୧୦ ଲକ୍ଷ ଯୌତୁକ ଦାବିରେ ନିର୍ଯାତନା: ମାଡ଼ମାରି ନବବଧୂଙ୍କ ନାକରୁ ରକ୍ତସ୍ରାବ, ନନ୍ଦିପଦା ଥାନାରେ ମାମଲା ରୁଜୁ
ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡ଼ଅଁର ପଞ୍ଚାୟତ ଅନ୍ତର୍ଗତ ସରଳା-ରାଧାନଗରପାଟଣା ଗ୍ରାମରେ ଜଣେ ନବବଧୂଙ୍କୁ ୧୦ ଲକ୍ଷ ଟଙ୍କା ଯୌତୁକ ଦାବି କରି ନିର୍ଯାତନା ଦେବା ସହ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…
ହାଇ ଆଲର୍ଟ: ଜିଲାରେ ଝାଡ଼ଖଣ୍ଡ ଓ ବାହାର ରାଜ୍ୟର ଅପରାଧୀ, ସତର୍କ ରହିବାକୁ ପୋଲିସର ଅପିଲ୍
ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ଝାଡ଼ଖଣ୍ଡ ସମେତ ବାହାର ରାଜ୍ୟର ଅପରାଧୀ ଗ୍ୟାଙ୍ଗର ଗତିବିଧି ନଜରକୁ ଆସିବା ପରେ ଜିଲା ପୋଲିସ ପକ୍ଷରୁ ହାଇ ଆଲର୍ଟ ଜାରି କରାଯାଇଛି। ଜିଲାରେ ଅତିରିକ୍ତ ସତର୍କତା ଓ ନିରାପତ୍ତା ବ୍ୟବସ୍ଥାକୁ…
ଘଣ୍ଟାରେ ୧୦ଟା ବାଜିବା କ୍ଷଣି ମନେ ପଡ଼ିବେ ଭଗବାନ, ସ୍ମୃତି ଅନୁଭୂତି ବଖାଣି ବିଦ୍ୟାଳୟ କର୍ମଚାରୀ କହିଲେ…
ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭଗବାନ ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ କରିଛନ୍ତି। ଏହି ଅବସରରେ ବିଦ୍ୟାଳୟ ପରିସରରେ ଅଧ୍ୟକ୍ଷା ଅନ୍ନପୂର୍ଣ୍ଣା ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ…
ଶୌଚ ହେବାକୁ ଯାଇଥିଲେ ଗୋବର୍ଦ୍ଧନ, ଅତର୍କିତ ଆକ୍ରମଣ କଲା ଭାଲୁ, ଆଉ ତା’ ପରେ…
ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ ଜଣକ ହେଲେ ଗୋବର୍ଦ୍ଧନ ମହାନ୍ତ। ସୂଚନା ଅନୁଯାୟୀ, ଗୋବର୍ଦ୍ଧନ ଗ୍ରାମ ନିକଟସ୍ଥ ପୋଖରୀକୁ…
ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ
ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା ୨୨ରେ ହତ୍ୟାକାଣ୍ଡ ହୋଇଥିବା ବେଳେ ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି…
କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍ ଦୁର୍ନୀତି ମାମଲା: ବିଦ୍ୟୁତ୍ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ
କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍ ବିଭାଗର ୩ଜଣ ଯନ୍ତ୍ରୀ ମନୋରଞ୍ଜନ ଜେନା, ଚିତ୍ତରଞ୍ଜନ ମିସ୍ତ୍ରୀ, ମୀନକେତନ ସାମଲ ଆତ୍ମସମର୍ପଣ…
ବନ୍ଧକ ସୁନା ମାଗିବାରୁ ମରଣାନ୍ତକ ଆକ୍ରମଣ, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ
କେନ୍ଦୁଝର/ହାଟଡିହୀ/ଛେନାପଦୀ,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନୂଆରମ୍ପାସ ଗ୍ରାମରେ ଗତ ଜୁନ ୨୩ ମଙ୍ଗଳବାର ବନ୍ଧକ ସୁନା ଫେରସ୍ତ ମାଗି ମରଣାନ୍ତକ ଆକ୍ରମଣ ଶିକାର ହୋଇଥିବା ବିଶ୍ୱନାଥ ଓଝାଙ୍କ ମୃତ୍ୟୁ ଘଟଣାରେ ପୋଲିସକୁ ସଫଳତା ମିଳିଛି…
ଭୀମକୁଣ୍ଡ ପର୍ଯ୍ୟଟନ କେନ୍ଦ୍ରରେ ଏକାଠି ହେଲେ ୧୩ ବ୍ଲକର ସରପଞ୍ଚ, ୪ ବର୍ଷର ବିକାଶ…
ପାଟଣା,୨୭।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସରପଞ୍ଚ ମହାସଂଘର ରବିବାର ପାଟଣା ବ୍ଲକ୍ ଡୁମୁରିଆ ପଂଚାୟତ ଘାଟ ବାଲି ଯୋଡ଼ି ସ୍ଥିତ ଭୀମ କୁଣ୍ଡ ପର୍ଯ୍ୟଟନ କେନ୍ଦ୍ରରେ ଏକ ବନ୍ଧୁ ମିଳନ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲାର ୧୩ବ୍ଲକର ୨୫୦ରୁ…
ସୋସୋରେ ଫୁଟିଲା ଗୁଳି, ବ୍ୟବସାୟୀଙ୍କଠାରୁ ଲୁଟ୍
ହାଟଡିହୀ, ୨୭।୯ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ସୋସୋ ଥାନା ଅଞ୍ଚଳରେ ଗୁଳି ଫୁଟାଇ ଜଣେ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତମାନେ ଗତ ଶନିବାର ସନ୍ଧ୍ୟାରେ ଲୁଟ୍ କରିଛନ୍ତି। ବନ୍ଧୁକ ମୁନରେ ମାରିଦେବାର ଧମକ ଦେଇ ସେମାନେ ଲୁଟ୍…
କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…
କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ ପ୍ରଧାନ(୬୭)। ତାଙ୍କ ଘର ଦଅଁଳା ଭୂୟାଁ ସାହିରେ ବୋଲି ଜଣାପଡିଛି। ମିଳିଥିବା ସୂଚନା…
ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା
ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଗତ ୨୪ ତାରିଖରେ ସମ୍ପୃକ୍ତ ନାବାଳିକା ଜଣକ କେନ୍ଦୁଝର ଜିଲା ମୁଖ୍ୟ…
୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍
ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। କାର୍ ଓ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣେ ବାଇକ୍…

