କେନ୍ଦୁଝର

ଫାଇନାନ୍ସ କର୍ମଚାରୀଙ୍କୁ ଛୁରା ମାଡ଼ କରି ଲୁଟ୍‌ ଅଭିଯୋଗ

ଘସିପୁରା, ୨୮।୧(ଡି.ଏନ.ଏ.)-ଘସିପୁରା ଥାନା ଅନ୍ତର୍ଗତ ନାହାଗୁଣାରେ ଜଣେ ଫାଇନାନ୍ସ କର୍ମଚାରୀଙ୍କୁ ଛୁରା ମାଡ଼ କରି ଦୁର୍ବୃତ୍ତମାନେ ଲକ୍ଷାଧିକ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଗୁରୁତର ଆହତ ଫାଇନାନ୍ସ କର୍ମଚାରୀ ନିଶାକର ମଲ୍ଲିକଙ୍କୁ ଚିକିତ୍ସା ପାଇଁ ଆନନ୍ଦପୁର ଉପଖଣ୍ଡ…

ରାଜ୍ୟସ୍ତରୀୟ ଆଦିବାସୀ ମେଳାରେ ମୁନିବର ସମ୍ବର୍ଦ୍ଧିତ

ଚମ୍ପୁଆ,୨୭।୧(ଡି.ଏନ.ଏ)-କଣ୍ଢେଇ ନାଚର ପ୍ରତିଭା ପାଇଁ ଚମ୍ପୁଆ ବ୍ଲକ ଅଧୀନ ରଙ୍ଗାମାଟିଆ ପଞ୍ଚାୟତ ଟିଆଁସପଶି ଗ୍ରାମର ମୁନିବର ସିଂ ସମ୍ବର୍ଦ୍ଧିତ ହୋଇଛନ୍ତି। ଭୁବନେଶ୍ୱରଠାରେ ଆୟୋଜିତ ରାଜ୍ୟସ୍ତରୀୟ ଆଦିବାସୀ ମେଳା-୨୦୨୦ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁନିବରଙ୍କୁ ଉପଢୋକନ ଓ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିଛନ୍ତି।…

ଅଟୋ-କାର ଧକ୍କା: ଜଣେ ମୃତ, ୧୫ ଆହତ

ଢେଙ୍କିକୋଟ,୨୭ା୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ୨୦ ନଂ. ଜାତୀୟ ରାଜପଥ ବରବେଡ଼ା ଗ୍ରାମ ନିକଟରେ ସୋମବାର ଅପରାହ୍ନରେ ଏକ ଦୁର୍ଘଟଣା ଘଟିଛି। ଗୋଟିଏ କାର ଅଟୋକୁ ଧକ୍କା ଦେବା ଫଳରେ ଅଟୋଟି ଜାତୀୟ ରାଜପଥରୁ ୩୦ ଫୁଟ ତଳକୁ…

ଫାଇନାନ୍ସ କର୍ମଚାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଆନନ୍ଦପୁର,୨୭।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା ଅନ୍ତର୍ଗତ ୨୦ ନଂ. ଜାତୀୟ ରାଜପଥ କଡ଼ରେ ଥିବା ନାହାଗୁଣା ଗ୍ରାମ ନିକଟରେ ସୋମବାର ଜଣେ ଘରୋଇ ଫାଇନାନ୍ସ କର୍ମଚାରୀଙ୍କୁ ଆକ୍ରମଣ କରି ଦୁର୍ବୃତ୍ତମାନେ ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି। ଫାଇନାନ୍ସ କର୍ମଚାରୀ ହେଲେ…

ଧାନକିଣାରେ ଅନିୟମିତତା: ସେବା ସମବାୟ ସମିତିରେ ତାଲା ପକାଇଲେ ଚାଷୀ

ଆନନ୍ଦପୁର,୨୭।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଯୋଗାଣ ବିଭାଗ ଅଧୀନ ଖାଳିଆମେଣ୍ଟା ସେବା ସମବାୟ ସମିତିରେ ଧାନକିଣାରେ ହୋଇଥିବା ଅନିୟମିତତା ଘଟଣା ବିରୋଧରେ ସୋମବାର ଚାଷୀମାନେ ସମବାୟ ସମିତିରେ ତାଲା ପକାଇ ଦେଇଛନ୍ତି। ଏହି ସମବାୟ ସମିତି ଅଧୀନ କେତେକ ଚାଷୀ…

ଜିଲାରେ ଶ୍ରେଷ୍ଠ ବ୍ଲକ ଭାବେ ପାଟଣା ପୁରସ୍କୃତ

ପାଟଣା,୨୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲାସ୍ତରୀୟ ୭୧ ତମ ଗଣତନ୍ତ୍ର ଦିବସ ଜିଲା ମୁଖ୍ୟାଳୟ ଷ୍ଟାଡିୟମରେ ରବିବାର ପାଳିତ ହୋଇଯାଇଛି। ଏହି ଅବସରରେ ଜିଲାର ପାଟଣା ବ୍ଲକକୁ ଶ୍ରେଷ୍ଠ ବ୍ଲକ ଭାବରେ ପୁରସ୍କୃତ କରାଯାଇଛି। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ…

ତୁରୁମୁଙ୍ଗାରେ ପତାକା ଉତ୍ତୋଳନ କଲେ ବିଧାୟକ, ଜଗନ୍ନାଥ ପାଟଣାରେ ବ୍ଲକ ଅଧ୍ୟକ୍ଷ

ପାଟଣା,୨୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟସ୍ଥିତ ଷ୍ଟାଡିୟମ ଓ ତୁରୁମୁଙ୍ଗାସ୍ଥିତ ହାଇସ୍କୁଲ ପଡ଼ିଆରେ ରବିବାର ୭୧ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ତୁରୁମୁଙ୍ଗାଠାରେ ମୁଖ୍ୟଅତିଥି ଭାବେ ପାଟଣା ବିଧାୟକ ଜଗନ୍ନାଥ ନାଏକ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ…

ପାଟଣା ଶ୍ରେଷ୍ଠ ଥାନା ଭାବେ ପୁରସ୍କୃତ

ପାଟଣା,୨୬।୧(ସ୍ବ.ପ୍ର.): ଜିଲାସ୍ତରୀୟ ୭୧ତମ ସାଧାରଣତନ୍ତ୍ର ଦିବସ କେନ୍ଦୁଝର ଜିଲା ମୁଖ୍ୟାଳୟ ଷ୍ଟାଡିୟମରେ ରବିବାର ପାଳିତ ହୋଇଯାଇଛି। ଏହି ଅବସରରେ କେନ୍ଦୁଝର ଜିଲା ପାଟଣା ଥାନାକୁ ଶେଷ୍ଠ ଥାନା ଭାବରେ ପୁରସ୍କୃତ କରାଯାଇଛି। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବାଣିଜ୍ୟ ଓ…

ବଡ଼ବିଲରେ ଜାତୀୟ ପତାକା ଉତ୍ତୋଳନ କଲେ ତହସିଲଦାର

ବଡ଼ବିଲ,୨୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲଠାରେ ୭୧ ତମ ସାଧାରଣତନ୍ତ୍ର ଦିବସ ରବିବାର ପାଳିତ ହୋଇଛି। ଜାତୀୟ ଦିବସ ପାଳନ ସମିତି ଦ୍ବାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ବଡ଼ବିଲ ତହସିଲଦାର କ୍ଷୀରୋଦ କୁମାର ବେହେରା ମୁଖ୍ୟ ଅତିଥିଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଛନ୍ତି।…

ସଚେତନତା ପାଇଁ ପୁରୀରୁ ବାହାରି ପାଟଣାରେ ପହଞ୍ଚିଲେ

ପାଟଣା,୨୬ା୧(ସ୍ବ.ପ୍ର.)- ନିଜେ ଜଣେ ଦିବ୍ୟାଙ୍ଗ ହୋଇ ଓଡ଼ିଶାରୁ କନ୍ୟା ଭ୍ରୁଣ ହତ୍ୟା,ରକ୍ତଦାନ କରି ଜୀବନ ବଞ୍ଚାଇବା ଓ ଗାଡି ଚଳାଇବାବେଳେ ହେଲମେଟ୍‌ ବ୍ୟବହାର କରିବା ଏବଂ ମୋବାଇଲ ବ୍ୟବହାର ନ କରିବା ପାଇଁ ଲୋକଙ୍କୁ ସଚେତନ କରିବା ଉଦେଶ୍ୟରେ ସେ ଅଣ୍ଟା…

କାମରେ ଲାଗୁନି ଏନଏସିର ଭେଣ୍ଡିଂ ଜୋନ୍‌

ଚମ୍ପୁଆ,୨୫ା୧(ଡି.ଏନ.ଏ)- ଚମ୍ପୁଆ ଏନଏସି ପକ୍ଷରୁ ସହର ସୌନ୍ଦର୍ଯ୍ୟକରଣ ଓ ଉଠା ବ୍ୟବସାୟୀଙ୍କୁ ଥଇଥାନ କରିବା ନିମନ୍ତେ ବର୍ଷେ ତଳେ ନିର୍ମାଣ କରାଯାଇଥିବା ଭେଣ୍ଡିଂ ଜୋନ୍‌ ଅଦ୍ୟାବଧି ଖୋଲି ପାରି ନାହିଁ। ଫଳରେ ଉଠା ଦୋକାନୀଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇଛି। ସୂଚନା…

ଦୁର୍ଘଟଣା: ଯୋଡ଼ା ପୌରପାଳିକାର ୫ କର୍ମଚାରୀ ଆହତ

ଯୋଡ଼ା,୨୫ା୧(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ଯୋଡ଼ା ଥାନା ବିଲେଇପଦା ଫାଣ୍ଡି ଅନ୍ତର୍ଗତ କରଣସାହିଠାରେ ଗୁରୁବାର ରାତିରେ ଏକ ବୋଲେରୋ ଦୁର୍ଘଟଣାରେ ଯୋଡ଼ା ପୌରପାଳିକାର ୫ କର୍ମଚାରୀ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ପୌରପାଳିକାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri