କେନ୍ଦୁଝର

ଏନ୍‌ଏଚ୍‌ରେ ଜଳୁନି ହାଇମାଷ୍ଟ

କେନ୍ଦୁଝର, ୨୦ା୩ (ସ୍ବ.ପ୍ର.)-କେନ୍ଦୁଝର ଜିଲାର ୨୦ନମ୍ବର ଜାତୀୟରାଜପଥର ବିଭିନ୍ନ ସ୍ଥାନରେ ଥିବା ଓଭର ବ୍ରିଜ ଉପରେ ଓ ଜନଗହଳିପୂର୍ଣ୍ଣ ଛକ ରାସ୍ତା ଗୁଡ଼ିକରେ ଲୋକ ତଥା ଯାତାୟାତ କରୁଥିବା ଗାଡିଚାଳକଙ୍କ ସୁବିଧା ପାଇଁ ଲକ୍ଷାଧିକ ଟଙ୍କା ବ୍ୟୟରେ ଉଜ୍ଜ୍ୱଳ ଆଲୋକ...

ବୃଦ୍ଧାଙ୍କ ଉପରେ ମାଡ଼ିଗଲା ବାଉଁଶ ବୋଝେଇ ପିକ୍‌ଅପ୍‌

ପାଟଣା,୧୯।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ପୁଟୁଳିଆ ଗ୍ରାମ ହୁଡ଼ିସାହିର ଜଣେ ବୃଦ୍ଧାଙ୍କ ଉପରେ ଗୁରୁବାର ସକାଳେ ଏକ ବାଉଁଶ ବୋଝେଇ ପିକ୍‌ଅପ୍‌ ମାଡ଼ିଯିବାରୁ ତାଙ୍କର ମୃତ୍ୟୁ ଘଟିଛି। ମୃତ ବୃଦ୍ଧା ଜଣକ ହେଲେ ଟୁରି ମୁଣ୍ଡା। ସୂଚନା ଅନୁଯାୟୀ,...

କଲଭର୍ଟ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର

ପାଟଣା,୧୯ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ୪୯ ନମ୍ବର ଜାତୀୟ ରାଜପଥ ଖିରେଇଟାଙ୍ଗିରି ନିକଟରେ ଏକ କଲଭର୍ଟ ତଳୁ ଗୁରୁବାର ସକାଳୁ ଜଣେ ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ଜଣକ ହେଉଛନ୍ତି ଚିଲିଦା ଗ୍ରାମର...

‘କରୋନା’ ପାଇଁ ଘଟଗାଁ ତାରିଣୀ ମନ୍ଦିରରେ କଟକଣା

କେନ୍ଦୁଝର, ୧୯ା୩(ଡି.ଏନ.ଏ.)-କରୋନା ପାଇଁ ଘଟଗାଁ ମା’ ତାରିଣୀ ମନ୍ଦିରରେ କଟକଣା ଜାରି କରାଯାଇଛି। ବୁଧବାର ଦିନ ଜିଲାପାଳ ଆଶିଷ ଠାକରେଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇ ଭକ୍ତଙ୍କ ପାଇଁ କଟକଣା ଜାରି କରାଯାଇଛି। ପ୍ରତି ଭକ୍ତ ମଧ୍ୟରେ ଦୂରତା...

ଫେରାର ଚୋରି ଅଭିଯୁକ୍ତ ଗିରଫ

ଯୋଡ଼ା,୧୮।୩(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରର କମାରଯୋଡ଼ା ଠାରେ ହୋଇଥିବା ଚୋରି ଘଟଣାର ଜଣେ ଅଭିଯୁକ୍ତଙ୍କୁ ଯୋଡ଼ା ପୋଲିସ ବୁଧବାର ଗିରଫ କରିଛି। ଅଭିଯୁକ୍ତ ହେଲେ ଯୋଡ଼ା ମଙ୍ଗଳା ମନ୍ଦିର ନିକଟରେ ରହୁଥିବା ଟେପେ କାରୁଆ ା ପୋଲିସ ସୂଚନା...

୬୦୦ ଲିଟର ଦେଶୀ ମଦ, ୯୨୮୦ କେଜି ମହୁଲ ପୋଚ ଜବତ: ୨ ଗିରଫ

ଆନନ୍ଦପୁର,୧୮।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଅବକାରୀ ବିଭାଗ ଓ ପୋଲିସର ମିଳିତ ଚଢ଼ାଉରେ ବହୁଳ ପରିମାଣର ଦେଶୀ ମଦ, ରନ୍ଧାସାମଗ୍ରୀ ଜବତ ହୋଇଛି। ଘଟଣାରେ ସମ୍ପୃକ୍ତ ୨ ଜଣଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। ସେମାନେ ହେଲେ କଣ୍ଟିପାଳର...

ମୋବାଇଲ୍‌ ଟ୍ରାକିଂ କରି ୭ ଆନ୍ତଃରାଜ୍ୟ ଲୁଟେରାଙ୍କୁ ଗିରଫ କଲା ତୁରୁମୁଙ୍ଗା ପୋଲିସ

ପାଟଣା,୧୭।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ପୋଲିସ ୭ ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଲୁଟେରାଙ୍କୁ ମଙ୍ଗଳବାର ଗିରଫ କରି କୋର୍ଟଚାଲାଣ କରିଛି। ମଙ୍ଗଳବାର ଅପରାହ୍ନରେ ଚମ୍ପୁଆ ଏସ୍‌ଡିପିଓ ହରିହର ପାଣି ଓ ଥାନାଧିକାରୀ ବାରେନ୍ଦ୍ର ଶିଆଲ ଏକ ଖବର ଦାତା ସମ୍ମିଳନୀରେ...

ବନ୍ଧୁଙ୍କୁ ଛାଡ଼ିବାକୁ ଯିବାବେଳେ ଦୁର୍ଘଟଣା: ଜଣେ ମୃତ, ୨ ଗୁରୁତର

ପାଟଣା,୧୭ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଢେଙ୍କିକୋଟ ଦେଇ ଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥର କାଶିଆ ଜଙ୍ଗଲ ହନୁମାନ ମନ୍ଦିର ନିକଟରେ ସୋମବାର ଅପରାହ୍ନରେ ଏକ ବାଇକ୍‌ ଭାରସାମ୍ୟ ହରାଇ ଏକ ଶାଳ ଗଛରେ ପିଟି ହୋଇଛି। ଏଥିରେ ଜଣଙ୍କର...

ଯୁବ ପିଢିିଙ୍କୁ ଦିଅନ୍ତି ପରିବତ୍ତର୍ର୍ନର ବାର୍ତ୍ତା : ନୃତ୍ୟ ଓ ଅଭିନୟ କଳାରେ ପ୍ରବୀଣ ଗୁରୁ ଦାସ

  କେନ୍ଦୁଝର, ୧୭ା୩ (ସ୍ବ.ପ୍ର.)-ଦୀର୍ଘ ୨୦ ବର୍ଷର କଳା ସାଧନା ଭିତରେ ଅନେକ ଘାତ ପ୍ରତିଘାତ ମଧ୍ୟରେ ଆଗକୁ ବଢିଛନ୍ତି । ଜଣେ କଳାକାର ହେବା ଲାଗି ପିଲା ଦିନୁ ଦେଖିଥିଲେ ସ୍ବପ୍ନ । ଏହାକୁ ସାକାର ରୂପ ଦେବାଲାଗି...

ଖଲିପତ୍ର ଦେଲା ନୂଆ ଆଶାଭରସା

କେନ୍ଦୁଝର, ୧୭ା୩(ଡି.ଏନ.ଏ.)-ପ୍ଲାଷ୍ଟିକର ବ୍ୟବହାର ବନ୍ଦ ଲାଗି ସରକାରୀ କଟକଣା ପରେ ଶାଳପତ୍ରରୁ ପ୍ରସ୍ତୁତ ହେଉଥିବା ଖଲି ଚଉତିର ବ୍ୟବହାର ବଢ଼ିଛି। ବିଭିନ୍ନ ସରକାରୀ ବୈଠକ ଓ କର୍ମଶାଳାରେ ପ୍ଲାଷ୍ଟିକ ପ୍ଲେଟ ବଦଳରେ ଏବେ ଚଉତି ବ୍ୟବହାର କରାଯାଉଛି। ପୂର୍ବରୁ ପାରମ୍ପାରିକ...

ରାଜନଗରରେ କରୋନା ସନ୍ଦେହ: ନିରୀକ୍ଷଣରେ ୩ ଯୁବକ

ରାଜନଗର, ୧୬।୩(ଡି.ଏନ୍‌.ଏ.): ଓଡ଼ିଶାରେ ପ୍ରଥମ କରୋନା ପଜିଟିଭି ଚିହ୍ନଟ ହେବା ପରେ ଆତଙ୍କ ଖେଳିଯାଇଛି। କେନ୍ଦ୍ରାପଡ଼ା ଜିଲା ରାଜନଗରରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବିଦେଶ ଫେରନ୍ତା ୩ ଯୁବକଙ୍କୁ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ନିରୀକ୍ଷଣ ଲାଗି ରଖାଯାଇଛି।...

ନାଁ ଫୌଜି, କାମ ସେବା କରିବା

କେନ୍ଦୁଝର, ୧୬ା୩(ସ୍ବ.ପ୍ର.)- ଦେଶ ସୁରକ୍ଷା ଲାଗି ସେନା ବାହିନୀରେ ଯୋଗ ଦେବାକୁ ସେ ନେଇଥିଲେ ତାଲିମ । ତାଙ୍କ ଚିନ୍ତାଧାରା ଓ କର୍ମ ପରେ ତାଙ୍କ ଜୀବନର ଲକ୍ଷ୍ୟ ବଦଳାଇ ଦେଇଥିଲା। ପିଲାଦିନୁ ଗରିବଙ୍କ ସେବା କରିବା ସକାଶେ ରୁଚି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri