କେନ୍ଦୁଝର

ପାନୀୟଜଳ ଦାବିରେ ରାସ୍ତାରୋକୋ

ଯୋଡ଼ା, ୧୩।୪(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକ ଜୁରୁଡିସ୍ଥିତ କ୍ରେଚ ହଟିଂ ଅଞ୍ଚଳବାସୀ ବିଦ୍ୟୁତକାଟ୍‌ ଯୋଗୁ ପାନୀୟ ଜଳ ପାଇବାରୁ ବଞ୍ଚିତ ହେବାରୁ ରାସ୍ତା ଅବରୋଧ କରିଥିଲେ। ସୋମବାର ଅପରାହ୍ନ ପ୍ରାୟ ୨ ଘଟିକା ସମୟରେ ରାଜ୍ୟ ରାଜପଥ ନଂ ୨ ଜୁରୁଡି-…

ଯୋଡ଼ାରେ ରନ୍ଧାଖାଦ୍ୟ, ରାଶନ ସାମଗ୍ରୀ ବଣ୍ଟନ

ଯୋଡ଼ା, ୧୩।୪ (ଡି.ଏନ.ଏ.)-ସାରାଦେଶରେ କୋଭିଡ୍‌ ୧୯ ମହାମାରୀ ରୂପ ନେଇିଥିବା ବେଳେ ଏହାକୁ ପ୍ରତିରୋଧ କରିବା ପାଇଁ ସରକାର ଲକଡାଉନ୍‌ ଘୋଷଣା କରିଛନ୍ତି। ଫଳରେ ଲୋକେ ଜୀବିକାରୁ ବଞ୍ଚିତ ହୋଇଥିବାରୁ ଖାଦ୍ୟାଭାବକୁ ଆଖି ଆଗରେ ରଖି ବହୁ ସ୍ବେଛାସେବୀ ସାମାଜିକ ସଂଗଠନ…

ସାମାଜିକ ଦୂରତା ରକ୍ଷାକରି ପାଳିତ ହେଲା ହନୁମାନ ଜୟନ୍ତୀ, ଓଡ଼ିଆ ନୂଆବର୍ଷ

ପାଟଣା,୧୩।୪(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ସ୍ବାମ ଛକସ୍ଥିତ ହନୁମାନ ମନ୍ଦିରରେ ସୋମବାର ମହାବିଷୁବ ସଂକ୍ରାନ୍ତି, ହନୁମାନ ଜୟନ୍ତୀ ଓ ଓଡ଼ିଆ ନୂଆବର୍ଷ ସକାଶେ ବିଶ୍ୱଶାନ୍ତି ମହାଯଜ୍ଞ ଅନୁଷ୍ଠିତ ହୋଇଛି। ମହାମାରୀ କରୋନା ସଂକ୍ରମଣ ସକାଶେ ଲକ୍‌ଡାଉନ ଜାରି ରହିଥିବାରୁ…

ଧୂଳିଧୂଆଁରେ ପରିପୂର୍ଣ୍ଣ ଯୋଡ଼ା-ବାମେବାରୀ ରାସ୍ତା, ଜନଜୀବନ ଅସ୍ତବ୍ୟସ୍ତ: ପ୍ରତିଦିନ ଜଳ ସିଞ୍ଚନ ଦାବି

ଯୋଡ଼ା, ୧୩।୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହର ଉପକଣ୍ଠ କମାରଯୋଡ଼ା ତାରିଣୀ ଛକ ଓ ବାଂଶପାଣି ଅଞ୍ଚଳବାସୀ ଧୂଳିଧୂଆଁରେ ଅସ୍ତବ୍ୟସ୍ତ ହୋଇପଡ଼ୁଛନ୍ତି। ଏ ନେଇ ସ୍ଥାନୀୟ ମହିଳାମାନେ ସୋମବାର ପୂର୍ବାହ୍ନରେ ଯୋଡ଼ା-ବାମେବାରୀ ୨ ନମ୍ବର ରାଜ୍ୟ ରାଜପଥକୁ ଅବରୋଧ କରିଥିଲେ। ପ୍ରାୟ…

ସାନିଟାଇଜ ହେଲା ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର

ରାଇସୁଆଁ,୧୩।୪(ଡି.ଏନ୍‌.ଏ.): କରୋନା (କୋଭିଡ-୧୯) ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବାକୁ ବିଧିବଦ୍ଧ ଭାବେ ସଚେତନ କରାଯାଉଛି । ଏହି ପରିପ୍ରେକ୍ଷୀରେ କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ଼ ପଦ୍ମପୁର ଗୋଷ୍ଠୀ ସାସ୍ଥ୍ୟକେନ୍ଦ୍ର ପରିସରକୁ ସୋମବାର ଏମ୍‌ଏସ୍‌ପି କାରଖାନା ପକ୍ଷରୁ…

ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗରେ ସ୍ବାମୀ ଗିରଫ

ପାଟଣା, ୧୩ା୪(ସ୍ବ.ପ୍ର.)-ସ୍ତ୍ରୀଙ୍କୁ ଯୌତୁକ ନିର୍ଯାତନା ଓ ପରେ ହତ୍ୟା ଅଭିଯୋଗରେ କେନ୍ଦୁଝର ଜିଲା ତୁରୁମୁଙ୍ଗା ପୋଲିସ ଲୋକନାଥ ମହାନ୍ତ ନାମକ ଯୁବକଙ୍କୁ ରବିବାର ଗିରଫ କରି କୋର୍ଟଚାଲାଣ କରିଛି। ତାଙ୍କ ଘର ପାଟଣା ବ୍ଲକ କଣ୍ଟିଆପଡା ପଞ୍ଚାୟତ ବଲାଣିପାସି ଗ୍ରାମରେ। ଏହି…

ଧରାପଡିଲେ ୨୮ ବଙ୍ଗୀୟ ଶ୍ରମିକ

ଚମ୍ପୁଆ, ୧୩ା୪(ଡି.ଏନ.ଏ.)-ମହାମାରୀ କରୋନାକୁ ନେଇ ଏବେ ସାରା ବିଶ୍ୱରେ ଆତଙ୍କ ଦେଖାଦେଇଛି। ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦେବା ସହିତ ବାହାର ରାଜ୍ୟରୁ ଆସୁଥିବା ଲୋକଙ୍କ ଉପରେ ନଜର ରଖାଯିବା ସହ ସୀମାନ୍ତଗୁଡିକୁ ସିଲ୍‌ କରି ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ଗତ ୨୯ତାରିଖରେ…

ଚଢାଦରରେ ଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରି

କେନ୍ଦୁଝର,୧୩ା୪(ଡି.ଏନ୍‌.ଏ.): କରୋନା ଯୋଗୁ ଦେଶବ୍ୟାପୀ ଲକ୍‌ ଡାଉନ୍‌ ଚାଲିଥିବା ବେଳେ କେନ୍ଦୁଝର ଜିଲାର କେତେକ ଅସାଧୁ ବ୍ୟବସାୟୀ ଚଢା ଦରରେ ଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରି କରୁଥିବା ଅଭିଯୋଗ ହେଉଛି। କଳାବଜାରୀ ରୋକିବା ପାଇଁ ଜିଲା ବେସାମରିକ ଯୋଗାଣ ଅଧିକାରୀ କେତେକ ଅତ୍ୟାବଶ୍ୟକ…

୨ ଶିକାରୀ ଗିରଫ,ବନ୍ଧୁକ ଜବତ

କେନ୍ଦୁଝର,୧୨।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଦେଓଗାଁ ରେଞ୍ଜ ହରିଚନ୍ଦନପୁର ସେକ୍ସନ ଅଧୀନସ୍ଥ ରେବଣା ସଂରକ୍ଷିତ ପିଠାଗୋଳା-ମରାଗୋଳା ମଧ୍ୟବର୍ତ୍ତୀ ଜଙ୍ଗଲରେ ଚଢ଼ାଉ କରି ବନ ବିଭାଗ ୨ ଶିକାରୀଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ଗୋଟିଏ ବନ୍ଧୁକ ଜବତ ହୋଇଛି। ଅଭିଯୁକ୍ତ ଦ୍ୱୟ ହେଲେ ପିଠାଗୋଳା…

ଜଙ୍ଗଲରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ଘଟଣା: ହତ୍ୟା ଅଭିଯୋଗ ଆଣିଲେ ଭାଇ

ପାଟଣା,୧୨ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ଝହ୍ନେଇପଶି ଗ୍ରାମର ନାଳ ନିକଟରେ ଥିବା ଆକାଶିଆ ଜଙ୍ଗଲରୁ ଶନିବାର ସକାଳୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିଲା। ମୃତ ମହିଳା ଜଣକ ହେଉଛନ୍ତି କଣ୍ଟିଆପଡ଼ା ପଞ୍ଚାୟତ ବାଲାଣିପଶି ଗ୍ରାମର ଲୋକନାଥ…

ଲୋକଙ୍କୁ ମାଗଣାରେ ମାସ୍କ ଯୋଗାଇ ଦେବାକୁ ପ୍ରସ୍ତୁତି କାର୍ଯ୍ୟରେ ଲାଗିଛନ୍ତି ଯୁବକ

ରାଇସୁଆଁ,୧୨ା୪(ଡି.ଏନ୍‌.ଏ.): ସରକାରୀସ୍ତରରେ ମହାମାରୀ କରୋନା ଭୂତାଣୁ ସଂକ୍ରମଣ ରୋକିବାକୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ମାସ୍କ ପିନ୍ଧିଲେ ଏହି ସଂକ୍ରମଣକୁ ରୋକିହେବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି। ତେଣୁ ଲୋକଙ୍କ ମଧ୍ୟରେ ଏହାକୁ କିଣିବା ପାଇଁ ତତ୍ପରତା ପ୍ରକାଶ ପାଉଛି। ତେବେ ବଜାରରେ…

ଲକ୍‌ ଡାଉନ୍‌ ସମୟରେ ରକ୍ତଦାନ

କେନ୍ଦୁଝର, ୧୨।୪(ସ୍ବ.ପ୍ର.)-କରୋନା ପାଇଁ ଲକ୍‌ ଡାଉନ୍‌ ଘୋଷଣା ହୋଇଥିବାରୁ ରକ୍ତ ସମସ୍ୟା ଦେଖାଦେଇଛି। ରକ୍ତ ସମସ୍ୟା ଦୂର କରିବା ପାଇଁ ସମ୍ଭାବନା ସ୍ବେଚ୍ଛାସେବୀ ସଂଗଠନ ପକ୍ଷରୁ ଶନିବାରଠାରୁ ସ୍ବେଚ୍ଛାକୃତ ରକ୍ତ ଦାନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ସଙ୍ଗଠନର ସୌମ୍ୟ ଶଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?