କେନ୍ଦୁଝର

ଜଙ୍ଗଲରୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଠାବ

ପାଟଣା,୧୨।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କଣ୍ଟିଆପଡା ପଞ୍ଚାୟତ ଜାମୁନାଳିଆ ଗାଁ ନିକଟରେ ଥିବା ସନ୍ନିକଟ ଜଙ୍ଗଲରୁ ଶନିବାର ସକାଳୁ ଜଣେ ବୃଦ୍ଧଙ୍କର ଝୁଲନ୍ତା ମୃତଦେହ ଠାବ ହୋଇଛି। ମୃତକ ଜଣକ ହେଉଛନ୍ତି ଉକ୍ତ ଗାଁର ୮୦ ବର୍ଷୀୟ କୃଷ୍ଣଚନ୍ଦ୍ର ମାହାକୁଡ଼।…

ଜଙ୍ଗଲରୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ଆତ୍ମହତ୍ୟା ସନ୍ଦେହ

ପାଟଣା ,୧୨।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କଣ୍ଟିଆପଡ଼ା ପଞ୍ଚାୟତ ଜାମୁନାଳିଆ ଗ୍ରାମ ନିକଟ ଏକ ଜଙ୍ଗଲରୁ ଶନିବାର ସକାଳେ ଜଣେ ବୃଦ୍ଧଙ୍କର ଝୁଲନ୍ତା ମୃତଦେହ ଠାବ ହୋଇଛି। ସେ ହେଲେ ଉକ୍ତ ଗ୍ରାମର କୃଷ୍ଣଚନ୍ଦ୍ର ମାହାକୁଡ଼(୮୦)। ପ୍ରକାଶ ଯେ, ଶନିବାର…

ତ୍ରିପାକ୍ଷିକ ଆଲୋଚନାରୁ ବାହାରିଲାନି ନିଷ୍କର୍ଷ

କେନ୍ଦୁଝର, ୧୨।୧୦ (ସ୍ବ.ପ୍ର./ଡି.ଏନ.ଏ.)- ଓଡିଶା ସ୍ପଞ୍ଜ କାରଖାନା ଶ୍ରମିକଙ୍କ ସମସ୍ୟା ନେଇ ଶୁକ୍ରବାର ତ୍ରିପାକ୍ଷିକ ବୈଠକ ଅନୁଷ୍ଠିତ ହୋଇଥିଲା। କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ମିନି କନଫରେନ୍ସ ହଲ୍‌ଠାରେ ଅନୁଷ୍ଠିତ ଏହି ବୈଂକରେ ଓଡିଶା ସ୍ପଞ୍ଜ କାରଖାନା କର୍ତ୍ତୃପକ୍ଷ, କର୍ମଚାରୀ ସଂଘ ଓ…

ବିଲକୁ ମାଡୁନି ପାଣି: ରେଲୱେ ସାଇଫନ ସାଜିଛି ବାଧକ

କେନ୍ଦୁଝର, ୧୨।୧୦( ସ୍ବ.ପ୍ର.)-କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ନଇଗାଁ ଅଞ୍ଚଳର ଚାଷୀ ଜମିକୁ କେନାଲ ପାଣି ମଡାଇ ନ ପାରି ଚିନ୍ତାରେ ପଡିଛନ୍ତି। ବର୍ତ୍ତମାନ ଧାନ ଫସଲ ଲାଗି ଅଧିକ ପାଣି ଦରକାର କରୁଥିବା ବେଳେ ପାଖରେ କେନାଲ ଥାଇ ମଧ୍ୟ…

ତରବରିଆ ପଦକ୍ଷେପ ସମସ୍ୟାକୁ କରିଛି ଜଟିଳ

ଯୋଡ଼ା, ୧୧।୧୦(ଡି.ଏନ.ଏ.)- ଯୋଡା ଅଞ୍ଚଳର ପ୍ରଦୂଷଣ ସମସ୍ୟା ବୃଦ୍ଧି ନେଇ ସ୍ଥାନୀୟ ଅଞ୍ଚଳବାସୀ ଉଦ୍‌ବେଗ ପ୍ରକାଶ କରିଛନ୍ତି। ନିକଟରେ ଉଁଚ୍ଚବାଲୀ ଗ୍ରାମବାସୀଙ୍କ ପକ୍ଷରୁ ଖାଲଖମାରେ ଭର୍ତ୍ତି ରାସ୍ତା ସମସ୍ୟା ନେଇ ସ୍ଥାନୀୟ ଖଣିସଂସ୍ଥାକୁ ଲିଖିତ ଦାବିପତ୍ର ଦିଆଯାଇଥିଲା। ରାସ୍ତା ନିର୍ମାଣ କାର୍ଯ୍ୟ…

ପିପିଲିଆ ପଞ୍ଚାୟତ ଉନ୍ନୟନ ପାଇଁ ଆସିଥିବା ୨୦ ଲକ୍ଷ ଟଙ୍କା ହେରଫେର ଅଭିଯୋଗ: ସରପଞ୍ଚ ଅଟକ, ପିଇଓ ଫେରାର

କେନ୍ଦୁଝର, ୧୧।୧୦(ସ୍ବ.ପ୍ର.): ଘଟଗାଁ ବ୍ଲକ ପିପିଲିଆ ପଞ୍ଚାୟତରେ ଚତୁର୍ଥ ରାଜ୍ୟ ଅର୍ଥ କମିଶନ ଓ ଚତୁର୍ଦ୍ଦଶ କେନ୍ଦ୍ର ଅର୍ଥ କମିଶନ ଟଙ୍କା ହେରଫେର ଅଭିଯୋଗରେ ଘଟଗାଁ ପୋଲିସ ଶୁକ୍ରବାର ଜଣେ ସରପଞ୍ଚଙ୍କୁ ଅଟକ ରଖି ପଚରା ଉଚୁରା କରୁଥିବା ବେଳେ ଜଣେ…

ନଳକୂପରେ ନାହିଁ ପିଣ୍ଡି

ଘସିପୁରା,୧୧।୧୦(ଡି.ଏନ.ଏ.)-କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଗୋହିରା ପଞ୍ଚାୟତ ଓସ୍ତପୁରା ଗ୍ରାମରେ ଦୀର୍ଘଦିନ ହେବ ପାନୀୟଜଳ ସମସ୍ୟା ଲାଗି ରହିଛି। ଏହା ଏକ ବଣପାହାଡ଼ଘେରା ଅଞ୍ଚଳ। ବ୍ଲକ ଠାରୁ ଏହାର ଦୂରତା ପାଖାପାଖି ୫ କି.ମି. ହେବ। କହିବାକୁ ଗଲେ ଗ୍ରାମଟି…

ବସ୍‌-ବାଇକ୍‌ ଧକ୍କା, ୩ ମୃତ

ଚମ୍ପୁଆ, ୧୧।୧୦(ଡି.ଏନ.ଏ.) କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ ଟୋଲକନଣ୍ଡା ଠାରେ ଏକ ଯାତ୍ରୀବାହି ବସ୍‌ ସହ ବାଇକ ଦୁର୍ଘଟଣା ଘଟିବାରୁ ଘଟଣା ସ୍ଥଳରେ ୨ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଯାଇଥିବା ବେଳେ ଜଣେ ଗୁରୁତର ଆହତଙ୍କୁ ଚମ୍ପୁଆ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।…

ଏନ୍‌ଏଚ୍‌ରେ ପଡ଼ି ରହିଛି ଦୁର୍ଘଟଣାଗ୍ରସ୍ତ ଟ୍ରକ

ଘସିପୁରା,୧୧ା୧୦(ଡି.ଏନ.ଏ): ୨୦ନମ୍ବର ଜାତୀୟ ରାଜପଥରେ ଦୁର୍ଘଟଣା ଦିନକୁ ଦିନ ବୃଦ୍ଧି ପାଉଥିବାବେଳେ ଅକାଳରେ ଯାଉଛି ଅନେକଙ୍କ ଜୀବନ। ଦୁର୍ଘଟଣା ଏଡ଼ାଇବା ପାଇଁ ସଚେତନତା ଠାରୁ ଆରମ୍ଭ କରି ନିୟମ ଉଲ୍ଲଂଘନ ଜରିମାନା ଆଦାୟ ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଉଛି। ମାତ୍ର ଏସବୁ…

ପଦଯାତ୍ରାରେ ସରକାରଙ୍କ ଗୁଣଗାନ କଲେ ବିଧାୟକ

ଆନନ୍ଦପୁର,୧୦। ୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ନିର୍ବାଚନମଣ୍ଡଳୀ ଭଣ୍ଡାରିଡିହା ଏବଂ ଶାମୁକାନେଣ୍ଡି ପଞ୍ଚାୟତରେ ବିଜେଡିର ଜନସମ୍ପର୍କ ପଦଯାତ୍ରା ଏବଂ ପଥପ୍ରାନ୍ତ ସଭା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଘସିପୁରା ବିଧାୟକ ବଦ୍ରିନାରାୟଣ ପାତ୍ର, ଜିଲା ବିଜେଡି ସଭାପତି ବିମ୍ବାଧର ବିଶ୍ୱାଳ, ଜିଲା ବିଜେଡି…

ପୋଲିସ କର୍ମଚାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି: ଧାରଣାରେ ବସିଲେ ପୂଜା କମିଟି ସଦସ୍ୟ, ଗ୍ରାମବାସୀ

ଆନନ୍ଦପୁର,୧୦।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ସାର୍ବଜନୀନ ଦୁର୍ଗାପୂଜା କମିଟି ପକ୍ଷରୁ ମା’ ଦୁର୍ଗାଙ୍କ ଭସାଣି ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଥିଲା। ଏହି ସମୟରେ ଶାନ୍ତିଶୃଙ୍ଖଳା ଦାୟିତ୍ୱରେ ଥିବା ଜନୈକ ପୋଲିସ କର୍ମଚାରୀ କମିଟି ସଦସ୍ୟଙ୍କୁ ଦୁର୍ବ୍ୟବହାର ଏବଂ ଗାଲିଗୁଲଜ କରିଥିବା ଅଭିଯୋଗ…

ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ କେନ୍ଦୁଝର ଏସ୍‌ପି, ଧକ୍କା ଦେଇ ଗାଡ଼ି ଫେରାର

କେନ୍ଦୁଝର/ପାଟଣା,୧୦/୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଉଥିବା ୪୯ ନମ୍ବର ଜାତୀୟ ରାଜପଥର ଝାରବେଡା ଛକ ନିକଟରେ ଗୁରୁବାର ଅପରାହ୍ନରେ କେନ୍ଦୁଝର ଆରକ୍ଷୀ ଅଧିକ୍ଷକ(ଏସ୍‌ପି) ମିତ୍ରଭାନୁ ମହାପାତ୍ରଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏସ୍‌ପିଙ୍କ ବୋଲେରୋକୁ ବାମ ପାର୍ଶ୍ୱରୁ ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri