କେନ୍ଦୁଝର

୩ ପୋଲିସ କର୍ମଚାରୀଙ୍କ ସମେତ ଭ୍ୟାନକୁ ଅଟକ ରଖିଲେ ଗ୍ରାମବାସୀ

ପାଟଣା, ୧୬।୮(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ଥାନାର ଭ୍ୟାନ ସମେତ ୩ ଜଣ ପୋଲିସ କର୍ମଚାରୀଙ୍କୁ ଟଭାସରୁଆ ଗ୍ରାମବାସୀ ଗୁରୁବାର ରାତିରେ ଅଟକ ରଖି ପୋଲିସ ବ୍ୟବସ୍ଥା ଉପରୁ ସେମାନଙ୍କ ଆସ୍ଥା ତୁଟିଥିବା ଅଭିଯୋଗ କରିଥିଲେ। ଦାଦନ ଖଟିବାକୁ ଯାଇ ନିର୍ଯାତନାର...

ବିବାଦୀୟ ଜମିକୁ ନେଇ ଗଣ୍ଡଗୋଳ, ଜମି ମାଲିକଙ୍କ ପୁଅ ଆହତ

ଆନନ୍ଦପୁର,୧୬।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କଣ୍ଟିପାଳ ମୌଜା ବିରିଡିହା ଗ୍ରାମରେ ଏକ ବିବାଦୀୟ ଜମିକୁ ନେଇ ପୁଣି ବିବାଦ ଦେଖାଦେଇଛି। ଜମି ମାଲିକ ସୁଦର୍ଶନ ସାହୁଙ୍କ ଅଭିଯୋଗ କ୍ରମେ ଚଳିତ ମାସ ୬ ତାରିଖରେ କଣ୍ଟିିପାଳ ମୌଜା ଖାତା...

ହାଟଡିହୀରେ ସ୍ବାଧୀନତା ଦିବସ

ହାଟଡିହୀ,୧୫ା୮(ସ୍ବ.ପ୍ର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବିଭିନ୍ନ ସ୍ଥାନରେ ୭୩ତମ ସ୍ବାଧୀନତା ଦିବସ ପାଳିତ ହୋଇଛି। ବ୍ଲକ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ...

ଦେଶରେ ଅଖଣ୍ଡତା, ସାର୍ବଭୌମକୁ ଅକ୍ଷୁଣ୍ଣ ରଖିବାକୁ ବିଧାୟକଙ୍କ ଆହ୍ବାନ

ପାଟଣା,୧୫।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକସ୍ତରୀୟ ୭୩ତମ ସ୍ବାଧୀନତା ଦିବସ ଗୁରୁବାର ଷ୍ଟାଡିୟମ ସନ୍ନିକଟ ପଡ଼ିଆରେ ଅନୁଷ୍ଠିତ ହୋଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ଜଗନ୍ନାଥ ନାଏକ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ...

କେନ୍ଦୁଝରରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ

କେନ୍ଦୁଝର (ସ୍ବ.ପ୍ର.): କେନ୍ଦୁଝର ଷ୍ଟାଡିୟମ ପଡିଆରେ ଗୁରୁବାର ଜିଲାସ୍ତରୀୟ ୭୩ ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି l ମୁଖ୍ୟଅତିଥି ଭାବେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟା ଲଘୁ ଓ ପଛୁଆ ବର୍ଗ କଲ୍ୟାଣ ମନ୍ତ୍ରୀ...

ଜାଲିଆନାୱାଲାବାଗ ହତ୍ୟାକାଣ୍ଡର ୧୦୦ବର୍ଷ ପୂର୍ତ୍ତି , ଏବିଭିପିର ତ୍ରିରଙ୍ଗା ଯାତ୍ରା

କେନ୍ଦୁଝର୧୫।୮(ସ୍ବ.ପ୍ର.): କେନ୍ଦୁଝର ଏବିଭିପି ଶାଖା ପକ୍ଷରୁ ଗୁରୁବାର ଜାଲିଆନାୱାଲାବାଗ ହତ୍ୟାକାଣ୍ଡର ୧୦୦ବର୍ଷ ପୂର୍ତ୍ତି ଅବସରରେ ଏକ ତ୍ରିରଙ୍ଗା ଯାତ୍ରା ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଏବିଭିପିର କାର୍ଯ୍ୟକର୍ତ୍ତା ଓ ବିଭିନ୍ନ ମହାବିଦ୍ୟାଳୟର ଛାତ୍ରୀଛାତ୍ରମାନେ ସ୍ଥାନୀୟ ମାଇନିଂରୋଡ ଖଣି ଯାନ୍ତ୍ରିକ ବିଦ୍ୟାଳୟ ଠାରୁ...

ଆନନ୍ଦପୁରରେ ସ୍ବାଧୀନତା ଦିବସ

ଆନନ୍ଦପୁର, ୧୫।୮(ସ୍ବ.ପ୍ର): କେନ୍ଦୁଝର ଜିଲା ଆନନ୍ଦପୁର ଷ୍ଟାଡିୟମରେ ୭୩ତମ ସ୍ବାଧୀନତା ଦିବସ ପାଳନ କରାଯାଇଛି। ଆନନ୍ଦପୁର ଉପଜିଲାପାଳ ରବୀନ୍ଦ୍ର କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସକାଳ ୮.୩୦ରେ  ଜାତୀୟ ପତାକା ଉତ୍ତୋଳନ କରିଥିଲେ। ପରେ ଛାତ୍ରୀଛାତ୍ରଙ୍କଠାରୁ ଅଭିବାଦନ...

ଆନ୍ତର୍ଜାତୀୟ ଫୁଟବଲ ରେଫରି କୃଷ୍ଣଚନ୍ଦ୍ରଙ୍କ ହୃଦୟ କଥା: ପ୍ରତିଭା ଅଛନ୍ତି, ସୁଯୋଗ ମିଳୁନି

କେନ୍ଦୁଝର, ୧୫ା୮(ସ୍ବ.ପ୍ର.)ଗତ ୩ରୁ ୬ ତାରିଖ ଯାଏ ଚେନ୍ନାଇରେ ଅନୁଷ୍ଠିତ ଆନ୍ତର୍ଜାତିକ ଫୁଟବଲ ଚାମ୍ପିୟନଶିପ୍‌ ସ୍ପେଶାଲ ଅଲିମ୍ପିକରେ କେନ୍ଦୁଝର ଜିଲାର ୨ ଜଣ କ୍ରୀଡାବିତ୍‌ଙ୍କୁ ରେଫରି ଭାବେ ଚୟନ କରାଯାଇଥିଲା ା ସେମାନେ ହେଲେ ସଦର ବ୍ଲକ ରାଇକଳା ଗ୍ରାମର...

ଜନ୍ମ ଦିନରେ ମୃତ୍ୟୁ କୋଳକୁ ଗଲେ ବ୍ୟବସାୟୀ

ବଡବିଲ, ୧୪।୮(ସ୍ବ.ପ୍ର.): ଜନ୍ମ ଦିନରେ ମୃତ୍ୟୁମୁଖରେ ପଡିବା ଘଟଣା ବହୁତ କମ୍‌ ଦେଖିବାକୁ ମିଳିଥାଏ। କେନ୍ଦୁଝର ଜିଲା ବଡବିଲ ପୌରାଞ୍ଚଳରେ ୱାର୍ଡ ନଂ-୪ ଉ.ପ୍ରା. ବିଦ୍ୟାଳୟ ନିକଟରେ ରହୁଥିବା ବ୍ୟବସାୟୀ ପଞ୍ଚାନନ ଦଳାଇଙ୍କର ମୃତ୍ୟୁ ଘଟିଛି। ସେ ୧୯୭୧ ମସିହା...

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ: ବୃଦ୍ଧ ଗିରଫ

କେନ୍ଦୁଝର, ୧୪ା୮ (ସ୍ବ.ପ୍ର./ଡି.ଏନ.ଏ.): ସଦର ଥାନା ଅନ୍ତର୍ଗତ ଅଞ୍ଚଳରେ ଜଣେ ୪ର୍ଥ ଶ୍ରେଣୀ ରେ ପଢୁଥିବା ୯ ବର୍ଷର ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଜଣେ ବୃଦ୍ଧଙ୍କୁ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି । ତାଙ୍କ ନାମ...

୭ନଂ ଓ୍ବାର୍ଡରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ

ଯୋଡ଼ା, ୧୪।୮(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡା ପୌରପାଳିକାର ୭ନଂ ଓ୍ବାର୍ଡରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇଥିବା ଅଭିଯୋଗ ହୋଇଛି । ଉକ୍ତ ଓ୍ବାର୍ଡର ପୋଷ୍ଟ ଓଫିସ ପଛପାର୍ଶ୍ୱରେ ଅଳିଆ ଆବର୍ଜନା ପଡି ପରିବେଶ ପ୍ରଦୂଷିତ ହେଉଛି । ଦୀର୍ଘଦିନ ଧରି...

ସୂଆଁପଦା ଛକ ଦୁର୍ଘଟଣା ଘଟଣା: ମୃତ୍ୟୁସଂଖ୍ୟା ଦୁଇରେ ପହଞ୍ଚିଲା

ଆନନ୍ଦପୁର,୧୪।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ୨୦ ନଂ. ଜାତୀୟ ରାଜପଥର ସୂଆଁପଦା ଛକଠାରେ ମଙ୍ଗଳବାର ହୋଇଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଘସିପୁରା ବ୍ଲକ ଶାଳଦେଇ ପଞ୍ଚାୟତ ନପଙ୍ଗା ଗ୍ରାମର ଭରତ ଦଳେଇଙ୍କ ପୁଅ ଜୟଦେବଙ୍କୁ କଟକ ବଡ...

Advertisement
Mettle Meet 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri