କେନ୍ଦୁଝର

ରାତିରେ ଘରେ ପଶି କରିଥିଲେ ଚୋରି: ନାବାଳକଙ୍କ ସହ ଜଣେ ଅଟକ

ଆନନ୍ଦପୁର/ହାଟଡିହୀ,୨୦l୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ସୋସୋ ଥାନା ଜମ୍ଭୀରା ଗ୍ରାମରେ ଗତ ଶନିବାର ରାତିରେ ଜଣେ ବ୍ୟକ୍ତିଙ୍କ ଘରେ ପଶି ଚୋରି କରିବା ଅଭିଯୋଗରେ ପୋଲିସ ନାବାଳକଙ୍କ ସହ ଅନ୍ୟ ଜଣକୁ ଅଟକ ରଖି ପଚରାଉଚରା କରୁଛି । ଅଟକ…

ସ୍ତ୍ରୀ-ପୁଅଙ୍କ ସହ କାର୍‌ରେ ଯାଉଥିଲେ, ସାମ୍ନାରୁ ବସ୍‌ ସହ ହେଲା ଧକ୍କା, ଘଟଣାସ୍ଥଳରେ…

ଆନନ୍ଦପୁର ୨୦।୪(ସୁଶାନ୍ତ କୁମାର ସାହୁ ): ବସ୍‌ କାର୍‌ ମୁହାଁମୁହିଁ ଧକ୍କା। ଜଣେ ମୃତ ତିନି ଗୁରୁତର। ଆନନ୍ଦପୁର କରଞ୍ଜିଆ ୫୩ ନମ୍ବର ରାସ୍ତାର ଗୋ ଘାଟି ନିକଟରେ ଏହି ଦୁର୍ଘଟଣା ଘଟିଛି। ଜଣେ କାର୍‌ ଯାତ୍ରୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବାବେଳେ…

ଭେଷଜ ବିଶେଷଜ୍ଞ ଡାକ୍ତର ପି.ସି ଦାସଙ୍କ ପରଲୋକ

କେନ୍ଦୁଝର,୧୮।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ପ୍ରତିଷ୍ଠିତ ଭେଷଜ ବିଶେଷଜ୍ଞ ଡାକ୍ତର ପି.ସି ଦାସଙ୍କ ଶନିବାର ପରଲୋକ ହୋଇଯାଇଛି। ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା। ତାଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।…

ପୁତୁରାର ଠେଙ୍ଗା ମାଡ଼ରେ ଖୁଡିଙ୍କ ଜୀବନ ଗଲା, ଜମି ବାଡ଼ି ବିବାଦକୁ ନେଇ…

ପାଟଣା,୧୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ରୁଢ଼ିଆପଡା ଖଡିବେଡା ସାହିରେ ଶୁକ୍ରବାର ଖୁଡିକୁ ଠେଙ୍ଗାରେ ପିଟିପିଟି ପୁତୁରା ହତ୍ୟା କରିଛନ୍ତି। ଜମିବାଡ଼ି ବିବାଦକୁ ନେଇ ଏଭଳି ହତ୍ୟାକାଣ୍ଡଘଟିଥିବା ପୋଲିସ ଅନୁମାନ କରୁଛି। ମୃତକ ହେଇଛନ୍ତି କୌଶଲ୍ୟା ମହାନ୍ତ। ମୃତଦେହ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ ପାଇଛି। କେନ୍ଦୁଝର ଜିଲା ଓ ଦୌରାଜଜ ଗୋପାଳ ଚନ୍ଦ୍ର ବେହେରା ମାମଲାର ବିଚାର…

ଶ୍ରାଦ୍ଧବାର୍ଷିକୀରେ ବିଜୁବାବୁଙ୍କୁ ଅବମାନନା: ଅଭାବ ପଡ଼ିଲା ଫୁଲମାଳ ସହ…

ହାଟଡିହୀ/ଆନନ୍ଦପୁର,୧୭ା୪(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ବିଜେଡି ତରଫରୁ ଆନନ୍ଦପୁର କଲ୍ୟାଣ ମଣ୍ଡପଠାରେ ପ୍ରବାଦପୁରୁଷ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକୀ ଶୁକ୍ରବାର ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଏକ ସଭାର ଆୟୋଜନ କରାଯାଇଥିଲା।…

ମହାନ ଜନନାୟକ ବିଜୁବାବୁଙ୍କୁ ବିଜେଡି ମନେ ପକାଇ…

ପାଟଣା,୧୭ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ବିଜେଡି ପକ୍ଷରୁ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ଶୁକ୍ରବାର ରାଜନଗର ରଘୁନାଥଜୀଉ ମଠ ପରିସରରେ ଅନୁଷ୍ଠିତ ହୋଇଛି। ସଭା ଆରମ୍ଭରେ ବିଜେଡି ନେତାମାନେ ବିଜୁବାବୁଙ୍କ ଫଟୋ ଚିତ୍ରରେ ଧୂପଦୀପ ଓ ପୁଷ୍ପ…

ପୁରୁଣା ବଜାର ଅଞ୍ଚଳକୁ ଓଏମ୍‌ସି ଖଣି ପ୍ରଭାବିତ ଅଞ୍ଚଳରେ ସାମିଲ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବଂଶପାଳ ବ୍ଲକ ଅନ୍ତର୍ଗତ ଶୁଆକାଟିରେ ଥିବା ଓଡ଼ିଶା ଖଣି ନିଗମର ଗନ୍ଧମାର୍ଦ୍ଦନ ଲୌହ ଖଣି କାର୍ଯ୍ୟ ଦ୍ବାରା ପ୍ରଭାବିତ ହେଇଥିବା କେନ୍ଦୁଝର ପୁରୁଣା ସହରବାସୀଙ୍କୁ ଓଡ଼ିଶା ଖଣି ନିଗମ ଦ୍ୱାରା କୌଣସି ସୁବିଧା ସୁଯୋଗ ଦିଆଯାଉ ନ…

୧୭ ବର୍ଷରୁ କମ୍‌ ବାଳିକା କ୍ରିକେଟ ଖେଳିବେ ସାଇ ପ୍ରତୀକ୍ଷା

ହାଟଡିହୀ,୧୬l୪(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲର ଛାତ୍ରୀ ସାଇ ପ୍ରତୀକ୍ଷା ଜେନା ୧୭ ବର୍ଷରୁ କମ ବାଳିକା କ୍ରିକେଟ ଖେଳିବା ପାଇଁ ଚୟନ ହୋଇଛନ୍ତି l ସାଇ ପ୍ରତୀକ୍ଷା ଦଶମ ଶ୍ରେଣୀର ଛାତ୍ରୀ ହୋଇଥିବା ବେଳେ…

ଏକର ପ୍ରତି ଏତେ କୋଟି ଟଙ୍କା ଦାବି କଲେ ଗ୍ରାମବାସୀ, ଶୁଣିକି ଆଶ୍ଚର୍ଯ୍ୟ ହୋଇଗଲେ…

ପାଟଣା,୧୫।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ପ୍ରସ୍ତାବିତ ମେଗାଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ସକାଳ ୯ଟାରେ ଚେମଣା ପଞ୍ଚାୟତ ବଳିଆ ପଶି ଗ୍ରାମର ଦରବାର ଚତୁରୀ ନିକଟରେ ୬ଷ୍ଠ ଗ୍ରାମସଭା ଆରମ୍ଭ ହୋଇଛି। ପ୍ରସ୍ତାବିତ ମେଗା…

ଡିଜେ ବଜେଇ ପ୍ରସେଶନ କରିବାରୁ ୨ ସାହି ମଧ୍ୟରେ ମାରପିଟ: ୧୫ ରୁ ଊର୍ଦ୍ଧ୍ୱ ଆହତ

ଆନନ୍ଦପୁର,୧୫।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା ଅନ୍ତର୍ଗତ କେଶଦୁରାପାଳ ଗାଁରେ ଗୋଷ୍ଠୀ ସଂଘର୍ଷ ଦେଖିବାକୁ ମିଳିଛି। ମଙ୍ଗଳବାର ରାତିରେ କଣ୍ଟାଫୋଡା ଯାତ୍ରାର ପ୍ରସେଶନକୁ ନେଇ ଗାଁର ଉପର ସାହି ଓ ତଳ ସାହି ମଧ୍ୟରେ…

ନିଜ ଗୁରୁଙ୍କ ପାଦଛୁଇଁ ଭାବବିହ୍ବଳ ହୋଇପଡିଲେ ମୁଖ୍ୟମନ୍ତ୍ରୀ: କଲେ ବଡ଼ ଘୋଷଣା

କେନ୍ଦୁଝର,୧୪।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଝୁମ୍ପୁରା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ। କେବଳ ଜଣେ ପୁରାତନ ଛାତ୍ର ଭାବରେ ନୁହେଁ ବରଂ ଏ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବରେ ଆଜି ମୁଁ ମୋ ସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?