କାନଝରି ଡ୍ୟାମରେ ଭାସୁଛି ମଲା କୁକୁଡା
କେନ୍ଦୁଝର, ୯ା୩(ସ୍ବ.ପ୍ର.)-କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ କାନଝରି ଡ୍ୟାମରେ ବସ୍ତାରେ ବନ୍ଧା ହୋଇଥିବା ବହୁ ସଂଖ୍ୟାରେ ମଲା କୁକୁଡ଼ା ଭାସୁଥିବା ଦେଖିବାକୁ ମିଳିଛି। ସୋମବାର ଆଖପାଖ ଅଞ୍ଚଳରେ ଦୁର୍ଗନ୍ଧ ହେବାରୁ ସ୍ଥାନୀୟ ଲୋକ ଏହା ଜାଣିବା ପରେ ଅସନ୍ତୋଷ ପ୍ରକାଶ...
ଜବରଦଖଲରେ ଖେଳପଡିଆ: ଥାନାରେ ଅଭିଯୋଗ କଲେ ଗ୍ରାମବାସୀ
ଆନନ୍ଦପୁର, ୯। ୩(ସ୍ବ.ପ୍ର.)-କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ ଖଡିକାଶୂଳ ବାହାଳୀ ଗ୍ରାମରେ ଥିବା ସର୍ବସାଧାରଣଙ୍କ ଖେଳ ପଡିଆକୁ ଜଣେ ବ୍ୟକ୍ତି ଜବରଦଖଲ କରି ଘର କରିବା ନେଇ ଗ୍ରାମବାସୀ ଥାନାର ଦ୍ୱାରସ୍ଥ ହୋଇଛନ୍ତି। ସମ୍ପୃକ୍ତ ଗ୍ରାମର ୯୦ ପ୍ରତିଶତ...
କୂଅରେ ପଡି ୨ ବର୍ଷ ଶିଶୁର ଜୀବନ ଗଲା
ପାଟଣା, ୯ା୩(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ଖିରେଇଟାଙ୍ଗିରି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ସୋମବାର ସକାଳେ ଟୁନା ମୁଣ୍ଡାଙ୍କ ୨ ବର୍ଷର ପୁଅ ଜଗା ଏକ ପରିତ୍ୟକ୍ତ କୂଅରେ ପଡି ପ୍ରାଣ ହରାଇଛନ୍ତି। ଜଗା ଅଗଣାରେ ଖେଳୁଥିବା ବେଳେ...
ଭାଲୁ ସହ ହାତାହାତି: ଯୁବକ ଗୁରୁତର
କେନ୍ଦୁଝର, ୯ା୩: (ସ୍ବ.ପ୍ର.):ଜଙ୍ଗଲଜାତ ଆଳୁ ଖୋଳିବାକୁ ଜଣେ ଯୁବକ ଯାଇଥିବା ବେଳେ ଭାଲୁ ହାବୁଡ଼ରେ ପଡ଼ି ଗୁରୁତର ହୋଇଛନ୍ତି। ଉକ୍ତ ଯୁବକ ହେଲେ ହରିଚ଼ନ୍ଦନପୁର ବ୍ଲକ ଦୈତାରୀ ଥାନା ତାଳପଦା ଗ୍ରାମର ରମେଶ ଜୁଆଙ୍ଗ। ସେ ରବିବାର ମଧ୍ୟାହ୍ନ ୧୨ଟା...
ଭାଇଘରେ ପହଞ୍ଚି ପାରିଲେନି ଭଉଣୀ: ଟ୍ରେନ ଧକ୍କାରେ ଜୀବନ ଗଲା
କେନ୍ଦୁଝର, ୯ା୩(ସ୍ବ.ପ୍ର.): ଭାଇଘରେ ପହଞ୍ଚିପାରିଲେନି ଭଉଣୀ। ଟ୍ରେନ ଧକ୍କାରେ ଅଧାବାଟରେ ଜୀବନ ଚାଲିଗଲା। ଏଭଳି ଦୁଃଖଦ ଘଟଣା ଘଟିଛି କେନ୍ଦୁଝର ସଦର ବ୍ଲକ ବେଦପଳସା ଅଞ୍ଚଳରେ। ଏହି ଖବର ପ୍ରଚାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।...
ନିଷ୍କାସନ ହୋଇପାରୁନି ଅଦିନିଆ ବର୍ଷାପାଣି: ସମସ୍ୟା ଭୋଗୁଛନ୍ତି ସ୍ଥାନୀୟ ଲୋକେ
କେନ୍ଦୁଝର,୮।୩(ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ରାଇସୁଆଁଠାରେ ୨୦ ନମ୍ବର ଜାତୀୟ ରାଜପଥ ଓଭରବ୍ରିଜ୍ର ଅଣ୍ଡରପାସ ରାସ୍ତାରେ ଅଦିନିଆ ବର୍ଷା ହେଲେ ପାଣି ନିଷ୍କାସନ ହୋଇ ନ ପାରି ଜମି ରହୁଛି। ଫଳରେ ଯାତାୟାତରେ ବହୁ ସମସ୍ୟା ଦେଖାଦେଉଛି। ସେହି...
‘ମହିଳା ସୁଦୃଢ଼ ହେଲେ ଦେଶ ଆଗକୁ ଯିବ’
ଆନନ୍ଦପୁର,୮।୩(ସ୍ବ.ପ୍ର.): ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଆନନ୍ଦପୁର ପୌରପରିଷଦ ଫକୀରପୁର ହାଟ ପଡ଼ିଆରେ ଏକ ମହିଳା ସମାବେଶ ଅନୁଷ୍ଠିତ ହୋଇଯାଇଛି। ଏହି ସମାବେଶରେ ଆନନ୍ଦପୁର ବିଧାୟକ ଭାଗିରଥି ସେଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟ ସରକାରଙ୍କ ଦ୍ୱାରା ମହିଳାମାନଙ୍କ...
କରୋନା ଡର: ବ୍ରାହ୍ମଣୀପାଳ ବଜାରରେ ବିଦେଶୀଙ୍କୁ ଦେଖି ସ୍ଥାନୀୟ ଲୋକେ ଭୟଭୀତ, ପୋଲିସର ତଦନ୍ତ ଜାରି
କେନ୍ଦୁଝର,୭।୩(ସ୍ବ.ପ୍ର.): ଦୈତାରୀ ଥାନା ଅନ୍ତର୍ଗତ ଓ ହରିଚନ୍ଦନପୁର ବ୍ଲକ ବ୍ରାହ୍ମଣୀପାଳ ବଜାରରେ ଶନିବାର ସକାଳେ ଜଣେ ବିଦେଶୀ ଚା’ ପିଉଥିବାର ଦେଖି ଲୋକେ ଭୟଭୀତ ହୋଇପଡ଼ିଥିଲେ। କରୋନା ଭାଇରସ୍କୁ ନେଇ ସମସ୍ତ ଅଞ୍ଚଳବାସୀ ଆତଙ୍କିତ ଅବସ୍ଥାରେ ଥିବା ବେଳେ ଏହି...
କଳା,ସଂସ୍କୃତିର ପୁନରୁଦ୍ଧାରକୁ ଅଣଦେଖା
ଚମ୍ପୁଆ,୭।୩(ଡି.ଏନ.ଏ.)- ଲୋପ ପାଇ ଯାଉଥିବା କଳା,ସଂସ୍କୃତିର ପୁନରୁଦ୍ଧାର ଓ କଳାକାରଙ୍କୁ ପ୍ରୋତ୍ସାହନ ଯୋଗାଇବା ଲକ୍ଷ୍ୟ ନେଇ ଏଠାରେ ଖୋଳାଯାଇଥିବା ବି.କେ.ଏସ୍.ଏସ୍. କାର୍ଯ୍ୟାଳୟ ଲକ୍ଷ୍ୟଠାରୁ ଦୂରରେ ରହିଛି। କଳା ସମ୍ବନ୍ଧୀୟ ଆଲୋଚନା ଓ ବୈଠକ ଆୟୋଜନ କରି କଳା ସଂସ୍କୃତିର ବିକାଶ...
କାମ ଦେଉନି ଧରପଗଡ଼, ଜରିମାନା ଆଦାୟ
କେନ୍ଦୁଝର, ୭।୩ (ସ୍ବ.ପ୍ର.)- ଖଣିଖାଦାନ ଭରା କେନ୍ଦୁଝର ଜିଲାରେ ରାସ୍ତାଘାଟ ଦୁରବସ୍ଥା, ଟ୍ରାଫିକ ସମସ୍ୟା ଓ ବିଭିନ୍ନ ସମୟରେ ଘଟୁଥିବା ଦୁର୍ଘଟଣା ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବାରେ ପ୍ରଶାସନ ସଫଳ ହୋଇ ପାରୁ ନାହିଁ...
ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଭୁଜାଲି ମାଡ଼: ଜଣେ ଅଟକ
ଯୋଡ଼ା,୬।୩(ଡି.ଏନ୍.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରର ବାଚୁ ହଣ୍ଟିଠାରେ ଶୁକ୍ରବାର ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦୁଇ ଜଣ ବ୍ୟକ୍ତିଙ୍କୁ ଭୁଜାଲି ଓ ଠେଙ୍ଗାରେ ମରଣାନ୍ତକ ଆକ୍ରମଣ ହୋଇଛି । ସୂଚନାଯୋଗ୍ୟ, ଅପରାହ୍ନରେ ଯୋଡ଼ା ସହରର ବାଚୁ ହଟିଂଠାରେ ରହୁଥିବା ଚତୁର୍ଭୁଜ...
ପୋଲ ତଳୁ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ସାହି କଳିକୁ ନେଇ ହତ୍ୟା ସନ୍ଦେହ
କେନ୍ଦୁଝର,୬।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ତଳଜାଗର ଗ୍ରାମ ନିକଟରେ ଥିବା ପୋଲ ତଳୁ ଶୁକ୍ରବାର ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ତଳଜାଗର ଗ୍ରାମର କବି ଦେହୁରି (୫୦) ବୋଲି ଜଣାପଡିଛି। ସାହିରେ ହୋଇଥିବା ଝଗଡାକୁ...
Archives


