କେନ୍ଦୁଝର

ଆଣ୍ଟିଜେନ୍‌ ଟେଷ୍ଟରେ ୨ ସ୍ଥାନୀୟ ସଂକ୍ରମିତ ଚିହ୍ନଟ: ଏହି ପଞ୍ଚାୟତ ୪୮ ଘଣ୍ଟା ଶଟ୍‌ଡାଉନ୍‌

ପାଟଣା,୧୯ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା କପୁଣ୍ଡି ପଞ୍ଚାୟତର ଦୁଇଜଣ ବ୍ୟକ୍ତିଙ୍କର ମଙ୍ଗଳବାର ଆଣ୍ଟିଜେନ୍‌ ଟେଷ୍ଟ ପରେ ପଜିଟିଭ୍‌ ବାହାରିବା ପରେ ଉଭୟଙ୍କୁ କେନ୍ଦୁଝର କୋଭିଡ୍‌ ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି। ସୂଚନା ଅନୁଯାୟୀ, ଜଣଙ୍କର ବୟସ ୧୮ ହୋଇଥିବା ବେଳେ ଆଉ…

ପାଟଣାରେ ଅଗ୍ନିକାଣ୍ଡ

ପାଟଣା,୧୭।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡ଼ା ପଞ୍ଚାୟତ ବାଲିବନ୍ଦ ଗ୍ରାମରେ ସୋମବାର ଭୋରରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ବନମାଳୀ ମହାନ୍ତଙ୍କ ୨ ବଖରା ଆଜବେଷ୍ଟସ୍‌ ଘର ସହ ଆସବାବପତ୍ର ଜଳି ନଷ୍ଟ ହୋଇଯାଇଛି। ତେବେ ଘର ଭିତରେ ଥିବା…

ହାତୀ ଉପଦ୍ରବ: ନଷ୍ଟ କଲେ ଏକର ଏକର ଧାନଫସଲ

ପାଟଣା,୧୬ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଉଦୟପୁର ବିଟ୍‌ ଅଞ୍ଚଳର ବିନିଦା, ବାଲିପଶି ଓ ମଙ୍ଗଳପୁର ଗାଁରେ ୨୨ଟି ବଣୁଆ ହାତୀ ଉପଦ୍ରବ କରିଥିବା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ଶନିବାର ବିଳମ୍ବିତ ରାତିରେ ଏହି ୨୨ ଟିକିଆ ହାତୀପଲ ଜଣଙ୍କ ପାଇଖାନା…

କୃଷି ମନ୍ତ୍ରୀଙ୍କ ପାଟଣା ଗସ୍ତ: ବୁଲି ଦେଖିଲେ ଲେମନ୍‌ ଗ୍ରାସ ଚାଷ

ପାଟଣା,୧୫।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକର ଯମୁନା ପଶି ପଞ୍ଚାୟତ କୋଡ଼ଖମଣ ଗ୍ରାମର ଲେମନ ଗ୍ରାସ ଚାଷ, ବାଁଉଶୁଳି ପଞ୍ଚାୟତ ଗୁଡିପୋଖରୀ ଗ୍ରାମର ଧାଡି ରୁଆ ଧାନ ଚାଷକୁ ଶନିବାର ମନ୍ତ୍ରୀ ଅରୁଣ କୁମାର ସାହୁ ପରିଦର୍ଶନ କରିବା ସହ ଚାଷୀମାନଙ୍କ…

କଟକଣା ମଧ୍ୟରେ କେନ୍ଦୁଝରରେ ସ୍ବାଧୀନତା ଦିବସ: କୃଷି ମନ୍ତ୍ରୀ କଲେ ପତାକା ଉତ୍ତୋଳନ

କେନ୍ଦୁଝର,୧୫।୮(ସ୍ବ.ପ୍ର.): କରୋନା କଟକଣା ମଧ୍ୟରେ କେନ୍ଦୁଝରରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ ଶନିବାର ସ୍ଥାନୀୟ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି। ଏ ଥିରେ ମୁଖ୍ୟ ଅତିଥି ଭାବରେ କୃଷି ମନ୍ତ୍ରୀ ଅରୁଣ କୁମାର ସାହୁ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରି ଉଦ୍‌ବୋଧନ ଦେଇଛନ୍ତି।…

ଜିଲାପାଳଙ୍କ ନିର୍ଦ୍ଦେଶକୁ ବେଖାତିର: ସ୍ବାଧୀନତା ଦିବସରେ ଉପସ୍ଥିତ ହେଲେ ୫୦ରୁ ଊର୍ଦ୍ଧ୍ୱ କର୍ମକର୍ତ୍ତା

ବଡ଼ବିଲ,୧୫।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲରେ ଶନିବାର ୭୪ ତମ ସ୍ବାଧୀନତା ଦିବସ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ଦିବସ ପାଳନ ସମିତି ସଭାପତି ତଥା ବଡ଼ବିଲ ତହସିଲଦାର କ୍ଷୀରୋଦ କୁମାର ବେହେରା ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ସମିତି ସମ୍ପାଦକ ତଥା ପୌର…

କରୋନା କଟକଣା ଯୋଗୁ ପାଟଣା ବ୍ଲକରେ ନିରାଡମ୍ବରେ ପାଳିତ ହେଲା ସ୍ବାଧୀନତା ଦିବସ

ପାଟଣା,୧୫।୮(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକରେ ଶନିବାର ୭୪ତମ ସ୍ବାଧୀନତା ଦିବସ କରୋନା କଟକଣା ଯୋଗୁ ନିରାଡମ୍ବର ଭାବେ ପାଳିତ ହୋଇଯାଇଛି। ମୁଖ୍ୟାଳୟ ଷ୍ଟାଡିୟମ୍‌ଠାରେ ମୁଖ୍ୟ ଅତିଥିଭାବେ ପାଟଣା ବିଧାୟକ ଜଗନ୍ନାଥ ନାଏକ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା…

ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶିତ: କେନ୍ଦୁଝରରେ ପାସ୍‌ ହାର ରହିଛି…

କେନ୍ଦୁଝର,୧୨ା୮(ସ୍ବ.ପ୍ର.) : ବୁଧବାର ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଛି। କେନ୍ଦୁଝର ଜିଲାରେ ପାସ୍‌ ହାର ୫୩.୨୯ ପ୍ରତିଶତ ରହିଥିବା ଜଣାପଡ଼ିଛିି। ପ୍ରଥମ ଶ୍ରେଣୀରେ ୩୧୧ ଜଣ ପାସ୍‌ କରିଥିବା ବେଳେ ଦ୍ୱିତୀୟ ଶ୍ରେଣୀରେ ୫୦୯ ଜଣ ଓ…

ବଦଳୁନି ଆଦିବାସୀଙ୍କ ଜୀବନଧାରା

କେନ୍ଦୁଝର, ୧୦ା୮(ସ୍ବ.ପ୍ର.)-ଆଦିବାସୀଙ୍କ ବିକାଶ ଲାଗି ସରକାର ଯୋଜନା ପରେ ଯୋଜନା କରିଚାଲିଛନ୍ତି, ହେଲେ ଉପଯୁକ୍ତ ତଦାରଖ ଅଭାବରୁ ସେସବୁ ଫଳପ୍ରଦ ହେଉନାହିଁ। ଫଳରେ ସେମାନଙ୍କ ଜୀବନଧାରା ବଦଳିପାରୁନି। କେନ୍ଦୁଝର ଜିଲାରେ ବଣପାହାଡ଼ ଘେରା ଅଞ୍ଚଳରେ ବସବାସ କରୁଥିବା ଆଦିବାସୀମାନେ ଏବେବି ଜଙ୍ଗଲ…

ଜିଲା କଂଗ୍ରେସ ପକ୍ଷରୁ ଅଗଷ୍ଟ କ୍ରାନ୍ତି ଦିବସ

କେନ୍ଦୁଝର,୯ା୮(ସ୍ବ.ପ୍ର.): ଦେଶର ମହାପୁରୁଷଙ୍କ ତ୍ୟାଗ ଓ ବଳିଦାନ ପାଇଁ ରବିବାର ସ୍ଥାନୀୟ କଂଗ୍ରେସ ଭବନଠାରେ ଜିଲା କଂଗ୍ରେସ କମିଟି ପକ୍ଷରୁ ‘ଅଗଷ୍ଟ କ୍ରାନ୍ତି ଦିବସ’ ପାଳିତ ହୋଇଯାଇଛି। ମହାପୁରୁଷଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରାଯାଇଥିଲା। ସେହିପରି ଯୁବ କଂଗ୍ରେସ ପକ୍ଷରୁ ‘ଯୁବ କଂଗ୍ରେସ…

କେନ୍ଦୁଝରରେ ୫ ଦିନରେ କରୋନା ନେଲାଣି ୪ ଜୀବନ

କେନ୍ଦୁଝର,୮ା୮(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଶନିବାର ଆଉ ଦୁଇ କରୋନା ରୋଗୀଙ୍କ ମୃତ୍ୟୁ ହୋଇଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ଗତ ୫ ଦିନରେ ୪ ଜଣଙ୍କ ମୃତ୍ୟୁ ଘଟିଥିବାରୁ ଜିଲାବାସୀଙ୍କ ପାଇଁ ଚିନ୍ତାର କାରଣ ହୋଇଛି। ଉଭୟ…

କେନ୍ଦୁଝରରେ କରୋନା ସ୍ଥିତି ଅସମ୍ଭାଳ: ଚିନ୍ତା ବଢାଉଛି ଆନନ୍ଦପୁର

କେନ୍ଦୁଝର, ୭ା୮(ଡି.ଏନ୍‌.ଏ.)-କେନ୍ଦୁଝର ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢୁ ଥିବାବେଳେ ଗୁରୁବାର ଗୋଟିଏ ଦିନରେ ୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୫୨ଜଣ ସ୍ଥାନୀୟ ସଂକ୍ରମଣ ୪ଜଣ ବିଭିନ୍ନ ଟିଏମ୍‌ସିରୁ ଅଛନ୍ତି ବୋଲି ଜିଲାପାଳ ଆଶିଷ ଠାକ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?