କେନ୍ଦୁଝର

ମାସ୍କ ପିନ୍ଧି ବିବାହ

ପାଟଣା,୧୯।୫(ସ୍ବ.ପ୍ର.)-କରୋନା ଭାଇରସ୍‌ ସଂକ୍ରମଣ ପାଇଁ ସାରା ଦେଶରେ କଟକଣା ଘୋଷଣା କରାଯାଇଛି। ମେ ୧୮ ତାରିଖରୁ ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନ୍‌ ଆରମ୍ଭ ହୋଇଛି। ଏହି ସମୟରେ ବିବାହ କାର୍ଯ୍ୟ ପାଇଁ ଅନୁମତି ମିଳିଛି। ମାସ୍କ ପିନ୍ଧି, ସାମାଜିକ ଦୂରତ୍ୱ ପାଳନ କରି…

୮ ଦଫା ଦାବିପତ୍ର ଦେଲେ ଏଆଇଏସ୍‌ଏଫ୍‌ ଛାତ୍ରୀଛାତ୍ର

ବଡବିଲ, ୧୮।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ କଲେଜ ସମ୍ମୁଖରେ ଅଲ୍‌ଇଣ୍ଡିଆ ଷ୍ଟୁଡେଣ୍ଟ ଫେଡେରେଶନ(ଏଆଇଏସଏଫ୍‌) ବଡବିଲ ଶାଖା ତରଫରୁ ସୋମବାର ନିଆରା ଢଙ୍ଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସାମାଜିକ ଦୂରତ୍ୱ, ମାସ୍କ ପିନ୍ଧି ୮ ଦଫା ଦାବିରେ ପ୍ଲା-କାର୍ଡ ପ୍ରଦର୍ଶନ ପୂର୍ବକ ମୌନ ବିକ୍ଷୋଭ…

କଣ୍ଟେନର ଅଟକାଇ ୭୨ ଶ୍ରମିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା

ଚମ୍ପୁଆ, ୧୮।୫(ଡି.ଏନ.ଏ.)-ଚମ୍ପୁଆ ସୀମାନ୍ତ ଦେଇ ଗତ ରବିବାର ରାତିରେ ଯାଉଥିବା ଏକ କଣ୍ଟେନରକୁ ଚମ୍ପୁଆ ପୋଲିସ ଅଟକାଇବା ସହିତ ସେଥିରେ ଥିବା ୭୨ ଶ୍ରମିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି ୭୨ ଶ୍ରମିକଙ୍କୁ ସ୍ଥାନୀୟ ମହତାବ ହାଇସ୍କୁଲରେ ରଖାଯାଇଛି। ସୂଚନା ଅନୁସାରେ…

କାଳବୈଶାଖୀରେ ଉପୁଡ଼ିଲା ଗଛ

ପାଟଣା,୧୮।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ପଞ୍ଚାୟତ ଭୁଲୁଦା ବାଭଣପଡା ସାହିରେ ରବିବାର ରାତିରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ଓ ପବନ ହୋଇଥିଲା। ଜଣେ ବ୍ୟକ୍ତିଙ୍କ ଘର ଉପରେ ଏକ ବିଶାଳ ଜାମୁ ଗଛ ଉପୁଡି ପଡିବାରୁ ଦୁଇ ବଖରା…

ଥାନା ଭିତରେ ଯୁବକଙ୍କୁ ଗୋଇଠା ବିଧା: ପାଟଣା ଆଇଆଇସିଙ୍କ ମାଡ଼ ଭିଡିଓ ଭାଇରାଲ

ପାଟଣା,୧୮।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ଆଇଆଇସି ସନ୍ଧ୍ୟାରାଣୀ ଜେନା ଜଣେ ଯୁବକଙ୍କୁ ଥାନା ଭିତରେ ଲାଠି ଓ ଗୋଇଠା ମାରୁଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ଘଟଣାଟି ଏବେ ସମଗ୍ର କେନ୍ଦୁଝର ଜିଲାରେ ଚର୍ଚ୍ଚା ବିଷୟ ପାଲଟିଛି। ଏ ନେଇ…

ତାଲା ଭାଙ୍ଗି ୫୦ ହଜାର ଟଙ୍କାର ପୋଷାକ ଚୋରି

କେନ୍ଦୁଝର/ରାଇସୁଆଁ, ୧୭ା୫ (ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ସଦର ଥାନା ଅଞ୍ଚଳରେ ଚୋର ମାନଙ୍କ ପ୍ରାଦୁର୍ଭାବ ବଢିବାରେ ଲାଗିଛି। ଶନିବାର ବିଳମ୍ବିତ ରାତିରେ ମହାଦେଇଯୋଡ଼ା ଓଡ଼ିଶା ଗ୍ରାମ୍ୟବ୍ୟାଙ୍କରୁ କେହି ଦୁର୍ବୃତ୍ତ କବାଟ ତାଲା ଭାଙ୍ଗି ଚୋରି କରିବା ଉଦ୍ୟମ ବିଫଳ ହେବା ପରେ ମହାଦେଇଯୋଡ଼ା ଛକ…

ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ନିର୍ମାଣ ଲାଗି ଭିତ୍ତିପ୍ରସ୍ତର

ଯୋଡ଼ା, ୧୭।୫(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକ ଅନ୍ତର୍ଗତ ଜୁରୁଡି-କମଳପୁର ପ୍ରଧାନମନ୍ତ୍ରୀ ଗ୍ରାମ ସଡକର ନିର୍ମାଣ କାର୍ଯ୍ୟ ଆରମ୍ଭ ନେଇ ଚମ୍ପୁଆ ବିଧାୟିକା ମୀନାକ୍ଷୀ ମହାନ୍ତ ରବିବାର ପୂର୍ବାହ୍ନରେ ଏହାର ଭିତ୍ତିପ୍ରସ୍ତର ଉଦ୍‌ଘାଟନ କରିଛନ୍ତି। ଉଦ୍‌ଘାଟନ ସମୟରେ ବିଧାୟିକା ମୀନାକ୍ଷୀ ମହାନ୍ତଙ୍କ ସମେତ…

ସାଇକେଲରେ ପୁନେରୁ ଆନନ୍ଦପୁର ଫେରିଲେ ଅରୁଣ

ଆନନ୍ଦପୁର,୧୭। ୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ଆନନ୍ଦପୁର ବାସିନ୍ଦା ରାମ ଜେନାଙ୍କ ପୁଅ ଅରୁଣ ଜେନା ସାଇକେଲ ଯୋଗେ ମହାରାଷ୍ଟ୍ରର ପୁନେ ଅଞ୍ଚଳରୁ ଆସି ରବିବାର ଘରେ ପହଞ୍ଚିଛନ୍ତି। ଅରୁଣ ରୋଜଗାର କରିବା ପାଇଁ ପୁନେ ଅଞ୍ଚଳରେ ଏକ ଘରୋଇ କମ୍ପାନୀରେ କାମ କରୁଥିଲେ।…

କେନ୍ଦୁଝର ଜିଲାରେ ୪ କରୋନା ପଜିଟିଭ ଚିହ୍ନଟ: ସମସ୍ତେ ପଶ୍ଚିମବଙ୍ଗ ଫେରନ୍ତା

ବଡବିଲ,୧୭।୫(ସ୍ବ.ପ୍ର)-କେନ୍ଦୁଝର ଜିଲାରେ ରବିବାର ଆଉ ୪ କାରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିଛି। ଚିହ୍ନଟ ୪ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ବଡ଼ବିଲ ପୌରାଞ୍ଚଳ ୮ ନମ୍ବର ୱାର୍ଡର ୨୬ ବର୍ଷୀୟ ଯୁବକ ବୋଲି…

ହାଟଡିହୀରେ ପୁଣି ୨ କରୋନା ପଜିଟିଭ୍‌: ଆକ୍ରାନ୍ତଙ୍କ ସଂଖ୍ୟା ୫ ଛୁଇଁଲା

ହାଟଡିହୀ,୧୭ା୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ରବିବାର ପୁଣି ୨ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଜଣେ ଆନ୍ଧ୍ରପ୍ରଦେଶ ଓ ଆଉ ଜଣେ ସୁରଟ ଫେରନ୍ତା ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତ ଦୁଇଜଣ…

ଜୀବିକା ଉପରେ କରୋନା ପାହାର: ସଙ୍କଟରେ ପଥର ଶିଳ୍ପୀ

କେନ୍ଦୁଝର, ୧୭ା୫ (ସ୍ବ.ପ୍ର.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ସମଗ୍ର ଦେଶରେ ଏବେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। କାମଧନ୍ଦା ସବୁ ଠପ୍‌ ହୋଇଯିବାରୁ ଶ୍ରମିକ, କାରିଗର ଶ୍ରେଣୀର ଲୋକଙ୍କ ଜୀବିକା ଉପରେ ଏହାର ପ୍ରଭାବ ପଡିଛି। ଦିନକୁ ଦୁଇ ଓଳି ଖାଇବା…

ଚାଲିଛି ଶ୍ରୀବଳଦେବଜୀଉଙ୍କ ରଥ ନିର୍ମାଣ

କେନ୍ଦୁଝର, ୧୭ା୫(ସ୍ବ.ପ୍ର.)-କେନ୍ଦୁଝର ଜିଲାର ଆରାଧ୍ୟ ଶ୍ରୀ ବଳଦେବଜୀଉଙ୍କ ରଥଯାତ୍ରା ଉପଲକ୍ଷେ ରଥ ନିର୍ମାଣ ଚାଲିଛି। ୭୨ ଫୁଟ ଉଚ୍ଚ ବିଶ୍ୱର ସର୍ବୋଚ୍ଚ ରଥ ଭାବରେ କେତେକ ଜାତୀୟ ସ୍ତରର ସଂସ୍ଥା ଦ୍ୱାରା ବିବେଚିତ ହେବା ପରେ ଏହି ରଥର ଗୁରୁତ୍ୱ ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?