କେନ୍ଦୁଝର

ସିଦ୍ଧମଠ ଜଙ୍ଗଲରୁ ଲକ୍ଷାଧିକ ଟଙ୍କାର ମାଙ୍ଗାନିଜ୍‌ ପଥର ଜବତ

ଯୋଡ଼ା,୭।୧: କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ୍‌ ଅନ୍ତର୍ଗତ ସିଦ୍ଧମଠ ସଂରକ୍ଷିତ ଜଙ୍ଗଲରୁ ଲକ୍ଷାଧିକ ଟଙ୍କାର ମାଙ୍ଗାନିଜ ପଥର ବନବିଭାଗ ଜବତ କରିଛି। ଜବତ ହୋଇଥିବା ସ୍ଥାନଟି ଏକ ଖଣି କମ୍ପାନୀର ଲିଜ୍‌ ଅଞ୍ଚଳ ବୋଲି ଜଣାପଡିଛି। ମାଙ୍ଗାନିଜ ପଥର ଚୋରା ଚାଲାଣ…

ଘର ଭାଙ୍ଗି ଫସଲ ନଷ୍ଟ କଲେ ହାତୀ

ତେଲକୋଇ,୭।୧: କେନ୍ଦୁଝର ଜିଲା ହାଲପୋଡି ଗ୍ରାମରେ ଏକ ଦନ୍ତା ହାତୀ ଘର ଭାଙ୍ଗି ଫସଲ ନଷ୍ଟ କରିଛି। ଦନ୍ତାଟି ବୁଧବାର ରାତିରେ ହାଲପୋଡି ଗ୍ରାମରେ ପଶି ପ୍ରଥମେ ଗୀତା ନାଏକଙ୍କ ଘର ଭାଙ୍ଗି ଧାନ, ଚାଉଳ ଖାଇ ଦେଇଥିଲା। ଅନ୍ୟପକ୍ଷରେ ଗୀତା…

ଡିଆରଡିଏ କାର୍ଯ୍ୟାଳୟ ଘେରାଉ କଲେ ଗାଁ ସାଥୀ

କେନ୍ଦୁଝର,୭।୧(ସ୍ବ.ପ୍ର.): ମହାତ୍ମାଗାନ୍ଧୀ ଜାତୀୟ କର୍ମ ନିଯୁକ୍ତି ଯୋଜନାରେ କାର୍ଯ୍ୟ ସମ୍ପାଦନ ପାଇଁ ନିୟୋଜିତ ଗାଁ ସାଥୀ (ମେଟ୍‌)ମାନଙ୍କ ବିଭିନ୍ନ ସମସ୍ୟାକୁ ନେଇ ଗୁରୁବାର ଗାଁ ସାଥୀ ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି, ଓଡ଼ଶା ପକ୍ଷରୁ ୨୩ ଦଫା ଦାବି ନେଇ ଘେରାଉ…

କାନଝରୀ ଡ୍ୟାମ୍‌: କେମିତି ଯିବେ

କେନ୍ଦୁଝର ଜିଲା ଘଟଗାଁ ବ୍ଲକ ଅନ୍ତର୍ଗତ କାନଝରୀ ନଦୀରେ ବନ୍ଧାଯାଇଛି କାନଝରୀ ଡ୍ୟାମ୍‌। ଜଙ୍ଗଲ ପରିବେଷ୍ଟିତ ଏହି ଜଳଭଣ୍ଡାରର ସୌନ୍ଦର୍ଯ୍ୟ ବେଶ ମନରୋମ। ସଦର, ଘଟଗାଁ ଓ ପାଟଣା ବ୍ଲକ ଅଞ୍ଚଳକୁ ଜଳସେଚିତ କରିବା ପାଇଁ ଏହି ପ୍ରକଳ୍ପ ୧୯୭୫ରେ ନିର୍ମାଣ…

ମାନ୍ୟତା ଅପେକ୍ଷାରେ କାଇଁଝରୀ ଜଳପ୍ରପାତ

କେନ୍ଦୁଝର, ୬ା୧(ସ୍ବ.ପ୍ର.)-କେନ୍ଦୁଝର ଜିଲାରେ ଭରି ରହିଛି ବହୁ ଅନାଲୋଚିତ ପ୍ରାକୃତିକ ଜଳପ୍ରପାତ । ସେଥି ମଧ୍ୟରୁ ବାଂଶପାଳ ବ୍ଲକ ଅନ୍ତର୍ଗତ ତଳବାଲି ନିକଟରେ ବିଲାରୀଗୋଠ ପାହାଡ଼ରେ ରହିଛି ଏକ ମନୋରମ ଜଳପ୍ରପାତ । ଯାହାର ନାମ ସ୍ଥାନୀୟ ଲୋକେ ଘାଗରା (ଅର୍ଥ…

ହୁଡ଼ିସାହିରେ ବିଜୁଳି ସାତସପନ

ଚମ୍ପୁଆ,୬।୧(ଡି.ଏନ.ଏ.)- ଦ୍ୱୀପ ତଳ ଅନ୍ଧାର ଭଳି ସ୍ବାଧୀନତାର ୭୨ ବର୍ଷ ପରେବି ବିଜୁଳି ଆଲୁଅ ଦେଖିବାରୁ ବଞ୍ଚିତ ହୋଇଛନ୍ତି ଚମ୍ପୁଆ ଏନ୍‌ଏସି ଅଧୀନରେ ରହିଥିବା ୧୩ ନଂ ୱାର୍ଡର ଆଦିବାସୀ ଗାଁ ନୁଆଗାଁ ହୁଡିସାହି। ଆଦିବାସୀମାନେ ଏଠାରେ କାହିଁ କେଉଁ କାଳରୁ…

ବିଦ୍ୟାଳୟ ମିଶ୍ରଣ ପ୍ରତିବାଦରେ ଆନ୍ଦୋଳନ

କେନ୍ଦୁଝର,୪।୧(ସ୍ବ.ପ୍ର.): ହରିଚନ୍ଦନପୁର ବ୍ଲକ ଧଳପୁର ଗ୍ରାମର ଗୋପବନ୍ଧୁ ପ୍ରାଥମିକ ବିଦ୍ୟାଳୟକୁ ବନ୍ଦ ନ କରିବା ଦାବିରେ ଏବଂ ବିଦ୍ୟାଳୟ ମିଶ୍ରଣ ପ୍ରତିବାଦରେ ଧଳପୁର ଗ୍ରାମର ଅଭିଭାବକ ଓ ଗ୍ରାମବାସୀ ସୋମବାର ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ଲିଖିତ ଅଭିଯୋଗ କରିଛନ୍ତି। ଏନେଇ ବ୍ୟାନର…

ରୋଗୀଙ୍କୁ ମିଳୁନି ସ୍ବାସ୍ଥ୍ୟ ସେବା

ଯୋଡା, ୩।୧(ଡି.ଏନ୍‌.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକ କମାରଯୋଡ଼ାରେ ରହିଛି ସରକାରୀ ଡାକ୍ତରଖାନା। ଏଠାରେ ଡାକ୍ତର, କର୍ମଚାରୀ ଅଭାବ ଯୋଗୁ ସ୍ଥାନୀୟ ଲୋକେ ଉତ୍ତମ ସେବା ପାଇବାରୁ ବଞ୍ଚିତ ହେଉଛନ୍ତି। ଅପରପକ୍ଷରେ ଡିଷ୍ଟ୍ରିକ୍ଟ ମିନେରାଲ ଫାଉଣ୍ଡେସନ(ଡିଏମ୍‌ଏଫ୍‌)ରେ ହଜାର ହଜାର କୋଟି ଟଙ୍କା ଥାଇ…

ସିସିଟିଭିରେ ବିନା ହେଲମେଟ ଧରପଗଡ଼, ଦେଢ଼ ଲକ୍ଷ ଟଙ୍କାର ଫାଇନ ଗଣିଲେ ଖିଲାପକାରୀ

କେନ୍ଦୁଝର,୨।୧(ସ୍ବ.ପ୍ର.) : ନୂଆବର୍ଷ ଠାରୁ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି କ୍ରମେ କେନ୍ଦୁଝର ଜିଲାରେ ଆରମ୍ଭ ହୋଇଛି ମୋଟରଯାନ ନିୟମ। ବିଶେଷ କରି ହେଲମେଟ ଓ ବେପରୁଆ ଗାଡ଼ିଚାଳନା ଉପରେ ଧରପଗଡ଼। ପ୍ରଥମଥର ପାଇଁ ସିସିଟିଭି ଦ୍ୱାରା ଚାଲିଛି ଏହି ଧରପଗଡ଼। ଏଣୁ…

ଯୁବକଙ୍କୁ ଠେଙ୍ଗାରେ ପିଟିପିଟି ମାରିଦେଲେ ଦୁର୍ବୃତ୍ତ, ଗଣ୍ଡଗୋଳ ଛଡ଼ାଇବାକୁ ଯାଇ ମହିଳା ଗୁରୁତର

ପାଟଣା,୨।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ରାଜାଭାଡ଼ି ସାପ୍ତାହିକ ହାଟରେ ଜଣେ ୨୦ ବର୍ଷୀୟ ଯୁବକଙ୍କୁ ସଂଘ ବଦ୍ଧ ଭାବେ ଠେଙ୍ଗାରେ ପିଟି ଦୁର୍ବୃତ୍ତମାନେ ଲହୁଲୁହାଣ କରି ପକାଇଥିଲେ। ଶନିବାର ସକାଳୁ ଚିକିତ୍ସାଧୀନ ଅବସ୍ଥାରେ କେନ୍ଦୁଝର ଜିଲା ମୁଖ୍ୟ…

ସୋଲାର ସିଷ୍ଟମ ନଳକୂପ ଅଚଳ

ଝୁମ୍ପୁରା, ୨।୧(ଡି.ଏନ.ଏ.): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅନ୍ତର୍ଗତ ପାହାଡ଼ିଆ ଅଞ୍ଚଳରେ ବିକଳ୍ପ ବ୍ୟବସ୍ଥା ନ ଥିବାରୁ ଗଭୀର ନଳକୂପ କରି ସୋଲାର ସିଷ୍ଟମ ଜରିଆରେ ପାଣି ଉଠାଯାଇ ଗ୍ରାମବାସୀଙ୍କୁ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା କରାଯାଇଛି। କିନ୍ତୁ ସୋଲାର ସିଷ୍ଟମ…

ଅନ୍‌ଲାଇନରେ ମା’ଙ୍କୁ ଦର୍ଶନ କଲେ ଶ୍ରଦ୍ଧାଳୁ

କେନ୍ଦୁଝର,୨।୧(ସ୍ବ.ପ୍ର.)-ପ୍ରତ୍ୟେକ ବର୍ଷ ଆରମ୍ଭରେ ମା’ ତାରିଣୀ ପୀଠରେ ଭକ୍ତଙ୍କ ଭିଡ଼ ଜମେ। ଦୂରଦୂରାନ୍ତରୁ ଭକ୍ତମାନେ ଆସି ମା’ଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରି ନବବର୍ଷ କିପରି ଭଲରେ କଟିବ ଓ ସମସ୍ତଙ୍କର ମଙ୍ଗଳ ହେବ ସେ ଆଶିଷ ନେଇ ଫେରିଥାନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?