କେନ୍ଦୁଝର

ଅମ୍ଫନ ପ୍ରଭାବରେ ପେଟ୍ରୋଲ ପମ୍ପ, ଘର କ୍ଷତିଗ୍ରସ୍ତ

କେନ୍ଦୁଝର,୨୦ା୫ (ସ୍ବ.ପ୍ର.)-କେନ୍ଦୁଝର ଜିଲାରେ ଅମ୍ଫନ ବାତ୍ୟାର ପ୍ରଭାବରେ ବୁଧବାର ବର୍ଷା ହୋଇଥିଲା। ସକାଳ ୮ଟା୩୦ରୁ ସନ୍ଧ୍ୟା ୫ ଟା ପର୍ଯ୍ୟନ୍ତ ୨୮୦.୮ ମିମି ବର୍ଷା ରେକର୍ଡ ହୋଇଛି। ସର୍ବାଧିକ ଝୁମ୍ପୁରା ବ୍ଲକରେ ୪୭ ମିମି ବର୍ଷା ହୋଇଥିବା ବେଳେ ଘଷିପୁରା ବ୍ଲକରେ…

ହାଟଡିହୀ ଫେରିଲେ ୧୦୩୯ ପ୍ରବାସୀ

ହାଟଡିହୀ,୨୦।୫(ଡି.ଏନ.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଧୀନରେ ୩୧ଟି ପଞ୍ଚାୟତ ଅଛି। ବାହାର ରାଜ୍ୟରେ ରହି କାର୍ଯ୍ୟ କରୁଥିବା ପ୍ରବାସୀ ଓଡ଼ିଆ ଫେରୁଛନ୍ତି। ଚଳିତ ମାସ ଗତ ୧୮ ତାରିଖ ସୁଦ୍ଧା ୧୦୩୯ ଜଣ ପ୍ରବାସୀ ଓଡ଼ିଆ ଫେରିଥିବା ସୂଚନା ମିଳିଛି।…

୪ ପଞ୍ଚାୟତରେ କଣ୍ଟେନମେଣ୍ଟ ଅବଧି ୭ ଦିନ ବଢିଲା

ହାଟଡିହୀ,୨୦।୫(ଡି.ଏନ.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ୪ଟି ପଞ୍ଚାୟତରେ କଣ୍ଟେନମେଣ୍ଟ ଅବଧିକୁ ଜିଲାପାଳ ଆଶିଷ ଠାକରେ ୭ ଦିନ ବୃଦ୍ଧି କରିଛନ୍ତି। ଆଦେଶନାମା ନଂ ୧୦୮୬/୧୮।୫।୨୦୨୦ଅନୁସାରେ ଢେଙ୍କା ପଞ୍ଚାୟତର ଢେଙ୍କା ହାଇସ୍କୁଲ ଆଇସୋଲେଶନ କେନ୍ଦ୍ର ଠାରୁ ୧୦୦ ମିଟର ଦୂରତା ଏବଂ…

ଅମ୍ଫନ୍‌ର ପ୍ରଭାବରେ ବର୍ଷା, ପବନ ଜାରି: ଜନଜୀବନ ବ୍ୟାହତ

କେନ୍ଦୁଝର/ରାଇସୁଆଁ ,୨୦ା୫(ସ୍ବ.ପ୍ର./ଡିଏନଏ): ସାମୁଦ୍ରିକ ଝଡ଼ ଅମ୍ଫନ୍‌ର ପ୍ରଭାବରେ କେନ୍ଦୁଝର ଜିଲାରେ ମଙ୍ଗଳବାର ରାତିରୁ ବର୍ଷା ଓ ପବନ ଜାରି ରହିଛି। ଫଳରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଯାତାୟାତ ବନ୍ଦ ରହିଥିବା ବେଳେ ଦୋକାନବଜାର ବନ୍ଦ ରହିଛି। ଅନେକ ସ୍ଥାନରେ ବର୍ଷା ପାଲି…

ଥାନା ଭିତରେ ପାଟଣା ଆଇଆଇସିଙ୍କ ମାଡ଼ ଭିଡିଓ ଭାଇରାଲ ଘଟଣା: ନ୍ୟାୟ ପାଇଁ ଅଣ୍ଟା ଭିଡ଼ିଲା କୁଡୁମୀ ସେନା

ପାଟଣା, ୨୦।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଆଇଆଇସି ସନ୍ଧ୍ୟାରାଣୀ ଜେନା ଜଣେ ଯୁବକଙ୍କୁ ଥାନାଭିତରେ ଲାଠି ଓ ଗୋଇଠା ମାରୁଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ଘଟଣାଟି ଏବେ ସମଗ୍ର ଜିଲାରେ ଚର୍ଚ୍ଚାର ବିଷୟ ପାଲଟିଛି। ତେବେ ଯୁବକ…

ଆଇଆଇସିଙ୍କ ଥାର୍ଡ ଡିଗ୍ରୀ ଘଟଣା ନ୍ୟାୟ ପାଇଁ ଅଣ୍ଟା ଭିଡ଼ିଲା କୁଡୁମୀ ସେନା

ପାଟଣା,୨୦।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ଥାନାରେ ଜଣେ ଅଭିଯୁକ୍ତଙ୍କୁ ଥାନାଧିକାରୀ ଥାନା ଭିତରେ ଥାର୍ଡ ଡିଗ୍ରୀ କରୁଥିବାର ଭିଡିଓ ସୋମବାର ଭାଇରାଲ ହେବା ସହ ଜିଲାରେ ଚର୍ଚ୍ଚାର ବିଷୟ ପାଲଟି ଥିଲା। ଅଭିଯୁକ୍ତ ଯୁବକ ଜଣକ କୁଡୁମୀ ସମ୍ପ୍ରଦାୟର ହୋଇଥିବାରୁ ଓଡିଶା କୁଡୁମୀ…

ଲୁଟେରାକୁ କାବୁ କଲେ ଲୋକେ

କେନ୍ଦୁଝର, ୧୯ା୫(ଡି.ଏନ.ଏ.)-କେନ୍ଦୁଝର ଜିଲା ତେଲକୋଇ ଥାନା କାଳିଆହତା ଫାଣ୍ଡି ଅଞ୍ଚଳ ମାରଦା ଗଁାର ଟଙ୍କଧର ମହାନ୍ତଙ୍କ ଘରେ ସୋମବାର ବିଳମ୍ବିତ ରାତିରେ ୪ଜଣ ଲୁଟେରା ବିଭିନ୍ନ ମାରଣାସ୍ତ୍ର ଧରି ଲୁଟ୍‌ପାଟ କରିଥିଲେ। ଲୁଟେରାମାନେ ଟଙ୍କଧରଙ୍କ ମୁଣ୍ଡରେ ବନ୍ଧୁକ ରଖି ପରିବାରର ଅନ୍ୟ…

ଅଶ୍ଲୀଳ ମେସେଜ ପଠାଇ ଯୁବକ ଗିରଫ

ଚମ୍ପୁଆ,୧୯ା ୫(ଡି.ଏନ.ଏ)-କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅଞ୍ଚଳର ଏକ ବିବାହିତା ମହିଳାଙ୍କୁ ଅଶ୍ଲୀଳ ଭିଡିଓ ଓ ମେସେଜ ପଠାଇ ବାରମ୍ବାର ହଇରାଣ ହରକତ କରୁଥିବାରୁ ଜଣେ ଯୁବକଙ୍କୁ ଚମ୍ପୁଆ ପୋଲିସ ଗିରଫ କରିଛି। ସେ ହେଲେ ସରୋଜ ବାରିକ(୨୧)। ଏନେଇ ପୋଲିସ…

୮ଦଫା ନେଇ ଦାବିପତ୍ର ଦେଲେ

କେନ୍ଦୁଝର, ୧୯ା୫(ଡି.ଏନ.ଏ.)-କେନ୍ଦୁଝର ଜିଲା ଭାରତୀୟ ଜନତା ପାର୍ଟି ତରଫରୁ ୮ଦଫା ଦାବି ସମ୍ବଳିତ ଏକ ଦାବିପତ୍ର ମଙ୍ଗଳବାର ଜିଲାପାଳଙ୍କୁ ପ୍ରଦାନ କରାଯାଇଛି। ବିଶେଷ କରି ଲକ୍‌ଡାଉନ୍‌ ସମୟରେ ଦେଖା ଦେଉଥିବା ବିଭିନ୍ନ ସମସ୍ୟାକୁ ନେଇ ଭାଜପା ଏହି ଦାବିପତ୍ର ପ୍ରଦାନ କରିଛି।…

ମାସ୍କ ପିନ୍ଧି ବିବାହ

ପାଟଣା,୧୯।୫(ସ୍ବ.ପ୍ର.)-କରୋନା ଭାଇରସ୍‌ ସଂକ୍ରମଣ ପାଇଁ ସାରା ଦେଶରେ କଟକଣା ଘୋଷଣା କରାଯାଇଛି। ମେ ୧୮ ତାରିଖରୁ ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନ୍‌ ଆରମ୍ଭ ହୋଇଛି। ଏହି ସମୟରେ ବିବାହ କାର୍ଯ୍ୟ ପାଇଁ ଅନୁମତି ମିଳିଛି। ମାସ୍କ ପିନ୍ଧି, ସାମାଜିକ ଦୂରତ୍ୱ ପାଳନ କରି…

୮ ଦଫା ଦାବିପତ୍ର ଦେଲେ ଏଆଇଏସ୍‌ଏଫ୍‌ ଛାତ୍ରୀଛାତ୍ର

ବଡବିଲ, ୧୮।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ କଲେଜ ସମ୍ମୁଖରେ ଅଲ୍‌ଇଣ୍ଡିଆ ଷ୍ଟୁଡେଣ୍ଟ ଫେଡେରେଶନ(ଏଆଇଏସଏଫ୍‌) ବଡବିଲ ଶାଖା ତରଫରୁ ସୋମବାର ନିଆରା ଢଙ୍ଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସାମାଜିକ ଦୂରତ୍ୱ, ମାସ୍କ ପିନ୍ଧି ୮ ଦଫା ଦାବିରେ ପ୍ଲା-କାର୍ଡ ପ୍ରଦର୍ଶନ ପୂର୍ବକ ମୌନ ବିକ୍ଷୋଭ…

କଣ୍ଟେନର ଅଟକାଇ ୭୨ ଶ୍ରମିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା

ଚମ୍ପୁଆ, ୧୮।୫(ଡି.ଏନ.ଏ.)-ଚମ୍ପୁଆ ସୀମାନ୍ତ ଦେଇ ଗତ ରବିବାର ରାତିରେ ଯାଉଥିବା ଏକ କଣ୍ଟେନରକୁ ଚମ୍ପୁଆ ପୋଲିସ ଅଟକାଇବା ସହିତ ସେଥିରେ ଥିବା ୭୨ ଶ୍ରମିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି ୭୨ ଶ୍ରମିକଙ୍କୁ ସ୍ଥାନୀୟ ମହତାବ ହାଇସ୍କୁଲରେ ରଖାଯାଇଛି। ସୂଚନା ଅନୁସାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri