ଉଜୁଡୁଛି ଭୂପ୍ରକୃତି, ଠିକା ସଂସ୍ଥା ମାଲାମାଲ
କେନ୍ଦୁଝର, ୨୯।୯ (ସ୍ବ.ପ୍ର.)-ବଣପାହାଡ ଘେରା କେନ୍ଦୁଝର ଜିଲାରେ ଶତାଧିକ ବେଆଇନ ପଥର ଖଣି ଓ କ୍ରଶର ୟୁନିଟ ଚାଲୁଥିବାରୁ ସରକାର ବିପୁଳ ରାଜସ୍ବ ହରାଇବା ସହ ଜଙ୍ଗଲ ଓ ପରିବେଶ କ୍ରମାଗତ ନଷ୍ଟ ହେଉଛି। କେତେକ ସ୍ଥାନରେ ନାମକୁମାତ୍ର ପଥର ଖଣି…
ଆଧାର ଦେଇଛି ଦୁଃଖ
ରାଇସୁଆଁ,୨୯।୯(ଡି.ଏନ.ଏ.)- କେନ୍ଦୁଝର ଜିଲା ସଦର ବ୍ଲକ ଅନ୍ତର୍ଗତ ମହାଦେଇଯୋଡା ପଞ୍ଚାୟତର ସଲରାପେଣ୍ଠ ଗ୍ରାମର ମା’ ବାପା ଛେଉଣ୍ଡ ୧୧ ବର୍ଷର ଝିଅ ସୀମା । ଜନ୍ମ ପରେ ତାଙ୍କ ମା’ କେଉଁ ଆଡେ ଚାଲିଯାଇଥିବା ବେଳେ ରୋଗରେ ପଡି ବାପା କେବେଠାରୁ…
ଦ.ପୂ. ରେଳପଥ ଜିଏମ୍ଙ୍କ ବଡ଼ବିଲ ଗସ୍ତ: ବଡ଼ବିଲ-ବାଂଶପାଣି ରେଳପଥ ଦାବି ଦୋହରାଇଲା ବିକାଶ ପରିଷଦ
ବଡ଼ବିଲ,୨୯।୯(ସ୍ବ.ପ୍ର.)- ଦ.ପୂ. ରେଳବାଇ ଜିଏମ ସଞ୍ଜୟ କୁମାର ମହାନ୍ତି ଶନିବାର ସାରେ କେନ୍ଦୁଝର ଜିଲା ବଡ଼ବିଲ ରେଳଷ୍ଟେଶନ ପରିଦର୍ଶନରେ ଆସି ପହଞ୍ଚିଥିଲେ। ଏହି ଅବସରରେ ବଡ଼ବିଲ ବିକାଶ ପରିଷଦର ସଦସ୍ୟଙ୍କ ସମେତ ସ୍ଥାନୀୟ ଲୋକେ ତାଙ୍କୁ ଭେଟି ବିଭିନ୍ନ ଦାବି ଉପସ୍ଥାପନ…
କେନ୍ଦୁଝର ପୁରୁଣା ସହରରେ ଦୁର୍ଗାପୂଜା ପ୍ରସ୍ତୁତି: ‘ଲାଲ’ରୁ ଏବେ ହଳଦୀ ବର୍ଣ୍ଣା
କେନ୍ଦୁଝର, ୨୯ା୯- ରାଜାରାଜୁଡା ଅମଳରେ କେନ୍ଦୁଝର ପୁରୁଣା ସହରସ୍ଥିତ ରାଜ ଉଆଁସରେ ଦେବୀ ଦୁର୍ଗାଙ୍କ ପୂଜା ଅନୁଷ୍ଠିତ ହେଉଥିଲା। ୧୯୫୧ ମସିହାରୁ ଏହା ସାର୍ବଜନୀନ ପୂଜାର ରୂପ ନେଇଛି। ରାଜ ଉଆଁସ ପରିବର୍ତ୍ତେ ପୁରୁଣା ବଜାର ପରିସରରେ ପୂଜା ହେଉଛି। ୧୯୯୩-୯୪ରୁ…
ଦାବି ପୂରଣ ନ ହେବାରୁ ଦ୍ୱିତୀୟ ଦିନରେ ଟାଟାଖଣି ଶ୍ରମିକଙ୍କ ଧାରଣା
ଯୋଡ଼ା,୨୮।୯(ଡି.ଏନ୍.ଏ.): କେନ୍ଦୁଝର ଜିଲା ଯୋଡ଼ା ଖଣିମଣ୍ଡଳ ଅନ୍ତର୍ଗତ ବିଛାକୁଣ୍ଡିସ୍ଥିତ ଟାଟା କମ୍ପାନୀର ମାଙ୍ଗାନିଜ ଖଣିର ଶତାଧିକ ଶ୍ରମିକ ଦାବି ପୂରଣ ନ ହେବାରୁ ଦ୍ୱିତୀୟ ଦିନରେ ଧାରଣାରେ ବସିଥିବା ଦେଖିବାକୁ ମିଳିଛି । ପ୍ରକାଶ ଯେ, ଶନିବାର ଅପରାହ୍ନରେ ବୋନସ ଦାବି…
ପରିବହନକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ୍, ଥାନାରେ ଏତଲା
ଯୋଡ଼,୨୮।୯(ଡି.ଏନ୍.ଏ.): କେନ୍ଦୁଝର ଜିଲା ଯୋଡ଼ା ଥାନା ଅନ୍ତର୍ଗତ କମାରଯୋଡାଠାରେ ଲୁହାପଥର ପିଲେଟ ପରିବହନକୁ କେନ୍ଦ୍ର କରି ମାରପିଟ୍ ହୋଇଛି। ଏ ନେଇ ଥାନାରେ ଏତଲା ହୋଇଥିବା ମଧ୍ୟ ଜଣାପଡିଛି । ସୂଚନାନୁଯାୟୀ, ଶୁକ୍ରବାର ବାଂଶପାଣି ରେଳସାଇଡିଂରୁ ଗଚ୍ଛିତ ରଖାଯାଇଥିବା ପିଲେଟ ପରିବହନ…
ନଦୀରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ
ପାଟଣା, ୨୮।୯( ସ୍ବ. ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଦେଓ ନଦୀର ମଙ୍ଗଳପୁର ଘାଟରେ ଶନିବାର ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି। ସକାଳୁ କେତେଜଣ ଲୋକ ନଦୀକୁ ଯାଇଥିବା ବେଳେ ମୃତଦେହ ଭାସୁଥିବା ଦେଖି…
ବୋନସ ଦାବିରେ ଟାଟା ଖଣିକୁ ଘେରିଲେ ଶ୍ରମିକ: ସ୍ଥିତି ନିୟନ୍ତ୍ରଣ କଲା ପୋଲିସ
ଯୋଡ଼ା ୨୭।୯ (ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡା ଖଣିମଣ୍ଡଳ ଅନ୍ତର୍ଗତ ବିଛାକୁଣ୍ଡି ଠାରେ ଟାଟା କମ୍ପାନୀର ମାଙ୍ଗାନିଜ ଖଣିକୁ ଶତାଧିକ ଶ୍ରମିକ ବୋନସ ଦାବିରେ ଘେରାଉ କରିଛନ୍ତି। ଏହା ସହିତ ଟାଟା କମ୍ପାନୀ ଦ୍ୱାରା ନିଯୁକ୍ତ ଠିକାସଂସ୍ଥା ଶ୍ରମିକମାନଙ୍କୁ ଶୋଷଣ କରୁଛି…
ପୂର୍ଣ୍ଣଚନ୍ଦ୍ରଙ୍କ ‘ନିଶ’ ରଖିବା ସଉକ
କେନ୍ଦୁଝର, ୨୭ା୯ (ସ୍ବ.ପ୍ର.)ସମସ୍ତଙ୍କ କିଛି ନା କିଛି ସଉକ ଥାଏ ା ଏଭଳି ନିଶ ରଖିବା ମଧ୍ୟ ଅନେକଙ୍କ ସଉକ ଥିଲେ ହେଁ ଏକ ଭିନ୍ନ ପ୍ରକାରର ନିଶ ରଖିବା ସଉକ ପୂର୍ଣ୍ଣଚନ୍ଦ୍ର ମହାନ୍ତ(୬୩)ଙ୍କ ରହିଛି ା ପୂର୍ଣ୍ଣଚନ୍ଦ୍ରଙ୍କ ଘର ପାଟଣା…
ହିଡ଼ରେ ଚାଲି ଯାଉଛନ୍ତି ସ୍କୁଲ
କେନ୍ଦୁଝର, ୨୭ା୯ (ସ୍ବ.ପ୍ର.)-ସଦର ବ୍ଲକ ଅନ୍ତର୍ଗତ ତେଲିଅର୍ଶଳା ଗ୍ରାମର ତାମୁଡିଆ (ତନ୍ତୀ) ସାହିକୁ ସବୁଦିନିଆ ରାସ୍ତା ନାହିଁ ା ସ୍ବାଧୀନତାର ଏତେ ବର୍ଷ ପରେ ମଧ୍ୟ ଏହି ସାହିର ଭାଗ୍ୟ ବଦଳୁ ନାହିଁ। ଏହି ଗ୍ରାମରେ ୪୦ ତନ୍ତୀ ଆଦିବାସୀ ପରିବାର…
କନ୍ଭେୟର ବେଲ୍ଟରେ କଞ୍ଚାମାଲ ପରିବହନ କରିବ ଟାଟା ଷ୍ଟିଲ୍: ଶେଷ ମୁହୁର୍ତ୍ତରେ ଜନଶୁଣାଣି ସ୍ଥଗିତ
ଯୋଡ଼ା, ୨୭।୯ (ଡି.ଏନ.ଏ.)- କେନ୍ଦୁଝର ଜିଲା ଯୋଡ଼ା ଖଣି ମଣ୍ଡଳରେ ଥିବା ଟାଟା ଷ୍ଟିଲ କମ୍ପାନୀ କନ୍ଭେୟର ବେଲ୍ଟରେ କଞ୍ଚାମାଲ୍ ପରିବହନ କରିବ। ଖଣ୍ଡବନ୍ଧ ଲୌହ ଓ ମାଙ୍ଗାନିଜ୍ ଖଣିଠାରୁ ପୂର୍ବ ଯୋଡ଼ା ଲୌହ ଖଣି ସାଇଡିଂ ପର୍ଯ୍ୟନ୍ତ ଲୁହାପଥର କଞ୍ଚାମାଲ…
ଭଉଣୀ ହତ୍ୟାକାରୀକୁ ଆଜୀବନ: ଭିଣୋଇ ନିର୍ଦ୍ଦୋଶରେ ଖଲାସ
ଆନନ୍ଦପୁର,୨୫। ୯(ସ୍ବ.ପ୍ର.): ଆନନ୍ଦପୁର ଅତିରିକ୍ତ ଜିଲା ଦୌରାଜଜ୍ ରାଜେଶ ଦାଶ ବୁଧବାର ଏକ ହତ୍ୟା ଘଟଣାର ରାୟ ପ୍ରକାଶ କରି ଭିଣୋଇକୁ ନିର୍ଦ୍ଦୋଶରେ ଖଲାସ ଏବଂ ଶାଳୀକୁ ଆଜୀବନ କାରାଦଣ୍ଡା ଦେଶ ଶୁଣାଇଛନ୍ତି। ଖଲାସ ହୋଇଥିବା ଭିଣୋଇ ହେଉଛନ୍ତି ଆନନ୍ଦପୁର ଥାନା…
Archives


