ଦୈତାରୀ ଥାନା ଅଞ୍ଚଳରେ ମାଓ ଚଳପ୍ରଚଳକୁ ମିଥ୍ୟା ସୂଚନା ଦେଇଥିବା ବନ କର୍ମଚାରୀଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠନ
କେନ୍ଦୁଝର,୧୫।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦୈତାରୀ ଥାନା ଅଞ୍ଚଳରେ ମାଓ କାର୍ଯ୍ୟକଳାପକୁ ନେଇ ମିଥ୍ୟା ପ୍ରଚାରକୁ ନେଇ କେନ୍ଦୁଝର ପୋଲିସ ତଦନ୍ତ ଆରମ୍ଭ କରିଛି। ଏନେଇ ଆଜି ଏସପି ଅଫିସରେ ଏକ ପ୍ରେସମିଟ କରି ଅତିରିକ୍ତ ଏସପି ମନୋଜ ରାଉତ ସୂଚନା…
ହ୍ବାଟ୍ସଆପ୍ ଷ୍ଟାଟସ୍ ଦେଇ ଜୀବନ ହାରିଲେ କଲେଜ ଛାତ୍ରୀ
ଆନନ୍ଦପୁର,୧୫ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରାଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆନନ୍ଦପୁର ଥାନା ଅଧୀନ ଫକିରପୁର ଅଞ୍ଚଳର ଏକ ଘରୋଇ ମହିଳା ମେସ୍ରେ ଜଣେ ଛାତ୍ରୀ ହ୍ବାଟ୍ସଆପ୍ରେ ଷ୍ଟାଟ୍ସ ଦେଇ ଓଢ଼ଣି ସହାୟତାରେ ଝୁଲିପଡ଼ିଥିବା ଜଣାପଡ଼ିଛି। ମୃତ…
ଭାଜପା ପକ୍ଷରୁ ସମ୍ବିଧାନ ପ୍ରଣେତାଙ୍କ ଜୟନ୍ତୀ
ପାଟଣା,୧୪ା୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ଭାଜପା ତରଫରୁ ବ୍ଲକ୍ସ୍ତରୀୟ ସମ୍ବିଧାନ ପ୍ରଣେତା ବାବା ସାହେବ ଆମ୍ବେଦକର ଜୟନ୍ତୀ ଡୁମୁରିଆ ପଞ୍ଚାୟତ ନୂଆଗାଁରେ ପାଳିତ ହୋଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ ଯୋଗଦେଇ…
ବିଭିନ୍ନ ସ୍ଥାନରେ ହନୁମାନ ଜୟନ୍ତୀ
ପାଟଣା,୧୪ା୪(ବୀର କିଶୋର ଦାଶ): ମହା ବିଷୁବ ସଂକ୍ରାନ୍ତି, ଶ୍ରୀ ହନୁମାନ ଜୟନ୍ତୀ ଓ ଓଡ଼ିଆ ନବବର୍ଷ ସକାଶେ ସୋମବାର କେନ୍ଦୁଝର ଜିଲା ପାଟଣା ଅଞ୍ଚଳର ହନୁମାନ ମନ୍ଦିରଗୁଡ଼ିକରେ ଭକ୍ତଙ୍କ ସମାଗମ ହୋଇଛି। ପାଟଣା ବ୍ଲକ୍ ସ୍ବାମଛକ ହନୁମାନ ମନ୍ଦିରରେ ନୀତିକାନ୍ତିରେ ହନୁମାନ…
ସୁନାବେଶରେ ଦର୍ଶନ ଦେଲେ ମା’
କେନ୍ଦୁଝର,୧୪।୪, (ନରେଶ ଚନ୍ଦ୍ର ପଟ୍ଟନାୟକ): ସୋମବାର ଘଟଗାଁର ମା’ ତାରିଣୀ ପୀଠରେ ପଣା ସଂକ୍ରାନ୍ତି ଧୁମ ଧୁମ ଧାମରେ ପାଳନ ହେଉଛି। ସକାଳୁ ସକାଳୁ ମା’ଙ୍କ ପ୍ରସିଦ୍ଧ ଚଇତି ପର୍ବର ଶେଷ ଦିନରେ ପ୍ରବଳ ଭକ୍ତଙ୍କ ଭିଡ ଜମୁଛି। ମା’ଙ୍କ ସୁନା…
ଶ୍ରମିକଙ୍କୁ ଲେବର କାର୍ଡ ବଣ୍ଟନ କଲେ ବିଧାୟକ, ଏଣିକି ମିଳିବ ଏସବୁ ସୁବିଧା
କେନ୍ଦୁଝର,୧୩ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନରୁ କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ନରଣପୁର ପଞ୍ଚାୟତର ବ୍ୟକ୍ତି ସେମାନେ ଲେବର କାର୍ଡ ପାଇବାରୁ ବଞ୍ଚିତ ହୋଇଥିଲେ। ଯାହା ଫଳରେ ସେମାନେ ବିଭିନ୍ନ ସରକାରୀ ସୁବିଧା ସୁଯୋଗ ପାଇବାରୁ ବଞ୍ଚିତ ହେଉଥିଲେ। ରବିବାର ସ୍ଥାନୀୟ ସର୍କିଟ…
୩ ମଣ୍ଡଳ ସଭାପତିଙ୍କୁ ବିଧାୟକଙ୍କ ଦୁର୍ବ୍ୟବହାର: ଜିଲା ଭାଜପା ସଭାପତିଙ୍କୁ ଫେରାଦ
ପାଟଣା,୧୪ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଭାଜପା ମଧ୍ୟରେ ଅନ୍ତର୍ଦ୍ୱନ୍ଦ୍ୱ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପାଟଣା ବିଧାୟକ ଓ ସଙ୍ଗଠନ ଦାୟିତ୍ୱରେ ଥିବା କର୍ମକର୍ତ୍ତାଙ୍କ ମଧ୍ୟରେ ଫାଟ ବୃଦ୍ଧି ପାଉଥିବା ଆଲୋଚନା ହେଉଛି। ଫଳରେ ଦଳ ମଧ୍ୟରେ…
ମହିଳା ଓାର୍ଡମେମ୍ବରଙ୍କ ଚୋରାମଦ କାରବାର ଭିଡିଓ ଭାଇରାଲ: ଦୋକାନରେ ମଦ ବିକୁଛନ୍ତି ଜନ ପ୍ରତିନିଧି
ପାଟଣା,୧୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲାର ଉଭୟ ପାଟଣା ଅବକାରୀ ପୋଲିସ ନିଷ୍କ୍ରିୟତା ଯୋଗୁ ଗାଁଗାଁରେ ଚୋରା ମଦ କାରବାର ବୃଦ୍ଧି ପାଉଥିବା ବେଳେ ଜଣେ ମହିଳା ଜନ ପ୍ରତିନିଧି ନିଜ ଦୋକାନରେ ଚୋରା ବିଦେଶୀ ମଦକୁ ଚଢା ରେଟରେ ବିକ୍ରି…
ପାଟଣାରେ କାଳବୈଶାଖୀର ତାଣ୍ଡବ: ବର୍ଷା ପବନ ସାଙ୍ଗକୁ କୁଆପଥର ମାଡ଼ରେ ଉପୁଡ଼ିଲା ଗଛ, ଯାତାୟତ-ବିଦ୍ୟୁତ ସେବା ବାଧାପ୍ରାପ୍ତ
ପାଟଣା ,୧୨।୪(ବୀରକିଶୋର ଦାଶ ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡା ବ୍ଲକ ଅଞ୍ଚଳରେ ଶନିବାର ଅପରାହ୍ନରେ କାଳବୈଶାଖୀ ପ୍ରଭାରେ ତୁହାକୁ ତୁହା ଘଡ଼ଘଡି, ପବନ ସାଙ୍ଗକୁ କୁଆ ପଥର ବର୍ଷା ପବନ ଲାଗି ରହିଛି। ପବନ ଯୋଗୁ ବିଭିନ୍ନ ସ୍ଥାନରେ…
ଦାଦାଙ୍କ ଗଣ୍ଡିମୁଣ୍ଡ ଅଲଗା କରିଦେଲେ ପୁତୁରା: କଟା ମୁଣ୍ଡ ଧରି ଥାନାରେ ଆତ୍ମସମର୍ପଣ
କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ତଳକଇଁସାରୀ ଗ୍ରାମରେ ଗତକାଲି ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ସାମାନ୍ୟ ଗଣ୍ଡଗୋଳକୁ ନେଇ ପୁତୁରା ଟାଙ୍ଗିଆରେ ହାଣି ସମ୍ପର୍କୀୟ ଦାଦାଙ୍କ ଗଣ୍ଡିମୁଣ୍ଡ ଅଲଗା କରିଦେଇଛନ୍ତି। ମୃତକ ଜଣକ ହେଲେ…
୫ ପଞ୍ଚାୟତରେ ଆରମ୍ଭ ହେଲା ଆୟୁଷ୍ମାନ ଭାରତ ଯୋଜନା
ପାଟଣା,୧୧।୪(ବୀର କିଶୋର ଦାଶ):ଓଡିଶାବାସୀଙ୍କ ବହୁପ୍ରତୀକ୍ଷିତ ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ସଂଯୁକ୍ତ ଯୋଜନାର ସାସ୍ଥ୍ୟ କାର୍ଡ ଶୁଭାରମ୍ଭ ହୋଇଛି। ଶୁକ୍ରବାର କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା ଓ ମୁଖ୍ୟମନ୍ତ୍ରୀ ମହୋନ ଚରଣ ମାଝୀ…
ଜାପାନ ଯିବେ ୩ ମେଧାବୀ ଛାତ୍ରୀଛାତ୍ର
ଢେଙ୍କିକୋଟ,୧୧ା୪(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟ୍ରେ ଥିବା ଶିକ୍ଷାନୁଷ୍ଠାନ ଶ୍ରୀଗୁରୁକୁଳ ଇଂଲିଶ ମିଡିୟମ ସ୍କୁଲର ୩ ମେଧାବୀ ଛାତ୍ରୀଛାତ୍ର ଜାପାନ ଯିବେ। ସେମାନେ ହେଉଛନ୍ତି ୧୦ମ ଶ୍ରେଣୀର ଛାତ୍ରୀ ଅନୁଷ୍କା ମହାପାତ୍ର, ସାଇଶ୍ରୀ ଶୁଭଶ୍ମିତା ସାହୁ ଓ ସମ୍ବିତ ମୁଣ୍ଡା। ଛାତ୍ରୀଛାତ୍ରମାନେ…
Archives


