କେନ୍ଦୁଝର

କଖାରୁ ଲଟାରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାଟଣା,୩।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କଣ୍ଟିଆପଡ଼ା ପଞ୍ଚାୟତ ମାନପୁର ଗ୍ରାମର ଡେଣୁଆ ରାସ୍ତା ପାର୍ଶ୍ୱରେ ଥିବା ବଗିଚାର କଖାରୁ ଲଟା ମଧ୍ୟରୁ ରବିବାର ସକାଳୁ ଏକ ନବଜାତ ଶିଶୁପୁତ୍ରକୁ ଗ୍ରାମବାସୀ ଉଦ୍ଧାର କରିଛନ୍ତି। ସୂଚନା ଅନୁଯାୟୀ, ସକାଳୁ ଉକ୍ତ ଗ୍ରାମର…

କେନ୍ଦୁଝର ଜିଲା ଚିଠି: ରାସ୍ତାଘାଟ ପାଲଟିଛି ମୃତ୍ୟୁପଥ ; ପ୍ରତିବର୍ଷ ୨୫୦ ଜଣଙ୍କ ମୃତ୍ୟୁ ଘଟୁଛି

କେନ୍ଦୁଝର ଜିଲାରେ ମୂଲ୍ୟବାନ ଖଣିଜ ସମ୍ପଦ ଭରି ରହିଛି। ସେଥିପାଇଁ ଏହି ଜିଲାକୁ ଧନଶାଳୀ ଜିଲା ଭାବେ ମାନ୍ୟତା ମିଳିଛି। ଏହା ପରେ ବି ଜିଲାର ବିଭିନ୍ନ ରାସ୍ତାଘାଟ ମୃତ୍ୟୁପଥ ପାଲଟିଛି। ଅର୍ଥର ଅଭାବ ନ ଥିଲେ ହେଁ ଭଙ୍ଗାଦଦରା ଅବସ୍ଥାରେ…

ଲଟା ମଧ୍ୟରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାଟଣା,୩।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କଣ୍ଟିଆପଡ଼ା ପଞ୍ଚାୟତ ମାନପୁର ଗ୍ରାମ ମାନପୁର ଡେଣୁଆ ରାସ୍ତା ପାର୍ଶ୍ୱରେ ଥିବା ଏକ ବଗିଚାରୁ ରବିବାର ସକାଳେ ଏକ ନବଜାତ ଶିଶୁପୁତ୍ରକୁ ଉଦ୍ଧାର କରାଯାଇଛି। ଶିଶୁଟି ସୁସ୍ଥ ଥିବା ବେଳେ ଆମ୍ବୁଲାନ୍ସ ଯୋଗେ ତାକୁ…

ତେଲକୋଇରେ ପ୍ରାଥମିକ ଶିକ୍ଷା ବିପର୍ଯ୍ୟସ୍ତ: ଗୋଟିଏ କୋଠରିରେ ଚାଲିଛି ୩ ଶ୍ରେଣୀ

ତେଲକୋଇ, ୩।୧୧(ଡି.ଏନ.ଏ.)-କେନ୍ଦୁଝର ଜିଲା ତେଲକୋଇ ବ୍ଲକରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ଏକପ୍ରକାର ବିପର୍ଯ୍ୟସ୍ତ ହୋଇପଡିଛି । ବିଭିନ୍ନ ପ୍ରାଥମିକ ବିଦ୍ୟାଳୟରେ ଆବଶ୍ୟକ ଶ୍ରେଣୀଗୃହ ଭଳି ଭିତ୍ତିଭୂମି ନାହିଁ । ଗୋଟିଏ ଗୋଟିଏ କୋଠରିରେ ୩ଟି ଶ୍ରେଣୀର ପିଲାଙ୍କୁ ଏକାଠି ବସାଇ ପାଠପଢ଼ା…

ସର୍ଭିସ୍‌ ରୋଡର ଶୋଚନୀୟ ଅବସ୍ଥା: ଅଟକିଲା ଅଗ୍ନିଶମ ବିଭାଗ ଗାଡ଼ି

ଆନନ୍ଦପୁର,୨।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ୨୦ ନଂ ଜାତୀୟ ରାଜପଥର ବାଇଲୋ-ବାରିଗାଁ ଠାରେ ସର୍ଭିସ୍‌ ରୋଡର ଶୋଚନୀୟ ଅବସ୍ଥାର କରୁଣ ପରିଣତି ଶନିବାର ଦେଖିବାକୁ ମିଳିଛି। ମଧ୍ୟାହ୍ନ ସମୟରେ ବାଇଲୋ ଗ୍ରାମର ମଧୁସୂଦନ ପାଢୀଙ୍କ ଘରେ ବିଦ୍ୟୁତ୍‌ ଶର୍ଟ ସର୍କିଟରୁ ଅଗ୍ନିକାଣ୍ଡ ଘଟିଥିଲା।…

ନୂଆରୂପ ନେବ ଅସୁରଖୋଲ ଜଳପ୍ରପାତ : ସ୍ଥିତି ଅନୁଧ୍ୟାନ କରି ଫେରିଲେ ବିଭାଗୀୟ ଅଧିକାରୀ

କେନ୍ଦୁଝର,୨।୧୧(ସ୍ବ.ପ୍ର.)- କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ମହାଦେଇଯୋଡ଼ା ପଞ୍ଚାୟତ ନିକଟସ୍ଥ କୁଡ଼ିଆଘରା ଜଙ୍ଗଲରେ ଥିବା ମନୋରମ ଜଳପ୍ରପାତ ଅସୁରଖୋଲ ଅବହେଳିତ ଅବସ୍ଥାରେ ପଡ଼ିରହିଛି। ଏହାକୁ ପର୍ଯ୍ୟଟନ କେନ୍ଦ୍ର ଘୋଷଣା ଲଶଗି ଅଞ୍ଚଳବାସୀ ଦୀର୍ଘଦିନରୁ ଦାବି କରି ଆସୁଛନ୍ତି। ହେଲେ ଏହାର ଆଶାନୁରୂପ…

ମାଟୋଆ ନିର୍ବାଚନ: ନାମାଙ୍କନପତ୍ର ଦାଖଲ ଶେଷ

ଯୋଡ଼ା, ୧।୧୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡା ଖଣି ମଣ୍ଡଳରେ ଥିବା ମାଇନିଂ ଏରିଆ ଟ୍ରକ ଓନର ଆସୋସିଏଶନ(ମାଟୋଆ)ର ଆଗାମୀ ନିର୍ବାଚନ ନିମନ୍ତେ ଶୁକ୍ରବାର ଶେଷ ପଯର୍ର୍‌ୟାୟରେ ଜଣେ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସଂଘର ସମ୍ପାଦକ ଆସନ ପାଇଁ ମହେଶ କୁମାର…

ପର୍ଯ୍ୟଟନ ବିକାଶକୁ ପ୍ରଶାସନିକ ଅଣଦେଖା

କେନ୍ଦୁଝର, ୧।୧୧(ସ୍ବ.ପ୍ର.)-କେନ୍ଦୁଝରରେ ପଡ଼ିଲାଣି ଶୀତ। ଏହାହେଉଛି ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ବଣପାହାଡ ଘେରା କେନ୍ଦୁଝର ଜିଲାର ପ୍ରତିଟି ସ୍ଥାନ ରମଣୀୟ । ଏହି ଜିଲାର ପ୍ରାକୃତିକ ପରିବେଶ ଓ ଜଙ୍ଗଲ ପରିବେଷ୍ଟିତ ପ୍ରକୃତିଦତ୍ତ ଜଳପ୍ରପାତ ଗୁଡିକ ପର୍ଯ୍ୟଟକଙ୍କୁ ଜିଲାକୁ ଆକୃଷ୍ଟ…

ପରିବାରର ୬ଜଣଙ୍କୁ ହତ୍ୟା ମାମଲାର ରାୟ ପ୍ରକାଶ: ୬ ଦୋଷୀଙ୍କୁ ଆଜୀବନ ଜେଲ

ଚମ୍ପୁଆ/ଯୋଡ଼ା, ୧।୧୧(ଡି.ଏନ.ଏ.)-ଆଜକୁ ୫ ବର୍ଷ ତଳେ କେନ୍ଦୁଝର ଜିଲା ଚମ୍ପୁଆ ଉପଖଣ୍ଡ ଯୋଡ଼ା ଥାନା ଅନ୍ତର୍ଗତ ଲହଣ୍ଡା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଥିଲା ା ଗୁଣିଗାରେଡ଼ି ସନ୍ଦେହରେ ଗୋଟିଏ ପରିବାରର ୬ଜଣଙ୍କୁ କେତେଜଣ ଲୋକ ଅତି ନିର୍ମମ ଭାବେ ହତ୍ୟା…

ବାରିଗାଁ-ପୁରୁଣିଆ ରାସ୍ତାରୁ ମୃତଦେହ ଉଦ୍ଧାର: କାରଣ ଅସ୍ପଷ୍ଟ

ଘସିପୁରା,୩୧।୧୦(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଘସିପୁରା ଥାନା ଅନ୍ତର୍ଗତ ବାରିଗାଁ-ପୁରୁଣିଆ ରାସ୍ତା ବିଲ ପାର୍ଶ୍ୱରୁ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ଗୁହାଳିଆ ଗ୍ରାମ ବଇଁଚ ସାହିର ରୋହିତ ଜେନା(୪୦)। ପ୍ରକାଶ ଯେ, ପାରିବାରିକ କଳହକୁ କେନ୍ଦ୍ରକରି ରୋହିତ…

ମାଟୋଆ ନିର୍ବାଚନ: ଦ୍ୱିତୀୟ ପର୍ଯ୍ୟାୟରେ ୫ ପ୍ରାର୍ଥୀଙ୍କ ନାମାଙ୍କନପତ୍ର ଦାଖଲ

ଯୋଡ଼ା, ୩୧।୧୦(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡା ଖଣି ମଣ୍ଡଳରେ ଥିବା ମାଇନିଂ ଏରିଆ ଟ୍ରକ ଓନର ଆସୋସିଏଶନ(ମାଟୋଆ)ର ଦ୍ୱିତୀୟ ପଯର୍ର୍‌ୟାୟ ନିର୍ବାଚନ ନିମନ୍ତେ ଗୁରୁବାର ୫ ପ୍ରାର୍ଥୀ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ସଭାପତି ଆସନ ପାଇଁ ଚତୁର୍ଭୁଜ ପଲେଇ, ଉପସଭାପତି ପାଇଁ…

ସ୍ବାମୀଙ୍କ ଦଶାହରେ ସ୍ତ୍ରୀଙ୍କ ଆତ୍ମହତ୍ୟା, ଭଣଜା ଅଟକ

ଆନନ୍ଦପୁର,୩୦।୧୦(ସ୍ବ.ପ୍ର.)- କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ହରିପୁରା ଗ୍ରାମରେ ସ୍ବାମୀଙ୍କ ଦଶାହରେ ସ୍ତ୍ରୀଙ୍କ ଆତ୍ମହତ୍ୟା କରିଛନ୍ତି। ସେହିଭଳି ଉକ୍ତ ବ୍ୟକ୍ତିଙ୍କ ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା ନେଇ ପୋଲିସ ଭଣଜାଙ୍କୁ ଅଟକ ରଖି ପଚରାଉଚରା କରିବା ଘଟଣାକୁ ନେଇ ଚର୍ଚ୍ଚା ଜୋର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri