କେନ୍ଦୁଝର

ଦୁର୍ଘଟଣାରେ ଦୁଇଖଣ୍ଡ ହେଲା ରଡ୍‌ ବୋଝେଇ ଟ୍ରକ, ଚାଳକଙ୍କ ଜୀବନ ଗଲା

କେନ୍ଦୁଝର,୨୬ା୧୨(ସ୍ବ.ପ୍ର.): କେନ୍ଦୁଝର ସଦର ଥାନା ୨୦ ନମ୍ବର ଜାତୀୟ ରାଜପଥ ନେକଡ଼ା ଘର ପୋଲ ନିକଟରେ ନିକଟରେ ଶନିବାର ଏକ ଲୁହା ରଡ୍‌ ବୋଝେଇ ଟ୍ରକ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଟ୍ରକଟି ଦୁଇଖଣ୍ତ ହୋଇଯାଇଥିବାବେଳେ ଚାଳକଙ୍କ ମୃତ୍ୟୁ ଘଟିଛି।…

ବିନା ସୂଚନା ଫଳକରେ ଚାଲିଛି ରାସ୍ତା କାମ

କେନ୍ଦୁଝର, ୨୪।୧୨(ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଳକ ଅନ୍ତର୍ଗତ ମହାଦେଈଯୋଡା ଗ୍ରାମ ପଞ୍ଚାୟତର ସଲରାପେଣ୍ଠ-ନାଉପଦା ରାସ୍ତା ନିର୍ମାଣରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଏହି ରାସ୍ତା ନାଉପଦା ଖଣି ଅଞ୍ଚଳ ଦେଇ ଯାଉଥିବାରୁ ଏହାର ନିର୍ମାଣ କାର୍ଯ୍ୟ ପଞ୍ଚାୟତ ପକ୍ଷରୁ କରାଯିବାରୁ…

୫୦ଏକର ଧାନ ନଷ୍ଟ କଲେ ହାତୀପଲ

ରାଇସୁଆଁ, ୨୩।୧୨(ଡି.ଏନ.ଏ.)-କେନ୍ଦୁଝର ଜିଲା ସଦର ବ୍ଲକ ଅନ୍ତର୍ଗତ ଜାମୁନାଳିଆ ଗ୍ରାମରେ ସୋମବାର ବିଳମ୍ବତି ରାତିରେ ୨୨ରୁ ଉର୍ଦ୍ଧ୍ୱ ହାତୀ ପଶି ୫୦ ଏକରରୁ ଅଧିକ ଧାନଫସଲ ନଷ୍ଟ କରି ଦେଇଛନ୍ତି। ସ୍ଥାନୀୟ ଅଞ୍ଚଳରେ ହାତୀ ଘଉଡ଼ାଇବା ସହ ହାତୀ ଆତଙ୍କ ଯୋଗୁ…

ସାର୍ଣ୍ଣା ଧର୍ମକୁ ସ୍ବୀକୃତି ଦାବିରେ ଆଦିବାସୀଙ୍କ ଆନ୍ଦୋଳନ, ସାମିଲ ହେଲେ ପିସିସି ସଭାପତି

କେନ୍ଦୁଝର, ୨୨।୧୨(ସ୍ବ.ପ୍ର.): ଆଦିବାସୀଙ୍କ ସାର୍ଣ୍ଣା ଧର୍ମର ସାମ୍ବିଧାନିକ ସ୍ବୀକୃତି ଦାବିରେ ମଙ୍ଗଳବାର ଆଦିବାସୀ ସଙ୍ଗଠନ ପକ୍ଷରୁ ଏକ ବିଶାଳ ରାଲି ଓ ବିକ୍ଷୋଭ ସଭା ଅନୁଷ୍ଠିତ ହୋଇଯାଇଛି। ଦ ଅଲ୍‌ ଇଣ୍ଡିଆ ସାର୍ଣ୍ଣା ଧର୍ମ ଚେମେଟ ଆଶ୍ରା ସଙ୍ଗଠନର ଡାକରାରେ ଆୟୋଜିତ…

ଦୁଇଦିନ ହେଲା ୪୯ ନଂ ଜାତୀୟ ରାଜପଥ ଜାମ୍‌: ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୨୨ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଦେଇ ଯାଇଥିବା ମୁମ୍ବାଇ – କୋଲକାତା ଜାତୀୟ ରାଜପଥ (ଏନ୍‌ଏଚ୍‌) ୪୯ରେ ସଦର ଥାନା ଅନ୍ତର୍ଗତ ଠାକୁରଡିହି ନିକଟରେ ଦୁଇଟି ଟ୍ରକ୍‌ ବ୍ରେକ ଡାଉନ ହେବାରୁ ସୋମବାରଠାରୁ ଯାତାୟାତ ଠପ୍‌ ହୋଇଯାଇଛି। ଏହି ରାସ୍ତାରେ ହଜାର ହଜାର…

ରୟାଲ୍‌ଟି ଅନିୟମିତତା: ୩ ଖଣିକୁ ନୋଟିସ

ଯୋଡ଼ା, ୨୦ା୧୨(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ଖଣିମଣ୍ଡଳ ଅନ୍ତର୍ଗତ ୩ ଖଣିକୁ ଷ୍ଟାକ୍‌(ମାନ ନିର୍ଦ୍ଧାରଣ କରାଯାଇଥିବା ଗଚ୍ଛିତ ଖଣିଜ)ରେ ରୟାଲ୍‌ଟି ଅନିୟମିତତା ଅଭିଯୋଗରେ ଯୋଡ଼ା ଖଣି ଯୁଗ୍ମ ନିର୍ଦ୍ଦେଶାଳୟ ପକ୍ଷରୁ ନୋଟିସ ଜାରି କରାଯାଇଛି। ଯୋଡ଼ା ଖଣି ଯୁଗ୍ମ ନିର୍ଦ୍ଦେଶାଳୟ ପକ୍ଷରୁ…

ଜଙ୍ଗଲ ଜମି ବିବାଦକୁ ନେଇ ଉତ୍ତେଜନା

ପାଟଣା,୧୯ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଧନୁର୍ଜୟପୁର ଗ୍ରାମ ରିଜର୍ଭ ଫରେଷ୍ଟରେ ଜଙ୍ଗଲ ଜମିର ସୀମା ବିବାଦକୁ ନେଇ ଶନିବାର ଉତ୍ତେଜନା ସୃଷ୍ଟି ହୋଇଛି। ଦୀର୍ଘଦିନର ବିବାଦର ସମାଧାନ ନ ହେବାରୁ ଗ୍ରାମବାସୀ ସଂରକ୍ଷିତ ଜଙ୍ଗଲ ମଧ୍ୟରେରେ କୁକୁଡ଼ା ଲଢେଇ କରିବା…

ଡାହାଣୀ ସନ୍ଦେହରେ ବୃଦ୍ଧାଙ୍କୁ ହତ୍ୟା

କେନ୍ଦୁଝର/ଢେଙ୍କିକୋଟ,୧୭।୧୨(ସ୍ବ.ପ୍ର./ଡି.ଏନ.ଏ.): କେନ୍ଦୁଝର ଜିଲା ଘଟଗାଁ ଥାନା ଭୋଳବେଡ଼ା ଗ୍ରାମର ମୁଣ୍ଡା ସାହିରେ ବୁଧବାର ଡାହାଣୀ ସନ୍ଦେହରେ ଜଣେ ବୃଦ୍ଧାଙ୍କୁ ଟାଙ୍ଗିଆରେ ହାଣି ନିର୍ମମ ଭାବେ ହତ୍ୟା କରାଯାଇଛି। ଏହି ଘଟଣାରେ ଜନୈକା ନାବାଳିକା ଓ ଜଣେ ନାବାଳକ ପୋଲିସ ନିକଟରେ ଆତ୍ମସମର୍ପଣ…

କେନ୍ଦୁଝରରେ ପର୍ଯ୍ୟଟନସ୍ଥଳୀ ଖାଁ ଖାଁ

କେନ୍ଦୁଝର, ୧୭।୧୨(ଡି.ଏନ.ଏ.): ପର୍ଯ୍ୟଟନ ପୀଠ, ଜଳପ୍ରପାତ, ବିସ୍ତୀର୍ଣ୍ଣ ସବୁଜବନାନୀ ପ୍ରତି ଆକର୍ଷିତ ହୋଇ ରାଜ୍ୟ ଓ ରାଜ୍ୟ ବାହାରୁ ଲକ୍ଷାଧିକ ପର୍ଯ୍ୟଟକ ଧାଇଁ ଆସନ୍ତି କେନ୍ଦୁଝର ଜିଲାକୁ। ବିଶେଷ କରି ଶୀତ ଦିନରେ ଲକ୍ଷ ଲକ୍ଷ ପର୍ଯ୍ୟଟକ ଆସନ୍ତି ସାନଘାଗରାର ସାନିଧ୍ୟ…

ଚୁକ୍ତି ପାଇଁ ଅଟକିଛି ଯୋଡ଼ା ଫ୍ଲାଏଓଭର କାମ

ଯୋଡା, ୧୬।୧୨(ଡି.ଏନ.ଏ.)-କେନ୍ଦୁଝର ଜିଲା ଖଣିବହୁଳ ଯୋଡା ସହରରେ ଗତ ନଭେମ୍ବର ୧୨ ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଏକ ଫ୍ଲାଏଓଭର ନିର୍ମାଣର ଶୁଭାରମ୍ଭ କରାଯାଇଥିଲା। ପ୍ରାୟ ୨୦୬.୦୨ କୋଟି ଟଙ୍କା ବ୍ୟୟ ଅଟକଳରେ ୪.୮୭୫ କିଲୋମିଟର…

ବନବାସୀଙ୍କ ଖାଦ୍ୟ କାଇ, କୁରୁକୁଟି

କେନ୍ଦୁଝର, ୧୬ା୧୨ (ସ୍ବ.ପ୍ର)-ବିଚିତ୍ର ଏ ଦୁନିଆ । ବଣଜଙ୍ଗଲ ସମସ୍ତଙ୍କ ପାଇଁ ଭରି ଦେଇଛି ଖାଦ୍ୟ । ବନବାସୀ ମାନେ ଜଙ୍ଗଲରୁ ସଂଗୃହୀତ ଫଳମୂଳ ଖାଇବା ସହିତ କେତେକ କୀଟପତଙ୍ଗ ଖାଇବାକୁ ପସନ୍ଦ କରନ୍ତି। ତନ୍ମଧ୍ୟରୁ କଲେଇ, କାଇ ବା କୁରୁକୁଟି…

ଶୋଇଥିବା ବେଳେ ଘରେ ପଶିଲା ମହୁଲ ବୋଝେଇ ଟ୍ରକ: ଗୋଟିଏ ପରିବାରର ୨ ଗୁରୁତର

କେନ୍ଦୁଝର,୧୩।୧୨ (ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ଜୁଡ଼ିଆ ଘାଟି ନିକଟ ଷଠି ଘରସାହିରେ ଏକ ମହୁଲ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭୋର ପ୍ରାୟ ୪ଟାରେ ଟ୍ରକ୍‌ଟି ମହେଶ୍ୱର ପାତ୍ରଙ୍କ ଘର ଭିତରେ ପଶିଯିବାରୁ ତାଙ୍କ ସ୍ତ୍ରୀ ଓ ନଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?