କେନ୍ଦୁଝର

ସମ୍ପର୍କୀୟଙ୍କ ଆକ୍ରମଣରେ ଯୁବକଙ୍କ ଜୀବନ ଗଲା

ଆନନ୍ଦପୁର,୧୨।୪ (ସ୍ବ.ପ୍ର.)- କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧୀନ ପଣଷଡିହା ପଞ୍ଚାୟତ ସିକାବେଡା ଗ୍ରାମରେ ସମ୍ପର୍କୀୟଙ୍କ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ପୋଲିସ ଶନିବାର ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପୋଲିସ ସୂଚନା ଅନୁଯୟୀ, ଶୁକ୍ରବାର ସନ୍ଧ୍ୟାରେ ଦିବାର…

୨ବର୍ଷ ପରେ ମାଲିକଙ୍କୁ ଚିହ୍ନିଲା କୁକୁର

କେନ୍ଦୁଝର, ୧୧ା୪ (ସ୍ବ.ପ୍ର.): କରୋନା ପାଇଁ ଶନିବାର କେନ୍ଦୁଝର କଲେଜ ରୋଡରେ ଲୋକଙ୍କ ଚଳପ୍ରଚଳ କମ୍‌ ଥାଏ। ଏହି ସମୟରେ ହଠାତ୍‌ ଏକ କୁକୁର ସ୍କୁଟିରେ ଯାଉଥିବା ଜଣେ ମହିଳାଙ୍କୁ ଅଟକାଇବାକୁ ଚେଷ୍ଟା କରିଥିଲା। ଏହା କେତେକ ଲୋକଙ୍କୁ ଚକିତ କରିଥିଲା।…

ଲକ୍‌ ଡାଉନ୍‌ର ସାଥୀ ପାଲଟିଛି ରେଡିଓ

କେନ୍ଦୁଝର୧୧ା୪(ସ୍ବ.ପ୍ର): ଲକ୍‌ ଡାଉନ୍‌ ପାଇଁ ଗାଁ ଠାରୁ ଆରମ୍ଭ କରି ସହର ସବୁ ବନ୍ଦ। ଗ୍ରାମାଂଚଳରେ କାଁ ଭାଁ କେତେକ ଗ୍ରୋସରୀ ଦୋକାନ ଛାଡି ଦେଲେ ସବୁ ବନ୍ଦ ରହିଛି। ଏଭଳି ସମୟରେ ଦୋକାନ ଓ ରାସ୍ତାଘାଟ ଖାଁ ଖାଁ ଲାଗୁଛି।…

କେନ୍ଦୁଝର ପୌରାଞ୍ଚଳରେ କରୋନା କଟକଣାକୁ ଫୁ’: ହିତାଧିକାରୀଙ୍କୁ ସହାୟତା ରାଶି ବଣ୍ଟନ ବେଳେ ରହୁନି ସାମାଜିକ ଦୂରତ୍ୱ

କେନ୍ଦୁଝର, ୧୧।୪(ସ୍ବ.ପ୍ର.): କରୋନା ସହାୟତା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ରାସନ କାର୍ଡଧାରୀଙ୍କୁ ଏକ ହଜାର ଟଙ୍କା ଲେଖାଏ ସହାୟତା ରାଶି ପ୍ରଦାନ ପାଇଁ ଘୋଷଣା କରାଯାଇଛି। ଏ ନେଇ କେନ୍ଦୁଝର ପୌରାଞ୍ଚଳର ବିଭିନ୍ନ ୱାର୍ଡରେ ସହାୟତା ରାଶି ବଣ୍ଟନ ଚାଲିଛି।…

୯୦୯ କଳାକାରଙ୍କୁ ମିଳିଲା ଆଗୁଆ ଭତ୍ତା

କେନ୍ଦୁଝର, ୧୧ା୪(ଡି.ଏନ୍‌.ଏ.)- କରୋନା ଲାଗି ଲକ୍‌ ଡାଉନ୍‌ ଚାଲିଥିବା ବେଳେ କେନ୍ଦୁଝର ଜିଲାର ୯୦୯ କଳାକାରଙ୍କୁ ୪ମାସର ଅଗ୍ରୀମ ଭତ୍ତା ଦିଆଯାଇଛି। ସଂସ୍କୃତି ବିଭାଗ ପକ୍ଷରୁ ଜିଲାର ଏହି କଳାକାରମାନଙ୍କୁ ମାର୍ଚ୍ଚରୁ ଜୁନ୍‌ ମାସ ପର୍ଯ୍ୟନ୍ତ ମାସକୁ ୧୨୦୦ ଟଙ୍କା ହିସାବରେ…

ଯୋଡ଼ାରେ କୋଭିଡ୍‌-୧୯ ହସ୍ପିଟାଲ ଲୋକାର୍ପିତ: ୫୦ଶଯ୍ୟା ବିଶିଷ୍ଟ ଅତ୍ୟାଧୁନିକ ଆଇସିୟୁ, ଭେଣ୍ଟିଲେଟର ବ୍ୟବସ୍ଥା ଉପଲବ୍ଧ

ଯୋଡ଼ା, ୧୦।୪ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ପୌରପାଳିକାର ସଭାଗୃହଠାରେ ଶୁକ୍ରବାର ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଦିନ ୧୨ଟା ବେଳେ ଅନୁଷ୍ଠିତ ଏହି ସମ୍ମିଳନୀରେ କେନ୍ଦୁଝର ଜିଲାପାଳ ଆଶିଷ ଠାକରେ, ଯୋଡ଼ା ପୌର କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣୀ ପାଟ୍ଟଯୋଶୀ, ଟାଟାଷ୍ଟିଲ…

ଜିଲା କଣ୍ଟ୍ରୋଲ ରୁମ୍‌ ଦାୟିତ୍ୱରେ ସଂଗ୍ରାମ

କେନ୍ଦୁଝର,୧୦।୪(ସ୍ବ.ପ୍ର.): କୋଭିଡ-୧୯ ମହାମାରୀ ସମୟରେ ଲୋକଙ୍କୁ ସହାୟତା ପ୍ରଦାନ କରିବାକୁ ଜିଲା କଣ୍ଟ୍ରୋଲ ରୁମ ଇନ୍‌ଚାର୍ଯ୍ୟ ଦାୟିତ୍ୱରେ ପିସିସି ସମ୍ପାଦକ ସଂଗ୍ରାମ ଦାସଙ୍କୁ ନିଯୁକ୍ତି ଦିଆଯାଇଛି। ଏଆଇସିସି ନିର୍ଦ୍ଦେଶରେ କଂଗ୍ରେସ ପକ୍ଷରୁ ରାଜ୍ୟ ଓ ଜିଲାରେ କଣ୍ଟ୍ରୋଲ ରୁମ୍‌ ଖୋଲାଯାଇଛି। କରୋନା…

ସଂରକ୍ଷିତ ଜଙ୍ଗଲରେ ଛଡାଗଲା ହରିଣ

ପାଟଣା, ୧୦ା୪(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ଅସ୍ତଯୋଡି ଗ୍ରାମର ହରିହର ମହାନ୍ତଙ୍କ ଘର ବାଡ଼ି ମଧ୍ୟକୁ ଗୁରୁବାର ଏକ ହରିଣ ପଶି ଆସିଥିଲା। ଖବର ପାଇ ସାହାରପଡା ବନପାଳ ସୁକୁମାର ଜେନା ପହଞ୍ଚି ହରିଣକୁ ଉଦ୍ଧାର କରିବା ସହ ପ୍ରାଥମିକ…

ସୋସିଆଲ ମିଡିଆରେ ନିର୍ଦ୍ଦିଷ୍ଟ ଧର୍ମକୁ ଆକ୍ଷେପ କରି ଯୁବକ ଗିରଫ

ବଡବିଲ, ୧୦।୪ (ସ୍ବ.ପ୍ର.)-ସୋସିଆଲ ମିଡିଆରେ ଏକ ନିର୍ଦ୍ଦିଷ୍ଟ ଧର୍ମକୁ ଆକ୍ଷେପ କରି ମନ୍ତବ୍ୟ ଦେଇଥିବା ପୋଲିସ ଗୁରୁବାର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବଡବିଲ ମହାନ୍ତ ବସ୍ତି ଅଞ୍ଚଳର ଆଶିଷ ସାହୁ। କେନ୍ଦୁଝର…

ନିର୍ଦ୍ଦେଶ ସତ୍ତ୍ୱେ ଖୋଲୁନି ଢାବା, ଗ୍ୟାରେଜ

କେନ୍ଦୁଝର, ୯ା୪ (ସ୍ବ.ପ୍ର.)-କରୋନା ପାଇଁ ଲକ୍‌ ଡାଉନ୍‌ ଘୋଷଣା ହୋଇଛି । ଏଣୁ ସମଗ୍ର ଦେଶରେ ଗାଡି ଚଳାଚଳ ବନ୍ଦ ରହିଛି । ସେହିପରି ଯାତ୍ରୀବାହୀ ବସ, ଟ୍ରେନ ଆଦି ବନ୍ଦ ରହିଛି। ତେବେ ଏହି କଟକଣାରୁ ବାଦ ପଡିଛି ଅତ୍ୟାବଶ୍ୟକୀୟ…

୩୧ ବିଦେଶ ଫେରନ୍ତାଙ୍କ କ୍ୱାରାଣ୍ଟାଇନ୍‌ ଅବଧି ସରିଲା

କେନ୍ଦୁଝର,୯ା୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲାକୁ ୩୭ଜଣ ବ୍ୟକ୍ତି ବିଦେଶରୁ ଫେରିଛନ୍ତିି। ସେମାନଙ୍କ ମଧ୍ୟରୁ ୩୧ଜଣଙ୍କ ହୋମ କ୍ୱାରାଣ୍ଟାଇନ୍‌ ଅବଧି ଶେଷ ହୋଇଛି। ଜିଲାରେ ବର୍ତ୍ତମାନ ପର୍ଯ୍ୟନ୍ତ କରୋନା ଆକ୍ରାନ୍ତ ଚିହ୍ନଟ ହୋଇ ନ ଥିଲେ ମଧ୍ୟ ସଂକ୍ରମଣ ନ ବ୍ୟାପିବ ପାଇଁ ପ୍ରଶାସନ…

ଟ୍ରେନିଂ ନେବାକୁ ଆସି କେନ୍ଦୁଝରରେ ଫସିିଛନ୍ତି ୧୨ ଯୁବକ

କେନ୍ଦୁଝର,୯ା୪(ସ୍ବ.ପ୍ର.): ଟ୍ରେନିଂ ନେବାକୁ ଆସି ଲକ୍‌ ଡାଉନ ଯୋଗୁଁ ୧୨ ଜଣ ଯୁବକ କେନ୍ଦୁଝରରେ ଫସି ରହିଛନ୍ତି । ସେମାନଙ୍କ ଘର ବାଲେଶ୍ୱର ଓ ମୟୂରଭଞ୍ଜ ଜିଲାରେ ବୋଲି ଜଣାପଡ଼ିଛି। ଏକ ଘରୋଇ ସଂସ୍ଥା ପକ୍ଷରୁ ଏହି ତାଲିମ ଦିଆଯାଉଥିଲା ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?