କେନ୍ଦୁଝର

ଖଣିଜ ପରିବହନ ଉପରେ ଗୁରୁତ୍ୱ ଦିଅ: ଜିଲାପାଳ

ଯୋଡ଼ା,୧ା୫ (ଡି.ଏନ୍‌.ଏ.)-ଖଣିଜ ପରିବହନକୁ ସୁଚାରୁରୂପେ କରିବା ନେଇ କେନ୍ଦୁଝର ଜିଲା ଯୋଡା ପୌରପାଳିକା ସଭାଗୃହଠାରେ ଗୁରୁବାର ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଥିଲା। ଜିଲାପାଳ ଆଶିଷ ଠାକରେ, ଏସ୍‌ପି ମିତ୍ରଭାନୁ ମହାପାତ୍ର ଉପସ୍ଥିତ ଥିଲେ। ପ୍ରଥମ ପର୍ଯ୍ୟାୟ ବୈଠକରେ ଯୋଡା ଖଣିମଣ୍ଡଳ…

ଗଳାବାଟ ଦେଇ ପାର୍‌ ହେଉଛନ୍ତି ଶ୍ରମିକ

ଚମ୍ପୁଆ,୧ା୫ (ଡି.ଏନ୍‌.ଏ.)- କରୋନା ମହାମାରୀର ମୁକାବିଲା ପାଇଁ କେନ୍ଦୁଝର ଜିଲା ଚମ୍ପୁଆ ଅଞ୍ଚଳରେ ସବୁସ୍ତରରେ ସତର୍କତା ମୂଳକ ପଦକ୍ଷେପ ନିଆ ଯାଉଛି। ଜିଲା ତଥା ରାଜ୍ୟବାହାରୁ ଆସୁଥିବା ଲୋକଙ୍କ ସମେତ ଦୂରଦୂରାନ୍ତରୁ ସାଇକେଲରେ ଆସୁଥିବା ଶ୍ରମିକଙ୍କୁ ପୋଲିସ ଓ ପ୍ରଶାସନ ଧରି…

ଲକ୍‌ଡାଉନ ବେଳେ ଚୋରା ମଦ କାରବାର: ୪ ଗିରଫ

ବଡ଼ବିଲ, ୩୦ା୪(ସ୍ବ.ପ୍ର.)-ଲକ୍‌ଡାଉନ ପାଇଁ ବିଭିନ୍ନ ଦୋକାନ ଖୋଲିବା ନେଇ କଟକଣା ଲାଗିଥିବାବେଳେ ମଦ ବିକ୍ରି ଉପରେ ନିଷେଧାଦେଶ ଲାଗିଛି। ହେଲେ ଲୁଚାଛପାରେ ବିକ୍ରି ହେଉଛି ମହୁଲି ଓ ବିଦେଶୀ ମଦ। ବଡ଼ବିଲ ପୋଲିସ ଚଢ଼ାଉ କରି ୨ଦିନରେ ମୋଟ ୧୨ ବୋତଲ…

କରୋନା ମୁକାବିଲା ଲାଗି ଶପଥ ନେଲେ ମହିଳା

କେନ୍ଦୁଝର, ୩୦ା୪ (ସ୍ବ.ପ୍ର.)-କରୋନା ମୁକାବିଲା ଲାଗି କେନ୍ଦୁଝର ସଦର ବ୍ଲକ ପଳାଶପଙ୍ଗା ପଞ୍ଚାୟତ ମୁରୁସୁଆଁ ଗ୍ରାମରେ ସାମାଜିକ ଦୂରତ୍ୱ ସହ ନିୟମିତ ମାସ୍କ ପିନ୍ଧିବା ନେଇ ଗ୍ରାମରେ ଥିବା ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଏକାଠି ହୋଇ ଶପଥ ନେଇଛନ୍ତି। ଆସନ୍ତା…

ଚେକଡ୍ୟାମ୍‌ରେ ବୁଡ଼ିି ବ୍ୟକ୍ତିଙ୍କ ଜୀବନ ଗଲା

ପାଟଣା, ୩୦ା୪(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡା ବ୍ଲକ କମାରମରା ଚେକଡ୍ୟାମରେ ବୁଡି ଜଣେ ୫୫ବର୍ଷୀୟ ବ୍ୟକ୍ତିଙ୍କର ବୁଧବାର ଅପରାହ୍ନରେ ମୃତ୍ୟୁ ଘଟିଛି। ମୃତକ ହେଲେ ଭଦ୍ରଖ ଜିଲା ବନ୍ତ ଥାନା ଜିରାଣ ଗ୍ରାମ ଆଦିବାସୀ ସାହିର ଗୋବର୍ଦ୍ଧନ ହୋ। ଲକ୍‌ଡାଉନ…

୪ହଜାର ମାସ୍କ ବଣ୍ଟନ

ଚମ୍ପୁଆ, ୩୦।୪(ଡି.ଏନ.ଏ)- କରୋନା ଭୂତାଣୁ ଠାରୁ ଦୂରେଇ ରହିବା ପାଇଁ ହାତଧୂଆ ଓ ମାସ୍କ ପିନ୍ଧିବା ଅତ୍ୟାବଶକ ହୋଇ ପଡିଥିବା ବେଳେ ଚମ୍ପୁଆ ବ୍ଲକର ୯ ଗୋଟି ପଞ୍ଚାୟତରେ ଜଗତ ଜନନୀ ସେବାଟ୍ରଷ୍ଟ ପ୍ରମୁଖ ତଥା ପୂର୍ବତନ ବିଧାୟକ ସନାତନ ମହାକୁଡଙ୍କ…

ଦିବ୍ୟାଙ୍ଗଙ୍କୁ ମିଳିଲା ସହାୟତା

ହାଟଡିହୀ, ୩୦।୪(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ୩୭ ନମ୍ବର ଜିଲା ପରିଷଦ ସଦସ୍ୟା ପ୍ରଣତି ଦେଓ ଶତାଧିକ ଭିନ୍ନକ୍ଷମଙ୍କୁ ସହାୟତା ପ୍ରଦାନ କରିଛନ୍ତ। ନିଜ ଗ୍ରାମ ଡଅଁର ସମେତ ବିଭିନ୍ନ ଗ୍ରାମକୁ ଚାଲି ଚାଲି ଯାଇ ଭିନ୍ନକ୍ଷମଙ୍କୁ ସାବୁନ, ମାସ୍କ, ଚାଉଳ,…

କୁଆପଥର ମାଡ଼ରେ ଫସଲ ନଷ୍ଟ

କେନ୍ଦୁଝର, ୩୦ା୪(ଡି.ଏନ.ଏ./ସ୍ବ.ପ୍ର.)-କେନ୍ଦୁଝର ସଦର ବ୍ଲକ ବାଉରୀପଦା ପଞ୍ଚାୟତ ଅନ୍ତର୍ଗତ କେମ୍ପସଡା ଏବଂ ଏହାର ଆଖପାଖ ଅଞ୍ଚଳରେ ବୁଧବାର କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା ହୋଇଛି। ସ୍ଥାନୀୟ ଅଞ୍ଚଳରେ ପରିବା ଫସଲ ବ୍ୟାପକ କ୍ଷତିଗ୍ରସ୍ତ ହୋଇଛି। ଏହି ଅଞ୍ଚଳ ଅରଡେଇ ନଦୀକୂଳରେ ଥିବା…

ରକ୍ତଦାନ ଶିବିରରେ ୩୦ ୟୁନିଟ୍‌ ରକ୍ତ ସଂଗ୍ରହ

କେନ୍ଦୁଝର,୩୦ା୪(ଡି.ଏନ୍‌.ଏ./ସ୍ବ.ପ୍ର.)-କେନ୍ଦୁଝର କଲେଜରୋଡସ୍ଥିତ ମହାଲକ୍ଷ୍ମୀ କଲଚରାଲ କ୍ଲବଠାରେ ବୁଧବାର ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲା ରକ୍ତଭଣ୍ଡାର ଅଧିକାରୀ ଡାକ୍ତର ଅନୁଜା ତ୍ରିପାଠୀ, ଏମଆଇଏସ ସ୍ନିଗ୍ଧା ରାୟ, ଲାବରୋଟୋରୀ ଟେକ୍ନିସିଆନ୍‌ ବେଣୁଧର ନାୟକ ଏବଂ ଦୀପ୍ତିମୟୀ ଡାରକାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଶିବିରରେ…

ମହିଳାଙ୍କୁ ବଳାତ୍କାର: ଅଭିଯୁକ୍ତ ଫେରାର

ପାଟଣା,୩୦ା୪(ସ୍ବ.ପ୍ର.)- କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ୩୫ ବର୍ଷୀୟା ବିବାହିତ ମହିଳାଙ୍କୁ ସେହି ଗ୍ରାମର ପ୍ରଫୁଲ ନାଏକ ମଙ୍ଗଳବାର ସାରେ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଥାନାଧିକାରୀ ବରେନ୍ଦ୍ର ଶିଆଲ ଏନେଇ ଏକ ମାମଲା (ନଂ. ୪୨/୨୦୨୦) ରୁଜୁ…

୩୫ ଶ୍ରମିକ ବସ୍‌ ଯୋଗେ କେନ୍ଦୁଝର ଫେରିଲେ

କେନ୍ଦୁଝର,୩୦ା୪(ଡି.ଏନ୍‌.ଏ): ସଂଗରୋଧ ଅବଧି ଶେଷ କରିବା ପରେ ୩୫ ଜଣ ଶ୍ରମିକଙ୍କୁ ଅନୁଗୁଳ ଜିଲା ପ୍ରଶାସନ ବସ୍‌ ଯୋଗେ କେନ୍ଦୁଝରକୁ ପଠାଇଛି। ଏହି ଶ୍ରମିକମାନେ ୧୪ ଦିନ ସଂଗରୋଧ ଅବଧି ଶେଷ କରିଥିବା ନେଇ ଅନୁଗୁଳ ଜିଲା ପ୍ରଶାସନ ପ୍ରମାଣପତ୍ର୍ର ପ୍ରଦାନ…

ଫେରାର ୨ ପିଲେଟ ଚୋର ଗିରଫ

ଯୋଡ଼ା, ୨୯।୪ (ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡା ଖଣିମଣ୍ଡଳର ବଡବିଲସ୍ଥିତ ଆରିୟା ଷ୍ଟିଲ କାରଖାନାରୁ ପରିବହନ ବେଳେ ପିଲେଟ ଚୋରି କରିଥିବା ଦୁଇ ଫେରାର ଅଭିଯୁକ୍ତଙ୍କୁ ପୋଲିସ ବୁଧବାର ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତଦ୍ୱୟ ହେଲେ କମାର ଯୋଡା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri