କେନ୍ଦୁଝର

ଟ୍ରକ ବନ୍ଦୀରେ କେନ୍ଦୁଝର ସହର

କେନ୍ଦୁଝର, ୭ା୨ (ସ୍ବ.ପ୍ର.)-ବହୁ ସଂଖ୍ୟାରେ ଏବଂ ଅନିୟନ୍ତ୍ରିତ ଲୁହାପଥର ବୋଝେଇ ଟ୍ରକ ଚଳାଚଳ ଯୋଗୁ କେନ୍ଦୁଝର ସହରରେ ଟ୍ରାଫିକ ସମସ୍ୟା ଗୁରୁତର ହୋଇପଡିଛି। କଟକଣା ଅଭାବରୁ କେନ୍ଦୁଝର ସହର ଦେଇ ହଜାର ହଜାର ସଂଖ୍ୟାରେ ଲୁହାପଥର ବୋଝେଇ ଟ୍ରକ ଦିନ ରାତି…

ଘର ତାଲା ଭାଙ୍ଗି ୧୦ ଲକ୍ଷ ଟଙ୍କାର ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ

ଢେଙ୍କିକୋଟ,୬।୨(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ଢେଙ୍କିକୋଟ ପଞ୍ଚାୟତ ଲଙ୍ଗଳକଣ୍ଟିସ୍ଥିତ ଖୁର୍ସିଦ୍‌ ମହମ୍ମଦଙ୍କ ଘରୁ ବୁଧବାର ରାତିରେ ୧୦ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ସୁନାଗହଣା ଚୋରି ହୋଇଥିବା ଢେଙ୍କିକୋଟ ଫାଣ୍ଡିରେ ଅଭିଯୋଗ ହୋଇଛି। ସୂଚନାନୁଯାୟୀ, ଖୁର୍ସିଦ୍‌ ଦୀର୍ଘ ୨୦ ବର୍ଷ ଧରି ଲଙ୍ଗଳକଣ୍ଟିରେ…

ଧାନ, ବାଦାମ ସବ୍‌ସିଡି ହେରଫେର

ଘସିପୁରା,୬।୨(ଡି.ଏନ.ଏ.)-ଘସିପୁରା ବ୍ଲକ ଦେଉଗାଁ ପଞ୍ଚାୟତ ଅନ୍ତର୍ଗତ କୋଚିଆନେଣ୍ଡି ଗ୍ରାମର ଚାଷୀଙ୍କ ନାମରେ ଧାନ ଓ ବାଦାମ ଚାଷ ବାବଦକୁ ଆସିଥିବା ସବ୍‌ସିଡି ଅର୍ଥ ବାଟ ମାରଣା ହୋଇଥିବା ଅଭିଯୋଗରେ ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ରାଜ୍ୟ ସରକାର ଶ୍ରୀ…

ସାମାନ୍ୟ ବର୍ଷାରେ ଧୋଇଗଲା ୨୦ ଲକ୍ଷର ଡ୍ରେନ୍‌

ଆନନ୍ଦପୁର, ୬।୨(ସ୍ବ.ପ୍ର.)-ଆନନ୍ଦପୁର ପୌର ପରିଷଦ ୭ନଂ ଓ୍ବାର୍ଡ଼ରେ ଦେଖିବାକୁ ମିଳିଛି ସହରାଞ୍ଚଳ ବିକାଶର ନଗ୍ନ ଚିତ୍ର। ୨୦ ଲକ୍ଷ ଟଙ୍କାରେ ନିର୍ମିତ ହୋଇଥିବା ଜଳ ନିଷ୍କାସନ ନାଳ ମାତ୍ର କେଇଟା ଦିନରେ ସାମାନ୍ୟ ବର୍ଷାରେ ଧୋଇଗଲା। ଧୋଇ ଯାଇଥିବା ନାଳର ଅବସ୍ଥାକୁ…

ପୁନରୁଦ୍ଧାର ହେବ କମାରଯୋଡା ପୋଖରୀ

ଯୋଡ଼ା, ୫।୨(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ପୌରପାଳିକା ଅନ୍ତର୍ଗତ ୧୧ ନଂ ଓ୍ବାର୍ଡ କମାରଯୋଡା ବାଂଶପାଣିଠାରେ ଠାରେ ଥିବା କମାରଯୋଡା ପୋଖରୀର ପୁନରୁଦ୍ଧାର କରିବା ପାଇଁ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ରବିବାର କମାରଯୋଡାଠାରେ ଯୋଡା ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟ୍ଟଯୋଶୀଙ୍କ…

ହାର ମାନିନାହାନ୍ତି କ୍ୟାନସର ପୀଡ଼ିତା ଦମ୍ପତି

କେନ୍ଦୁଝର, ୫ା୨ (ସ୍ବ.ପ୍ର.)-କେନ୍ଦୁଝର ସହରର ପବିତ୍ରଡିହା ସାହିରେ ରହୁଛନ୍ତି ଗୋପାଲ ଶର୍ମା(୬୪) ଙ୍କ ପରିବାର ା ବେଶ ଖୁସିରେ ତିନି ଝିଅ, ଜଣେ ପୁଅ ଓ ସ୍ତ୍ରୀ ସହିତ ଚଳିଆସୁଥିଲେ। ଗୋପାଳ ସ୍ଥାନୀୟ ଗାନ୍ଧୀ ଛକ ନିକଟରେ ଏକ ଛୋଟ ମୋବାଇଲ…

ତଳଧାତିକା ଗ୍ରାମବାସୀଙ୍କ ଜିଲାପାଳଙ୍କୁ ଦାବିପତ୍ର: ସମସ୍ୟା ସମାଧାନ ନହେଲେ ଆନ୍ଦୋଳନ ଚେତାବନୀ

କେନ୍ଦୁଝର/ରାଇସୁଆଁ, ୪ା୨(ଡି.ଏନ୍‌.ଏ.)-କେନ୍ଦୁଝର ସଦର ବ୍ଲକ ଗୋପୀନାଥପୁର ପଞ୍ଚାୟତ ଧାତିକା ମୌଜାର ତଳସାହି ବାସିନ୍ଦାମାନେ ତାଙ୍କ ଗ୍ରାମକୁ ପ୍ରଶାସନିକ ଉଦାସୀନତା ପ୍ରତିବାଦରେ ସୋମବାର ଜିଲାପାଳଙ୍କୁ ଭେଟିଛନ୍ତି। ଏହି ସମସ୍ୟାଗୁଡିକର ସମାଧାନ ନହେଲେ ଆଗାମୀ ଦିନରେ ସଂପୃକ୍ତ ଜନସାଧାରଣ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରିବେ…

ପୋଲ ନିର୍ମାଣ ଗତି ମନ୍ଥର

ଝୁମ୍ପୁରା, ୪।୨(ଡି.ଏନ୍‌.ଏ.)- ଝୁମ୍ପୁରା ବ୍ଲକ ଅନ୍ତର୍ଗତ ଝୁମ୍ପୁରା-ଉଖୁଣ୍ଡା ରାସ୍ତାର ଝୁମ୍ପୁରା ବ୍ଲକ ଓ ତହସିଲ କାର୍ଯ୍ୟାଳୟର ଅନତି ଦୂରରେ ପୂର୍ତ୍ତ ବିଭାଗ ଦ୍ୱାରା ପୋଲ ନିର୍ମାଣ ପାଇଁ ବିରାଟ ଗାତ ଖୋଳାଯାଇଛି। ତେବେ ଫାଉଣ୍ଡେଶନ ଗାତ ଖୋଳାଯିବାର ୧ବର୍ଷ ଅତିକ୍ରାନ୍ତ ହୋଇଥିଲେ…

କାଶିଆ-କେନ୍ଦୁଘାଟୀ ସେତୁ ନିର୍ମାଣ ଲାଗି ଜିଲାପାଳଙ୍କୁ ଦାବିପତ୍ର

କେନ୍ଦୁଝର, ୪ା୨(ଡି.ଏନ୍‌.ଏ.)-କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଫୁଲଝର ପଞ୍ଚାୟତର କାଶିଆଠାରୁ କେନ୍ଦୁଘାଟି ପର୍ଯ୍ୟନ୍ତ ବୈତରଣୀ ନଦୀ ଉପରେ ପୋଲ ନିର୍ମାଣ ପାଇଁ ଉଚ୍ଚ ନ୍ୟାୟାଳୟଙ୍କ ଆଦେଶ କାର୍ଯ୍ୟକାରୀ କରିବାକୁ ସ୍ଥାନୀୟ ଲୋକେ ସୋମବାର ଜିଲାପାଳଙ୍କ ନିକଟରେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି।…

ଇଛାମୃତ୍ୟୁ ନିବେଦନ ସତ୍ତ୍ୱେ ମିଳୁନି ରାଜେଶଙ୍କୁ ସହାୟତା

କେନ୍ଦୁଝର, ୪ା୨ (ସ୍ବ.ପ୍ର./ଡି.ଏନ.ଏ.)-ଘଟଗାଁ ବ୍ଲକ ଉପରଡିହା ଗ୍ରାମର ରାଜେଶ କୁମାର ବେହେରା (୨୪) ଦୁସାଧ୍ୟ ଉଇଲସନ ରୋଗରେ ପିଡିତ ଅଛନ୍ତି। ମା’ବାପା ଚିକିତ୍ସା କରି ବହୁ ଖର୍ଚ୍ଚାନ୍ତ ହୋଇଥିଲେ ହେଁ ବହୁ କଷ୍ଟ ଯନ୍ତ୍ରଣାରେ ରାଜେଶ ଦିନ କାଟୁଛନ୍ତି ା ଚିକିତ୍ସା…

ଆବର୍ଜନା ପରିଚାଳନା ପ୍ରକଳ୍ପ ନିର୍ମାଣକୁ ବିରୋଧ: ଘଟଣାସ୍ଥଳରେ ଉତ୍ତେଜନା

କେନ୍ଦୁଝର,୩।୨(ସ୍ବ.ପ୍ର.) : କେନ୍ଦୁଝର ପୋରାଞ୍ଚଳ ଅଧିନସ୍ଥ କୃଷକ ବଜାର ନିକଟରେ ମଇଳା ଆବର୍ଜନା ପରିଚାଳନା ପ୍ରକଳ୍ପ ନିିର୍ମାଣ ନେଇ ବିରୋଧ ଜୋରଦାର ହୋଇଛି। ସୋମବାର ପ୍ରକଳ୍ପ ନିିର୍ମାଣ ପାଇଁ ଜାଗା ଚିହ୍ନଟ କରିବାକୁ ଆସିଥିବା ପୌରପାଳିକା ଅଧିକାରୀ ଓ କର୍ମଚାରୀଙ୍କୁ ଶତାଧିକ…

ପର୍ଯ୍ୟଟନ କେନ୍ଦ୍ରରେ ଜମା ହୋଇଛି ପଥରଗୁଣ୍ଡ

କେନ୍ଦୁଝର, ୩।୨(ସ୍ବ.ପ୍ର.)- କେନ୍ଦୁଝର ଜିଲାର ଗୁରୁତ୍ୱପୂର୍ଣ୍ଣ ଭୀମକୁଣ୍ଡ ପର୍ଯ୍ୟଟନ କେନ୍ଦ୍ରର ବିକାଶ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଛି ା ଫଳରେ ପର୍ଯ୍ୟଟକଙ୍କ ଆଗ୍ରହ ବଢୁଛି। ଏଥିପାଇଁ ଏହି କେନ୍ଦ୍ରର ରକ୍ଷଣାବେକ୍ଷଣ ପାଇଁ ପଦକ୍ଷେପ ନେବା ସହ ଏଣ୍ଟ୍ରି ଫି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?