କେନ୍ଦୁଝର

ପଳାଶପଙ୍ଗା ବ୍ୟାଙ୍କ ଅଫ ଇଣ୍ଡିଆରୁ ଚୋରି

ରାଇସୁଆଁ, ୧୦ା୨ (ଡି.ଏନ.ଏ.)-କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ପଳାଶପଙ୍ଗା ନିକଟ ଓସିଏଲା ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାରୁ ରବିବାର ରାତିରେ ତାଲା ତାଡି ଲକ୍ଷାଧିକ ଟଙ୍କାର ଚୋରି ହୋଇଥିବା ସୂଚନା ମିଳିଛି। ଶାଖା ପରିଚାଳକ ସଦର ଥାନାରେ ଅଭିଯୋଗ କରିବା…

ଡକାୟତି ଯୋଜନା ପଣ୍ଡ : ୪ ଅଭିଯୁକ୍ତ ଗିରଫ

ଯୋଡ଼ା,୧୦।୨(ଡି.ଏନ୍‌.ଏ.):କେନ୍ଦୁଝର ଜିଲା ବାମେବାରୀ ଥାନା ପୋଲିସ ବନ୍ଧୁଆବେଡା ଖେଳ ପଡିଆଠାରେ ରବିବାର ବିଳମ୍ବିତ ରାତିରେ ଚଢ଼ାଉ କରି ୪ ଜଣଙ୍କୁ ଗିରଫ କରିବା ସହିତ ଏକ ଟାଟା ସଫାରି, ମାରଣାସ୍ତ୍ର ଜବତ କରିଛି। ଗିରଫ ବ୍ୟକ୍ତି ହେଲେ ଯୋଡା ଅଞ୍ଚଳର ବିନ୍ଦାସ୍‌…

ବିଭିନ୍ନ ସମସ୍ୟାର ସମାଧାନ ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଛାତ୍ରୀଛାତ୍ର

କେନ୍ଦୁଝର,୧୦।୨(ସ୍ବ.ପ୍ର.) : ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ସ୍ଥାନୀୟ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ଦ୍ୱିତୀୟ କ୍ୟାମ୍ପସ ଛାତ୍ରୀଛାତ୍ର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସୋମବାର ଧାରଣାରେ ବସିଛନ୍ତି। ରାସ୍ତା ନ ଥିବାରୁ ଛାତ୍ରୀଛାତ୍ର ବହୁ ଅସୁବିଧାର ସମ୍ମୁଖୀନ ହେଉଥିବା ବେଳେ ବିଶେଷକରି ଛାତ୍ରୀମାନେ…

ସରକାରଙ୍କ ଅବହେଳା ପ୍ରତିବାଦ: ଆନ୍ଦୋଳନକୁ ଓହ୍ଲାଇବ ମିଳିତ କ୍ରିୟାନୁଷ୍ଠାନ କମିଟି

କେନ୍ଦୁଝର,୯।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପ୍ରତି ସରକାରଙ୍କ ଅବହେଳା ପ୍ରତିବାଦରେ ପୁଣି ଆନ୍ଦୋଳନ ହେବ। ପୂର୍ବରୁ କରାଯାଇ ଆସୁଥିବା ପାଞ୍ଚ ଦଫା ଦାବି ଅଦ୍ୟାବଧି ପୂରଣ ହୋଇ ନ ଥିବାରୁ ଏଭଳି ନିଷ୍ପତ୍ତି ନେଇଛି ମିଳିତ କ୍ରିୟାନୁଷ୍ଠାନ କମିଟି। କମିଟିର ଷଷ୍ଠ ପ୍ରତିଷ୍ଠା…

ଶ୍ରମିକ ଛଟେଇ ପାଇଁ ଖଣି କମ୍ପାନୀର ନୋଟିସ୍‌ :  ପ୍ରତିବାଦରେ ଆନ୍ଦୋଳନ ଚେତାବନୀ ଦେଲା ଏଆଇଟିୟୁସି

ଯୋଡ଼ା, ୯।୨(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ଖଣି ମଣ୍ଡଳରେ ୨୦୨୦ ମାର୍ଚ୍ଚ ୩୧ ସୁଦ୍ଧା ଶେଷ ହେଉଥିବା ଥିବା କେତେ ଗୁଡିଏ ଖଣି ଗୁଡିକର ନିଲାମ ପ୍ରକ୍ରିୟା ଇତିମଧ୍ୟରେ ଶେଷ ହୋଇଥିବା ବେଳେ ଅନ୍ୟ କେତେ ଗୁଡିକର ନିଲାମ ପ୍ରକ୍ରିୟା ଆଗକୁ ରହିଛି।…

ଅଦିନିଆ ବର୍ଷାରେ ଯୋଡା ବେହାଲ

ଯୋଡ଼ା, ୯।୨(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହରରେ ଅଦିନିଆ ବର୍ଷା ଫଳରେ ଜନସାଧାରଣ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଯୋଡା ସହରରେ ଥିବା ପିଚୁ ରାସ୍ତା ଉପରେ କାଦୁଅର ଆସ୍ତରଣ ଚକୋଲେଟ୍‌ର ଭ୍ରମ ସୃଷ୍ଟି କରୁଛି । ଏହା ସହିତ…

ବୈତରଣୀ ଚଉପଦି ଘାଟିରୁ ବସ୍ତାରେ ବନ୍ଧା ଅବସ୍ଥାରେ ଦୁଇ ମୃତଦେହ ଉଦ୍ଧାର

ପାଟଣା/ଚମ୍ପୁଆ,୮।୨(ସ୍ବ.ପ୍ର/ଡି.ଏନ୍‌.ଏ.): କେନ୍ଦୁଝର ଜିଲା ବାରିଆ ଥାନା ଅନ୍ତର୍ଗତ ବୈତରଣୀ ନଦୀର ଫୁଲକଁଳେଇ ଖଲି ଚଉପଦି ଘାଟିରେ ବସ୍ତାରେ ବନ୍ଧା ହୋଇଥିବା ଅବସ୍ଥାରେ ଶନିବାର ଦୁଇଟି ମୃତଦେହ ଉଦ୍ଧାର କରାଯାଇଛି। ଉଦ୍ଧାର ମୃତଦେହ ଦୁଇଟି ଜଣେ ଯୁବକ ଓ ଜଣେ ମହିଳାଙ୍କର ବୋଲି…

ପରମେଶ୍ୱରଙ୍କୁ ମିଳୁନି ବାର୍ଦ୍ଧକ୍ୟ ଭତ୍ତା

ରାଇସୁଅଁ।, ୮।୨ (ଡି.ଏନ.ଏ.)-ସରକାର ଗରିବ, ଅସହାୟ, ନିରାଶ୍ରୟଙ୍କ ଥଇଥାନ ପାଇଁ ଯୋଜନା ପରେ ଯୋଜନା କରିଚାଲିଛନ୍ତି। ମାତ୍ର ପଞ୍ଚାୟତ କାର୍ଯ୍ୟାଳୟର ଖାମଖିଆଲି ମନୋଭାବ ଏବଂ ଜିଲାପ୍ରଶାସନର ଆନ୍ତରିକତାର ଅଭାବ ଯୋଗୁ ସରକାରଙ୍କ ବହୁ ଜନକଲ୍ୟାଣ ଯୋଜନାର ସୁଫଳ ଯୋଗ୍ୟହିତାଧିକାରୀଙ୍କ ନିକଟରେ ପହଞ୍ଚି…

ପ୍ରୋ-ମିନେରାଲ କାରଖାନା ଚାଲୁ କରିବାକୁ ଦାବି: ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ପଞ୍ଚାୟତବାସୀ

ଝୁମ୍ପୁରା, ୮ା୨(ଡି.ଏନ.ଏ.)-ଝୁମ୍ପୁରା ବ୍ଲକ ବସନ୍ତପୁର ପଞ୍ଚାୟତରେ ଅବସ୍ଥିତ ପ୍ରୋ-ମିନେରାଲ କାରଖାନା ଚଳାଇବାକୁ ବସନ୍ତପୁର, ନୟାଗଡ ଏବଂ ମଲଦା ପଞ୍ଚାୟତବାସୀ ଦାବି କରିଛନ୍ତି। ପଞ୍ଚାୟତବାସୀଙ୍କ ଜୀବନଜୀବିକା କଥାକୁ ଚିନ୍ତା କରି ପଦକ୍ଷେପ ନେବାକୁ ପଞ୍ଚାୟତବାସୀଙ୍କ ପକ୍ଷରୁ ଗିରିଧାରୀ ବେହେରା, ଦାସ ମହାକୁଡ, ବିପିନ…

ରବି ଚାଷରେ ଆଗୁଆ ଯୋଡ଼ା

ଚମ୍ପୁଆ/ଯୋଡ଼ା, ୮।୨(ଡି.ଏନ.ଏ)-ଖଣି ଖାଦାନ ଭରା ଚମ୍ପୁଆ ଉପଖଣ୍ଡ ଏବେ ଚାଷ ଆଡ଼କୁ ମୁହଁ।ଉଛି। ଖଣି ଖାଦାନ ବନ୍ଦ ଫଳରେ ଲୋକେ ବେରୋଜଗାର ହଟାଇବା ସହିତ କୃଷି କାର୍ଯ୍ୟକୁ ଆଦରି ନେଉଛନ୍ତି। ଯାହାର ଉଦାହରଣ ପାଲଟିଛି ଚମ୍ପୁଆ କୃଷି ଜିଲାରେ ୨୦୧୯-୨୦ ରବି…

ପୁତୁରା ହତ୍ୟାକାରୀଙ୍କୁ ଆଜୀବନ ଜେଲ

କେନ୍ଦୁଝର,୭।୨(ସ୍ବ.ପ୍ର.)-ଜଣେ ଯୁବକ ନିଜର ୭ ବର୍ଷର ପୁତୁରାକୁ ହତ୍ୟା କରିବା ଅଭିଯୋଗରେ ଦୋଷୀସାବ୍ୟସ୍ତ ହୋଇଛନ୍ତି ା କେନ୍ଦୁଝର ଜିଲା ଦୌରାଜଜ ବେଣୁଧର ପାତ୍ର ଦୋଷୀ କୈଳାସ ମୁଣ୍ଡାଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ କୋର୍ଟ ତାଙ୍କୁ ୧୦ ହଜାର ଟଙ୍କା…

ଜାଳେଣିର ବିକଳ୍ପ ଶୁଖିଲା ପତ୍ର

କେନ୍ଦୁଝର, ୭ା୨ (ସ୍ବ.ପ୍ର.)- ମଣିଷ ସଭ୍ୟତା ସହିତ ଜଙ୍ଗଲ ବହୁ ଆଗରୁ ଜଡିତ। ଏଣୁ ବନବାସୀମାନେ ବଣଜଙ୍ଗଲକୁ ଦେବଦେବୀ ଭାବେ ପୂଜା କରିଆସୁଛନ୍ତି। ବର୍ତ୍ତମାନ ସମୟରେ ବିଭିନ୍ନ କାରଣରୁ ଜଙ୍ଗଲ ଓ ପରିବେଶର ଅବକ୍ଷୟ ହେବାକୁ ଲାଗିଥିବାରୁ ଜଳବାୟୁରେ ପରିବର୍ତ୍ତନ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?