିଲେ ଠିକା କର୍ମଚାରୀ

ବଞ୍ଚୋ,୧୧।୫(ପ୍ରଦୋଷ ବିଶ୍ୱାଳ): ଟାଟା ପାୱାର ବିରୋଧରେ ତାତିଲେ ଠିକା କର୍ମଚାରୀ। ବେଆଇନ ଛଟେଇକୁ ବିରୋଧ କରି ନିର୍ବାହୀଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶତାଧିକ କର୍ମଚାରୀ ନାରାବାଜି କରିବା ସହ ପ୍ରତିବାଦ କରିଛନ୍ତି। ଆନନ୍ଦପୁର ଉପଖଣ୍ଡ ବିଦ୍ୟୁତ ବିଭାଗର ଘରୋଇ ସଂସ୍ଥା ଟିପିଏନଓଡିଏଲ (TPNODL)…

ସରକାରୀ ଜମିରୁ ଉଚ୍ଛେଦବେଳେ ପ୍ରବଳ ବିରୋଧ, ତଥାପି ଜାରି ରହିଛି…

ପାଟଣା,୧୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ପୁଟୁଳିଆ ମୌଜାର ୭୭୪ ନମ୍ବର ପ୍ଲଟରୁ ସୋମବାର ଜବରଦଖଲ ଉଚ୍ଛେଦ ଆରମ୍ଭ କରିଛି ପ୍ରଶାସନ। ଉଚ୍ଛେଦକୁ ବିରୋଧ କରି ମହିଳା ଜେସିବି ଗାଡ଼ି ସମ୍ମୁଖକୁ ଆସି ତୁମ୍ବିତୋଫାନ କରି ପୋଲିସକୁ ନାକେଦମ ସହ…

ଭଡ଼ାଟିଆ ମହିଳାଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ କରି ବନ୍ଧାହେଲେ ଘରମାଲିକ

କେନ୍ଦୁଝର,୧୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରାଲ ଅଭିଯୋଗରେ ଘର ମାଲିକଙ୍କୁ ଗିରଫ କରିଛି। ଅଭିଯୁକ୍ତ ପୁରୀ ଜିଲା ତାଳବଣିଆ ଥାନା ଅନ୍ତର୍ଗତ ମାଟିଆପଡ଼ା ଗ୍ରାମର ସୁଦର୍ଶନ ଦାଶ ବୋଲି ଜଣାପଡ଼ିଛି। ପୋଲିସ ରବିବାର…

ପୁଣି ଚର୍ଚ୍ଚାରେ ଜିତୁ ମୁଣ୍ଡା: ଘରକୁ ପାଣି ନ ଦେଲେ ପୁଣି କଙ୍କାଳ ନେବି

ପାଟଣା,୧୦।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଡିଆନାଳି ଗ୍ରାମର ଜିତୁ ମୁଣ୍ଡା ଏବେ ପୁଣି ଥରେ ଚର୍ଚ୍ଚାରେ। ଘରକୁ ପାଇପ୍‌ ଯୋଗେ ପାନୀୟଜଳ ସଂଯୋଗ ନ ହେଲେ ପୁଣି ଥରେ କଙ୍କାଳ ବୋହିନେବେ ବୋଲି କହିଛନ୍ତି। ତାଙ୍କର ଏହି…

ବାକି ଟଙ୍କା ଆଦାୟ କରିବାକୁ ଯାଇ ଅପହରଣ: କେନ୍ଦୁଝରରୁ କଟକ ନେବା ବେଳେ ଶାଳପଡ଼ା ଠାରେ ଧରିଲା ପୋଲିସ, ୨ ଗିରଫ

ହାଟଡିହୀ/ଛେନାପଦୀ,୯।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା): ବାକି ଟଙ୍କା ଆଦାୟ କରିବାକୁ ଯାଇ ଜଣେ ବ୍ୟବସାୟୀ ଅପହରଣର ଶିକାର ହୋଇଛନ୍ତି। କେନ୍ଦୁଝରରୁ ଅପହରଣ କରି କଟକ ଅଭିମୁଖେ ନେଇ ଯାଉଥିବା ବେଳେ ଆନନ୍ଦପୁର ପୋଲିସ ଚଢ଼ାଉ କରି ଅପହୃତ ବ୍ୟକ୍ତିଙ୍କୁ ଉଦ୍ଧାର କରିବା…

ରାଜସ୍ବ କର୍ମଚାରୀଙ୍କୁ ଗାଳିଗୁଲଜ, ଜଣଙ୍କୁ ବାନ୍ଧିଲା ପୋଲିସ

ହାଟଡିହୀ/ଛେନାପଦୀ,୯ା୫(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ରାଜସ୍ବ କର୍ମଚାରୀଙ୍କୁ ଗାଳିଗୁଲଜ ଏବଂ ଧମକ ଦେବା ଘଟଣାରେ ପୋଲିସ ଶନିବାର ଜଣକୁ ଗିରଫ କରିଛି l ଘଟଣା ସମ୍ପର୍କରେ ଆନନ୍ଦପୁର ଏସ୍‌ଡିପିଓ କମଳ କୁମାର ପଣ୍ଡା କହିଛନ୍ତି ଯେ, ଗତ…

ବିଜେଡି ଉପାଧ୍ୟକ୍ଷଙ୍କ ଅଶାଳୀନ ମନ୍ତବ୍ୟର ଅଡ଼ିଓ ଭାଇରାଲ: ଭାଜପା ମହଲରେ ଅସନ୍ତୋଷ

ହାଟଡିହୀ,୯।୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ୍‌ ବିଜେଡି ଉପାଧ୍ୟକ୍ଷ ଭାଜପା ଦଳ ବିରୋଧରେ ଅଶାଳୀନ ମନ୍ତ୍ରବ୍ୟ ଦେବା ତଥା ଅଶ୍ଳୀଳ ଭାଷାରେ ଗାଳି ଦେବା ନେଇ ଏକ ଅଡିଓ ଭାଇରାଲ ହେଉଛି। ଫଳରେ ଭାଜପା ମହଲରେ ଅସନ୍ତୋଷ ଏବଂ ଉତ୍ତେଜନା…

ହାତୀଙ୍କୁ ଠେଙ୍ଗାରେ ପିଟିବା ସହ ହାତୀପଲଙ୍କ ଭିଡିଓ କରି ସୋସିଆଲ ମିଡିଆରେ ଛାଡିବା ପଡିଲା ମହଙ୍ଗା: ବିଳମ୍ବିତ ରାତିରେ ୨ ନାବାଳକ ଗିରଫ

ପାଟଣା, ୯।୫(ବୀର କିଶୋର ଦାଶ): ଗତ ୪/୫ଦିନ ତଳେ ୪ଟି ଦନ୍ତା ହାତୀପାଟଣା ରେଞ୍ଜ ମଲ୍ଲିପଶି ବିଟରେ ଡେରା ପକାଇ ଥିବାବେଳେ ହାତୀଙ୍କୁ ଠେଙ୍ଗାରେ ପିଟିବା, ଲାଞ୍ଜ ଟାଣିବା, ଡ୍ରୋନ ସାହାଯ୍ୟରେ ହାତୀପଲଙ୍କ ଭିଡିଓ ଉତ୍ତୋଳନ କରି ସାମାଜିକ ଗଣମାଧ୍ୟମରେ ଛାଡିବା…

ବୋଦାବଳି ପାଇଁ ରାସ୍ତାରୁ ହଟୁନିି ଗଛ

ପାଟଣା,୯ା୫(ବୀର କିଶୋର ଦାଶ): ପାଟଣା,୮ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପୂର୍ତ୍ତ ବିଭାଗ ତୁରୁମୁଙ୍ଗା ଚମ୍ପୁଆ କାଞ୍ଜିଆଶୁଳା ମୁଖ୍ୟରାସ୍ତାର ନେଉଳିପଶି ନିକଟରେ ଶୁକ୍ରବାର ସକାଳେ ଏକ ବିରାଟକାୟ ଠାକୁରାଣୀ ଶାଳଗଛ ରାସ୍ତା ଉପରେ ଉପୁଡ଼ି ପଡିଛି। ରାସ୍ତା ଅବରୋଧ ହୋଇ ଉଭୟ ପାର୍ଶ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?