କେନ୍ଦୁଝର

ଲକ୍‌ଡାଉନ ଉଲ୍ଲଂଘନ: ପାଟଣା ପୋଲିସ ପକ୍ଷରୁ ୬୯ ବାଇକ, ୨କାର ଜବତ

ପାଟଣା,୧୭।୪(ସ୍ବ.ପ୍ର.): ସାରା ଦେଶରେ କରୋନା ଭୂତାଣୁ ସଂକ୍ରମଣରେ ଅଙ୍କୁଶ ଲଗାଇବାକୁ ସରକାର ଲକ୍‌ଡାଉନ କରିଥିବା ବେଳେ କେତେକ ଅମାନିଆ ଏହାକୁ ଉଲ୍ଲଂଘନ କରୁଛନ୍ତି। ବାଇକ୍‌ ଓ କାର ଧରି ବାହାରେ ବୁଲୁଛନ୍ତି। କେନ୍ଦୁଝର ଜିଲା ପାଟଣା ପୋଲିସ ପକ୍ଷରୁ ଶୁକ୍ରବାର ସୁଦ୍ଧା…

ଓଏମ୍‌ସି ଗନ୍ଧମାର୍ଦ୍ଦନ ଲୌହଖଣି, ପାରିପାର୍ଶ୍ୱିକ ଗ୍ରାମରେ ବିଶୋଧନ

କେନ୍ଦୁଝର,୧୭ା୪(ଡି.ଏନ୍‌.ଏ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଶୁଆକାଟୀସ୍ଥିତ ଓଡ଼ିିଶା ଖଣି ନିଗମର ଗନ୍ଧମାର୍ଦ୍ଦନ ଲୌହଖଣି ଏବଂ ଏହାର ଚତୁଃପାର୍ଶ୍ୱରେ ଅବସ୍ଥିତ ଗ୍ରାମଗୁଡିକୁ ଓଏମ୍‌ସି ଖଣିରେ ଉତ୍ତୋଳନ କରୁଥିବା କଳିଙ୍ଗ କମର୍ସିଆଲ କର୍ପୋରେସନ ଲିଃ. ସଂସ୍ଥା ବିଶୋଧନ କରିଛି। ଲକ୍‌ଡାଉନ ସମୟରେ ଗ୍ରାମବାସୀ…

ମୁଣ୍ଡ ନ ଥିବା କୁଟୁରା ଉଦ୍ଧାର

ଯୋଡ଼ା,୧୭ା୪(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଯୋଡ଼ା ଫରେଷ୍ଟ ଅନ୍ତର୍ଗତ କୁଦୁରସାହି ନିକଟସ୍ଥ ବୈତରଣୀ (ଏ) ରିଜର୍ଭ ଜଙ୍ଗଲରୁ ବନବିଭାଗ ଗୁରୁବାର ପୂର୍ବାହ୍ନରେ ବନ ବିଭାଗ ଏକ ମୁଣ୍ଡବିହୀନ ମୃତ କୁଟୁରା ଉଦ୍ଧାର କରିଛି। ସୂଚନାନୁଯାୟୀ, ଗୁରୁବାର ସକାଳେ ଏହି ୩…

କୋଭିଡ-୧୯ ହସ୍‌ପିଟାଲ ଅଗ୍ରଗତିର ସମୀକ୍ଷା କଲେ ୫-ଟି ସଚିବ

କେନ୍ଦୁଝର, ୧୬।୪( ସ୍ବ.ପ୍ର.)-ରାଜ୍ୟସରକାରଙ୍କର ବରିଷ୍ଠ ଅଧିକାରୀମାନ କରୋନା ସ୍ଥିତି ଓ ତାର ମୁକାବିଲା ପାଇଁ ପ୍ରସ୍ତୁତ କୋଭିଡ଼-୧୯ ହସ୍‌ପିଟାଲର ଚିକିତ୍ସା ପାଇଁ କରାଯାଇଥିବା ବ୍ୟବସ୍ଥାର ଅନୁଧ୍ୟାନ କରିବା ପାଇଁ ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ ଓ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି)…

କେନ୍ଦୁଝର ଗସ୍ତରେ ୫-ଟି, ମୁଖ୍ୟ ଶାସନ ସଚିବ: ନିର୍ମାଣ ହେଉଥିବା କୋଭିଡ ହସ୍ପିଟାଲର କଲେ ସମୀକ୍ଷା

କେନ୍ଦୁଝର,୧୬।୪(ସ୍ବ.ପ୍ର.): ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଓ ୫-ଟି ସଚିବ ପାଣ୍ଡିଆନ ଗୁରୁବାର କେନ୍ଦୁଝର ଗ୍ରସ୍ତ କରି ଫେରିଛନ୍ତି। ହେଲିକପ୍ଟରରେ ଆସି ରାଇସୁଆଁ ଏୟାରଷ୍ଟ୍ରିପରେ ଓହ୍ଲାଇବା ପରେ ସେମାନେ ରାଜପଥରେ ସଦର ବ୍ଲକ ଅନ୍ତର୍ଗତ ରାଙ୍କିଠାରେ ଥିବା ନିର୍ମାଣ ହେଉଥିବା…

ହିତାଧିକାରୀଙ୍କୁ ୩ମାସର ରାସନ ସାମଗ୍ରୀ ବଣ୍ଟନ

ହାଟଡ଼ିହୀ,୧୬।୪(ଡି.ଏନ୍‌.ଏ.): କରୋନା ରୋଗର ମୁକାବିଲା ପାଇଁ କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଢେଙ୍କା ପଞ୍ଚାୟତରେ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି। ଯୋଗାଣ ଅଧିକାରୀ ଶ୍ୟାମ ମାଝୀ ଓ ସରପଞ୍ଚ ନିମାଇଁ ସାମଲଙ୍କ ଉପସ୍ଥିତିରେ ଢେଙ୍କା ପଞ୍ଚାୟତର ହିତାଧିକାରୀଙ୍କୁ ଏପ୍ରିଲ, ମେ’ ଓ ଜୁନ…

ବିଶୋଧନ ହେଲା ଖଣି ଅଞ୍ଚଳ

କେନ୍ଦୁଝର, ୧୬ା୪(ସ୍ବ.ପ୍ର.)-ବାଂଶପାଳ ବ୍ଲକ ଶୁଆକାଟି ଖଣି ଅଞ୍ଚଳରେ ବିଭିନ୍ନ ଗ୍ରାମ ରାସ୍ତାଘାଟକୁ ବୁଧବାର ବିଶୋଧନ କରାଯାଇଛି। କଳିଙ୍ଗ କମର୍ସିଆଲ କର୍ପୋରେଶନ ପକ୍ଷରୁ ଇଚିଣ୍ଡା, ତଳ କଇଁସରୀ, ଓଏମ୍‌ସି ଅଫିସ, ଓଏମସି କଲୋନୀ, ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସିରେ ଏହି କାର୍ଯ୍ୟ ଅନୁଷ୍ଠିତ ହୋଇଥିବା…

ଲକ୍‌ଡାଉନ ବେଳେ ବଢୁଛି ମଦ କାରବାର

କେନ୍ଦୁଝର,୧୬ା୪(ସ୍ବ.ପ୍ର.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଲକ୍‌ଡାଉନ ଘୋଷଣା କରାଯାଇ ଅତ୍ୟାବଶ୍ୟକ ସାମଗ୍ରୀ ବ୍ୟତୀତ ଅନ୍ୟ ଦୋକାନ ବଜାର ବନ୍ଦ ରହିଛି। ସେହିପରି ମଦ ଦୋକାନ ମଧ୍ୟ ରହିଛି। ତେବେ କେନ୍ଦୁଝରର କେତେକ ଚୋରା ମଦବେପାରୀ ଲୁଚାଛପାରେ କାରବାର ଚଲାଇଥିବା ଜଣାପଡିଛି।…

ତାଳଚେରରୁ ଦେଓଘର: ସାଇକେଲରେ ଫେରୁଛନ୍ତି ୭ ଶ୍ରମିକ

କେନ୍ଦୁଝର,୧୬ା୪ (ସ୍ବ.ପ୍ର.): ଦେଶରେ କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ଲକ୍‌ ଡାଉନ ଘୋଷଣା ହୋଇଛି। ଯିଏ ଯେଉଁଠି ଅଛନ୍ତି ସେଠାରେ ରହିବା ପାଇଁ ସରକାର ଆହ୍ବାନ କରିଛନ୍ତି। ଏହା ସତ୍ତ୍ୱେ ଅନେକ ସମୟରେ ଶ୍ରମିକମାନେ ଗାଡିରେ, ଚାଲିଚାଲି ଓ ସାଇକେଲରେ…

୭ ରକ୍ତ ନମୁନା ନେଗେଟିଭ

ପାଟଣା, ୧୫ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକକୁ ଫେରିଥିବା ୨ ବିଦେଶ ଫେରନ୍ତାଙ୍କୁ ମିଶାଇ ମୋଟ ୩୩୮ ଜଣଙ୍କ ହୋମ କ୍ୱାରାଣ୍ଟାଇନ ଶେଷ ହୋଇଛି। ସମସ୍ତେ ସୁସ୍ଥ ଥିବା ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡା. ସୁପ୍ରକାଶ ଶତପଥୀ ପ୍ରକାଶ କରିଛନ୍ତି।…

ଲକଡାଉନ୍‌ ବେଳେ ମଦ ଦୋକାନ ସିଲ୍‌ ଭଙ୍ଗାଗଲା

ଯୋଡ଼ା,୧୫।୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡା ସହରର ବାଂଶପାଣି ରୋଡ୍‌ ନିକଟରେ ଥିବା ଏକ ବିଦେଶୀ ମଦ ଦୋକାନରେ ସିଲ୍‌ ଭଙ୍ଗାଯାଇଛି। ଅବକାରୀ ବିଭାଗର ଜଣେ ଅଧିକାରୀ ଏକୁଟିଆ ଆସି ଏହି ଦୋକାନରେ ପୂର୍ବରୁ ଥିବା ସିଲକୁ ଭାଙ୍ଗି ପୁଣି ସିଲ୍‌ କରୁଥିବା…

ରକ୍ତଭଣ୍ଡାରରେ ରକ୍ତର ଅଭାବ: ଭରଣା ଉଦ୍ଦେଶ୍ୟରେ ରକ୍ତଦାନ କାର୍ଯ୍ୟକ୍ରମ

ରକ୍ତଭଣ୍ଡାରରେ ରକ୍ତର ଅଭାବ: ଭରଣା ଉଦ୍ଦେଶ୍ୟରେ ରକ୍ତଦାନ କାର୍ଯ୍ୟକ୍ରମ ପାଟଣା,୧୫ା୪(ସ୍ବ.ପ୍ର.): କରୋନା ସଂକ୍ରମଣ ପାଇଁ ଏବେ ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ କେନ୍ଦୁଝର ଜିଲା ରକ୍ତଭଣ୍ଡାରରେ ଏବେ ରକ୍ତର ଘୋର ଅଭାବ ପରିଲକ୍ଷିତ ହୋଇଛି। ଏହାକୁ ଭରଣା କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?