ଦୈତାରୀରେ ଦନ୍ତା ଆତଙ୍କ: ଘର ଭାଙ୍ଗିଲା, ଆକ୍ରମଣରେ ସିଆଇଏସ୍ଏଫ୍ ଯବାନ ଗୁରୁତର
କେନ୍ଦୁଝର,୧୭।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଦୈତାରୀ ଖଣି ଅଞ୍ଚଳରେ ପ୍ରଥମେ ବାଘ ପରେ ଏବେ ହାତୀ ଆତଙ୍କ ଦେଖାଦେଇଛି। ହାତୀ ଉପଦ୍ରବରେ ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ବେଳେ ଜଣେ ସିଆଇଏସ୍ଏଫ୍ ଯବାନ ଗୁରୁତର ଆହତ ହୋଇଛନ୍ତି। ଯବାନଜଣକ ହେଲେ…
ଅନନ୍ୟ ପ୍ରକୃତିର ଗନ୍ତାଘର ଭୀମକୁଣ୍ଡ ଜଳପ୍ରପାତ
ପାଟଣା, ୧୭।୧(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ପୁରାଣ ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଭୀମକୁଣ୍ଡର ଅପରୂପ ସୌନ୍ଦର୍ଯ୍ୟ ଆତ୍ମହରା କରିଦିଏ ପ୍ରକୃତିପ୍ରେମୀ ଆଉ ସୌନ୍ଦର୍ଯ୍ୟପିପାସୁ ପର୍ଯ୍ୟଟକଙ୍କୁ। ଏହାର ମନୋରମ ଘଞ୍ଚ ବନାନୀ ସାଙ୍ଗକୁ ବୈତରଣୀ ନଦୀର ସୁନୀଳ ଜଳପ୍ରପାତକୁ ଦେଖି ପର୍ଯ୍ୟଟକ ମନ୍ତ୍ରମୁଗ୍ଧ ହୁଏ।…
ହେଲମେଟ ପିନ୍ଧି ସଡ଼କ ସଚେତନତାର ବାର୍ତ୍ତା ବାଣ୍ଟିଲା ପୋଲିସ
କେନ୍ଦୁଝର,୧୬।୧(ସ୍ବ.ପ୍ର.): ସଡ଼କ ସୁରକ୍ଷା ସପ୍ତାହ ଅବସରରେ କେନ୍ଦୁଝର ପୋଲିସ ପକ୍ଷରୁ ସଚେତନତା ବାଇକ ରାଲି କେନ୍ଦୁଝର ସହରରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଏସପି ପି.କେ. ପରିଡ଼ା ଏହାକୁ ପତାକା ଦେଖାଇ ସର୍କିଟ ହାଉସ ଛକରେ ଶୁଭାରମ୍ଭ କରିଥିଲେ। ପୋଲିସ କର୍ମଚାରୀମାନେ…
ପୋଖରୀରୁ ଜଣଙ୍କ ମୃତଦେହ ଉଦ୍ଧାର
ହାଟଡିହୀ,୧୬।୧(ଡି.ଏନ୍.ଏ.): କେନ୍ଦୁଝର ଜିଲା ନନ୍ଦିପଦା ଥାନା ହାଟଡିହୀ ବଣିଆସାହି ପୋଖରୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ନିରଞ୍ଜନ ସାହୁ(୪୦)। ବୁଧବାର ସନ୍ଧ୍ୟାରୁ ସେ ନିଖୋଜ ଥିଲେ। ଗୁରୁବାର ସକାଳୁ ତାଙ୍କ ମୃତଦେହ ନିକଟସ୍ଥ ପୋଖରୀରେ ଭାସୁଥିବା ଲୋକେ…
ମକର ବୁଡ଼ ପକାଇବାକୁ ଯାଇ ନାବାଳକଙ୍କ ସଲିଳ ସମାଧି
ପାଟଣା,୧୬।୧(ସ୍ବ.ପ୍ର.):କେନ୍ଦୁଝର ଜିଲା ପାଟଣା ଥାନା ଉଦୟପୁର ମୁଣ୍ଡା ସାହିର ଜଣେ ନାବାଳକ ବୈତରଣୀ ନଦୀରେ ମକର ବୁଡ ପକାଇବାକୁ ଯାଇ ପାଣିରେ ବୁଡି ମୃତ୍ୟୁ ଘଟିଛି। ମୃତକ ନାବାଳକ ଜଣକ ହେଉଛନ୍ତି ରାମ ମୁଣ୍ଡାଙ୍କ ପୁଅ ଓମ ସାଇ ମୁଣ୍ଡା(୬ ବର୍ଷ)।…
ଓଲଟିଲା ଯାତ୍ରୀବାହୀ ବସ୍: ୨୦ ଆହତ
କେନ୍ଦୁଝର,୧୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଝୁମ୍ପୁରା ଥାନା ରଜାବସା ନିକଟରେ ଏନଏଚ-୨୦ରେ ଏକ ଯାତ୍ରୀବାହୀ ବସ୍(ନମ୍ବର-ଓଆର୦୫ଏଏନ/୬୨୩୦) ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡିଛି। ଫଳରେ ୨୦ଜଣ ଯାତ୍ରୀ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ଯାତ୍ରୀଙ୍କୁ…
ସୁନ୍ଦର ଧାରା ଖଣ୍ଡାଧାର
କେନ୍ଦୁଝର, ୧୬ା୧ (ସ୍ବ.ପ୍ର.)-କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲା ସୀମାନ୍ତରେ ରହିଛି ମାଲାଙ୍ଗଟୋଲି ପର୍ବତମାଳା । ଏହି ପର୍ବତମାଳାରେ ଉଚ୍ଚ ମାନର ଖଣିଜସମ୍ପଦ ଗଚ୍ଛିତ ଥିବାବେଳେ ଏହା ହେଉଛି ପ୍ରକୃତିର ଗନ୍ତାଘର । ଏହି ପାହାଡ଼ରେ ରହିଛି ଏକାଧିକ ପ୍ରାକୃତିକ ସୌନ୍ଦର୍ଯ୍ୟପୂର୍ଣ୍ଣ ଜଳପ୍ରପାତ…
ସଡ଼କ ଦୁର୍ଘଟଣାରେ ଜଣେ ମୃତ
ଚମ୍ପୁଆ,୧୫ା୧(ଡି.ଏନ.ଏ): ଚମ୍ପୁଆ ଏନଏସି ଅନ୍ତର୍ଗତ ବସାସାହିର ଅନତି ଦୂରରେ ଗତ ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ଜଣକ ମୟୂରଭଞ୍ଜ ଜିଲା ଘାଗରବେଡା ଥାନା ଶଙ୍କରପୁର ଅଞ୍ଚଳର ବୋଲି ଜଣାପଡିଛି। ସୂଚନା ଅନୁସାରେ ଗତ ମଙ୍ଗଳବାର…
ମକରରେ ମାଟିଆବୁଢ଼ୀଙ୍କ ପୂଜାର୍ଚ୍ଚନା: ପୂର୍ବପୁରୁଷରୁ ରହିଆସିଛି ପରମ୍ପରା
କେନ୍ଦୁଝର,୧୫।୧(ସ୍ବ.ପ୍ର.): ସଦର ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ ୧୫ ନମ୍ବର ଓ୍ବାର୍ଡ କେନ୍ଦୁପୋଶିରେ ମକରସଂକ୍ରାନ୍ତି ଅବସରରେ ବୁଧବାର ଗ୍ରାମର ଇଷ୍ଟଦେବୀ ମାଟିଆବୁଢ଼ୀଙ୍କ ପୂଜାର୍ଚ୍ଚନା କରାଯାଇଛି। ଏହି ପରମ୍ପରା ପୂର୍ବପୁରୁଷରୁ ଚାଲି ଆସୁଛି ବୋଲି ସ୍ଥାନୀୟ ଲୋକେ କୁହନ୍ତି। ଗ୍ରାମର ଯେକୌଣସି ଶୁଭକାର୍ଯ୍ୟ…
ଖୋଲା ଆକାଶ ତଳେ ପଡ଼ି ରହିଛି ଧାନ
ହାଟଡିହୀ,୧୫ା୧(ଡି.ଏନ.ଏ.)-ସରକାରୀ ନିୟମ ଫିକା ପଡିଛି। ସବୁ ଠିକ୍ଠାକ୍ ହେଉଥିବାର ଡିଣ୍ଡିମ ପିଟା ଯାଉଥିବା ବେଳେ ବାସ୍ତବ କ୍ଷେତ୍ରରେ ସବୁ ଓଲଟା ା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ୮ଟି ସମବାୟ ସମିତି ଅଧୀନରେ ୧୧ଟି ସରକାରୀ ଧାନ ମଣ୍ଡି ଖୋଲିଛି ା…
ଲୋକାର୍ପିତ ହେଲା ଭୀମକୁଣ୍ଡ ପର୍ଯ୍ୟଟନ କେନ୍ଦ୍ରର ୱାଚ୍ ଟାୱାର
ପାଟଣା,୧୪।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ତହସିଲ ଡୁମୁରିଆ ରାଜସ୍ବ ନିରୀକ୍ଷକ ଅଧୀନ ଘାଟ ବାଲିଯୋଡ଼ି ରାଜସ୍ବ ମୌଜା ଅନ୍ତର୍ଗତ ପୌରାଣିକ ପର୍ଯ୍ୟଟନସ୍ଥଳୀ ଭୀମକୁଣ୍ଡ ଜଳ ପ୍ରପାତରେ ନିର୍ମିତ ୱାଚ୍ ଟାୱାର ମଙ୍ଗଳବାର ଲୋକାର୍ପିତ ହୋଇଛି। ଏହି ଅବସରରେ ହଜାର ହଜାର ସଂଖ୍ୟାରେ…
ଦନ୍ତାହାତୀ ଆକ୍ରମଣରେ ଜଣେ ଗୁରୁତର
କେନ୍ଦୁଝର,୧୪।୧: କେନ୍ଦୁଝର ଜିଲା ତେଲକୋଇ ଥାନା କୁଣ୍ତେଇହତା ଗ୍ରାମର ଜଣେ ବ୍ୟକ୍ତିଙ୍କୁ ଆକ୍ରମଣ କରିଛି ଦନ୍ତା ହାତୀ। ରବିବାର ବିଳମ୍ବିତ ରାତିରେ ଆକ୍ରମଣ କରିବାରୁ ସେ ଗୁରୁତର ଆହତ ହୋଇଛନ୍ତି। ବନବିଭାଗ ଏବଂ ଗ୍ରାମବାସୀ ଦନ୍ତା ହାତୀଟିକୁ ଘୋଉଡ଼ାଉ ଥିବାବେଳେ ବିଜୟ…
Archives


