ଲୁହାପଥର ବୋଝେଇ ହାଇଓ୍ବା ଜବତ: ମାଷ୍ଟରମାଇଣ୍ଡ ସମେତ ୬ କୋର୍ଟ ଚାଲାଣ
ବଡ଼ବିଲ,୮।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ମଙ୍ଗଳବାର ବିଳମ୍ବିତ ରାତିରେ ଚୋରାଚାଲାଣ ହେଉଥିବା ୨୭ ମେଟ୍ରିକ ଟନ୍ ସାଇଜ ଲୁହାପଥର ବୋଝେଇ ହାଇଓ୍ବା ଜବତ କରିବା ସହ ଘଟଣାରେ ସଂପୃକ୍ତ ୬ ଜଣଙ୍କୁ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି।…
ଯୋଡ଼ାରେ ବନ୍ଦ ପାଳନର ପ୍ରଭାବ
ଯୋଡ଼ା,୮।୧(ଡି.ଏନ୍.ଏ.): କେନ୍ଦୁଝର ଜିଲା ଯୋଡ଼ା ଖଣି ଅଞ୍ଚଳରେ ବନ୍ଦର ପ୍ରଭାବ ପଡ଼ିଛି। ବାମ ଦଳ ପକ୍ଷରୁ ଦିଆଯାଇଥିବା ବନ୍ଦ ଡାକରାରେ ଯୋଡ଼ା ଖଣି ମଣ୍ଡଳରେ ଥିବା ସମସ୍ତ ଖଣିରୁ ଖଣିଜ ପରିବହନ, ଯୋଡ଼ାର ସମସ୍ତ ସ୍କୁଲ କଲେଜ, ଯୋଡ଼ା ଦେଇ ଚାଲୁଥିବା…
ସଦରରେ ଭାରତ ବନ୍ଦ ପ୍ରଭାବ: ରାସ୍ତାରେ ଅଟକି ରହିଛି ଗାଡ଼ି, ଯାତ୍ରୀ ହନ୍ତସନ୍ତ
ରାଇସୁଆଁ, ୮।୧(ଡି.ଏନ୍.ଏ.): କେନ୍ଦୁଝର ଜିଲା ସଦର ଅଞ୍ଚଳରେ ଭାରତ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି। ରାସ୍ତାରେ ବହୁ ଯାନବାହନ ଛିଡ଼ା ହୋଇ ରହିଥିବା ବେଳେ ଯାତ୍ରୀମାନେ ହନ୍ତସନ୍ତ ହେଉଛନ୍ତି। ଗାଡ଼ିଗୁଡ଼ିକ ଯୋଗୁ ସାଧାରଣ ଜନତା ମଧ୍ୟ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରିକି…
ଗାଡ଼ି ଚଳାଚଳ ବନ୍ଦ, ଖୋଲା ରହିଛି ଦୋକାନ ବଜାର
ପାଟଣା,୮।୧(ସ୍ବ.ପ୍ର.): କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ ପକ୍ଷରୁ ୧୨ଦଫା ଦାବିରେ ବୁଧବାର ବନ୍ଦ ଡାକରା ଦିଆଯାଇଥିବା ପରିପ୍ରେକ୍ଷୀରେ କେନ୍ଦୁଝର ଜିଲା ପାଟଣା ଓ ତୁରୁମୁଙ୍ଗା ଥାନା ଅଞ୍ଚଳରେ ଥିବା ବିଭିନ୍ନ ରାଷ୍ଟ୍ରାୟତ ବ୍ୟାଙ୍କ, ସ୍କୁଲ ଜଲେଜ, ସରକାରୀ କାର୍ଯ୍ୟାଳୟ,ବସସେବା ବନ୍ଦ ରହିଥିବା ବେଳେ…
କେନ୍ଦୁଝରରେ ଭାରତ ବନ୍ଦ ପାଳନ ଶାନ୍ତିପୂର୍ଣ୍ଣ
କେନ୍ଦୁଝର,୮।୧(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଦରଦାମ ବୃଦ୍ଧି ଓ ଅନ୍ୟାନ୍ୟ ପ୍ରତିବାଦରେ ବିଭିନ୍ନ ରାଜନୈତିକ ଦଳ ଓ ଶ୍ରମିକ ସଂଗଠନ ପକ୍ଷରୁ ବନ୍ଦ ଡାକରା ଶାନ୍ତିପୂର୍ଣ୍ଣ ଭାବେ ଆରମ୍ଭ ହୋଇଛି। ବିଭିନ୍ନ ଦଳ ଓ ସଂଗଠନର ନେତା ଓ କର୍ମୀମାନେ ଗାନ୍ଧୀ ଛକରେ…
ଦୁଇ ବାଇକ୍ ମୁହାଁମୁହିଁ, ଜଣେ ମୃତ
କେନ୍ଦୁଝର, ୮।୧(ସ୍ବ.ପ୍ର.)-କେନ୍ଦୁଝର ଟାଉନ ଥାନା ନରଣପୁର ଓଭରବ୍ରିଜ ନିକଟରେ ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଘଟଣା ସ୍ଥଳରେ ଜଣଙ୍କ ମୃତ୍ୟୁ ଘଟିଛି। ପ୍ରାପ୍ତ ସୂଚନା ଅନୁସାରେ, ପାଟଣା ବ୍ଲକ ତୁରୁମୁଙ୍ଗା ଥାନା ଚିଲଦା ଗ୍ରାମରେ ରାଜମିସ୍ତ୍ରୀ କାମକରୁଥିବା ଈଶ୍ୱର…
ଜରାଜୀର୍ଣ୍ଣ ଅବସ୍ଥାରେ ସଙ୍ଗମ କୃଷି ଫାର୍ମ
ହାଟଡିହୀ, ୮ା୧(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଢେଙ୍କା ପଞ୍ଚାୟତର ସଙ୍ଗମ କୃଷି ଫାର୍ମଟି ଏବେ ଅବ୍ୟବସ୍ଥାରେ ପଡ଼ିଥିବା ଯୋଗୁ ସରକାରଙ୍କର ଉଦ୍ଦେଶ୍ୟ ସଫଳ ହୋଇପାରିନି। ଜରାଜୀର୍ଣ୍ଣ ଅବସ୍ଥାରେ ଗୃହ ଗୁଡ଼ିକ ପଡ଼ିଥିବାବେଳେ ଫାର୍ମର ପରିବେଶଟି ଅସ୍ବାସ୍ଥ୍ୟକର ହୋଇପଡ଼ିଛି। ଅଳିଆ ଆବର୍ଜନା, ଲତା,…
ନିଆଁରେ ପୋଡି ହୋଇ ମହିଳା ମୃତ: ୫ମାସର ଗର୍ଭବତୀ ଥିଲେ; ହତ୍ୟା ଅଭିଯୋଗ ଆଣିଲେ ମା’
ଝୁମ୍ପୁରା, ୮।୧ ଡି.ଏନ.ଏ.)-କେନ୍ଦୁଝର ଜିଲା ଝୁମ୍ପୁରା ଥାନା ଅନ୍ତର୍ଗତ ଅର୍ଶଳା ଗ୍ରାମ ମହାନ୍ତ ସାହିରେ ପାରିବାରିକ କଳହକୁ କେନ୍ଦ୍ର କରି ସୋମବାର ଏକ ଦୁଃଖଦ ଘଟଣା ଘଟିଛି ା ନିଆଁରେ ପୋଡ଼ି ହୋଇ ଜଣେ ଗର୍ଭବତୀ ମହିଳାଙ୍କ ମୃତ୍ୟୁ ଘଟିଛି ା…
ନିଦ ହଜାଇଛି ଦନ୍ତା: ବନ ବିଭାଗ ନାକେଦମ
ତେଲକୋଇ, ୮।୧(ଡି.ଏନ.ଏ.)-ତେଲକୋଇ ବନାଞ୍ଚଳ ଅଧୀନ ବିମଳା ଫରେଷ୍ଟ ବିଟ ଅନ୍ତର୍ଗତ ଭୀମକାଣ୍ଡ, ଆକୁଳ, ସିରିଗିଡା, ବିମଳା ଓ ରାଇସୁଆଁ ଆଦି ପଞ୍ଚାୟତ ଗୁଡିକରେ ବଣୁଆ ହାତୀଙ୍କର ଉପଦ୍ରବ ବୃଦ୍ଧି ପାଇବାରେ ଲାଗିଛି ା ଫଳରେ ବନ ବିଭାଗର ସ୍ବତନ୍ତ୍ର ଭାବେ ହାତୀ…
ସ୍ଥାୟୀ ନିଯୁକ୍ତି ଦାବିରେ ଆନ୍ଦୋଳନ: ଜଣେ ମହିଳା ଆନ୍ଦୋଳନକାରୀ ଅସୁସ୍ଥ
କେନ୍ଦୁଝର, ୭।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାରେ ଜାନୁୟାରୀ ୧ରୁ ସ୍ଥାୟୀ ନିଯୁକ୍ତି ଦାବିରେ କର୍ମଚାରୀଙ୍କ ଆନ୍ଦୋଳନ ଜାରି ରହିଛି। ମଙ୍ଗଳବାର ଆନ୍ଦୋଳନରେ ବସିଥିବା ଜଣେ ମହିଳା କର୍ମଚାରୀ ହଠାତ ଅସୁସ୍ଥ ହୋଇଯିବାରୁ ତାଙ୍କୁ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସା ପାଇଁ…
ଭିତ୍ତିଭୂମି ଅଛି, ମିଳୁନି ପ୍ରୋତ୍ସାହନ: ଆଦିବାସୀ ହଳଦୀ ଚାଷୀ ଅବହେଳିତ
କେନ୍ଦୁଝର ୭|୧ – ବହୁ ବର୍ଷ ହେଲା ହଳଦୀ ଚାଷ କରି ଆସୁଛୁ। ଅଳ୍ପ ଜମିରେ ଏହି ଚାଷ କରୁଛୁ। ଏଥିପାଇଁ କିଏ ଆମକୁ ସହାୟତା ଦେଇ ନାହିଁ କିମ୍ବା ପ୍ରୋତ୍ସାହନ ଦେଉନାହାନ୍ତି। ଆଉ ଟିକେ ସୁବିଧା ମିଳିଲେ ଏବଂ ହଳଦୀ…
ଓଲଟିଲା ଅଟୋ, ଜଣେ ଗୁରୁତର
କେନ୍ଦୁଝର,୬।୧ (ସ୍ବ.ପ୍ର.) : କେନ୍ଦୁଝର ଜିଲା ଟାଉନ ଥାନା ନରଣପୁର ପେଟ୍ରୋଲ ପମ୍ପ ନିକଟରେ ଏକ ଅଟୋ ଓଲଟି ପଡ଼ିବାରୁ ଜଣେ ଗୁରୁତର ହୋଇଛନ୍ତି। ସେ ହେଲେ ହାଟଡ଼ହି ବ୍ଲକ ମୁଗୁପୁର ଗ୍ରାମର ପ୍ରଦୀପ କୁମାର ବେହେରା(୩୬)। ସେ କେନ୍ଦୁଝରରୁ ଏକ…
Archives


