ଧାନ ଅମଳ ସମୟରେ ହାତୀ ଉପଦ୍ରବ: ରାତି ଉଜାଗର ହେଉଛନ୍ତି ଚାଷୀ
କେନ୍ଦୁଝର,୧।୧୨(ସ୍ବ.ପ୍ର.) : ଜିଲାରେ ବର୍ତ୍ତମାନ ବିଲରୁ ଧାନ ଫସଲ ଅମଳ କରିବାର ସମୟ ହୋଇଛି। ଏହି ସମୟରେ ହାତୀ ଉପଦ୍ରବ ଚାଷୀଙ୍କୁ ଚିନ୍ତାରେ ପକାଇଛି। ସ୍ଥାନୀୟ ସଦର ରେଞ୍ଜ ଉକୁଚାବେଡ଼ା ଗ୍ରାମ ନିକଟରେ ୫ଟି ହାତୀ ରହି ଯାଇଥିବାରୁ ଲୋକମାନେ ଭୟଭୀତ…
ମାଟ୍ରିକ ପରୀକ୍ଷା ଲାଗି ଫର୍ମ ପୂରଣରୁ ବଞ୍ଚିତ ଛାତ୍ରୀଛାତ୍ର : ବିଦ୍ୟାଳୟରେ ତାଲା ପକାଇଲେ ଅଭିଭାବକ
ଯୋଡ଼ା,୩୦।୧୧(ଡି.ଏନ୍.ଏ): କେନ୍ଦୁଝର ଜିଲା ଯୋଡ଼ାସ୍ଥିତ ବନେଇକଳା ଉଚ୍ଚ ବିଦ୍ୟାଳୟରେ ମାଟ୍ରିକ ପରୀକ୍ଷା ଫର୍ମ ପୂରଣରୁ ଛାତ୍ରୀଛାତ୍ର ବଞ୍ଚିତ ହୋଇଥିବାରୁ ଅଭିଭାବକମାନେ ଶନିବାର ସ୍କୁଲରେ ତାଲା ପକାଇ ଦେଇଛନ୍ତି। ଏ ସମ୍ପର୍କରେ ଅଭିଭାବକ ବସନ୍ତ ମୁଣ୍ଡା, ଲକ୍ଷ୍ମଣ ନାଏକ, ଇନ୍ଦୁମତୀ ନାଏକ, ଦମୟନ୍ତୀ…
ଟାଙ୍ଗିରି ଗ୍ରାମରେ ଦନ୍ତା ଆତଙ୍କ: ଶୁଣ୍ଢରେ ଟେକି ବୃଦ୍ଧାଙ୍କୁ କଚାଡ଼ି ମାରିଲା ହାତୀ
କେନ୍ଦୁଝର,୩୦।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ବନାଞ୍ଚଳ ଟାଙ୍ଗିରି ଗ୍ରାମରେ ଶନିବାର ସକାଳେ ଏକ ଦନ୍ତାହାତୀ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ସେହିଭଳି ଅନ୍ୟଜଣେ ବୃଦ୍ଧା ଅଳ୍ପକେ ବର୍ତ୍ତି ଯାଇଛନ୍ତି। ମୃତକ ହେଲେ ସୁଆଗି ଜୁଆଙ୍ଗ। ସୂଚନାନୁଯାୟୀ, ସୁଆଗି ଓ ଫୁଲମଣୀ…
ରାଜ୍ୟ ରାଜପଥରେ ଶୁଖିଲା ଗଛ: ଯାତାୟାତ ଲାଗି ଭୟ କରୁଛନ୍ତି ଲୋକେ
ଆନନ୍ଦପୁର,୩୦।୧୧(ସ୍ବ.ପ୍ର.) : କେନ୍ଦୁଝର ଜିଲା ଆନନ୍ଦପୁର ବ୍ରିଜଛକ ସାଇ ମନ୍ଦିର ନିକଟରେ ଦୁଇଟିି ବଡ଼ ଶୁଖିଲା ଗଛ ଥିବାରୁ ୫୩ ନଂ. ରାଜ୍ୟ ରାଜପଥରେ ଯାତାୟାତ କରୁଥିବା ଲୋକେ ଭୟଭୀତ ହୋଇପଡୁଛନ୍ତି। ବିଭିନ୍ନ ସମୟରେ ଏହିଗଛରୁ ଡାଳ ପଡ଼ି ଅନେକେ ଆହତ…
ବନ୍ୟା ସୁରକ୍ଷା ବନ୍ଧରୁ ବ୍ୟାପକ ଗଛକଟା: ବିପଦକୁ କରୁଛି ଆମନ୍ତ୍ରଣ
ଆନନ୍ଦପୁର,୩୦।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବୈତରଣୀ ବାମପାର୍ଶ୍ୱ ବନ୍ୟା ସୁରକ୍ଷାବନ୍ଧର ଫକୀରପୁରଠାରେ ବ୍ୟାପକ ଗଛ କଟାଯାଉଥିବା ପରିଲକ୍ଷିତ ହୋଇଛି। ଫଳରେ ବନ୍ଧ ପ୍ରତି ବିପଦକୁ ଆମନ୍ତ୍ରଣ କରୁଛି। ସଂପୃକ୍ତ ଅଞ୍ଚଳରେ ବିଭିନ୍ନ ସମୟରେ ବୈତରଣୀରେ ବନ୍ୟାଜଳ ଆସି ବନ୍ଧ ଭାଙ୍ଗିବାର ନଜିର…
୨ ଶିକ୍ଷକଙ୍କ ଘରୁ ଚୋରି: ଲକ୍ଷାଧିକ ଟଙ୍କାର ସୁନା ଗହଣା, ନଗଦ ଟଙ୍କା ନେଇଗଲେ ଦୁର୍ବୃତ୍ତ
ପାଟଣା,୩୦।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଖିରେଇଟାଙ୍ଗିରି ଗ୍ରାମରେ ଦୁଇ ଜଣ ଶିକ୍ଷକଙ୍କ ଘରୁ ଶୁକ୍ରବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଉକ୍ତ ଗ୍ରାମର ଶିକ୍ଷକ ଜଗବନ୍ଧୁ ନାଏକ ଓ ନିତ୍ୟାନନ୍ଦ ମହାନ୍ତଙ୍କ ଘର ଗ୍ରିଲ ଭାଙ୍ଗି ଦୁର୍ବୃତ୍ତ ଆଲମୀରାରୁ ଲକ୍ଷାଧିକ…
ଅନାହାରରେ ଦୁଇ ମା’ ଝିଅ
ହାଟଡିହୀ,୩୦। ୧୧(ଡି.ଏନ୍.ଏ.)- କେନ୍ଦୁଝର ଜିଲାର ବଣପାହାଡ ଘେରା ହାଟଡିହୀ ବ୍ଲକର ଏକ ଅବହେଳିତ ଆଦିବାସୀ ଅଧ୍ୟୁଷିତ ଗାଁ ହଦଗଡ଼ । ଏହିଗାଁରେ ଅନେକ ଲୋକ ଦାରିଦ୍ର୍ୟ ସୀମାରେଖା ତଳେ ଜୀବନ ବିତାଉଛନ୍ତି। ସରକାର ଗରିବ ଲୋକଙ୍କ ଲାଗି କାର୍ଯ୍ୟକାରୀ କରୁଥିବା ବିଭିନ୍ନ…
ପଦ୍ମାବତୀ ପାଇଲେ ରାଜ୍ୟପାଳ ଟ୍ରଫି
କେନ୍ଦୁଝର,୩୦।୧୧( ସ୍ବ.ପ୍ର./ଡି.ଏନ.ଏ.)- ଭୁବନେଶ୍ୱର ଯାତ୍ରୀ ନିବାସଠାରେ ୨୦୧୭ – ୧୮ ବର୍ଷ ପାଇଁ ‘ପ୍ରତିଭା ଅନ୍ବେଷଣ’ କାର୍ଯ୍ୟକ୍ରମରେ ରାଜ୍ୟପାଳ ଟ୍ରଫି ଆୟୋଜନ କରାଯାଇଥିଲା। ଏହି ପ୍ରତିଯୋଗିତାରେ ବିଭିନ୍ନ ଜିଲାର ୨୦୦ ପ୍ରତିଯୋଗୀ ଭାଗ ନେଇଥିଲେ । ୨୮ ତାରିଖରେ ରବୀନ୍ଦ୍ର ମଣ୍ଡପଠାରେ…
ପିଲାଙ୍କୁ ଇଂଲିଶ ମାଧ୍ୟମ ପାଠପଢା ନାଁରେ ପ୍ରତାରଣା: ଠକେଇର ଶିକାର ଶତାଧିକ ମହିଳା
ଝୁମ୍ପୁରା, ୩୦।୧୧ (ଡି.ଏନ.ଏ.)- ଗ୍ରାାମାଞ୍ଚଳ ପିଲାଙ୍କୁ ଇଂଲିଶ ମାଧ୍ୟମରେ ପାଠ ପଢାଇବା ପ୍ରଲୋଭନ ଦେଖାଇ ଝାଡଖଣ୍ଡ ରାଜ୍ୟର ଜଣେ ବ୍ୟକ୍ତି କେନ୍ଦୁଝର ଜିଲା ଝୁମ୍ପୁରା ଅଞ୍ଚଳରେ ଶିକ୍ଷାନଷ୍ଠାନ ଓ କୋଚିଂ ସେଣ୍ଟର ଖୋଲି ବଡ ଧରଣର ଠକେଇ କରିଥିବା ପଦାକୁ ଆସିଛି।…
୫ ବର୍ଷ ହେଲା ପାଦରେ ପଡିଛି ବେଡି
ଆନନ୍ଦପୁର,୨୯। ୧୧(ସ୍ବ.ପ୍ର.)- ମାନସିକ ରୋଗରେ ଆକ୍ରାନ୍ତ ୨୫ ବର୍ଷର ଜଣେ ବିବାହିତ ଝିଅଙ୍କୁ ତାଙ୍କ ଗରିବ ବାପା ଉପଯୁକ୍ତ ଚିକିତ୍ସା କରାଇ ନ ପାରି ପ୍ରାୟ ୫ ବର୍ଷ ହେଲାଗୋଡରେ ଏକ ବେଡି ପକାଇ ଘରେ ଅଟକାଇ ରଖିଛନ୍ତି। ଏଭଳି ଘଟଣା…
କର୍ମୀଙ୍କ ପିଣ୍ଡାରେ ଚାଲିଛି ଅଙ୍ଗନୱାଡି କେନ୍ଦ୍ର
ଚମ୍ପୁଆ, ୨୯ା୧୧(ଡି.ଏନ.ଏ.)- ସରକାରଙ୍କ ପକ୍ଷରୁ ଅଙ୍ଗନୱାଡି କେନ୍ଦ୍ର ମାଧ୍ୟମରେ ଶିଶୁଙ୍କୁ ପୁଷ୍ଟିକର ଖାଦ୍ୟ, ପୋଷାକପତ୍ର ଯୋଗାଣ ସହ ପ୍ରାକ୍ ଶିକ୍ଷା ପ୍ରଦାନ କରାଯାଉଛି। ହେଲେ କେନ୍ଦୁଝର ଜିଲା ଚମ୍ପୁଆ ଅଞ୍ଚଳରେ ଆବଶ୍ୟକ ଭିତ୍ତିଭୂମି ଅଭାବରୁ ଏଥିରେ ବ୍ୟତିକ୍ରମ ଦେଖିବାକୁ ମିଳିଛି। ଚମ୍ପୁଆ…
ଖରିଫ ଧାନ ସଂଗ୍ରହ ପାଇଁ ପ୍ରଚାର ରଥ
ଚମ୍ପୁଆ, ୨୯ା୧୧(ଡି.ଏନ.ଏ)- କେନ୍ଦୁଝର ଜିଲା ଚମ୍ପୁଆ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଖରିଫ ଧାନ ସଂଗ୍ରହ ପାଇଁ ଏକ ସଚେତନତା ରଥ ବୁଲିବା ଆରମ୍ଭ କରିଛି। ଉପଜିଲାପାଳ ପ୍ରତାପ ପ୍ରୀତିିମୟ ନିଜ କାର୍ଯ୍ୟାଳୟ ଠାରେ ପତାକା ହଲାଇ ରଥର ଶୁଭାରମ୍ଭ କରିଥିଲେ।…
Archives


