କେନ୍ଦୁଝର

କଟକଣା ଅଭାବ: ଭାରିଯାନ ଚଳାଚଳରୁ ଛିଣ୍ଡିଲା ବିଦ୍ୟୁତ୍‌ ତାର, ସାଧାରଣରେ ଅସନ୍ତୋଷ

କେନ୍ଦୁଝର,୧ା୬(ସ୍ବ.ପ୍ର.): କଟକଣା ଅଭାବରୁ କେନ୍ଦୁଝର ସହରର ବିଭିନ୍ନ ଗଳି ରାସ୍ତାରେ ଭାରିଯାନ ଚଳାଚଳ ଜାରିରହିଛି। ଫଳରେ ଟ୍ରାଫିକ ସମସ୍ୟା ସୃଷ୍ଟି ହେବା ସହ ରାସ୍ତା, ଡ୍ରେନ୍‌ ଭାଙ୍ଗୁଛି। ସୋମବାର ଅଜନ୍ତା ଲଜ୍‌ ଗଳିରେ ଭାରୀଯାନ ଚଳାଚଳ ଯୋଗୁ ଅନେକ ଦୋକାନର ବିଦ୍ୟୁତ୍‌…

ଏନ୍‌ଏଚ୍‌ରେ ବେଆଇନ ପାର୍କିଙ୍ଗ୍‌ ଯୋଗୁ ଦୁର୍ଘଟଣା : ଅଳ୍ପକେ ବର୍ତ୍ତିଲେ ଲୋକ

କେନ୍ଦୁଝର, ୩୧ା୫ (ସ୍ବ.ପ୍ର.)-କେନ୍ଦୁଝର ସଦର ଥାନା ଅନ୍ତର୍ଗତ ପଳାଶପଙ୍ଗା ୨୦ନଂ ଜାତୀୟ ରାଜପଥର ବିଭିନ୍ନ ସ୍ଥାନରେ ବେଆଇନ ଟ୍ରକ ପାର୍କିଙ୍ଗ ଯୋଗୁଁ ବାରମ୍ବାର ଦୁର୍ଘଟଣା ଘଟୁଥିଲେ ହେଁ ପ୍ରତିକାର କରାଯାଉନଥିବାରୁ ଦୁର୍ଘଟଣା ବୃଦ୍ଧି ପାଇବାରେ ଲାଗିଛି। ଏହି ରାସ୍ତାର ବିଭିନ୍ନ ସ୍ଥାନରେ…

ବିଭିନ୍ନ ଦାବି ନେଇ ଦିଆଯିବ ଧାରଣା

ଯୋଡ଼ା, ୩୧।୫ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହର ଏକ ଖଣିପ୍ରବଣ ଉପାନ୍ତ ଅଞ୍ଚଳ। ଏହି ଅଞ୍ଚଳରୁ କେନ୍ଦ୍ର ଓ ରାଜ୍ୟ ସରକାର ହଜାର ହଜାର କୋଟି ଟଙ୍କାର ରାଜସ୍ବ ପାଉଛନ୍ତି। ହେଲେ ଏହି ଯୋଡା ଖଣି ଅଞ୍ଚଳ ଆଜି ବି ଅବହେଳିତ…

ସୀତାନଦୀରେ ଭାସୁଛି ଅଜଣା ମୃତଦେହ

ପାଟଣା,୩୧ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଚିନାବାଳି ପଶି ପଞ୍ଚାୟତ ନୂଆପଡ଼ା ଚିନାବାଳିପଶି ଆର୍‌ଡି ରାସ୍ତାର ନୂଆପଡ଼ା ନିକଟରେ ଥିବା ସୀତାନଦୀ ପୋଲଠାରୁ ୨୦୦ ମିଟର ତଳକୁ ନଦୀ ଭିତରେ ଜଣେ ବୃଦ୍ଧଙ୍କ ମୃତଦେହ ଭାସୁଥିବା ସ୍ଥାନୀୟ ଲୋକେ ରବିବାର ଅପରାହ୍ନରେ…

କେନ୍ଦୁଝରରେ ଆଉ ୩ କରୋନା ପଜିଟିଭ୍‌ ଚିହ୍ନଟ, ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୫ରେ ପହଞ୍ଚିଲା

କେନ୍ଦୁଝର,୩୧ା୫(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଆଉ ୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ରବିବାର ସୂଚନା ଦିଆଯାଇଛି। ଏହାକୁ ମିଶାଇ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୫ରେ ପହଞ୍ଚିଛି। ଏହି ୩ ଜଣ ତାମିଲନାଡୁରୁ ଫେରି ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ରହୁଥିଲେ। ସେମାନଙ୍କ ଘର…

କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା ପାଇଁ ସମବେତ ଗାନ କଲେ ‘ବନ୍ଦେ ଉତ୍କଳ ଜନନୀ’

ଚମ୍ପୁଆ, ୩୦।୫ (ଡି.ଏନ.ଏ)-ଚମ୍ପୁଆ ଗାନ୍ଧୀ ଛକଠାରେ ଉପଜିଲାପାଳ ପ୍ରତାପ ପ୍ରିତିମୟଙ୍କ ପ୍ରତକ୍ଷ୍ୟ ତତ୍ତ୍ୱାବଧାନରେ କରୋନା ଯୋଦ୍ଧା ମାନଙ୍କୁ ଉତ୍ସାହିତ କରିବା ପାଇଁ ସମବେତ ବନ୍ଦେ ଉତ୍କଳ ଜନନୀ ଗାନ କରିବା ସହିତ ସଫେଇ କର୍ମଚାରୀଙ୍କୁ ନିଷ୍ଠାପର ସେବା ପାଇଁ ଉତ୍ତରୀୟ ଦେଇ…

ଡମ୍ପର ତଳେ ଚାପି ହୋଇଗଲେ ଡ୍ରାଇଭର

ଯୋଡା, ୩୦।୫(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ଖଣିମଣ୍ଡଳ ତଥା ବାମେବାରୀ ଥାନା ଅନ୍ତର୍ଗତ ଟାଟାଷ୍ଟିଲର ଖଣ୍ଡବନ୍ଧ ଖଣି ପାର୍କିଂରେ ଏକ ଡମ୍ପର ଧକାରେ ଜଣେ ଡ୍ରାଇଭର ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଖବର ନେବାରୁ ଜଣାପଡିଛି ଯେ, ଶନିବାର ଅପରାହ୍ନରେ…

ବିଦ୍ୟୁତ୍‌ ଆଘାତରେ ଶିକାରୀ ମୃତ

ତେଲକୋଇ,୩୦ା୫(ଡି.ଏନ.ଏ.)-ତେଲକୋଇ ବନାଞ୍ଚଳ ଅଧୀନ ଦେଉଳଡିହା ଜେନାଦର ଗ୍ରାମ ଗୋଟମୁହିଁ ସଂରକ୍ଷିତ ଜଙ୍ଗଲରେ ଜଣେ ଶିକାରୀ ବାରହା ଶିକାର କରୁଥିବା ବେଳେ ବିଦ୍ୟୁତ ଆଘାତରେ ଗୁରୁତର ହୋଇପଡିଥିଲେ। ପ୍ରଥମେ ତାଙ୍କୁ ତେଲକୋଇ ଓ ପରେ କେନ୍ଦୁଝର ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା । ସେଠାରେ ତାଙ୍କର…

୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ କାର୍ଯ୍ୟକ୍ଷମ ଉପରେ ଗୁରୁତ୍ୱ

କେନ୍ଦୁଝର, ୩୦ା୫(ଡି.ଏନ.ଏ.)-ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ନିମନ୍ତେ ଶୁକ୍ରବାର ଜିଲାପାଳ ଆଶିଷ ଠାକରେଙ୍କ ଅଧ୍ୟକ୍ଷତାରେ ଦରବାର ହଲ୍‌ଠାରେ ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ା ବୈଠକରେ ଓଡ଼ିଶାର ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷାମନ୍ତ୍ରୀ ଇଂ ପ୍ରେମାନନ୍ଦ…

ଛତୁଆ ବିଲ୍‌ ପାସ୍‌ କରିବା ନେଇ ମହିଳାଙ୍କୁ ଅସଦାଚରଣ : ଯୋଡା ବିଡିଓଙ୍କ ନାମରେ ଏତଲ।

ଯୋଡା, ୨୯ା୫(ଡି.ଏନ୍‌.ଏ.)-କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ବିଡିଓ ଛତୁଆ ବିଲ୍‌ ପାସ୍‌ କରିବା ଆଳରେ ମହିଳାଙ୍କୁ ଅସଦାଚରଣ କରିଥିବା ନେଇ ଶୁକ୍ରବାର ଯୋଡ଼ା ଥାନାରେ ଲିଖିତ ଅଭିଯୋଗ ହୋଇଛି। ଏହି ବ୍ଲକରେ ବିଭିନ୍ନ ଅଙ୍ଗନଓ୍ବାଡ଼ି କେନ୍ଦ୍ରକୁ ଛତୁଆ ଯୋଗାଣ କରୁଥିବା ଗାୟତ୍ରୀ…

ଧାନ ଫସଲରେ ପତ୍ରପୋଡ଼ା ରୋଗ: ଚାଷୀ ହତାଶ

ଚମ୍ପୁଆ,୨୯ା୫(ଡି.ଏନ୍‌.ଏ.)- ଚମ୍ପୁଆ କୃଷି ଜିଲା ଅନ୍ତର୍ଗତ ଚମ୍ପୁଆ ବ୍ଲକର ଅଢଙ୍ଗାପାଳ ଗ୍ରାମରେ ପତ୍ରପୋଡା ରୋଗ ଯୋଗୁ ପ୍ରାୟ ୪ ଏକର ଧାନ ଫସଲ ଉଜୁଡ଼ି ଯିବା ଆଶଙ୍କା ପ୍ରକାଶ ପାଇଛି। ଧାନର ଅମଳ ସମୟରେ ତଥା କେତେକ ଧାନର ଫୁଲ ଉଡ଼ାଇବା…

ଚୋରି ପିକ୍‌ଅପ ଭ୍ୟାନ୍‌ ଉଦ୍ଧାର, ୪ ଗିରଫ

ଯୋଡ଼ା, ୨୯।୫ (ଡି.ଏନ.ଏ.)-କରୋନା ମହାମାରୀ ଯୋଗୁ ସାରା ଦେଶରେ ଲକଡାଉନ ଚାଲିଥିବା ବେଳେ ଚୋରମାନେ ଏହାର ଫାଇଦା ପାଇବା ଉଠାଇବା ପାଇଁ ଅଧିକ ସକ୍ରିୟ ହୋଇପଡିଛନ୍ତି। କେନ୍ଦୁଝର ଜିଲା ଯୋଡା ପୋଲିସ ଗୁରୁବାର ଚୋରି ହୋଇଥିବା ଏକ ପିକଅପ୍‌ ଭ୍ୟାନକୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?