କେନ୍ଦୁଝର

ବନ କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ, ୩ ଗିରଫ

ଯୋଡା, ୨୧।୪(ଡି.ଏନ.ଏ.)-କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ଜାମୁପାଣିଠାରେ ବନ ବିଭାଗ ପକ୍ଷରୁ ଚୋରା କାଠ ବୋଝେଇ ଡମ୍ପର ଜବତ ବେଳେ ବନ କର୍ମଚାରୀମାନେ ମରଣାନ୍ତକ ଆକ୍ରମଣର ଶିକାର ହୋଇଥିବା ବାମେବାରୀ ଥାନାରେ ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା…

୫ ଚୋରା ମଦ ବେପାରି ଗିରଫ

ପାଟଣା,୨୧।୪(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ଅବକାରୀ ବିଭାଗ ପକ୍ଷରୁ ମଙ୍ଗଳବାର ତୁରୁମୁଙ୍ଗା ଥାନାର ଖିରେଇଟାଙ୍ଗିରି ଓ ଦାଶରଥୀପୁର ଗ୍ରାମରେ ଚଢ଼ାଉ କରି ୧୩୦ ଲିଟର ମହୁଲି ମଦ ଜବତ କରିବା ସହ ବିପୁଳ ପରିମାଣର ପୋଚ ନଷ୍ଟ କରାଯାଇଛି। ଏଥିସହ ଏହି ବେଆଇନ…

୫ମାସ ହେଲା ମିଳିନି ଚାଉଳ

କେନ୍ଦୁଝର, ୨୧।୪( ସ୍ବ.ପ୍ର.)-ଘଷିପୁରା ବ୍ଲକ ବଳରାମପୁର ପଞ୍ଚାୟତ ଅତାସହି ଗ୍ରାମର ମନ୍ମଥ ସାହୁଙ୍କ ସ୍ତ୍ରୀ ପ୍ରମିଳା ସାହୁଙ୍କ ନାମରେ ରାଶନ କାର୍ଡ (ନମ୍ବର- ୧୮୦୪୦୨୧୨୪୩୨) ରହିଛି। କିନ୍ତୁ ୫ ମାସ ହେଲା ତାଙ୍କ ପରିବାରକୁ ରାଶନ (ଚାଉଳ) ମିଳୁ ନ ଥିବାରୁ…

କାର୍ଯ୍ୟରେ ଯୋଗଦେଲେ ବିଆରସିସି

ହାଟଡିହୀ, ୨୧।୪(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଏବିଇଓ ସୁରେଶ ଜେନାଙ୍କୁ ବିଆରସିସି ଦାୟିତ୍ୱ ମିଳିଛି। ସୁରେଶ କିଛି ଦିନ ପୂର୍ବରୁ ଏଠାକୁ ବଦଳି ହୋଇ ଆସିଥିଲେ। ଦୀର୍ଘ ଦିନ ହେବ ଏଠାରେ ବିଆରସିସି ପଦବୀ ଫାଙ୍କା ପଡିଥିଲା। ଫଳରେ ବିଭିନ୍ନ କ୍ଷେତ୍ରରେ…

ଆଦିବାସୀ ଲୋକଙ୍କୁ ସଚେତନ କରାଇଲେ

ହାଟଡିହୀ, ୨୧।୪(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ହଦଗଡ ପଞ୍ଚାୟତ ଜୁଣପସି ଗ୍ରାମର ୬୦ରୁ ଊର୍ଦ୍ଧ୍ୱ ପରିବାରର ଲୋକଙ୍କୁ କରୋନା ରୋଗ ସମ୍ପର୍କରେ ସଚେତନ କରାଯାଇଛି। ଏହି ଗ୍ରାମ ଏକ ଆଦିବାସୀ ଓ ବଣ ପାହାଡ଼ ଘେରା ଆଦିବାସୀ ଇଲାକା ଅଟେ। ବହୁ…

ଅନ୍ୟ ଜିଲାରୁ ଆସୁଥିବା କର୍ମଚାରୀଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖିବାକୁ ଦାବି

କେନ୍ଦୁଝର, ୨୧।୪(ସ୍ବ.ପ୍ର.)-ସୋମବାର ଠାରୁ ଅଫିସ ଖୋଲିଲା। ଘରେ ଥିବା ଅଧିକାରୀ ଓ କର୍ମଚାରୀ ମାନେ କାର୍ଯ୍ୟରେ ଯୋଗ ଦେଇଛନ୍ତି। ତେବେ ଲୁଚାଛପା ବା ଜରୁରୀ କାମରେ ଜିଲା ବାହାରକୁ ଯାଇଥିବା କେତେକ କର୍ମଚାରୀ ରାତାରାତି ଫେରି ଆସି କାମରେ ଯୋଗ ଦେଇଛନ୍ତି।…

କେନ୍ଦୁଝରରୁ ଚାଲି ଚାଲି ପଳାଉଛନ୍ତି ଛତିଶଗଡ଼

କେନ୍ଦୁଝର, ୨୧।୪(ସ୍ବ.ପ୍ର.)-ନଳକୂପ ଖନନ କରି ପେଟପାଟଣା କରି ପରିବାର ପୋଷୁଥିବା ୩୩ଜଣ ଶ୍ରମିକ ଶ୍ରେଣୀର ଲୋକ ମଙ୍ଗଳବାର ଚାଲି ଚାଲି କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରୁ କେନ୍ଦୁଝର ସହର ଦେଇ ଏନ୍‌ଏଚ୍‌ ୪୯ରେ ଯାଉଥିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।…

ହଠାତ ବର୍ଷାରେ ଜନଜୀବନ ଅସ୍ତବ୍ୟସ୍ତ

କେନ୍ଦୁଝର, ୨୧।୪(ସ୍ବ.ପ୍ର.)-ମଙ୍ଗଳବାର ସକାଳେ ପ୍ରାୟ ସାଢେ ନଅଟାରେ ହଠାତ ଚାରିଆଡେ ଅନ୍ଧାର ଘୋଟିଆସିଥିଲା। ଲକ ଡାଉନ ଯୋଗୁ ରାସ୍ତାରେ ଯାତାୟାତ କମ ଥିଲେ ହେଁ ଅଫିସ ଖୋଲା ଥିବାରୁ ଏବଂ ଜିନିଷ ପତ୍ର କିଣା ବିକା ପାଇଁ ରାସ୍ତାରେ ଯାତାୟାତ ଥିଲା।…

ଡାକ୍ତରଖାନାରେ ବିଦ୍ୟୁତ୍‌ ସମସ୍ୟା

କେନ୍ଦୁଝର,୨୧ା୪(ସ୍ବ.ପ୍ର.) କେନ୍ଦୁଝର ଜିଲା ମୁଖ୍ୟ ଡ଼ାକ୍ତରଖାନାରେ ବାରମ୍ବାର ବିଦ୍ୟୁତ ବିଭ୍ରାଟ ଯୋଗୁଁ ଅନେକ ସମୟରେ କାର୍ଯ୍ୟ ବାଧାପ୍ରାପ୍ତ ହେଉଛି। ସୋମବାର ଏଭଳି ବିଦ୍ୟୁତ ସମସ୍ୟା ଦେଖାଦେବାରୁ ଟିକଟ କାଉଣ୍ଟରରେ ଟିକଟ ଦେବାରେ ସମସ୍ୟା ଉପୁଜି ଥିଲା। ଫଳରେ ଧାଡ଼ିରେ ଟିକଟ ପାଇଁ…

ସଫେଇ କର୍ମଚାରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା

କେନ୍ଦୁଝର,୨୧ା୪(ଡି.ଏନ୍‌.ଏ): କେନ୍ଦୁଝର ପୌରପାଳିକା ଅଧୀନରେ କୋଭିଡ-୧୯ର ମୁକାବିଲା କରୁଥିବା ସଫେଇ କର୍ମଚାରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷଣ ଶିବିର ସହରାଞ୍ଚଳ ସ୍ବାସ୍ଥ୍ୟକେନ୍ଦ୍ରଠାରେ ଆରମ୍ଭ ହୋଇଛି। ପୌରପାଳିକାର ନିର୍ବାହୀ ଅଧିକାରୀ ଡ.ମଧୁସ୍ମିତା ସାମନ୍ତରାୟଙ୍କ ନିର୍ଦ୍ଦେଶକ୍ରମେ ଆରମ୍ଭ ହୋଇଥିବା ଏହି ଶିବିର ଆସନ୍ତା ୨୬ତାରିଖ ପଯର୍‌ୟନ୍ତ ଚାଲିବ।…

ଚୋରା ବାଲି ଚାଲାଣ: ୨ ଟ୍ରାକ୍ଟର ଜବତ

ପାଟଣା,୨୧ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡା ତହସିଲ ଉଦୟପୁର ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ଅଧୀନ ବୈତରଣୀ ନଦୀର ଜୁମେଇଁ ଘାଟରୁ ସୋମବାର ପୂର୍ବାହ୍ନରେ ବେଆଇନ ଚୋରା ବାଲି ଚାଲାଣ ବେଳେ ୨ଟି ଟ୍ରାକ୍ଟର ଜବତ ହୋଇଛି। ସାହାରପଡା ତହସିଲଦାର ଲମ୍ବୋଦର ଖୁଣ୍ଟିଆ, ତୁରୁମୁଙ୍ଗା…

କରୋନା ଭୟରେ ଛୁଇଁଲେନି ମୃତଦେହ

ଚମ୍ପୁଆ, ୨୦ା୪(ଡି.ଏନ.ଏ.): କରୋନା ଭୟରେ ବାଙ୍ଗାଲୋର ଫେରନ୍ତା ଜଣେ ଯୁବକଙ୍କ ମୃତଦେହକୁ ଗ୍ରାମବାସୀ ନ ଛୁଇଁବା ଘଟଣା କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି। ଖବରପାଇ ପୋଲିସ ଓ ପ୍ରଶାସନିକ ଅଧିକାରୀମାନେ ପହଞ୍ଚି ତାଙ୍କ ପରିବାର ଲୋକଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri