କେନ୍ଦୁଝର

କେନ୍ଦୁଝରରେ ଆଉ ୩ କରୋନା ପଜିଟିଭ୍‌ ଚିହ୍ନଟ,: ବଦଳିଲା ଦୋକାନ ବନ୍ଦ ସମୟସୀମା

କେନ୍ଦୁଝର,୧୨।୭(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ରବିବାର ଜଣେ କରୋନା ଯୋଦ୍ଧାଙ୍କ ସମେତ ୩ କରନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କବିତ୍ର ଗ୍ରାମରେ ପୂର୍ବରୁ ଚିହ୍ନଟ ଜଣେ ରୋଗୀଙ୍କ ଲୋକାଲ କଣ୍ଟାକ୍ଟରେ ଆସିଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି। କରନା ଯୋଦ୍ଧା ଯେଉଁଠି…

ଜିଲାସ୍ତରୀୟ କ୍ଷୁଦ୍ର ଲୋକ ଅଦାଲତ

କେନ୍ଦୁଝର,୧୧ା୭(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଜିଲା କୋର୍ଟ ମଧ୍ୟରେ ଜିଲାସ୍ତରୀୟ କ୍ଷୁଦ୍ର ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। କୋଭିଡ୍‌-୧୯ ମାର୍ଗଦର୍ଶିକା ଅନୁଯାୟୀ ଉକ୍ତ ଲୋକ ଅଦାଲତ ଅନୁଷ୍ଠିତ ହୋଇଥିଲା। ପ୍ରାଧିକରଣର ଅଧ୍ୟକ୍ଷ ତଥା ଜିଲା ଓ ଦୌରାଜଜ୍‌…

ହାତୀଛୁଆର ଗଳିତ ମୃତଦେହ ଉଦ୍ଧାର ଘଟଣା: ଗୁଆଲି ଫରେଷ୍ଟର, ଫରେଷ୍ଟଗାର୍ଡ ନିଲମ୍ବିତ

କେନ୍ଦୁଝର,୧୧ା୭ (ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ରେଞ୍ଜ ଗୁଆଲି ସେକ୍ସନ ସିଦ୍ଧମଠ ସଂରକ୍ଷିତ ଜଙ୍ଗଲ ଚୋରମାଲଦା ନିକଟରୁ ଏକ ୪ ବର୍ଷର ହାତୀଛୁଆର ଗଳିତ ମୃତଦେହ ଉଦ୍ଧାର କରାଯାଇଥିଲା। ଏହି ଘଟଣାରେ ଗୁଆଲି ଫରେଷ୍ଟର ବିଦ୍ୟାଧର ବେହେରା ଏବଂ ରୁଗୁଡି ଫରେଷ୍ଟଗାର୍ଡ ସରୋଜ…

ନର୍ସିିଂହୋମ୍‌ ସିଲ୍‌ କଲା ପ୍ରଶାସନ

ଯୋଡ଼ା,୧୦ା୭(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ଓ ବଡବିଲ ଅଞ୍ଚଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବାରୁ ସାଧାରଣରେ ଆତଙ୍କ ଖେଳିଯାଇଛି। ଯୋଡ଼ା ସହରରେ ଥିବା ଏକ ନର୍ସିିଂହୋମ୍‌କୁ ଆସିଥିବା ବଡବିଲ ଭଦ୍ରାସାହି ଅଞ୍ଚଳର ଜଣେ ରୋଗୀଙ୍କଠାରେ କରୋନା ପଜିଟିଭ ଜଣାପଡ଼ିବାରୁ…

ଖଣି ପାଇଁ ବଳି ପଡ଼ିବ ୯ ଲକ୍ଷ ଗଛ

କେନ୍ଦୁଝର, ୧୦ା୭ (ସ୍ବ.ପ୍ର.)-ନୂଆ ଖଣି ଖନନ ପାଇଁ କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ଅନ୍ତର୍ଗତ ଗୁଆଲି ପଞ୍ଚାୟତ ଅଧୀନ ଗନ୍ଧଲପଡା ଗ୍ରାମ ନିକଟ ଶାଳ ଜଙ୍ଗଲ ପରିପୂର୍ଣ୍ଣ ଅଞ୍ଚଳକୁ ଚିହ୍ନଟ କରାଯାଇଛି। ପ୍ରାୟ ୧୮୧.୪୬୧ ହେକ୍ଟର ଅଞ୍ଚଳରେ ପାଖାପାଖି ୯ଲକ୍ଷ ଶାଳଗଛ…

ଜୀବନ, ଜୀବିକାର ସୁରକ୍ଷା ଉପରେ ଗୁରୁତ୍ୱାରୋପ -ଉତ୍ତରାଞ୍ଚଳ ରାଜସ୍ବ କମିଶନରଙ୍କ କେନ୍ଦୁଝର ଗସ୍ତ

କେନ୍ଦୁଝର, ୧୦ା୭ (ସ୍ବ.ପ୍ର./ଡି.ଏନ୍‌.ଏ.)- ଉତ୍ତରାଞ୍ଚଳ ରାଜସ୍ବ କମିଶନର ନିରଞ୍ଜନ ସାହୁ ଗୁରୁବାର କେନ୍ଦୁଝର ଜିଲା ଗସ୍ତରେ ଆସି କୋଭିଡ୍‌-୧୯ ପରିଚାଳନା, ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ତଥା ଅନ୍ୟାନ୍ୟ କାର୍ଯ୍ୟକ୍ରମର କାଯର୍‌ୟାନ୍ବୟନ ସମ୍ପର୍କରେ ସମୀକ୍ଷା କରିଛନ୍ତି। ମହାମାରୀ କରୋନା ପରିସ୍ଥିତିରେ ଜୀବନ ଓ ଜୀବିକାର ସୁରକ୍ଷା…

ବାପାଙ୍କୁ ହତ୍ୟାକରି ଚତୁର୍ଥୀ ପୂର୍ବରୁ ଜେଲଗଲେ ପୁଅ

କେନ୍ଦୁଝର/ଝୁମ୍ପୁରା,୯ା୭ (ସ୍ବ.ପ୍ର.): ବିବାହ ସରିଲା। ଚତୁର୍ଥୀ ପାଇଁ ଘର ଦୁଆରେ ସାଜସଜ୍ଜା ଚାଲିଥିଲା। କିଛି ଘଣ୍ଟା ପରେ ହୋଇଥାନ୍ତା ଚତୁର୍ଥୀ। ମାତ୍ର ବାପାଙ୍କୁ ହତ୍ୟାକରି ଜେଲ ଗଲେ ପୁଅ। ଗୁରୁବାର ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଚମ୍ପୁଆ ବ୍ଲକ ବାରିଆ…

କେନ୍ଦୁଝର ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୪୬ରେ ପହଞ୍ଚିଲା: ସ୍ତ୍ରୀ, ପ୍ରସୂତି ବିଭାଗ ସିଲ୍

‌କେନ୍ଦୁଝର,୯ା୭(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଗୁରୁବାର ସର୍ବାଧିକ ୪୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ମାତ୍ର ୧୦ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩୬ ଜଣ ଲୋକାଲ କଣ୍ଟାକ୍ଟ ଓ ଦୁଇ ଜଣ କରୋନା ଯୋଦ୍ଧା ଚିହ୍ନଟ…

ଛୁଆ ହାତୀର ମୃତଦେହ ଠାବ

ବଡ଼ବିଲ/କେନ୍ଦୁଝର,୯ା୭(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡ଼ବିଲ ଫରେଷ୍ଟ ରେଞ୍ଜ ଅଧୀନ ସିଦ୍ଧମଠ ସଂରକ୍ଷିତ ଜଙ୍ଗଲରୁ ବୁଧବାର ବନ ବିଭାଗ ଏକ ଛୁଆହାତୀର ଗଳିତ ମୃତଦେହ ଠାବ କରିଛି। ମୃତ ହାତୀଛୁଆଟି ଅଣ୍ଡିରା ଓ ଏହାର ବୟସ ୨ରୁ ୩ବର୍ଷ ହେବ ବୋଲି ବନ ବିଭାଗ…

ବଢ଼ୁଛି ବର୍ଷାଦିନିଆ ଛତୁର ଚାହିଦା

କେନ୍ଦୁଝର, ୯ା୭ (ସ୍ବ.ପ୍ର.)-ଛତୁ ଶାକାହାରୀମାନଙ୍କ ପ୍ରିୟଖାଦ୍ୟ। ସମସ୍ତେ ଛତୁ ଖାଇବାକୁ ଭଲ ପାଇଥାନ୍ତି। ଯଦିଓ ଆଜିକାଲି ବର୍ଷ ତମାମ ଛତୁ କୃତ୍ରିମ ଉପାୟରେ ଚାଷ କରି ଉପତ୍ାଦନ କରାଯାଉଛି ତେବେ ପ୍ରାକୃତିକ ପରିବେଶରେ ଉଠୁଥିବା ଛତୁର ଚାହିଦା ଅଧିକ ଓ ସ୍ବାଦ…

ବାପା-ଝିଅ ପବିତ୍ର ସମ୍ପର୍କରେ କଳଙ୍କ: ୭ ବର୍ଷର ଶିଶୁ କନ୍ୟାକୁ ବଳାତ୍କାର କରି ଗିରଫ ବାପା

ପାଟଣା,୮।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ମଦ ନିଶାରେ ଜଣେ ବାପା ୭ ବର୍ଷର ଶିଶୁ କନ୍ୟାକୁ ସୋମବାର ବଳାତ୍କାର କରିଛନ୍ତି। ଏ ନେଇ ତାଙ୍କ ମା’ ମଙ୍ଗଳବାର ଥାନାରେ ଅଭିଯୋଗ କରିଥିଲେ। ଏହିଘଟଣାରେ…

ବୋଲେରୋ ପୋଡିଦେଲେ ଦୁର୍ବୃତ୍ତ

ବଡବିଲ, ୮।୭(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ଥାନା ଅନ୍ତର୍ଗତ ପିଏଚଡି ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଏକ ବୋଲେରୋକୁ କେହି ଦୁର୍ବୃତ୍ତ ନିଆଁ ଲଗାଇ ପୋଡିଦେଇଥିବା ଜଣାପଡିଛି। ଏହି ବୋଲେରୋ ହେଉଛି ପିଏଚଡି ଅଞ୍ଚଳରେ ରହୁଥିବା ଶୁୁକଦେବ ଖଣ୍ଡିତଙ୍କର। ଏ ନେଇ ଶୁୁକଦେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?