କେନ୍ଦୁଝର

ଶୁଦ୍ଧକ୍ରିୟାରେ ଯୋଗଦେବାକୁ ଆସିଥିଲେ: ଦୁର୍ଘଟଣାରେ ଚାଲିଗଲା ଜୀବନ

ପାଟଣା,୩।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ୪୯ ନମ୍ବର ମୁମ୍ବାଇ-କୋଲକାତା ଜାତୀୟ ରାଜପଥ ତୁରୁମୁଙ୍ଗା ଥାନା ନିକଟରେ ସୋମବାର ବିଳମ୍ବିତ ରାତ୍ରିରେ ଏକ ବାଇକ୍‌ ଧକ୍କାରେ ଜଣଙ୍କର ମୃତ୍ୟୁ ଘଟିଛି l ମୃତକ ହେଲେ ସଦର...

ଟ୍ରକରେ ଲାଗିଲା ନିଆଁ

ବଡ଼ବିଲ,୨।୧୦(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ଭଦ୍ରାସାହି ଛକ ନିକଟରେ ସୋମବାର ଏକ ଲୁହାପଥର ବୋଝେଇ ଟ୍ରକ(ନଂ.ଡବ୍ଲ୍ୟୁବି୨୯ସି-୩୬୭୩)ରେ ନିଆଁ ଲାଗି ଯାଇଥିଲା। ଫଳରେ ଟ୍ରକ୍‌ର ସମ୍ମୁଖ ଭାଗ ପୋଡି ନଷ୍ଟ ହୋଇଯାଇଛି। ଖବରପାଇ ବଡ଼ବିଲ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ...

ହାଇଓ୍ବା-ବାଇକ୍‌ ଧକ୍କା, ଚାଲିଗଲା ଦୁଇ ଜୀବନ

ହାଟଡିହୀ,୨ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ଥାନାଠାରୁ ମାତ୍ର ୫୦୦ମିଟର ଦୂରରେ ଏକ ଦୁର୍ଘଟଣା ଘଟି ୨ ଜଣଙ୍କ ଜୀବନ ଯାଇଛି। ତେବେ ସେମାନଙ୍କ ପରିଚୟ ମିଳି ପାରିନାହିଁ। ପୋଲିସ ଦୁର୍ଘଟଣା ସ୍ଥଳିରୁ ଦୁଇ ଆହତଙ୍କୁ ଉଦ୍ଧାର କରି ଆନନ୍ଦପୁର...

ନିଖୋଜର ୮ ଦିନ ପରେ ବୈତରଣୀରୁ ମିଳିଲା ବୃଦ୍ଧଙ୍କ ମୃତଦେହ

ପାଟଣା,୨ା୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଡ଼ାଳପକା ଗାଁ ବୈତରଣୀ ନଦୀର ଘୁର୍ଣ୍ଣିଦର ଘାଟରୁ ସୋମବାର ଜଣେ ବୃଦ୍ଧଙ୍କ ଗଳିତ ମୃତଦେହ ଭାସୁଥିବା ଅବସ୍ଥାରେ ଉଦ୍ଧାର ହୋଇଛି। ମୃତକ ଜଣକ ହେଉଛନ୍ତି ସାହାରପଡ଼ା ବ୍ଲକ କପୁଣ୍ଡି ପଞ୍ଚାୟତ ଧାନ...

ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଘସିପୁରା,୨ l୧୦(ନିରଞ୍ଜନ ସାହୁ): କେନ୍ଦୁଝର ଜିଲା ଘସିପୁରା ଥାନା ବସନ୍ତପୁର ସ୍ଥିତ ବଳଦେବଜୀଉ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି l ବିଦ୍ୟାଳୟ ମଧ୍ୟାହ୍ନ ଭୋଜନ ପିଣ୍ଡିରେ ମହିଳାଙ୍କ ଝୁଲନ୍ତା ମୃତଦେହ ଦେଖି ସ୍ଥାନୀୟ...

ଗାଡ଼ି ଧକ୍କାରେ ଚାଲିଗଲା ସ୍କୁଟି ଚାଳକଙ୍କ ଜୀବନ

ବଡ଼ବିଲ,୧।୧୦(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ରେଳସାଇଡିଂ-ନୂଆ ବସ୍‌ଷ୍ଟାଣ୍ଡ ରାସ୍ତାରେ ଏକ ଗାଡ଼ି ଧକ୍କାରେ ରବିବାର ଜଣେ ସ୍କୁଟି ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବଡ଼ବିଲ ମହାନ୍ତି ବସ୍ତି ଅଞ୍ଚଳର ଚନ୍ଦ୍ରମୋହନ ମହାନ୍ତି(୫୫)। ମିଳିଥିବା ସୂଚନା ଅନୁଯାୟୀ,...

ବଡ଼ବିଲ-ପୁରୀ ଟ୍ରେନ୍‌ ଟାଇମ୍‌ ବଦଳିଲା

କେନ୍ଦୁଝର,୧ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଟ୍ରେନ୍‌ ନମ୍ବର ୧୮୪୧୫ ବଡ଼ବିଲ-ପୁରୀ ଏକ୍ସପ୍ରେସ ଟ୍ରେନର ସମୟ ତାଲିକା ବଦଳିଛି। ପୁରୁଣା ସମୟର ଏକ ଘଣ୍ଟା ପୂର୍ବରୁ ଏହି ଟ୍ରେନ୍‌ ଚାଲିବ। ଟ୍ରେନ୍‌ ସକାଳ ୯ଟା ୩୦ରେ ବଡ଼ବିଲ ଛାଡ଼ିବ ଏବଂ ଅପରାହ୍ନ ୧.୨୫ରେ...

ସବ୍‌ଇନ୍ସପେକ୍ଟର ସ୍ତରରେ ଅଦଳବଦଳ

କେନ୍ଦୁଝର,୩୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ସବ୍‌ଇନ୍ସପେକ୍ଟର ସ୍ତରରେ ଅଦଳବଦଳ ହୋଇଛି। ଏସ୍‌ଆଇ ତରଣୀସେନ ବାଘ ଢେଙ୍କିକୋଟ ଫାଣ୍ଡିରୁ ରୁଗୁଡ଼ି ଥାନା, ସିଲୁ ମଲ୍ଲିକ ମୁଖ୍ୟାଳୟରୁ ଟାଉନ ଥାନା, ଦ୍ୱାରିକାନାଥ ସେଠୀ ଆନନନ୍ଦପୁରରୁ ହରିଚନ୍ଦନପୁର ଥାନାକୁ, ଅଗଷ୍ଟ ସ୍ବାଧୀନ ସେଠୀ...

ବଳାତ୍କାରୀଙ୍କୁ ୭ ବର୍ଷ ଜେଲ୍‌ଦଣ୍ଡାଦେଶ

କେନ୍ଦୁଝର,୩୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ସ୍ଥାନୀୟ ଫାଷ୍ଟ୍‌ ଟ୍ରାକ୍‌ କୋର୍ଟ ବିଚାରପତି ବିଜୟ କୁମାର ମିଶ୍ର ଶନିବାର ଏକ ବଳାତ୍କାର ମାମଲାର ଶୁଣାଣି କରି ରାଜେନ୍ଦ୍ର ଦେହୁରୀଙ୍କୁ ଦୋଷୀ ସାବ୍ୟସ୍ତ କରି ୭ ବର୍ଷ ଜେଲ ଓ ୫ ହଜାର ଟଙ୍କା...

ଖାଲଖମା ରାସ୍ତା, ଲୋକେ ହୀନସ୍ତା

ଯୋଡା,୩୦ା୯(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ପୌରପାଳିକା ଅନ୍ତର୍ଗତ ଆଜାଦବସ୍ତିକୁ ସଂଯୋଗ କରୁଥିବା ରାସ୍ତା ମରାମତି ଅଭାବରୁ ଶୋଚନୀୟ ହୋଇପଡ଼ିଛି। ରାସ୍ତା ନିର୍ମାଣ ପାଇଁ ବାରମ୍ବାର ଦାବି ହେଉଥିଲେ ହେଁ ପୌର ପାଳିକା କୌଣସି ପଦକ୍ଷେପ ନେଉନାହିଁ। ଫଳରେ ୫ନଂ....

ଲାଞ୍ଚ ମାମଲା: ପୋଲିସ ଅଧିକାରୀଙ୍କୁ ୪ ବର୍ଷ ସଶ୍ରମ କାରାଦଣ୍ଡ

କେନ୍ଦୁଝର, ୨୯।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଏକ ଲାଞ୍ଚ ମାମଲାର ରାୟ ପ୍ରକାଶ କରିଛନ୍ତି। ଲାଞ୍ଚ ନେବାବେଳେ ଧରାପଡ଼ିଥିବା ପୋଲିସ ଅଧିକାରୀ କାଳୁଚରଣ ସ୍ବାଇଁଙ୍କୁ କୋର୍ଟ ୪ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏପରି...

ଦୁଇ ବାଇକ ମୁହାଁମୁହିଁ ଧକ୍କା : ଚାଲିଗଲା ୩ ଜୀବନ

କେନ୍ଦୁଝର,୨୯।୯: କେନ୍ଦୁଝର ଜିଲା ଆନନ୍ଦପୁରରେ  ଶୁକ୍ରବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଆନନ୍ଦପୁର-କରଞ୍ଜିଆ ରାସ୍ତା ପଦ୍ମପୁର ଗେଟ୍‌ ନିକଟରେ ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇ ୩ ଜଣଙ୍କ ମୃତ୍ୟୁ ଘଟିଛି।  ମୃତକଙ୍କ ମଧ୍ୟରେ ୨...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri