ବଢ଼ିଛି ମହିଳା ସଙ୍କୀତ୍ତର୍ର୍ର୍ନ ମଣ୍ଡଳୀର ଆଦୃତି
କେନ୍ଦୁଝର,୨୧।୩-ସମାଜରେ ଆଧ୍ୟାତ୍ମିକ ଭାବନା ସୃଷ୍ଟି କରିବା ସହ କିଛି ରୋଜଗାର କରି ପେଟ ପୋଷିବା ଲାଗି ମହିଳାମାନେ ଆଗଭର ହୋଇ ପାଲା, ସଙ୍କୀତ୍ତର୍ର୍ନ ଭଳି କାର୍ଯ୍ୟକୁ ଆଦରି ନେଉଛନ୍ତି। କଳା ସଂସ୍କୃତିର ପ୍ରଚାର ଲକ୍ଷ୍ୟ ନେଇ ବର୍ଷେ ତଳେ କେନ୍ଦୁଝର ଜିଲା…
ଘରୋଇ କଳହ ବେଳେ ମାରପିଟ୍ରୁ ହତ୍ୟାକାଣ୍ଡ: କ୍ରିକେଟ ବ୍ୟାଟ୍ ମାଡ଼ରେ ଜୀବନ ଗଲା
ଯୋଡ଼ା,୨୧।୩(ଡି.ଏନ.ଏ.)- କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ସିଲିଯୋଡା ବେଲ ହଟିଂଠାରେ ଗୁରୁବାର ରାତିରେ ଘରୋଇ କଳହ ଓ ମାରପିଟ୍କୁ ନେଇ ଏକ ହତ୍ୟାକାଣ୍ଡ ଘଟିଛି। ଖବର ପାଇ ପୋଲିସ ଶୁକ୍ରବାର ଗାଁରେ ପହଞ୍ଚି ଦୟାଲ ମୁଣ୍ଡା(୪୦)ଙ୍କ ମୃତଦେହକୁ ଉଦ୍ଧାର କରି…
ମା’ ତାରିଣୀଙ୍କ ମନ୍ଦିରରେ ଭକ୍ତଙ୍କୁ ଦର୍ଶନ ମନା
ଘଟଗାଁ,୨୧।୩(ଡି.ଏନ୍.ଏ.)- କେନ୍ଦୁଝର ଜିଲାର ପ୍ରସିଦ୍ଧ ମା’ ତାରିଣୀଙ୍କ ପୀଠରେ ଭକ୍ତଙ୍କ ଦର୍ଶନ ଉପରେ କଟକଣା ଲାଗୁ କରାଯାଇଛି। କରୋନା ଭାଇରସ ସଂକ୍ରମଣରୁ ରକ୍ଷା ପାଇଁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଜିଲା ପ୍ରଶାସନ ତରଫରୁ ଜିଲାର ସମସ୍ତ ମଠ ମନ୍ଦିରରେ ପୂଜାର୍ଚ୍ଚନା ପାଇଁ…
ଧର୍ମାନୁଷ୍ଠାନକୁ ସର୍ବସାଧାରଣଙ୍କ ପ୍ରବେଶ ନିଷେଧ: ଉପଜିଲାପାଳ
ଆନନ୍ଦପୁର,୨୦।୩(ସ୍ବ.ପ୍ର.): ସାରା ବିଶ୍ୱରେ କରୋନା ଆତଙ୍କ ସୃଷ୍ଟି କରିଚାଲିଛି। ଏଭଳିସ୍ଥଳେ ଏହାକୁ ରୋକିବା ଲାଗି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଜନସାଧାରଣଙ୍କୁ ପୁନର୍ବାର ସଚେତନତାର ବାର୍ତ୍ତା ଦେଇଛନ୍ତି ଉପଜିଲାପାଳ ରବୀନ୍ଦ୍ର କୁମାର ସାହୁ। ଶୁକ୍ରବାର ଉପଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ବରିଷ୍ଠ ଅଧିକାରୀମାନଙ୍କୁ…
ଏନ୍ଏଚ୍ରେ ଜଳୁନି ହାଇମାଷ୍ଟ
କେନ୍ଦୁଝର, ୨୦ା୩ (ସ୍ବ.ପ୍ର.)-କେନ୍ଦୁଝର ଜିଲାର ୨୦ନମ୍ବର ଜାତୀୟରାଜପଥର ବିଭିନ୍ନ ସ୍ଥାନରେ ଥିବା ଓଭର ବ୍ରିଜ ଉପରେ ଓ ଜନଗହଳିପୂର୍ଣ୍ଣ ଛକ ରାସ୍ତା ଗୁଡ଼ିକରେ ଲୋକ ତଥା ଯାତାୟାତ କରୁଥିବା ଗାଡିଚାଳକଙ୍କ ସୁବିଧା ପାଇଁ ଲକ୍ଷାଧିକ ଟଙ୍କା ବ୍ୟୟରେ ଉଜ୍ଜ୍ୱଳ ଆଲୋକ (ହାଇମାଷ୍ଟ)…
ବୃଦ୍ଧାଙ୍କ ଉପରେ ମାଡ଼ିଗଲା ବାଉଁଶ ବୋଝେଇ ପିକ୍ଅପ୍
ପାଟଣା,୧୯।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ପୁଟୁଳିଆ ଗ୍ରାମ ହୁଡ଼ିସାହିର ଜଣେ ବୃଦ୍ଧାଙ୍କ ଉପରେ ଗୁରୁବାର ସକାଳେ ଏକ ବାଉଁଶ ବୋଝେଇ ପିକ୍ଅପ୍ ମାଡ଼ିଯିବାରୁ ତାଙ୍କର ମୃତ୍ୟୁ ଘଟିଛି। ମୃତ ବୃଦ୍ଧା ଜଣକ ହେଲେ ଟୁରି ମୁଣ୍ଡା। ସୂଚନା ଅନୁଯାୟୀ, ଟୁରି…
କଲଭର୍ଟ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର
ପାଟଣା,୧୯ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ୪୯ ନମ୍ବର ଜାତୀୟ ରାଜପଥ ଖିରେଇଟାଙ୍ଗିରି ନିକଟରେ ଏକ କଲଭର୍ଟ ତଳୁ ଗୁରୁବାର ସକାଳୁ ଜଣେ ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ଜଣକ ହେଉଛନ୍ତି ଚିଲିଦା ଗ୍ରାମର ପ୍ରଦୀପ…
‘କରୋନା’ ପାଇଁ ଘଟଗାଁ ତାରିଣୀ ମନ୍ଦିରରେ କଟକଣା
କେନ୍ଦୁଝର, ୧୯ା୩(ଡି.ଏନ.ଏ.)-କରୋନା ପାଇଁ ଘଟଗାଁ ମା’ ତାରିଣୀ ମନ୍ଦିରରେ କଟକଣା ଜାରି କରାଯାଇଛି। ବୁଧବାର ଦିନ ଜିଲାପାଳ ଆଶିଷ ଠାକରେଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇ ଭକ୍ତଙ୍କ ପାଇଁ କଟକଣା ଜାରି କରାଯାଇଛି। ପ୍ରତି ଭକ୍ତ ମଧ୍ୟରେ ଦୂରତା ରଖିବାକୁ…
ଫେରାର ଚୋରି ଅଭିଯୁକ୍ତ ଗିରଫ
ଯୋଡ଼ା,୧୮।୩(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରର କମାରଯୋଡ଼ା ଠାରେ ହୋଇଥିବା ଚୋରି ଘଟଣାର ଜଣେ ଅଭିଯୁକ୍ତଙ୍କୁ ଯୋଡ଼ା ପୋଲିସ ବୁଧବାର ଗିରଫ କରିଛି। ଅଭିଯୁକ୍ତ ହେଲେ ଯୋଡ଼ା ମଙ୍ଗଳା ମନ୍ଦିର ନିକଟରେ ରହୁଥିବା ଟେପେ କାରୁଆ ା ପୋଲିସ ସୂଚନା ଅନୁଯାୟୀ,…
୬୦୦ ଲିଟର ଦେଶୀ ମଦ, ୯୨୮୦ କେଜି ମହୁଲ ପୋଚ ଜବତ: ୨ ଗିରଫ
ଆନନ୍ଦପୁର,୧୮।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଅବକାରୀ ବିଭାଗ ଓ ପୋଲିସର ମିଳିତ ଚଢ଼ାଉରେ ବହୁଳ ପରିମାଣର ଦେଶୀ ମଦ, ରନ୍ଧାସାମଗ୍ରୀ ଜବତ ହୋଇଛି। ଘଟଣାରେ ସମ୍ପୃକ୍ତ ୨ ଜଣଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। ସେମାନେ ହେଲେ କଣ୍ଟିପାଳର ସୁବାସ…
ମୋବାଇଲ୍ ଟ୍ରାକିଂ କରି ୭ ଆନ୍ତଃରାଜ୍ୟ ଲୁଟେରାଙ୍କୁ ଗିରଫ କଲା ତୁରୁମୁଙ୍ଗା ପୋଲିସ
ପାଟଣା,୧୭।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ପୋଲିସ ୭ ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଲୁଟେରାଙ୍କୁ ମଙ୍ଗଳବାର ଗିରଫ କରି କୋର୍ଟଚାଲାଣ କରିଛି। ମଙ୍ଗଳବାର ଅପରାହ୍ନରେ ଚମ୍ପୁଆ ଏସ୍ଡିପିଓ ହରିହର ପାଣି ଓ ଥାନାଧିକାରୀ ବାରେନ୍ଦ୍ର ଶିଆଲ ଏକ ଖବର ଦାତା ସମ୍ମିଳନୀରେ ଏ…
ବନ୍ଧୁଙ୍କୁ ଛାଡ଼ିବାକୁ ଯିବାବେଳେ ଦୁର୍ଘଟଣା: ଜଣେ ମୃତ, ୨ ଗୁରୁତର
ପାଟଣା,୧୭ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଢେଙ୍କିକୋଟ ଦେଇ ଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥର କାଶିଆ ଜଙ୍ଗଲ ହନୁମାନ ମନ୍ଦିର ନିକଟରେ ସୋମବାର ଅପରାହ୍ନରେ ଏକ ବାଇକ୍ ଭାରସାମ୍ୟ ହରାଇ ଏକ ଶାଳ ଗଛରେ ପିଟି ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ…
Archives


