ଶୀତରେ ଥରୁଛି ବଡ଼ବିଲ: ତାପମାତ୍ରା ସର୍ବନିମ୍ନ ୪ ଡିଗ୍ରୀକୁ ଖସିଲା
ବଡ଼ବିଲ, ୩୦।୧୨(ସ୍ବ.ପ୍ର.)- କେନ୍ଦୁଝର ଜିଲା ବଡ଼ବିଲରେ ତାପମାତ୍ରା ହ୍ରାସ ପାଇ ପାରଦ ସର୍ବନିମ୍ନ ସ୍ତର ୪ ଡିଗ୍ରୀକୁ ଖସିଆସିଛି। ପୌରାଞ୍ଚଳ ଉପକଣ୍ଠ ତଥା ଆଖପାଖ ଅଞ୍ଚଳରେ ଥିବା ବିଭିନ୍ନ ସ୍ଥାନ ଯଥା, ବେଲକୁଣ୍ଡି ରାସ୍ତା, ଡ୍ୟାମ୍ ରୋଡ୍, ଠାକୁରାଣୀ, ସୟାବାଲି, ହାୟାରବୁରୁ,…
ମହିଳାଙ୍କୁ ଡାହାଣୀ ଆରୋପ କରିବାରୁ ୨ଗିରଫ
ପାଟଣା,୩୦।୧୨(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ଥାନା ନୂଆପଡା ଗ୍ରାମର ଜଣେ ମହିଳାଙ୍କୁ ଡାହାଣୀ ଆରୋପ କରିବାରୁ ଉକ୍ତ ମହିଳା ଜଣଙ୍କ ଗତ ବୁଧବାର ପାଟଣା ଥାନାର ଦ୍ୱାରସ୍ଥ ହୋଇଥିଲେ। ଅଭିଯୋଗକୁ ଭିତ୍ତି କରି ପାଟଣା ଥାନା ଅଧିକାରୀ ସନ୍ଧ୍ୟା ରାଣୀ ଜେନା ଏହି…
ମହିଳାଙ୍କଠାରୁ ୪୦ ହଜାର ଟଙ୍କା ଲୁଟ୍ ଘଟଣା: ୩ ମାସ ପରେ ୨ କୋର୍ଟ ଚାଲାଣ
ବଡ଼ବିଲ,୨୯।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଭଦ୍ରାସାହି ଷ୍ଟେଟ୍ବ୍ୟାଙ୍କ ଶାଖାରୁ ଜଣେ ମହିଳା ୪୦ ହଜାର ଟଙ୍କା ଉଠାଣ କରି ଫେରୁଥିବା ବେଳେ ଲୁଟ୍ ହୋଇଥିଲା। ଏହି ଘଟଣାର ୩ ମାସ ପରେ ଏଥିରେ ସଂପୃକ୍ତ ୨ ଅଭିଯୁକ୍ତଙ୍କୁ ପୋଲିସ…
ବଡ଼ବିଲରେ ତାପମାତ୍ରା ସର୍ବନିମ୍ନ ୪ ଡିଗ୍ରୀ ତଳକୁ ଖସିଲା
ବଡ଼ବିଲ,୨୯।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲରେ ତାପମାତ୍ରା ହ୍ରାସ ପାଇ ପାରଦ ସର୍ବନିମ୍ନ ୪ ଡିଗ୍ରୀକୁ ଖସିଆସିଛି। ପୌରାଞ୍ଚଳର ଉପକଣ୍ଠ ତଥା ଆଖପାଖ ଅଞ୍ଚଳରେ ଥିବା ବେଲକୁଣ୍ଡି ରାସ୍ତା, ଡ୍ୟାମ୍ ରୋଡ୍, ଠାକୁରାଣୀ, ସୟାବାଲି, ହାୟାରବୁରୁ, ବଲାଣୀ, କିରିବୁରୁ ଓ ନାଲଦା ଆଦି…
ଯୋଡ଼ାରେ ସିରିଜ୍ ଦୁର୍ଘଟଣା
ଯୋଡ଼ା,୨୮।୧୨(ଡି.ଏନ୍.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରର କଳାପାହାଡ଼ ଛକ ନିକଟରେ ଶନିବାର ଭୋର ସମୟରେ ଏକ ଦଶ ଚକିଆ ଟ୍ରକ୍ ଓ ଡମ୍ପର ମଧ୍ୟରେ ଦୁର୍ଘଟଣା ଘଟିଛି ା ଘନକୁହୁଡିରେ ୧୦ ଚକିଆ ଟ୍ରକ୍ (ଡବ୍ଲୁବି ୨୩ସି ୩୨୧୫) ବଡବିଲ ଆଡୁ…
କେନ୍ଦୁଝରରେ ୨ବର୍ଷର ରେକର୍ଡ ଭାଙ୍ଗିଲା ଶୀତ
କେନ୍ଦୁଝର,୨୮।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ବର୍ଷା ସାଙ୍ଗକୁ କୋହଲା ପାଗ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଚଳିତବର୍ଷ ସର୍ବନିମ୍ନ ତାପମାତ୍ରା ୫.୬ ଡିଗ୍ରୀ ରେକର୍ଡ କରାଯାଇଛି, ଯାହାକି ଗତ ଦୁଇ ବର୍ଷରେ ଦେଖିବାକୁ ମିଳି ନ ଥିଲା। ତେବେ କାଞ୍ଜିପାଣି, ତରମାକାନ୍ତ, କିରିବୁରୁ…
ଚାଳ ଘର ଓ ଗଛରେ ଓହଳୁଛି ମୋବାଇଲ
ହାଟଡିହୀ,୨୮।୧୨(ଡି.ଏନ.ଏ.)-ପ୍ରଧାନମନ୍ତ୍ରୀଙ୍କ ଡିଜିଟାଲ ଇଣ୍ଡିଆ ଯୋଜନା କାର୍ଯ୍ୟକାରୀ ହେବା ସତ୍ତ୍ୱେ ଏବେବି କେନ୍ଦୁଝର ଜିଲାର ବଣପାହାଡ ଘେରା ବହୁ ଅଞ୍ଚଳରେ ଟାୱାର ସେବା ନ ଥିବାରୁ ମୋବାଇଲ ଫୋନ କାମକୁୁ ଆସୁ ନାହିଁ ା ସିମ୍ କାର୍ଡ଼ ପଡିଥିଲେ ବି ଟାୱାର ସିଗ୍ନାଲ…
୫୦ବର୍ଷ ବିତିବା ସତ୍ତ୍ୱେ ଘୁଞ୍ଚିନି ବିସ୍ଥାପିତଙ୍କ ଦୁର୍ଦ୍ଦଶା
ହାଟଡିହୀ,୨୮।୧୨(ଡି.ଏନ.ଏ.)- ସାଳନ୍ଦୀ ନଦୀରେ ହଦଗଡ ଡ୍ୟାମ ନିର୍ମାଣ ବେଳେ ବିସ୍ଥାପିତ ହୋଇଥିବା ଲୋକଙ୍କ ଦୁଃଖ ଏଯାଏ ଦୂର ହୋଇନି। ଏହାମଧ୍ୟରେ ୫୦ରୁ ଅଧିକ ବର୍ଷ ବିତିଗଲାଣି। ସେମାନଙ୍କୁ ନା ମିଳିଛି କ୍ଷତିପୂରଣ ନା ଥଇଥାନ ସୁବିଧା। ବିସ୍ଥାପିତ ଲୋକେ ହାଟଡିହୀ ବ୍ଲକଠାରୁ…
ରାଜସ୍ବ ମନ୍ତ୍ରୀଙ୍କ କେନ୍ଦୁଝର ଜିଲା ଗସ୍ତ: ତୃଣମୂଳ ସ୍ତରରେ ସେବା ପହଞ୍ଚାଅ
କେନ୍ଦୁଝର, ୨୭ା୧୨(ସ୍ବ.ପ୍ର./ଡି.ଏନ.ଏ.)- ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାରାଣ୍ଡି ଶୁକ୍ରବାର କେନ୍ଦୁଝର ଜିଲା ଗସ୍ତରେ ଆସି ରାଜସ୍ବ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ‘୫-ଟି’, ‘ମୋ ସରକାର’ ଭଳି କାର୍ଯ୍ୟକ୍ରମ ଉପରେ ଆଲୋକପାତ…
ବିଲରୁ ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର
ଆନନ୍ଦପୁର,୨୬।୧୨(ସ୍ବ.ପ୍ର.)- କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ୨୦ନଂ. ଜାତୀୟ ରାଜପଥ ସାଇଁକୁଳ ଓଭରବ୍ରିଜ ନିକଟ ଏକ ବିଲରୁ ଗୁରୁବାର ପୋଲିସ ଜଣେ ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର କରିଛି। ମହିଳାଙ୍କ ବୟସ ୨୫/୨୬ ବର୍ଷ ହୋଇଥିବା ଅନୁମାନ କରାଯାଉଛି। ମୃତଦେହର…
ଭୀମକୁଣ୍ଡରେ ଗାଧୋଉଥିବା ବେଳେ ଭାସିଗଲେ ପର୍ଯ୍ୟଟକ
ପାଟଣା,୨୬।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ପର୍ଯ୍ୟଟନସ୍ଥଳୀ ଭୀମକୁଣ୍ଡରେ ବୁଧବାର ଅପରାହ୍ନରେ ଜଣେ ପର୍ଯ୍ୟଟକ ଗାଧୋଉଥିବା ବେଳେ ଭାସି ଯାଇ ନିଖୋଜ ହୋଇଯାଇଛନ୍ତି। ନିଖୋଜ ଜଣକ ହେଉଛନ୍ତି ପଶ୍ଚିମବଙ୍ଗ ଦୀଘା ମୈତ୍ରୀପୁର ଅଞ୍ଚଳର ଯୁବକ ରାଜେନ୍ଦ୍ର ପ୍ରସାଦ ସିଂ(୩୫)। ସୂଚନାଯୋଗ୍ୟ, ଉକ୍ତ…
ଭୀମକୁଣ୍ଡରେ ବୁଡି ଯାଇ ପର୍ଯ୍ୟଟକ ନିଖୋଜ
ପାଟଣା/ଠାକୁରମୁଣ୍ଡା, ୨୫।୧୨(ସ୍ବ.ପ୍ର./ଡି.ଏନ.ଏ.): କେନ୍ଦୁଝର ଜିଲା ପାଟଣା ବ୍ଲକ ପର୍ଯ୍ୟଟନସ୍ଥଳୀ ଭୀମକୁଣ୍ଡର ବୁଧବାର ଅପରାହ୍ନରେ ଜଣେ ପର୍ଯ୍ୟଟକ ପ୍ରଥମ କୁଣ୍ଡରେ ଗାଧୋଉଥିବା ବେଳେ ଭାସି ଯାଇ ନିଖୋଜ ହୋଇଥିବା ସ୍ଥାନୀୟ ଲୋକଙ୍କ ଠାରୁ ସୂଚନା ମିଳିଛି। ତେବେ ନିଖୋଜ ବ୍ୟକ୍ତି ଜଣଙ୍କ ସମ୍ପର୍କରେ…
Archives


