କେନ୍ଦୁଝର

୬ ଦଫା ଦାବିରେ କେନ୍ଦୁପତ୍ର ଡିଭିଜନ ଅଫିସ ଆଗରେ ବିକ୍ଷୋଭ

କେନ୍ଦୁଝର,୩।୩(ସ୍ବ.ପ୍ର.): କେନ୍ଦୁଝର ସହର ଜୁଡ଼ିଆ ନିକଟରେ ଥିବା କେନ୍ଦୁପତ୍ର ଡିଭିଜନ ଅଫିସ ଆଗରେ ୬ ଦଫା ଦାବିରେ କେନ୍ଦୁପତ୍ର ତୋଳାଳି, ବନ୍ଧେଇ ଓ କର୍ମଚାରୀମାନେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ତ୍ରୁଟିପୂର୍ଣ୍ଣ ଦରମା ଧାର୍ଯ୍ୟ ସଂଶୋଧନ, ଫଡ଼ି ସେକ୍ସନ ଉଚ୍ଛେଦ ବନ୍ଦ,…

ଶିକ୍ଷା, ସେବା ଯୋଗାଇବା ଆସ୍‌ମାଙ୍କ ନିଶା

ଯୋଡ଼ା, ୨।୩(ଡି.ଏନ.ଏ.)-ଧର୍ମକୁ ନେଇ ସବୁଆଡ଼େ ହିଂସା ବିବାଦ ଚାଲିଥିବା ବେଳେ କେନ୍ଦୁଝର ଜିଲା ଅନ୍ତର୍ଗତ ଯୋଡା ସହରର ମୁସଲିମ୍‌ ମହିଳା ଆସ୍‌ମା ଖାତୁନ୍‌ ଦେଇଚାଲିଛନ୍ତି ନିରବଚ୍ଛିନ୍ନ ଭାବେ ଶିକ୍ଷାଦାନ ଓ ସେବା। ଜାତି ଧର୍ମ ନିର୍ବିଶେଷରେ ଛୋଟ ଛୋଟ ପିଲାମାନଙ୍କୁ ଶିକ୍ଷାଦାନ…

୭ ଦଫା ଦାବି ନେଇ ଖଣି, କାରଖାନା ଘେରିଲେ

ଯୋଡ଼ା, ୨।୩(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକ ଅନ୍ତର୍ଗତ ଦେଓଝର ପଞ୍ଚାୟତବାସୀ ୭ ଦଫା ଦାବି କରି ସୋମବାର ଶାରଦା ଖଣି ଓ ଜିନ୍ଦଲ କାରଖାନାକୁ ଘେରିଛନ୍ତି। ସୋମବାର ପୂର୍ବାହ୍ନ ସାଢ଼େ ୧୧ଟାରେ ପଞ୍ଚାୟତର ପ୍ରାୟ ୭୦୦ରୁ ଊର୍ଦ୍ଧ୍ୱ ମହିଳାପୁରୁଷ ଏକ ଶୋଭାଯାତ୍ରାରେ…

ପାଦ ମିଳିଥିଲା, ମିଳିଲା ଖପୁରି: ହତ୍ୟାକାଣ୍ଡର ଖିଅ ଖୋଜୁଛି ପୋଲିସ

ଯୋଡ଼ା,୨।୩(ଡି.ଏନ.ଏ.)- କେନ୍ଦୁଝର ଜିଲା ଯୋଡ଼ା ସହର ଉପକଣ୍ଠ ବାଂଶପାଣି ଟୋଲ ଗେଟ୍‌ ନିକଟବସ୍ତିରୁ ରବିବାର ସନ୍ଧ୍ୟାରେ ଯୋଡା ପୋଲିସ ଏକ ଶିଶୁର ଖପୁରୀ ଜବତ କରିଛି। ଏହାକୁ ନେଇ ପୋଲିସ ତଦନ୍ତ ଆରମ୍ଭ କରିଛି ା ଏନେଇ ଯୋଡ଼ା ଥାନା ଅଧିକାରୀ…

ଆନନ୍ଦପୁର ବ୍ୟାରେଜ ଗେଟ୍‌ ତଳେ ପଡ଼ି ରହିଛି ଯୁବକଙ୍କ ମୃତଦେହ, ହତ୍ୟା କରାଯାଇଥିବା ସନ୍ଦେହ

ଆନ୍ଦନପୁର,୧।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ୟାରେଜର ୫ନଂ ଗେଟ୍‌ ତଳେ ରବିବାର ଏକ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଏହା ଜଣେ ଯୁବକଙ୍କର ବୋଲି ଅନୁମାନ କରାଯାଉଥିବା ବେଳେ ମୃତଦେହଟି ଫୁଲି ଯାଇଥିବା ଦେଖାଯାଇଛି। ଏଣୁ ୪ରୁ ୫ ଦିନ ଧରି…

ମାନସିକ ଭାରସାମ୍ୟ ହରାଇ ବିଧବା ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ

ପାଟଣା,୨୯।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରୀ ପଞ୍ଚାୟତ ମଲ୍ଲୀପଶି ଗଁାର ଜଣେ ବିଧବା ମହିଳା ଶୁକ୍ରବାର ବିଳମ୍ବିତ ରାତିରେ ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡ଼ିଛି। ଉକ୍ତ ମହିଳା ଜଣକ ହେଲେ ରୁନି ନାୟକ। ଖବର ପାଇ ଶନିବାର ସକାଳେ ସ୍ଥାନୀୟ…

ବିଦ୍ୟୁତ୍‌ ସଂଯୋଗ ନେଇ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଜନପ୍ରତିନିଧି

କେନ୍ଦୁଝର,୨୯।୨ (ସ୍ବ.ପ୍ର.)- ଝୁମ୍ପୁରା ବ୍ଲକ୍‌ ଅନ୍ତର୍ଗତ ବସନ୍ତପୁର ଠାରେ ଏକ କମ୍ପାନୀ ବେସରକାରୀ ଜମିରେ ଜୋରଜବରଦସ୍ତ ଖୁଣ୍ଟ ପକାଇଥିବା ଓ ସଂରକ୍ଷିତ ଜଙ୍ଗଲ ଉପରେ ୩୩କେଭି ଲାଇନ ନେଇଥିବାରୁ ସ୍ଥାନୀୟ ଲୋକ ପ୍ରତିନିଧି ଏବଂ କ୍ଷତିଗ୍ରସ୍ତ ଲୋକମାନେ ଶୁକ୍ରବାର କେନ୍ଦୁଝର ଜିଲାପାଳ,…

କେନ୍ଦୁଝର ଜିଲା କଂଗ୍ରେସ ପକ୍ଷରୁ ଅମିତ ଶାହାଙ୍କ କୁଶପୁତ୍ତଳିକା ଦାହ

କେନ୍ଦୁଝର,୨୮।୨(ସ୍ବ.ପ୍ର.): କେନ୍ଦୁଝର ଜିଲା କଂଗ୍ରେସ ପକ୍ଷରୁ ଶୁକ୍ରବାର ଏକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଦେଶରେ ଅରାଜକତା ବୃଦ୍ଧି ପାଇ ଦେଖା ଦେଉଥିବା ଆଇନ ଶୃଙ୍ଖଳା ପରିସ୍ଥିତି ଓ ଦିଲ୍ଲୀରେ ଘଟିଥିବା ଦଙ୍ଗାଜନିତ ହିଂସାକାଣ୍ଡ ପାଇଁ ଗୃହମନ୍ତ୍ରୀ ଅମିତ ଶାହା ଦାୟୀ। ତେଣୁ…

ପାଟଣା ବ୍ଲକର ୧୧ କେନ୍ଦ୍ରରେ କପିକରି ଧରାପଡ଼ିଲେ ୧୦ ଛାତ୍ରୀଛାତ୍ର

ପାଟଣା,୨୮।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକର ୧୧ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଚାଲିଥିବା ବେଳେ ଶୁକ୍ରବାର ଦୁଇଟି କେନ୍ଦ୍ରରେ ୧୦ ଛାତ୍ରୀଛାତ୍ର କପିକରି ଧରା ପଡ଼ିଛନ୍ତି। ଏ ନେଇ ଡିପିସି ପୂର୍ଣ୍ଣଚନ୍ଦ୍ର ସେଠୀ ସୂଚନା ଦେଇଛନ୍ତି। ସାଧାରଣ ବିଜ୍ଞାନ ପରୀକ୍ଷାରେ ପାଟଣା…

ଛାତ୍ରୀ ଅପହରଣ ଘଟଣା: ବ୍ୟବହୃତ କାର ଜବତ, ୩ ଅଟକ

ପାଟଣା,୨୮।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ଗ୍ରାମ ନିକଟ ଦେଓଗାଁ ପଡିଆରୁ ୧୮ ବର୍ଷିୟା କଲେଜ ଛାତ୍ରୀଙ୍କୁ ୪ ଦୁର୍ବୃତ୍ତ ଏକ ଧଳା ହୁଣ୍ଡାଇ ଏକ୍ସ ଟେଣ୍ଟ କାରରେ ଅପହର କରାଯାଇଥିଲା। ଗୁରୁବାର ବିଳମ୍ବିତ ରାତିରେ ତୁରୁମୁଙ୍ଗା ଓ ଘଟଗାଁ…

ଭାଲୁ ଆକ୍ରମଣରେ ମହିଳା ଗୁରୁତର

ପାଟଣା,୨୮।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ପଲାଣି ଘାଟି ପଞ୍ଚାୟତ ପଲାଣିଘାଟି ପାତା ସାହିର ଜନୈକା ମହିଳା ଶୁକ୍ରବାର ସକାଳୁ ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି। ସେ ହେଲେ ଜେମାମଣି ମୁଣ୍ଡା(୨୫)। ପ୍ରକାଶ ଯେ, ସକାଳୁ ଜେନାମଣି ଘର ନିକଟ ବିଲକୁ…

ତିନିଦିନ ହେଲା ସ୍କୁଲରେ ତାଲା, ଡିଇଓ କହିଲେ ଜାଣିନାହିଁ

କେନ୍ଦୁଝର, ୨୭ା୨(ସ୍ବ.ପ୍ର.): ସରକାର ଉତ୍ତମ ଶିକ୍ଷାଦାନ ପାଇଁ ବିଭିନ୍ନ ଯୋଜନା ଲାଗୁ କରୁଥିବା ବେଳେ କେନ୍ଦୁଝରରେ ଉପଯୁକ୍ତ ତଦାରଖ ଅଭାବରୁ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି । ସାହାରପଡ଼ା ବ୍ଲକ ବାଇକଳା ଗ୍ରାମରେ ଥିବା ମହାପାଟ ଉଚ୍ଚ ବିଦ୍ୟାଳୟରେ ୩ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?