ଚୋରାରେ ବିକୁଥିଲେ ବିଦେଶୀ ମଦ, ୨ ମହିଳା ଗିରଫ
ଯୋଡ଼ା,୨୨।୧୦(ଡି.ଏନ୍.ଏ.): କେନ୍ଦୁଝର ଜିଲା ଯୋଡା ଥାନା ସହରସ୍ଥିତ ହନୁମାନ ହାଟିଂ ଠାରେ ବେଆଇନ ଭାବେ ବିଦେଶୀ ମଦ ରଖି ବିକ୍ରି କରୁଥିବା ବେଳେ ପୋଲିସ ହାତରେ ୨ ଜଣ ମହିଳା ଧରାପଡିଛନ୍ତି। ପୋଲିସ ସୂତ୍ରରୁ ମିଳିଥିବା ସୂଚନାନୁଯାୟୀ , ମଙ୍ଗଳବାର ପୂର୍ବାହ୍ନରେ…
ସୁରକ୍ଷାକର୍ମୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
ଯୋଡ଼ା, ୨୨।୧୦(ଡି.ଏନ୍.ଏ.): କେନ୍ଦୁଝର ଜିଲା ଯୋଡା ସହର ଓ୍ବାର୍ଡ ନଂ. ୩ ରେ ଥିବା ରାଉତ କମ୍ପ୍ଲେକ୍ସ ବିଲ୍ଡିଂର ଜଣେ ସୁରକ୍ଷାକର୍ମୀଙ୍କ ଝୁଲନ୍ତା ମୃତଦେହ ମଙ୍ଗଳବାର ସକାଳେ ଉଦ୍ଧାର ହୋଇଛି। ସେ ହେଲେ ଲକ୍ଷ୍ମଣ ପାତ୍ର (୫୦)। ପ୍ରକାଶ ଯେ, ଲକ୍ଷ୍ମଣ…
ବନବିଭାଗର ଚଢ଼ାଉ: ୬୦ ହଜାରରୁ ଊଦ୍ଧର୍ବ ମୂଲ୍ୟର ଶାଳ ଚୌକାଠ ଜବତ, ୨ ଫେରାର
ପାଟଣା,୨୨।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ତୁରୁମୁଙ୍ଗା କେନ୍ଦୁଝର ରାସ୍ତାର ଭାଲୁଘର ଗ୍ରାମରେ ବନବିଭାଗ ମଙ୍ଗଳବାର ସକାଳେ ଚଢ଼ାଉକରି ଚୋରା କାଠ ଚାଲାଣ କରୁଥିବା ଏକ ପିକ୍ଅପ୍ ଭ୍ୟାନ୍ ଜବତ କରିଛି। ଏଥିରେ ପ୍ରାୟ ଏକ ଶହ ଖଣ୍ଡ ଶାଳ…
୭ ମାସ ହେବ ଆଉ ଶୁଣାଯାଉନି ଭୁଟୁଭୁଟି ଶବ୍ଦ :ପୁରାତନ ଡଙ୍ଗାଘାଟ ଆଜି ଅଲୋଡ଼ା
ଆନନ୍ଦପୁର, ୨୨।୧୦(ସନ୍ତୋଷ ରାଉତ)-କେନ୍ଦୁଝର ଜିଲା ଆନନ୍ଦପୁର ଦେଇ ପ୍ରବାହିତ ବୈତରଣୀ ନଦୀରେ ବହୁ ପୁରାତନ ଡଙ୍ଗା ଘାଟ ଗତ ମାର୍ଚ୍ଚ ମାସରୁ ବନ୍ଦ ହୋଇଯାଇଛି। ପୂର୍ବରୁ ଘାଟ ନିଲାମ ନେଉଥିବା ବ୍ୟକ୍ତି ଏକ ଭଟୁଭୁଟି ଡଙ୍ଗା ଚଳାଉଥିଲେ। ଏବର୍ଷ ଘାଟକୁ କେହି…
ପ୍ରଶାସନଠୁ ନିରାଶ ପରେ ରାସ୍ତା ମରାମତି ଲାଗି ଅଣ୍ଟା ଭିଡ଼ିଲେ ଗ୍ରାମବାସୀ
କେନ୍ଦୁଝର,୨୧।୧୦(ସ୍ବ.ପ୍ର.): ପ୍ରଶାସନର ପ୍ରତିଶ୍ରୁତି ବିଫଳ ପରେ ରାସ୍ତା ମରାମତି ଲାଗି ଅଣ୍ଟା ଭିଡ଼ିଲେ ଗ୍ରାମବାସୀ। ଏଭଳି ଏକ ଘଟଣା ଘଟିଛି କେନ୍ଦୁଝର ସଦର ବ୍ଲକ କବିତ୍ରା ଗ୍ରାମ ମହାନ୍ତ ସାହିରେ। ଦୀର୍ଘଦିନ ହେବ ଜେନାସାହିରୁ ମହାନ୍ତ ସାହି ପର୍ଯ୍ୟନ୍ତ ରାସ୍ତାରେ ଖାଲଖମା…
ପୋଖରୀ ଭିତରେ ବୁଡ଼ିଗଲା କାର୍ : ଚାଳକ ଫେରାର
ପାଟଣା,୨୧।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଚମ୍ପୁଆ ତୁରୁମୁଙ୍ଗା ରାସ୍ତାର ବୁଢ଼ିକାପୁଡି ପଞ୍ଚାୟତ ଲକ୍ଷ୍ମୀପଶି ରାସ୍ତାପାର୍ଶ୍ୱରେ ଥିବା ଏକ ପୋଖରୀ ଭିତରେ ରବିବାର ବିଳମ୍ବିତ ରାତିରେ ଏକ କାର୍ ବୁଡ଼ି ଯାଇଛି। ସୂଚନାଯୋଗ୍ୟ, ଏହି କାର୍ଟି ଏକ ଚୋରା ଚାଲାଣ ହେଉଥିବା…
ଶିବନାରାୟଣପୁରରୁ ବଞ୍ଚୋ ପର୍ଯ୍ୟନ୍ତ ବିଜେଡିର ଜନସମ୍ପର୍କ ଅଭିଯାନ
ହାଟଡିହୀ,୨୦।୧୦(ଡି.ଏନ୍.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ୩୬ନଂ. ଜୋନ୍ ଶିବନାରାୟଣପୁର ଠାରୁ ବଞ୍ଚୋ ଯାଏ ଜନସମ୍ପର୍କ ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବଞ୍ଚୋ ସରପଞ୍ଚଙ୍କ ତତ୍ତ୍ୱାବଧାନରେ ଆନନ୍ଦପୁର ବିଧାୟକ ଭାଗୀରଥି ସେଠୀ, ଏମ୍ପି ପ୍ରାର୍ଥିନୀ ଚନ୍ଦ୍ରାଣୀ ମୁର୍ମୁ ଯୋଗଦେଇଥିଲେ। ଏହି…
କାଞ୍ଜିପାଣି ଘାଟିରେ ଓଲଟିଲା ବସ୍ : ୧୩ ଗୁରୁତର
କେନ୍ଦୁଝର,୨୦।୧୦ (ସ୍ବ.ପ୍ର.): କେନ୍ଦୁଝର ଜିଲା ବନ୍ତଳା ରାସ୍ତାର କାଞ୍ଜିପାଣି ଘାଟିରେ ରବିବାର ମଧ୍ୟାହ୍ନରେ ଏକ ଘରୋଇ ରିଜର୍ଭ ବସ ଓଲଟି ପଡି ୧୩ ଜଣ ଯାତ୍ରୀ ଗୁରୁତର ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬ ଜଣ ଶିଶୁ ରହିଥିବା ଜଣାପଡ଼ିଛି। ଗୁରୁତରମାନଙ୍କୁ…
ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦାବିରେ ୩୧୪ ବ୍ଲକ ପରିକ୍ରମା : ଯୋଡ଼ାରେ ପହଞ୍ଚିଲେ ସତ୍ୟବ୍ରତ
ଯୋଡ଼ା,୨୦।୧୦(ଡି.ଏନ୍.ଏ.): ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦାବି ନେଇ ପଦଯାତ୍ରା ଆରମ୍ଭ କରିଥିବା ଜଗତସିଂହପୁର ଜିଲା ବାଲିକୁଦା ବ୍ଲକ ଭଗବାନସିଂଘ ଗ୍ରାମର ସତ୍ୟବ୍ରତ ଦାସ ରବିବାର କେନ୍ଦୁଝର ଜିଲା ଯୋଡ଼ାଠାରେ ପହଞ୍ଚିଛନ୍ତି। ଯୋଡ଼ାରେ ବୁଦ୍ଧିଜୀବୀ ମହଲରୁ ତାଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି।…
ନିଲାମ ହେବ ଖଣି, ବିଭିନ୍ନ କମ୍ପାନୀ ତତ୍ପର
ଯୋଡ଼ା, ୨୦।୧୦(ଡି.ଏନ.ଏ.)-ରାଜ୍ୟ ସରକାରଙ୍କ ବିଭିନ୍ନ ଖଣି ଗୁଡିକରେ ଲିଜ୍ ଅବଧି ଶେଷ ହେବାକୁ ଥିବାରୁ ସେଗୁଡିକର ପୁନଃ ନିଲାମ ପାଇଁ ଘୋଷଣା ପରେ ଯୋଡା ଖଣି ମଣ୍ଡଳର ବିଭିନ୍ନ ଖଣି ଉପରେ ବଡ ବଡ କମ୍ପାନୀଗୁଡ଼ିକର ନଜର ପଡିଛି । ସେମାନଙ୍କର…
ଅସ୍ବାସ୍ଥ୍ୟକର ପରିବେଶରେ ଗ୍ରାମବାସୀ
ହାଟଡିହୀ, ୨୦।୧୦(ଡି.ଏନ୍.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଆଇତିପୁର ଗ୍ରାମର ଦେହୁରୀସାହିର ଲୋକମାନେ ଅସ୍ବାସ୍ଥ୍ୟକର ପରିବେଶରେ ଜୀବନ ବିତାଇ ନାନା ପ୍ରକାର ରୋଗର ସମ୍ମୁଖୀନ ହେଉଛନ୍ତି। ଲୋକମାନେ ଦୀର୍ଘ ବର୍ଷ ହେବ ସମସ୍ୟାର ସମାଧାନ ପାଇଁ ଜନ ପ୍ରତିନିଧିଙ୍କ ଠାରୁ ପ୍ରଶାସନର ଦ୍ୱାରସ୍ଥ…
ଧୂଳିଧୂଆଁରେ ଅଞ୍ଚଳବାସୀ ଅତିଷ୍ଠ : ୧ ହଜାର ପୋଷ୍ଟକାର୍ଡ ସଂଗ୍ରହ କରି ମୁଖ୍ୟମନ୍ତ୍ରୀଙ୍କୁ ପଠାଯିବ ଅଭିଯୋଗ
ବଡ଼ବିଲ,୧୯।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଅଞ୍ଚଳବାସୀ ବିପର୍ଯ୍ୟସ୍ତ ରାସ୍ତାଘାଟ, ଟ୍ରାଫିକ ସମସ୍ୟା, ପ୍ରଦୂଷଣରେ ଅତିଷ୍ଠ ହୋଇପଡ଼ିଛନ୍ତି। ଧୂଳିଧୂଆଁ ଜନିତ ରୋଗରେ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବାବେଳେ ଦୁର୍ଘଟଣା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧିପାଉଛି। ତେବେ ଏ ନେଇ…
Archives


