କେନ୍ଦୁଝର

ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ଶୁଭେନ୍ଦୁ ଯଜ୍ଞଙ୍କୁ ଆସିଛି ଡକରା

ବଞ୍ଚୋ,୮।୫(ପ୍ରଦୋଷ ବିଶ୍ୱାଳ): ପଶ୍ଚିମବଙ୍ଗରେ ଶନିବାର ଭାଜପା ସରକାର ଗଠନ କରିବ। ଶୁଭେନ୍ଦୁ ଅଧିକାରୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ବିଧାୟକ ଦଳ ବୈଠକ ପରେ ସ୍ବରାଷ୍ଟ ମନ୍ତ୍ରୀ ଅମିତ୍‌ ଶାହ ଏହି ଘୋଷଣା କରିଛନ୍ତି। ଶପଥ ଗ୍ରହଣ ଉତ୍ସବରେ ସାମିଲ…

ସର୍ବସମ୍ମୁଖରେ ଠେଙ୍ଗାରେ ପିଟି ଯୁବକକୁ ହତ୍ୟା

ଟେନସା,୮।୫(ସମୀର କୁମାର ପାଢୀ): ଭୋଜି ଭାତ ଚାଲିଥିବା ବେଳେ ସାମାନ୍ୟ ବଚସାକୁ ନେଇ ସର୍ବ ସମ୍ମୁଖରେ ଠେଙ୍ଗାରେ ପିଟିପିଟି ଯୁବକଙ୍କୁ ହତ୍ୟା କରିବା ଘଟଣା ଏବେ କୋଇଡା ଖଣି ଅଞ୍ଚଳରେ ଛାଞ୍ଚଲ୍ୟ ସୃଷ୍ଟି କରିଛି । ଏହିପରି ଘଟଣା ଘଟିଛି ସୁନ୍ଦରଗଡ଼…

ନାରୀଙ୍କୁ ସୁରକ୍ଷା, ନାରୀଙ୍କୁ ସମ୍ମାନ ଦାବିରେ ଏକାଠି ହେଲେ ଶତାଧିକ ମହିଳା, ବିରୋଧୀଙ୍କ କୁଶପୁତ୍ତଳିକା ଦାହ କରି…

ପାଟଣା,୮ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ଶୁକ୍ରବାର ଜନଆକ୍ରୋଶ ମହିଳା ସମାବେଶ ରାଲି ପାଟଣା ମୁଖ୍ୟାଳୟ ଆନନ୍ଦେଶର ଶିବ ମନ୍ଦିରରୁ ବାହାରି ବଜାରପରିକ୍ରମା କରି ବ୍ଲକ ପର୍ଯ୍ୟନ୍ତ ଯାଇଥିଲା। ନାରୀ ସୁରକ୍ଷା ନାରୀ ସମ୍ମାନ ଆମର ଦାବି,…

ଭୋଜି ହେଲା କାଳ: ନଦୀକୁ ଖସି ପଡ଼ି ଫାର୍ମାସିଷ୍ଟ ଛାତ୍ରଙ୍କ ମୃତ୍ୟୁ

ହାଟଡିହୀ/ଛେନାପଦୀ,୭।୫(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହଦଗଡ଼ ସାଳନ୍ଦୀ ନଦୀକୁ ଖସି ପଡି ଜଣେ ଫାର୍ମାସିଷ୍ଟ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଭଦ୍ରକ ଜିଲା ବନ୍ତ ଥାନା ନିଳୋକ ପଞ୍ଚାୟତ ନୁଣୀପଦା ଗ୍ରାମର ଶାନ୍ତନୁ ନାୟକଙ୍କ ପୁଅ ଦେବାଶିଷ(୨୬ )।…

ଶୁଦ୍ଧି ହେଲେ ଜିତୁ ମୁଣ୍ଡା; ଭଉଣୀଙ୍କ ସମାଧି କରି ଜାତି ଭାଇଙ୍କୁ ଭୋଜି ଦେଲେ, ସହାୟତାର ହାତ ବଢ଼ାଇଲେ ମନ୍ତ୍ରୀ

ପାଟଣା,୬ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ଡ଼ିଆନାଳୀ ଗ୍ରାମର ଜିତୁ ମୁଣ୍ଡା ବ୍ୟାଙ୍କରୁ ନିଜ ଭଉଣୀର ଜମା ଟଙ୍କା ପାଇବା ପାଇଁ ପ୍ରଚଣ୍ଡ ରୌଦ୍ର ତାପରେ ମଶାଣୀରୁ କଙ୍କାଳ ବୋହିନେଇ ବ୍ୟାଙ୍କ ସମ୍ମୁଖରେ ରଖିବା ଘଟଣା ସାରା ଦେଶ ବିଦେଶରେ ଚର୍ଚ୍ଚାର…

ଜନଆକ୍ରୋଶ ସମାବେଶରେ ହଜାର ହଜାର ମହିଳା ହେଲେ ଏକଜୁଟ୍‌

ହାଟଡିହୀ,୬ା୫(ଶୁଭକାନ୍ତ ନାୟକ): ଭାଜପା ତରଫରୁ କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀ ବ୍ଲକ ୩୭ ନଂ ଜୋନ୍‌ରେ ଜନଆକ୍ରୋଶ ମହିଳା ସମାବେଶ ବୁଧବାର ଅନୁଷ୍ଠିତ ହୋଇଛି। ବିଧାନସଭା ନେତା ଆଲୋକ ସେଠୀଙ୍କ ତତ୍ତ୍ୱାବଧାନରେ ଏମ୍‌ପି ପ୍ରତିନିଧି ଜ୍ଞାନରଞ୍ଜନ ସାମନ୍ତସିଂହାର, ଭାଜପା…

ଜନଗଣନାରେ ସାମିଲ ହେଲେ ଜିଲାପାଳ

ଭବାନୀପାଟଣା,୬ା୫(ଉତ୍ତମ କୁମାର ଦାଶ)-ରାଜ୍ୟରେ ଗତ ଏପ୍ରିଲ ୧୫ରୁ ପ୍ରଥମ ପର୍ଯ୍ୟାୟ ଜନଗଣନା ଆରମ୍ଭ ହୋଇଛି। ଆସନ୍ତା ୧୬ ତାରିଖରେ ଏହା ଶେଷ ହେବ। ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲାରେ ମଧ୍ୟ ଶିକ୍ଷୟିତ୍ରୀ ଶିକ୍ଷକମାନେ ଗାଁଠାରୁ ସହର ଓ ପଡାକୁ ଯାଇ ଜନ…

୭୧ତମ ବାଦି ପାଲା ମହୋତ୍ସବ: କଳାକାର ସମ୍ବର୍ଦ୍ଧିତ

ପାଟଣା,୬।୫(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ସୁଆମ ଶାସନରେ ଶୁକ୍ରବାରଠାରୁ ଆରମ୍ଭ ହୋଇଥିବା ୭୧ତମ ବାଦି ପାଲା ମହୋତ୍ସବ ଉଦଯାପିତ ହୋଇଛି। ଆୟୋଜିତ ସମ୍ବର୍ଦ୍ଧନା ସଭା ସତ୍ୟନାରାୟଣ ପାଲା ଅନୁଷ୍ଠାନ ସୁଆମ ଶାସନର ସଭାପତି ଭାଗିରଥି ଦାଶଙ୍କ ସଭାପତିତ୍ୱରେ ଅନୁଷ୍ଠିତ…

ହାତୀଙ୍କୁ ଆକ୍ରମଣ, ହଇରାଣ କରି ଭିଡିଓ ସୋସିଆଲ ମିଡିଆରେ ଛାଡିବା ପଡିଲା ମହଙ୍ଗା: ୪ ଯୁବକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେଲା ବନବିଭାଗ

କେନ୍ଦୁଝର,୬।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): ହାତୀକୁ ଆକ୍ରମଣ କରି ହଇରାଣ କରିବା ଏବଂ ଭିଡିଓ ଉତ୍ତୋଳନ କରି ସାମାଜିକ ମିଡିଆରେ ପ୍ରସାରଣ କରିବା ଘଟଣାରେ ବନ ବିଭାଗ ୪ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ସଂଗଠିତ ହୋଇ ମଲ୍ଲିପୋଷି…

କେନ୍ଦୁଝର ଜିଲା କାର୍ଯ୍ୟକାରୀ ସଭାପତି ହେଲେ ପ୍ରମୋଦ ପଟ୍ଟନାୟକ: ସବୁଆଡୁ ଛୁଟୁଛି ଶୁଭେଚ୍ଛାର ସୁଅ

କେନ୍ଦୁଝର,୬।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବିଜେଡିର କାର୍ଯ୍ୟକାରୀ ସଭାପତି ଭାବେ ବରିଷ୍ଠ ବିଜେଡି ନେତା ପ୍ରମୋଦ ପଟ୍ଟନାୟକଙ୍କ ନାମ ଘୋଷଣା ହୋଇଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ, ତାଙ୍କ ନାମ ଘୋଷଣା କରିଛନ୍ତି। ଛାତ୍ର ଜୀବନରୁ ରାଜନୀତି କ୍ୟାରିୟର ଆରମ୍ଭ…

ଜିଲାପାଳଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ପ୍ରୋଭିଜନାଲ ପେନସନ ପ୍ରଦାନ କର…

ହାଟଡିହୀ/ଛେନାପଦୀ,୫।୫(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ ନରହରି ନାୟକଙ୍କୁ ପ୍ରୋଭିଜନାଲ ପେନସନ ପ୍ରଦାନ କରିବା ପାଇଁ ମାନ୍ୟବର ଓଡିଶା ହାଇକୋର୍ଟ ଚଳିତ ମାସ ଗତ ୧ ତାରିଖରେ କେନ୍ଦୁଝର ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।…

ରତିକାନ୍ତଙ୍କୁ ଗୁରୁଦାୟିତ୍ୱ ଦେଲା ବିଜେଡି: କହିଲେ…

ବଞ୍ଚୋ,୫।୫(ପ୍ରଦୋଷ କୁମାର ବିଶ୍ୱାଳ): ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଅଫିସ ଆର୍ଡର ନଂ ୩୬, ତାରିଖ ୦୫/୦୫/୨୦୨୫ ଅନୁଯାୟୀ ରାଜ୍ୟର ବିଭିନ୍ନ ପଦବୀ ପାଇଁ ନୂତନ ନିଯୁକ୍ତି ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଆନନ୍ଦପୁର ନିର୍ବାଚନମଣ୍ଡଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?