କେନ୍ଦୁଝର

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା

ପାଟଣା,୧୯ା୪(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ଓ ସାହାରପଡା ବ୍ଲକର ବିଭିନ୍ନ ସ୍ଥାନରେ ଶନିବାର ଅପରାହ୍ନରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଛି। ପାଟଣା ଅଞ୍ଚଳରେ ବର୍ଷା ସହିତ ପବନ ହୋଇଥିବା ବେଳେ ସାହାରପଡା ବ୍ଲକର…

ଜିଲାକୁ ଫେରିଥିଲେ ୩୭, ଶେଷ ହେଲା ୩୬ ଜଣଙ୍କ ହୋମ୍‌ କ୍ୱାରାଣ୍ଟାଇନ୍‌ ଅବଧି

କେନ୍ଦୁଝର,୧୮ା୪(ସ୍ବ.ପ୍ର.): କେନ୍ଦୁଝର ଜିଲାକୁ ୩୭ଜଣ ବ୍ୟକ୍ତି ବିଦେଶରୁ ଫେରିଛନ୍ତିି। ସେମାନଙ୍କ ମଧ୍ୟରୁ ଶନିବାର ସୁଦ୍ଧା ୩୬ ଜଣଙ୍କ ହୋମ୍‌ କ୍ୱାରାଣ୍ଟାଇନ ଅବଧି ଶେଷ ହୋଇଛି। ଜିଲାରେ ବର୍ତ୍ତମାନ ପର୍ଯ୍ୟନ୍ତ କରୋନା ଆକ୍ରାନ୍ତ ଚିହ୍ନଟ ହୋଇନାହିଁ। ସଂକ୍ରମଣ ନ ବ୍ୟାପିବା ପାଇଁ ପ୍ରଶାସନ…

ମାସ୍କ, ସାବୁନ ବଣ୍ଟନ

କେନ୍ଦୁଝର, ୧୮।୪(ସ୍ବ.ପ୍ର.)-ହରିଚନ୍ଦନପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ କରୋନା ମହାମାରୀ ପାଇଁ ହରିଚନ୍ଦନପୁର ପ୍ରେସ କ୍ଲବ ପକ୍ଷରୁ ସାବୁନ, ମାସ୍କ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଯାଇଛି। ବର୍ତ୍ତମାନ ସବୁଠି କରୋନା ମହାମାରୀର ଆତଙ୍କ ଖେଳିଯାଇଛି । ଏହାକୁ ଆଖି ଆଗରେ ରଖି…

ବେଆଇନ ଚୋରା ବାଲି ଚାଲାଣ ବେଳେ ୨ ଟ୍ରାକ୍ଟର ଜବତ

ପାଟଣା,୧୮।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ତହସିଲ ରାଜନଗର ରାଜସ୍ବ ନିରୀକ୍ଷକ ଅନ୍ତର୍ଗତ ବୈତରଣୀ ନଦୀର ରାଇକଳା ବାଲି ଘାଟରୁ ୨ଟି ଟ୍ରାକ୍ଟର ଜବତ ହୋଇଛି। ବେଆଇନ ଚୋରା ଚାଲାଣ ହେଉଥିବା ବେଳେ ଶନିବାର ତୁରୁମୁଙ୍ଗା ପୋଲିସ ୨ଟି ବାଲି ବୋଝେଇ ଟ୍ରାକ୍ଟରକୁ…

୫୬୯୦ ନିର୍ମାଣ ଶ୍ରମିକଙ୍କୁ କରୋନା ସହାୟତା

ପାଟଣା,୧୮ା୪(ସ୍ବ.ପ୍ର.): କରୋନା ଭୂତାଣୁ ସଂକ୍ରମଣ ଯୋଗୁଁ ସାରା ଦେଶରେ ଲକ୍‌ ଡାଉନ ଜାରି ରହିଛି। ଏଭଳି ପରିସ୍ଥିତିରେ କଳକାରଖାନା, ନିର୍ମାଣ ଓ ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ ରହିଥିବାରୁ ଖଟିଖିଆ, ଦିନମଜୁରିଆ ଓ ଶ୍ରମିକ ଶ୍ରେଣୀର ଲୋକେ ପ୍ରଭାବିତ ହୋଇଛନ୍ତି। ସେମାନଙ୍କ ଚୁଲି…

ପୂର୍ବତନ ମନ୍ତ୍ରୀ ସହରାଇ ଓରାମଙ୍କ ପରଲୋକ

କେନ୍ଦୁଝର/ବଡ଼ବିଲ,୧୭।୪(ସ୍ବ.ପ୍ର.)-ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ କୁହାଯାଉଥିବା ପୂର୍ବତନ ମନ୍ତ୍ରୀ ତଥା ଚମ୍ପୁଆ ନିର୍ବାଚନମଣ୍ଡଳୀର ପ୍ରାକ୍ତନ ବିଧାୟକ ସହରାଇ ଓରାମଙ୍କ ଶୁକ୍ରବାର ଅପରାହ୍ନରେ ତାଙ୍କ ବଡ଼ବିଲ ଭଦ୍ରାସାହି ସ୍ଥିତ ବାସଭବନରେ ପରଲୋକ ଘଟିଛି। ତାଙ୍କୁ ୭୮ ବର୍ଷ ହୋଇଥିଲା। ସେ…

୮୩ ୟୁନିଟ୍‌ ରକ୍ତ ସଂଗୃହୀତ

ଆନନ୍ଦପୁର,୧୭। ୪ (ସ୍ବ.ପ୍ର.)- କେନ୍ଦୁଝର ଜିଲା ଘସିପୁରା ନିର୍ବାଚନ ମଣ୍ଡଳୀର ରାମଚନ୍ଦ୍ରପୁର ଠାରେ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଘସିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ଏହି ରକ୍ତଦାନ ଶିବିର…

ସାମାଜିକ ଦୂରତା ରକ୍ଷା କରି ବିଜୁ ଶ୍ରାଦ୍ଧବାର୍ଷିକୀ ପାଳିତ

ହାଟଡିହୀ, ୧୭।୪(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଶାନ୍ତିଲତା ଭବନଠାରେ ବିଜୁ ବାବୁଙ୍କ ଶ୍ରାଦ୍ଧବାର୍ଷିକୀ ସାମାଜିକ ଦୂରତା ରକ୍ଷା କରି ପାଳିତ ହୋଇଯାଇଛି। ବରିଷ୍ଠ ବିଜେଡି ନେତା ବୁଦ୍ଧଦେବ ଜେନାଙ୍କ ଅଧ୍ୟକ୍ଷତାରେ ହାଟଡିହୀ ପଞ୍ଚାୟତ ବିଜେଡି ସଭାପତି କାମପାଳ ନାୟକ, କର୍ମୀ…

ଅସହାୟଙ୍କୁ ଖାଦ୍ୟ, ମାସ୍କ ବଣ୍ଟନ

ହାଟଡିହୀ, ୧୭।୪(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୁଲଣ ପଞ୍ଚାୟତ ଆବୁଲପରା ଗ୍ରାମରେ ଅସହାୟ ଲୋକ ଶୁଖିଲା ଖାଦ୍ୟ ଓ ମାସ୍କ ବଣ୍ଟନ କରାଯାଇଛି। ସାମାଜିକକର୍ମୀ ସୁରେଶ୍ୱରୀ ସାଗରିକା ଜେନା, ସାମାଜିକକର୍ମୀ ବିଶ୍ୱରଞ୍ଜନ ପାଣିଗ୍ରାହୀ, ଉମାକାନ୍ତ ରାଉତ, ରମେଶ ଜନାଙ୍କ ନେତୃତ୍ୱରେ ୩୦ରୁ…

୪ ବଖରା ଜଳିଗଲା

ହାଟଡିହୀ, ୧୭।୪(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅରା ଗ୍ରାମରେ ଅଗ୍ନିକାଣ୍ଡ ଘଟି ବେଣୁଧର ପଣ୍ଡାଙ୍କ ୪ବଖରା ଜଳିଯାଇଛି। ଅଗ୍ନିକାଣ୍ଡ କେମିତି ଘଟିଲା ତାହାର କାରଣ ଜଣାପଡ଼ିନି। ହାଟଡିହୀ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ଘରର ସମସ୍ତ ଆସବାବପତ୍ର, ଧାନ,…

ବାହାରୁ ଫେରିଥିବା ଲୋକଙ୍କୁ ଖାଦ୍ୟ ମିଳୁ ନ ଥିବା ଅଭିଯୋଗ

କେନ୍ଦୁଝର,୧୭ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅନ୍ତର୍ଗତ କାଦଡିହା ଗ୍ରାମର ପ୍ରାଥମିକ ସ୍କୁଲରେ ୧୩ ଜଣ ମହିଳା ଓ ପୁରୁଷ ଗତ ୩ ତାରିଖରୁ ଅଲଗା ରହୁଥିଲେ ହେଁ ପଞ୍ଚାୟତ କିମ୍ବା ବ୍ଲକ ପକ୍ଷରୁ ଖାଦ୍ୟ ମିଳୁ ନ ଥିବା ଅଭିଯୋଗ…

ସହରର ବିଭିନ୍ନ ସ୍ଥାନରେ ଚାଲିଛି ବିଶୋଧନ ପ୍ରକ୍ରିୟା

କେନ୍ଦୁଝର,୧୭ା୪(ସ୍ବ.ପ୍ର.): କରୋନା ମହାମାରୀ ରୋକିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ବିଶୋଧନ କାର୍ଯ୍ୟ ଜୋର୍‌ସୋରରେ ଚାଲିଛି। କେନ୍ଦୁଝର ସହରର ବିଭିନ୍ନ ଅଫିସ, ଡାକ୍ତରଖାନା, ରାସ୍ତାଘାଟ ବିଶୋଧନ କରାଯାଉଛି। ଶୁକ୍ରବାର ମନୋଜ ମଞ୍ଜରୀ ଶିଶୁ ଭବନ, ତିନି ନମ୍ବର ୱାର୍ଡ ମୁସଲିମ୍‌ ବସ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri