୩ ଜରିମାନା ଖିଲାପୀ ଖଣିର ସମ୍ପତ୍ତି ଜବତ ନିର୍ଦ୍ଦେଶ
କେନ୍ଦୁଝର,୨ା୨(ଡ଼ି.ଏନ୍.ଏ.)- ଜରିମାନା ଖିଲାପୀ ଖଣି ଲିଜ୍ଧାରୀଙ୍କ ବିରୋଧରେ କେନ୍ଦୁଝର ଜିଲାପାଳଙ୍କ କୋର୍ଟରେ ଚାଲିଥିବା ଓପିଡିଆର୍ ସାର୍ଟିଫିକେଟ କେଶ ମଧ୍ୟରୁ ଶନିବାର ୩ଟି ଖଣିର ଶୁଣାଣି ହୋଇଛି। ଏହି ୩ ଖଣିର ସମ୍ପତ୍ତି ଜବତ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସୂଚନା ଅନୁଯାୟୀ,…
କାର୍ଯ୍ୟକ୍ଷମ ହେଉନି ଆହାର କେନ୍ଦ୍ର
ଚମ୍ପୁଆ,୨।୨(ଡି.ଏନ.ଏ)-କେନ୍ଦୁଝର ଜିଲା ଚମ୍ପୁଆ ଏନ୍ଏସି ଅନ୍ତର୍ଗତ ବେସରକାରୀ ବସ୍ଷ୍ଟାଣ୍ଡ ନିକଟରେ ନିର୍ମିତ ନୂତନ ଆହାରକେନ୍ଦ୍ର କାର୍ଯ୍ୟକ୍ଷମ ହେଉ ନ ଥିବା ଅଭିଯୋଗ ହୋଇଛି। ଉକ୍ତ ଆହାରକେନ୍ଦ୍ର ସମ୍ମୁଖରେ ଡ୍ରେନ୍ ସ୍ଲାବ ପଡି ନ ଥିବା ଓ ପାଚେରି ନ ଥିବାରୁ ଏହା…
ଧରିତ୍ରୀ ପ୍ରଭାବ: ଖୋଲିଲା ଓ୍ବାଚ ଟାଓ୍ବାର
କେନ୍ଦୁଝର, ୧ା୨(ସ୍ବ.ପ୍ର.): ପାଟଣା ବ୍ଲକ ଭୀମକୁଣ୍ଡ ପର୍ଯ୍ୟଟନ କେନ୍ଦ୍ରରେ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ଓ୍ବାଚ ଟାଓ୍ବାରକୁ ଜିଲା ପ୍ରଶାସନ ମକର ପୂର୍ବ ଦିନ ଉଦ୍ଘାଟନ କରିଥିଲେ। ଉଦ୍ଘାଟନର ତିନି ଦିନ ପରେ ତାଲା ପଡିବାରୁ ପର୍ଯ୍ୟଟକମାନେ ନିରାଶ ହୋଇଥିଲେ। ୧ କୋଟି…
ଡମ୍ପରକୁ ଧକ୍କାଦେଲା ହାଇଓ୍ବା: ଗାଡ଼ିରେ ଚାପିହେଲେ ଡ୍ରାଇଭର
ଯୋଡ଼ା,୧।୨(ଡି.ଏନ୍.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ୨ନଂ. ରାଜ୍ୟ ରାଜପଥ ତଥା ଜୁରୁଡି ଲାଲ୍ ଗେଟ୍ ଛକ ନିକଟ ରାସ୍ତାରେ ଶନିବାର ମଧ୍ୟାହ୍ନରେ ଡମ୍ପର ପଛକୁ ଏକ ହାଇଓ୍ବା ଧକ୍କା ଦେଇଛି। ଏଥିରେ ହାଇଓ୍ବା ଡ୍ରାଇଭର ଅରୁଣ ପ୍ରସାଦ ଗୁରୁତର…
ରାଇସ୍ ମିଲ୍ ନିର୍ମାଣକୁ ବିରୋଧ କଲେ ଗ୍ରାମବାସୀ
ପାଟଣା,୧।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ତହସିଲ ବଡ଼ପାଟଣା ପଞ୍ଚାୟତ କୁଆପଶି ମୌଜାରେ ୬ ଏକର ପରିମିତ ଜମିରେ ମେସର୍ସ ନାରାୟଣ ରାଇସ ମିଲ୍, ହୁଣ୍ଡଳା ତରଫରୁ ଏକ ରାଇସ୍ ମିଲ୍ ନିର୍ମାଣକୁ ବିରୋଧ କରାଯାଇଛି। ଏ ନେଇ ଶନିବାର କୁଆପଶି ଗ୍ରାମରେ…
ମୁଖ୍ୟମନ୍ତ୍ରୀଙ୍କ ଗସ୍ତର ଏପାଖ ସେପାଖ
ଆନନ୍ଦପୁର/ଘସିପୁରା, ୧।୨ (ସ୍ବ.ପ୍ର./ଡି.ଏନ.ଏ.)- ଆପଣ ମାନେ ଖୁସି ତ-ସଦ୍ୟ ସମାପ୍ତ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ନିର୍ବାଚନୀ ସଭାରେ ଜନ ସାଧାରଣ ଉଦ୍ଦେଶ୍ୟରେ ଦେଇଥିବା ନାରା ”ଆପଣ ମାନେ ଖୁସି ତ“ ଏଠାରେ ମଧ୍ୟ ଶୁଣିବାକୁ ମିଳିଥିଲା। କିନ୍ତୁ ଏହି…
ଆନନ୍ଦପୁର ବ୍ୟାରେଜ ପ୍ରକଳ୍ପ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ, ପ୍ଳାବିତ ହେବ ୬୦ ହଜାର ହେକ୍ଟର ଚାଷ ଜମି
ଆନନ୍ଦପୁର, ୩୧।୧(ସ୍ବ.ପ୍ର.)-ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆନନ୍ଦପୁର ଗସ୍ତକରି ବହୁ ପ୍ରତିକ୍ଷୀତ ଆନନ୍ଦପୁର ବ୍ୟାରେଜର ଶୁଭ ଉଦ୍ଘାଟନ କରିଥିଲେ। ଏହି ଅବସରରେ ଆନନ୍ଦପୁରର ସର୍ବ ପୁରାତନ ଶିକ୍ଷାନୁଷ୍ଠାନ ବଳଭଦ୍ର ନାରାୟଣ ଉଚ୍ଚ ବିଦ୍ୟାପିଠର ପ୍ଲାଟିନମ୍ ଜୁବୁଲି…
ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ଲାଗି ସୁରକ୍ଷା କଡ଼ାକଡ଼ି
ଆନନ୍ଦପୁର,୩୧। ୧(ସ୍ବ.ପ୍ର.)- ଶୁକ୍ରବାର ରାଜ୍ୟର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗସ୍ତକୁ ନେଇ ଜିଲାଠାରୁ ଆରମ୍ଭ କରି ଉପଖଣ୍ଡ ପ୍ରଶାସନିକ ସ୍ତରରେ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। କେନ୍ଦୁଝର ଜିଲାପାଳ ଆଶିଷ ଠାକରେ କ୍ରମାଗତ ଭାବେ ଆନନ୍ଦପୁର ଗସ୍ତ କରି ବିଭିନ୍ନ କାର୍ଯ୍ୟ…
ଅବହେଳିତ କାଣ୍ଡେ ସାହି: ୪୦ରୁ ଊର୍ଦ୍ଧ୍ୱ ପିଲାଙ୍କ ପାଠପଢାରେ ଡୋରି
ତେଲକୋଇ, ୩୧।୧(ଡି.ଏନ.ଏ.)-ତେଲକୋଇ ଆଦିବାସୀ ବହୁଳ ବହୁ ଅଞ୍ଚଳରେ ଯୋଜନା କରାଯାଉଛି। ତେବେ ଛାମୁଣ୍ଡା ପଞ୍ଚାୟତର ସିରିଆବାହାଳ ଗ୍ରାମ ସଂଲଗ୍ନ ୬ନଂ ୱାର୍ଡ କାଣ୍ଡେ ସାହି ଅବହେଳିତ ହୋଇ ରହିଛି। ସିରିଆବାହାଳ ଗ୍ରାମ ଠାରୁ କାଣ୍ଡେ ସାହି ୨କି.ମି. ରାସ୍ତା। ରାସ୍ତା ମଧ୍ୟରେ…
ପାଟଣାରେ ଅଦିନିଆ ବର୍ଷା ସାଙ୍ଗକୁ କୁଆପଥର ମାଡ଼: ଜନଜୀବନ ପ୍ରଭାବିତ
ପାଟଣା,୩୦।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ଗୁରୁବାର ପୂର୍ବାହ୍ନରେ ଅଦିନିଆ ବର୍ଷା ସାଙ୍ଗକୁ ପ୍ରବଳ କୁଆପଥର ମାଡ଼ ହେବା ଫଳରେ ଜନଜୀବନ ପ୍ରଭାବିତ ହୋଇଛି। କୁଆପଥର ବର୍ଷା ଯୋଗୁ ଆମ୍ବ ଗଛରୁ ବଉଳସବୁ ଝଡ଼ିପଡ଼ିବା ସହ ଅନ୍ୟାନ୍ୟ ଫସଲ ମଧ୍ୟ…
ପରିବା ବୋଝେଇ ପିକ୍ଅପ୍କୁ ପିଟିଲା ଟ୍ରକ: ଦୁଇ ମୃତ, ଜଣେ ଗୁରୁତର
କେନ୍ଦୁଝର,୩୦।୧(ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ନେକଡାଘର ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ପରିବା ବୋଝେଇ ପିକ୍ଅପ୍ ଗାଡି ଖରାପ ଥିବାରୁ ଛିଡ଼ା ହୋଇ ସଜାଡୁ ଥିବା ସମୟରେ ପଛରୁ ଏକ ଆଇରନ ବୋଝେଇ ଟ୍ରକ ଧକ୍କା ଦେଇଥିଲା। ଫଳରେ…
ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ତତ୍ପର ଆନନ୍ଦପୁର
ଆନନ୍ଦପୁର, ୩୦।୧(ସ୍ବ.ପ୍ର.)- ଓଡିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗସ୍ତ ପାଇଁ ଆନନ୍ଦପୁର ସହର ବେଶ୍ ତତ୍ପର ହୋଇଉଠିଛି। ଆନନ୍ଦପୁରର ସର୍ବ ପୁରାତନ ଶିକ୍ଷାନୁଷ୍ଠାନ ବଳଭଦ୍ର ନାରାୟଣ ଉଚ୍ଚ ବିଦ୍ୟାଳୟର ପ୍ଲାଟିନମ୍ ଜୁବିଲି ଚଳିତ ମାସ…
Archives


