କେନ୍ଦୁଝର

ଭାଜପାକୁ ଟାର୍ଗେଟ କଲେ ନିରଞ୍ଜନ, ଆକ୍ରମଣ ଘଟଣାରେ ଜଣେ ଅଟକ

କେନ୍ଦୁଝର,୧୮।୧(ସ୍ବ.ପ୍ର.): ରବିବାର କେନ୍ଦୁଝରରେ ହୋଇଥିବା ଆକ୍ରମଣ ଘଟଣାରେ ଟାଉନ ଥାନା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚରା କରିବା ସହ ଅନ୍ୟମାନଙ୍କୁ ଧରିବ ପାଇଁ ଉଦ୍ୟମ ଜାରି ରଖିଛି ବୋଲି ଟାଉନ ଥାନା ଅଧିକାରିଣୀ ପ୍ରମୋଦିନୀ ସାହୁ କହିଛନ୍ତି। ଅଟକ…

ଆଜି ଖୋଲିଲା ମା’ ତାରିଣୀଙ୍କ ମନ୍ଦିର

କେନ୍ଦୁଝର,୧୮।୧(ସ୍ବ.ପ୍ର.): ଘଟଗାଁ ମା’ ତାରିଣୀ ପୀଠ ସୋମବାରଠାରୁ ଖୋଲିଛି। ସକାଳେ ମା’ଙ୍କ ଠାରେ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା ହେବା ପରେ କରୋନା କଟକଣା ମଧ୍ୟରେ ଭକ୍ତଙ୍କ ଦର୍ଶନ ପାଇଁ ମନ୍ଦିର ଖୋଲାଯାଇଥିଲା। ପ୍ରଥମେ ସେବାୟତ ପରିବାରଙ୍କ ପାଇଁ ୮ରୁ ୯ ତାରିଖ…

ଦୋକାନ ଆଜବେଷ୍ଟସ୍‌ ଭାଙ୍ଗି ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଅଳଙ୍କାର ଚୋରି

ପାଟଣା,୧୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟସ୍ଥିତ ପାଟଣା ମୁଖ୍ୟ ବଜାରର ଏକ ଗହଣା ଦୋକାନରୁ ଶୁକ୍ରବାର ରାତିରେ ଚୋରି ହୋଇଛି। ଦୋକାନରୁ ୨୦ଲକ୍ଷରୁ ଟଙ୍କାରୁ ଊର୍ଦ୍ଧ୍ୱ ଟଙ୍କାର ସୁନା ଓ ରୁପା ଗହଣା ଚୋରି ହୋଇଥିବା ପାଟଣା ଥାନାରେ ଅଭିଯୋଗ…

କେନ୍ଦୁଝରରେ ଡାକ୍ତର, ମହିଳା ସୁଇପର ନେଲେ ପ୍ରଥମ ଟିକା

କେନ୍ଦୁଝର,୧୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାର ୬ଟି କେନ୍ଦ୍ରରେ କରୋନା ଟିକାକରଣ ଆରମ୍ଭ ହୋଇଛି। ଜିଲା ମୁଖ୍ୟ ଡାକ୍ତରଖାନାରେ ଜିଲାପାଳ ଆଶିଷ ଥାକରେ ଓ ସିଡିଏମଓଙ୍କ ତତ୍ତ୍ୱାବଧାନରେ ଆରମ୍ଭ ହୋଇଛି। ମେଡିକାଲର ଜଣେ ସୁଇପର ବୀଣାପାଣି ବାରିକ ଏବଂ ଯକ୍ଷ୍ମା ଓ…

ଖେଳଣା ଗିଳି ଶିଶୁପୁତ୍ର ମୃତ

କେନ୍ଦୁଝର/ଆନନ୍ଦପୁର, ୧୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅଧୀନ ଅର୍ଜୁନବଣିଆ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ପ୍ଲାଷ୍ଟିକ୍‌ ଖେଳଣା ଗିଳି ଦେବାରୁ ଜଣେ ଶିଶୁପୁତ୍ରର ମୃତ୍ୟୁ ଘଟିଛି। ମୃତ ଶିଶୁ ହେଲେ ଗଁାର ମନୁ ନାଇକଙ୍କ ପୁଅ ସନୁ(୪)।…

ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ

କେନ୍ଦୁଝର,୧୩।୧(ସ୍ବ.ପ୍ର.): କେନ୍ଦୁଝର ଅତିରିକ୍ତ ଜିଲା ଜଜ ତଥା ସ୍ବତନ୍ତ୍ର ଜଜ ଲୋକନାଥ ସାହୁ ଆଜି ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରିଛନ୍ତି। ଏହି ଘଟଣାରେ ସେ ଦୁଇ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିବା ସହ ୫୦…

୩୫ ମେଟ୍ରିକ୍‌ ଟନ୍‌ ଲୁହାପଥର ବୋଝେଇ ଟ୍ରକ୍‌ ଜବତ

ଯୋଡ଼ା/ଝୁମ୍ପୁରା, ୧୩।୧(ଡି.ଏନ୍‌.ଏ): କେନ୍ଦୁଝର ଜିଲା ଯୋଡ଼ା ଖଣିମଣ୍ଡଳରେ ହେଉଥିବା ଖଣିଜ ଚୋରା କାରବାରକୁ ବନବିଭାଗ ଲଗାତାର ଗୋଡାଇ ଧରୁଛି। ସୋମବାର ବିଳମ୍ବିତ ରାତି ପ୍ରାୟ ୧ଟା ବେଳେ ଯୋଡା ଖଣିମଣ୍ଡଳସ୍ଥିତ ନୟାଗଡ ଜଙ୍ଗଲରୁ ଏକ ୧୨ଚକିଆ ଟ୍ରକ୍‌(ନଂ-ଓଡି ୧୫ ଏଲ୍‌ ୦୩୮୬)ରେ…

ବାଇକ୍‌କୁ ଶୁଣ୍ଢରେ ଟେକି କଚାଡିଲା ହାତୀ

ପାଟଣା,୧୨।୧(ସ୍ବ.ପ୍ର.): କିଛିଦିନ ବ୍ୟବଧାନରେ ପୁଣି କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ହାତୀ ଉପଦ୍ରବ ଦେଖିବାକୁ ମିଳିଛି। ସୋମବାର ବିଳମ୍ବିତ ରାତିରେ ତୋଣ୍ଡ ବିଟ୍‌ ଅନ୍ତର୍ଗତ ସଡ଼ଙ୍ଗବାହାଳୀ ଗ୍ରାମରେ ଏକ ଗୋଠ ଛଡା ଦନ୍ତାହାତୀ ପଶି ଗ୍ରାମର ମଦନ ସୁନ୍ଦର ମହାନ୍ତଙ୍କ ଘର…

ଖଣ୍ଡାଧାର ଜଳପ୍ରପାତ

କେନ୍ଦୁଝର ଜିଲାର ବାଂଶପାଳ ବ୍ଲକ ଅନ୍ତର୍ଗତ କାଦକଳାଠାରେ ପ୍ରାକୃତିକ ସବୁଜିମା ପରିବେଶ ମଧ୍ୟରେ ରହିଛି ଖଣ୍ଡାଧାର ଜଳପ୍ରପାତ। ଏହି ପ୍ରକୃତିଦତ୍ତ ଜଳପ୍ରପାତ ଓ ଏଠାକାର ଥଣ୍ଡା ପରିବେଶ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିଥାଏ। ଏଠାରେ ପ୍ରାୟ ୭ଶହ ଫୁଟ୍‌ ଉପରୁ ଲମ୍ଫ ପ୍ରଦାନ…

ଦୁଇ ଚୋରଙ୍କୁ କାବୁ କରି ପୋଲିସ ଜିମା ଦେଲେ ଗ୍ରାମବାସୀ

ପାଟଣା,୧୧।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ସବଇନ୍ସପେକ୍ଟର ଦୀନଦୟାଲ ମୋଦିଙ୍କ ଭଡ଼ା ଘରୁ ରବିବାର ରାତିରେ ଚୋରି ଉଦ୍ୟମ ହେଉଥିବା ବେଳେ ଗାଁ ଲୋକେ ଦୁଇଜଣ ଚୋରଙ୍କୁ କାବୁ କରି ପୋଲିସ ଜିମା ଦେଇଛନ୍ତି। ଦୀନଦୟାଲ ତୁରୁମୁଙ୍ଗା ମନ୍ଦିର ସାହିସ୍ଥିତ ଦିଲ୍ଲୀପ…

ବିଦ୍ୟାଳୟ, ମହାବିଦ୍ୟାଳୟ ପରିଦର୍ଶନ କଲେ ଉଚ୍ଚଶିକ୍ଷା ନିର୍ଦ୍ଦେଶକ

ପାଟଣା,୧୦।୧(ସ୍ବ.ପ୍ର.): ଦୀର୍ଘ ୯ ମାସ ପରେ କୋଭିଡ୍‌ କଟକଣା ମଧ୍ୟରେ ଜାନୁୟାରୀ ୮ତାରିଖରୁ ରାଜ୍ୟରେ ଦଶମ ଓ ଯୁକ୍ତ ୨ ଛାତ୍ରୀଛାତ୍ରଙ୍କ ପାଇଁ କଟକଣା ମଧ୍ୟରେ ଶିକ୍ଷାଦାନ ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ବ୍ଲକର…

୫ ହାଇସ୍କୁଲ କର୍ମଚାରୀଙ୍କ ଦରମା ବନ୍ଦ

ପାଟଣା/କେନ୍ଦୁଝର,୯ା୧(ସ୍ବ. ପ୍ର): ଦୀର୍ଘ ମାସ ପରେ ଶୁକ୍ରବାର ୧୦ମ ଶ୍ରେଣୀ ପିଲାଙ୍କ ପାଇଁ ହାଇସ୍କୁଲ ଖୋଲିଛି। ମାତ୍ର ବିଦ୍ୟାଳୟ ଆରମ୍ଭରୁ କୋଭିଡ୍‌ ଗାଇଡ୍‌ଲାଇନ ଉଲ୍ଲଂଘନ କାରଣରୁ କେନ୍ଦୁଝର ଜିଲା ଶିକ୍ଷାଅଧିକାରୀ ସଂଗ୍ରାମ ସାହୁ ୫ ହାଇସ୍କୁଲ କର୍ମଚାରୀଙ୍କ ଦରମା ବନ୍ଦ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?