କେନ୍ଦୁଝର

ପେଟ୍ରୋଲ ପମ୍ପରେ ଛିଡ଼ା ହୋଇଥିବା ଟ୍ରକରୁ ଲୁଟ ,୨ ଗିରଫ

ବଡବିଲ, ୩ା୪(ସ୍ବ.ପ୍ର.)-ପେଟ୍ରୋଲ ପମ୍ପରେ ଛିଡା ହୋଇଥିବା ଏକ ଟ୍ରକରୁ ଲୁଟ ଅଭିଯୋଗରେ କେନ୍ଦୁଝର ଜିଲା ବଡବିଲ ପୋଲିସ ଶୁକ୍ରବାର ୨ ଜଣ ଲୁଟେରାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ଯୋଡା ଥାନା ଅନ୍ତର୍ଗତ ପାତ୍ର…

ଔଷଧ ପ୍ରସ୍ତୁତିରେ ବିତୁଛି ବେଳ

କେନ୍ଦୁଝର, ୩ା୪(ନରେଶ ଚନ୍ଦ୍ର ପଟ୍ଟନାୟକ)-କେନ୍ଦୁଝର ସଦର ବ୍ଲକ ଅଧୀନ ବେଲପଶି ଗ୍ରାମର କବିରାଜ ହରେକୃଷ୍ଣ ମହାନ୍ତ ବେଶ ଜଣାଶୁଣା। ତାଙ୍କ ଜଡିବୁଟି ଔଷଧରେ ଅନେକ ରୋଗ ଭଲ ହେଉଥିବାରୁ ତାଙ୍କ ପାଖକୁ ଲୋକ ଛୁଟି ଆସିଥାନ୍ତି। ଏବେ କରୋନା ସଂକ୍ରମଣ ରୋକିବା…

କୂଅରୁ ନବଜାତ ଶିଶୁ କନ୍ୟା ମୃତଦେହ ଉଦ୍ଧାର

ପାଟଣା,୩|୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କଣ୍ଟିଆପଡା ପଞ୍ଚାୟତ ଭଗପଶି ଗ୍ରାମ ମୁଣ୍ଡା ସାହି ନିକଟସ୍ଥ ଏକ ପରିତ୍ୟକ୍ତ କୂଅରୁ ଗୁରୁବାର ନବଜାତ ଶିଶୁ କନ୍ୟାର ଗଳିତ ମୃତଦେହ ଉଦ୍ଧାର ହୋଇଛି। ସୂଚନା ଅନୁଯାୟୀ ଗୁରୁବାର ଅପରାହ୍ନରେ କିଛି ବଗାଳିଆ ଗାଈ…

ଘର ପାଖରେ ପହଞ୍ଚିବ ପନିପରିବା: କେନ୍ଦୁଝର ଜିଲା ପ୍ରଶାସନ ପକ୍ଷରୁ ଭ୍ରାମ୍ୟମାଣ ପରିବା ଦୋକାନର ଶୁଭାରମ୍ଭ

କେନ୍ଦୁଝର,୨।୪(ସ୍ବ.ପ୍ର.): କରୋନା ମୁକାବିଲାକୁ ନେଇ ସାରା ରାଜ୍ୟରେ ଲକ୍‌ଡାଉନ୍‌ ଜାରି ରହିଛି। ଏହି ସମୟରେ ଖାଉଟି ସାମଗ୍ରୀ, ପନିପରିବା, ମାଛମାଂସ, ଔଷଧ ଆଦି ଦୋକାନ ଖୋଲା ରହିବ ବୋଲି ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ହେଲେ ଏହି ସମୟରେ ଲୋକମାନଙ୍କ ଗହଳି…

୩ଦିନରୁ ଭୋକିଲା ପେଟରେ ଶ୍ରମିକ

କେନ୍ଦୁଝର,୨।୪(ସ୍ବ.ପ୍ର.): ପଶ୍ଚିମବଙ୍ଗ ଓ ବିହାରରୁ ପାଖାପାଖି ୩୦ଜଣ ନିର୍ମାଣ ମିସ୍ତ୍ରୀ, ତୁଳା କାମ ଓ କାଠ କାମ ମିସ୍ତ୍ରୀ କାର୍ଯ୍ୟ ସକାଶେ କେନ୍ଦୁଝରକୁ ଆସିଥିଲେ। ଲକ୍‌ଡାଉନ୍‌ ଯୋଗୁ କେହି ନିଜ ରାଜ୍ୟକୁ ଫେରିପାରି ନ ଥିବା ବେଳେ ସମସ୍ତଙ୍କୁ ରନ୍ଧା ଖାଦ୍ୟ…

ଜମନକିରାକୁ ଚାଲି ଚାଲି ଯାଉଥିବା ଶ୍ରମିକ ଥଇଥାନ

କେନ୍ଦୁଝର,୨।୪(ସ୍ବ.ପ୍ର.): ମୟୁରଭଞ୍ଜ ଜିଲା କରଞ୍ଜିଆ ଗାଁରୁ ସମ୍ବଲପୁର ଜିଲା ଜମନକିରା ଗାଁକୁ ଚାଲି ଚାଲି ଯାଉଥିବା ୩୦ଜଣ ଶ୍ରମିକଙ୍କୁ ସଦର ବ୍ଲକ ନେଲୁଙ୍ଗ ଗାଁର ଗ୍ରାମବାସୀମାନେ ଆଶ୍ରୟ ଦେଇଥିବା ଜଣାପଡ଼ିଛି। ସ୍ଥାନୀୟ ସରସ୍ବତୀ ଶିଶୁ ମନ୍ଦିରରେ ସେମାନଙ୍କ ରହିବା ବ୍ୟବସ୍ଥା କରାଯିବା…

ସାନିଟାଇଜ୍‌ ହେଲା ଜିଲା ମୁଖ୍ୟ ଚିକିତ୍ସାଳୟ ପରିସର

କେନ୍ଦୁଝର, ୨ା୪(ଡି.ଏନ୍‌.ଏ.)-କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରକୁ ଜୀବାଣୁ ମୁକ୍ତ କରିବା ପାଇଁ ବୁଧବାର ଅଗ୍ନିଶମ ବିଭାଗ ପକ୍ଷରୁ ରାସାୟନିକ ପାଣି ପକାଇ ବିଶୋଧନ କରାଯାଇଛି। ମୁଖ୍ୟ ଚିକିତ୍ସାଳୟ ଚତୁଃପାାର୍ଶ୍ୱ ରାସ୍ତା ଓ ଖାଲି ସ୍ଥାନରେ ସାନିଟାଇଜେସନ କରାଯିବା ସହ ଡିଏନ୍‌…

ମିଳୁନି ଖାଦ୍ୟ, ଅସୁବିଧାରେ ବାହାର ରାଜ୍ୟର ଶ୍ରମିକ

କେନ୍ଦୁଝର, ୧ା୪ (ସ୍ବ.ପ୍ର.): ମହାମାରୀ କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଲକ୍‌ଡାଉନ୍‌ ଘୋଷଣା ପରେ ଜିଲା ଓ ରାଜ୍ୟ ସୀମା ସିଲ କରାଯାଇ ଯାତାୟାତ ଉପରେ କଟକଣା ଲାଗୁ କରାଯାଇଛି। ଏଣୁ ଯେଉଁ ରାଜ୍ୟରେ ଅନ୍ୟ ରାଜ୍ୟର ଲୋକ, ଶ୍ରମିକ…

ଲକ୍ଷାଧିକ ଟଙ୍କାର କାଠ ଜବତ

କେନ୍ଦୁଝର, ୧ା୪ (ସ୍ବ.ପ୍ର./ଡି.ଏନ୍‌.ଏ.)- କେନ୍ଦୁଝର ବନ ବିଭାଗ ଭୂୟାଁ ଜୁଆଙ୍ଗ ପୀଢ ରେଞ୍ଜ ଅନ୍ତର୍ଗତ ୨ଟି ସ୍ଥାନରେ ଚଢାଉ କରି ୨ଟି ଟ୍ରାକ୍ଟର ଜବତ ସହ ଲକ୍ଷାଧିକ ଟଙ୍କାର କାଠ ଜବତ କରିଛି। ସୂଚନା ଅନୁଯାୟୀ, ୨୭ ତାରିଖ ରାତିରେ କତିଲା…

୨୬ ବାଇକ୍‌ ଜବତ

ଯୋଡା, ୧।୪(ଡି.ଏନ.ଏ.)-ଲକଡାଉନ କଟାକଣାକୁ ଉଲ୍ଲଂଘନ କରି ବିନା କାରଣରେ ଯୋଡ଼ା ସହରରେ ବୁଲୁଥିବା ୨୬ଟି ବାଇକ୍‌କୁ ପୋଲିସ ଜବତ କରିଛି। ଗତ ଶନିବାର ମଧ୍ୟ ଯୋଡା ପୋଲିସ ୨୯ ବାଇକ ଜବତ କରିଥିଲା ା ତେବେ ଜବତ ହୋଇଥିବା ବାଇକ୍‌ ଗୁଡିକୁ…

ଗୁଡିପୋଖରୀ ଜଙ୍ଗଲରେ ନିଆଁ

ପାଟଣା, ୧ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଯମୁନାପଶି ବିଟ ଅନ୍ତର୍ଗତ ଗୁଡିପୋଖରୀ ୟୁକାଲିପଟାସ ଜଙ୍ଗଲରେ ମଙ୍ଗଳବାର ଅପରାହ୍ନରେ କେହି ଦୁର୍ବୃତ୍ତ ନିଆଁ ଲଗାଇଦେଇଛନ୍ତି। ଉକ୍ତ ଗ୍ରାମ୍ୟ ଜଙ୍ଗଲରେ ଲଗାଯାଇଥିବା ଚାରାଗୁଡ଼ିକ ଜଳିଯାଇଛି। ଜଙ୍ଗଲରେ ନିଆଁ ଲାଗିବା ଦେଖି ଗ୍ରାମବାସୀ ଅଗ୍ନିଶମ…

ଓଡ଼ିିଶା ସୀମାରୁ ହଟିଲା ଝାଡ଼ଖଣ୍ଡ ପୋଲିସ

ବଡବିଲ, ୧ା୪(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ପୌରାଞ୍ଚଳ ଝାଡଖଣ୍ଡ ରାଜ୍ୟ ସୀମାରେଖାକୁ ଲାଗି ରହିଛି। ରାଜ୍ୟର ବଡବିଲ ପୌରାଞ୍ଚଳର ୱାର୍ଡ ନଂ.୧ସ୍ଥିତ ନାଲଦା ଅଞ୍ଚଳ ଭିତରକୁ ସୋମବାର ଝାଡଖଣ୍ଡ ପୋଲିସ ପଶି ଟେଣ୍ଟ ବାନ୍ଧୁଥିବା ବେଳେ ବିରୋଧ ହୋଇଥିଲା। ସ୍ଥାନୀୟ ପ୍ରଶାସନ ପହଞ୍ଚି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?