କେନ୍ଦୁଝର

ଛାଡ଼ ପାଇବେ ୩୨ ବିଚାରାଧୀନ କଏଦୀ

କେନ୍ଦୁଝର, ୬।୪ (ସ୍ବ.ପ୍ର.): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ୭ ବର୍ଷରୁ କମ ଦଣ୍ଡ ଭୋଗୁଥିବା କଏଦୀମାନଙ୍କୁ ଜାମିନ ଦେବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏଭଳି ପରିପ୍ରେକ୍ଷୀରେ କେନ୍ଦୁଝର ଜେଲରେ ଥିବା ୩୨ ଜଣ ବିଚାରାଧୀନ କଏଦୀଙ୍କୁ ଅନ୍ତରୀଣ ଜାମିନ…

୨ ଲକ୍ଷ ଦେଲେ କେନ୍ଦୁଝର ଏମ୍‌ପି

କେନ୍ଦୁଝର, ୬ା୪(ଡି.ଏନ.ଏ.): କେନ୍ଦୁଝର ଏମ୍‌ପି ଚନ୍ଦ୍ରାଣୀ ମୁର୍ମୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡ(ସିଏମଆରଏଫ)କୁ ନିଜ ଦରମାରୁ ଅନ୍‌ଲାଇନ ଜରିଆରେ ୨ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। କରୋନା ମୁକାବିଲା ପାଇଁ ସେ ଏହି ଆର୍ଥତ୍କ ସହାୟତା ପ୍ରଦାନ କରିଛନ୍ତି। କରୋନା ସମୟରେ ଜିଲାର ଆବଶ୍ୟକତାକୁ…

ବିଶୋଧିତ ହେଲା ପାଟଣା ସରକାରୀ କାର୍ଯ୍ୟାଳୟ, ଜନ ଗହଳି ସ୍ଥାନ

ପାଟଣା,୬।୫(ସ୍ବ. ପ୍ର.): ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହି ସଂକ୍ରମଣରେ ଅଙ୍କୁଶ ଲଗାଇବା ପାଇଁ କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ଥାନା, ବ୍ଲକ, ଗୋଷ୍ଠୀ ଶିକ୍ଷାକେନ୍ଦ୍ର ପରିସର, ତହସିଲ, ମାର୍କେଟ,…

ସୋସିଆଲ୍‌ ମିଡିଆରେ ଅପପ୍ରଚାର କରି ୪ ଗିରଫ

କେନ୍ଦୁଝର, ୬ା୪(ଡି.ଏନ୍‌.ଏ.)-କରୋନାକୁ ନେଇ ସୋସିଆଲ ମିଡିଆରେ ଅପପ୍ରଚାର କରିବା ୪ଜଣ ଯୁବକଙ୍କୁ ମହଙ୍ଗା ପଡିଛି। ଏହି ଘଟଣାରେ କେନ୍ଦୁଝର ଟାଉନ ପୋଲିସ ରବିବାର ସେମାନଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗତ ୩୧ ତାରିଖ ରାତି ୧୦ଟା ୪୧ ମିନିଟ୍‌ରେ ଭଦ୍ରକରେ…

ଏକତାର ପରିଚୟ ଦେଲେ ବଡ଼ବିଲବାସୀ

ବଡ଼ବିଲ,୫।୪(ସ୍ଵ.ପ୍ର.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ବାନ କ୍ରମେ କେନ୍ଦୁଝର ଜିଲା ବଡ଼ବିଲରେ ଲୋକେ ଏକତାର ପରିଚୟ ଦେଇଛନ୍ତି। ରବିବାର ରାତି ୯ ଟାରୁ ୯ ମିନିଟ ପର୍ଯ୍ୟନ୍ତ ସମସ୍ତେ ଦୀପ, କ୍ୟାଣ୍ଡେଲ, ଟର୍ଚ୍ଚ ଲାଇଟ ଜଳାଇ ସାରା ଭାରତ ଏକତା ସୂତ୍ରରେ…

ସୋସିଆଲ ମିଡିଆରେ ଏକ ନିର୍ଦ୍ଦିଷ୍ଟ ଧର୍ମକୁ ଆକ୍ଷେପ: ଭିଡିଓ ଭାଇରାଲ କରି ଜଣେ ଗିରଫ, ମୋବାଇଲ ଜବତ

ବଡ଼ବିଲ,୫।୪( ସ୍ଵ. ପ୍ର.): କରୋନା ସମ୍ପର୍କିତ ଆପତ୍ତିଜନକ ଭିଡ଼ିଓ, ମ୍ୟାସେଜ, ଫଟୋ ଆଦି ସୋସିଆଲ ମିଡିଆରେ ଭାଇରାଲକୁ ନେଇ ସରକାର କାର୍ଯ୍ୟାନୁଷ୍ଠାନ ନେଉଛନ୍ତି। କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ରବିବାର ଦିନ ଏଇଭଳି ଏକ ଘଟଣାରେ ବଡ଼ବିଲ ଶ୍ରୀରାମ ନଗର ଅଞ୍ଚଳର…

ସନ୍ଦିଗ୍ଧ ବାଂଲାଦେଶୀ ମହିଳା କ୍ୱାରାଣ୍ଟ।ଇନରେ

ପାଟଣା,୫।୪(ସ୍ୱ.ପ୍ର.): କରୋନା ରୋଗର ସଂକ୍ରମଣକୁ ନେଇ ଏବେ ଗାଁ ଗାଁ ରେ କୋକୁଆ ଭୟ ଦେଖାଦେଇଛି। ଅଜଣା ଓ ଅଚିହ୍ନା ଲୋକକୁ ଦେଖିଲେ ଲୋକେ ପୋଲିସକୁ ଖବର ଦେଉଛନ୍ତି। କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ସ୍ବାମ ଶାସନକୁ ଦୁଇଦିନ…

କେନ୍ଦୁଝରରେ ଔଷଧ ଅଭାବ

କେନ୍ଦୁଝର,୫।୪ (ସ୍ବ.ପ୍ର.) : କରୋନା ପାଇଁ ଲକ ଡାଉନ ଘୋଷଣା ଯୋଗୁଁ କେନ୍ଦୁଝରରେ ଔଷଧର ଅଭାବ ଦେଖା ଦେଇଛି। ଗାଡ଼ି ଚଳାଚଳ ବନ୍ଦ ରହିଥିବା ଯୋଗୁ ଔଷଧ ଆସି ପାରୁ ନାହିଁ ଫଳରେ ଦୋକାନୀ ଓ ରୋଗୀମାନେ ସମସ୍ୟାରେ ରହିଛନ୍ତି ।…

ପାଟଣା ବ୍ଲକରେ ୯୪୦ ଆଇସୋଲେଶନ ବେଡ଼

ପାଟଣା,୫।୪(ସ୍ୱ.ପ୍ର.): ଓଡ଼ିଶାରେ ଦିନକୁ ଦିନ କରୋନା ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ପ୍ରଶାସନ ତରଫରୁ ଏହାର ମୁକାବିଲା ପାଇଁ ଜୋରଦାର ପ୍ରସ୍ତୁତି ଚାଲିଛି।କେନ୍ଦୁଝର ଜିଲା ପାଟଣା ବ୍ଲକର ୨୦ଟି ପଞ୍ଚାୟତ ଅଧୀନ ୨୦ଟି ବିଦ୍ୟାଳୟରେ ମୋଟ ୮୪୦ଟି ଆଇସୋଲେଶନ ବେଡ଼…

ବରିଷ୍ଠ ସାହିତ୍ୟିକ, ଗବେଷକଙ୍କ ପରଲୋକରେ ଶୋକ

କେନ୍ଦୁଝର , ୪।୪(ସ୍ବ.ପ୍ର.): ବରିଷ୍ଠ ଶିଶୁ ସାହିତ୍ୟିକ ତଥା ଗବେଷକ ରମେଶ ଚନ୍ଦ୍ର ଚକ୍ରବର୍ତ୍ତୀ (୯୦)ଙ୍କ ଶୁକ୍ରବାର ରାତିରେ ଦେହାନ୍ତ ହୋଇଯାଇଛି। ଶିଶୁ ସାହିତ୍ୟ କ୍ଷେତ୍ର ତଥା ଆଦିବାସୀ କଳା, ସଂସ୍କୃତି, ପର୍ବପର୍ବାଣି ଓ ପରମ୍ପରା ଉପରେ ତାଙ୍କର ଗବେଷଣା ଅନ୍ୟମାନଙ୍କ…

ଜିଲାପାଳ,ଏସପି ଅଫିସ ବିଶୋଧନ ହେଲା

କେନ୍ଦୁଝର,୪।୪, (ସ୍ବ.ପ୍ର.) :କରୋନା ସଂକ୍ରମଣ ରୋକିବା ପାଇଁ କେନ୍ଦୁଝର ରେ ସାନିଟାଇଜେସନ କାମ ଜୋର ସୋର ରେ ଚାଲିଛି। ଶନିବାର ଜିଲାପାଳ, ଏସପି ଙ୍କ କାର୍ଯ୍ୟାଳୟ ସମେତ କେନ୍ଦୁଝରଗଡ ପୌରପାଳିକା କାର୍ଯ୍ୟାଳୟକୁ ବିଶୋଧନ କରାଯାଇଛି। ପୂର୍ବରୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଏହା…

ଲକଡାଉନ ବେଳେ ସଂରକ୍ଷିତ ଜଙ୍ଗଲରୁ ଗଛ ଚୋରି

ବଡ଼ବିଲ,୪।୪(ସ୍ଵ.ପ୍ର.)- ଲକଡାଉନ ବେଳେ କେନ୍ଦୁଝର ଜିଲା ବଡ଼ବିଲ ବନାଞ୍ଚଳର ଉଲିବୁରୁ ସଂରକ୍ଷିତ ଜଙ୍ଗଲରେ ଦୈନିକ ଶାଳ ଗଛ ଚୋରି ବଢ଼ିବାରେ ଲାଗିଛି। ଶନିବାର ପୂର୍ବାହ୍ନରେ ଶତାଧିକ ମହିଳା ଗଛ କାଟି ଚୋରି କରୁଥିବା ବେଳେ ପିଏଚଡି ଅଞ୍ଚଳର ଯୁବକ ମାନେ ସେମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?