କେନ୍ଦୁଝର

ଘସିପୁରା ଥାନା ମହିଳା ଏସ୍‌ଆଇଙ୍କୁ ଆକ୍ରମଣ

ଆନନ୍ଦପୁର,୨୫।୧(ଡି.ଏନ.ଏ): କେନ୍ଦୁଝର ଜିଲା ଘସିପୁରା ଥାନାର ଜଣେ ମହିଳା ଏସ୍‌ଆଇଙ୍କୁ ପଦନପୁର ଗ୍ରାମରେ ଆକ୍ରମଣ ହୋଇଛି। ଗୁରୁବାର ସନ୍ଧ୍ୟାରେ ପଦନପୁର ଗ୍ରାମକୁ ଏକ ପାରିବାରିକ ବିବାଦ ମାମଲାର ଅନୁସନ୍ଧାନ ପାଇଁ ଯାଇଥିବା ବେଳେ ତାଙ୍କ ଉପରେ ଏଭଳି ଆକ୍ରମଣ ହୋଇଥିଲା। ସୂଚନା…

ହନୁମତିଆ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ: ତଳମୁଣ୍ଡକୁ ପାଣି ଆସୁନି, ଚାଷୀ ହନ୍ତସନ୍ତ

ତେଲକୋଇ, ୨୫ା୧(ଡି.ଏନ.ଏ.)-ତେଲକୋଇ ବ୍ଲକ ଅନ୍ତର୍ଗତ ହନୁମତିଆ କ୍ଷୁଦ୍ର ଜଳ ସେଚନ (ଡିମିରିଆ)ପ୍ରକଳ୍ପରୁ ତଳ ମୁଣ୍ଡକୁ ଜଳ ଯୋଗାଣ ହୋଇପାରୁନାହିଁ । ଏଥିଯୋଗୁ ସୂର୍ଯ୍ୟମୁଖି, ଆକୁଳ ମକା, ଶୋରିସ ଓ ଚିନାବାଦାମ ଚାଷୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଏହା…

ପ୍ରତିଶ୍ରୁତିରେ ଅଟକିଛି ରାସ୍ତା ନିର୍ମାଣ

ଝୁମ୍ପୁରା, ୨୪।୧ (ଡି.ଏନ.ଏ.) – କେନ୍ଦୁଝର ଜିଲାର ପଳାଶପଙ୍ଗା (ସ୍ପଞ୍ଜ ଆଇରନ ଛକ) ଠାରୁ ବାମେବାରୀ ପର୍ଯ୍ୟନ୍ତ କିଡ୍‌କୋ ରାସ୍ତା ପାଲଟିଛି ମରଣଯନ୍ତା। ଦୁର୍ଘଟଣାପ୍ରବଣ ରାସ୍ତା ଭାବେ ମଧ୍ୟ କିଡ୍‌କୋ ରାସ୍ତାର ଜିଲାରେ ନାଁ ରହିଛି। ୨୦ ନଂ ଜାତୀୟ ରାଜପଥ…

ଛୁଟିଦିନରେ ଡ୍ରାଇଭିଂ ଟେଷ୍ଟ: ଅଫିସରେ ତାଲା ଦେଖି ରାସ୍ତା ଅବରୋଧ କଲେ ଲୋକେ

କେନ୍ଦୁଝର,୨୩।୧(ସ୍ବ.ପ୍ର.): ଛୁଟିଦିନରେ ଡ୍ରାଇଭିଂ ଟେଷ୍ଟ ପାଇଁ ଡକାଯାଇ ଥିବାରୁ ଗୁରୁବାର ସ୍ଥାନୀୟ ଆର୍‌ଟିଓ ଅଫିସରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ଟେଷ୍ଟ ପାଇଁ ଆସିଥିବା ଶତାଧିକ ଲୋକ ଆର୍‌ଟିଓ ଅଫିସରେ ତାଲା ପଡ଼ିଥିବା ଦେଖି ତୀବ୍ର ଅସନ୍ତୋଷ ବ୍ୟକ୍ତ କରି ଅଫିସ…

ପୂର୍ବତନ ପାଟଣା ବିଧାୟକ ଗୌରହରୀଙ୍କ ଦେହାନ୍ତ

ପାଟଣା,୨୩/୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଗୌରହରୀ ନାଏକଙ୍କ ପରଲୋକ ଘଟିଛି। ବୁଧବାର ରାତିରେ ସାହାରପଡା ବ୍ଲକ ହଲଦୀବଟା ଗାଁରେ ଥିବା ବାସଭବନରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୨ ବର୍ଷ ହୋଇଥିଲା। ସେ…

ଭିନ୍ନକ୍ଷମ ଦୁବରାଜ ପାଖରେ ପହଞ୍ଚିଲା ପ୍ରଶାସନ

ଚମ୍ପୁଆ, ୨୩ା୧(ଡି.ଏନ.ଏ)-ଚମ୍ପୁଆ ଏନଏସି ଅନ୍ତର୍ଗତ ୧୩ନଂ ୱାର୍ଡର ଚନ୍ଦ୍ରଶେଖରପୁର ନୁଆଗାଁଠାରେ ଦୀର୍ଘ ଦିନ ହେବ ଫାଇଲେରିଆ ରୋଗରେ ପିଡିତ ହୋଇ ଭିନ୍ନକ୍ଷମ ହୋଇଥିବା ଦୁବରାଜ ମୁଣ୍ଡାଙ୍କ ପାଖରେ ବୁଧବାର ଚମ୍ପୁଆ ଉପଜିଲାପାଳ ପ୍ରତାପ ପ୍ରିତିମୟ ପହଞ୍ଚିଥିବା ଜଣାଯାଇଛି। ଦୀର୍ଘ ଦିନରୁ ଏହି…

ହାତୀ ଉପଦ୍ରବରୁ ବଢୁଛି କ୍ଷୟକ୍ଷତି

ଚମ୍ପୁଆ,୨୩ା୧(ଡି.ଏନ.ଏ)- ଚମ୍ପୁଆ ରେଞ୍ଜ ଅଧୀନରେ ରହିଥିବା ବାଲିବନ୍ଧ, ବାମେବାରି, ଚମ୍ପୁଆ, ଉଖୁଣ୍ଡା ଓ ଯୋଡା ଅଞ୍ଚଳରେ ବର୍ଷ ସାରା ହାତୀ ଉପଦ୍ରବ ଲାଗି ରହିଥିବା ବେଳେ ବନ ବିଭାଗ କେବଳ ସରକାରୀ ସହାୟତା ପ୍ରଦାନ କରି ନିଜ କର୍ତ୍ତବ୍ୟ ସମ୍ପାଦନ କରୁଥିବା…

ସୋସୋ ପଞ୍ଚାୟତ ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ

ହାଟଡିହୀ,୨୨।୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ପଞ୍ଚାୟତ ସରପଞ୍ଚ କାଞ୍ଚନ ନାୟକଙ୍କ ବିରୋଧରେ ୱାର୍ଡ ସଭ୍ୟାସଭ୍ୟମାନେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି । ବୁଧବାର ୧୪ଟି ୱାର୍ଡ ମଧ୍ୟରୁ ୧୧ ସଭ୍ୟାସଭ୍ୟ ଏହି ଅନାସ୍ଥା ପ୍ରସ୍ତାବ ଆନନ୍ଦପୁର ଉପଜିଲାପାଳଙ୍କୁ ପ୍ରଦାନ କରିଛନ୍ତି…

ଦାବି ପୂରଣ ନେଇ ଗୋଆଲଡ଼ିହି ଗ୍ରାମବାସୀଙ୍କ ରାସ୍ତା ଅବରୋଧ

ରାଇସୁଆଁ,୨୨।୧(ଡି.ଏନ୍‌.ଏ.): ବିଭିନ୍ନ ସମସ୍ୟା ନେଇ କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଗୋଆଲଡ଼ିହି ରେଲ୍‌ୱେ ସାଇଡିଂ ରାସ୍ତାକୁ ଶତାଧିକ ମହିଳା ପୁରୁଷ ବୁଧବାର ଅବରୋଧ କରିଛନ୍ତି। ରେଲ୍‌ୱେ ସାଇଡିଂ ନିର୍ମାଣ ଲାଗି ଭୂମି ଯୋଗାଇଥିବା ଗ୍ରାମବାସୀଙ୍କ ନିଯୁକ୍ତି, ବିଜୁଳି, ପାନୀୟ ଜଳ…

କେନ୍ଦୁଘାଟି ଗାଁକୁ ହୁଲି ଡଙ୍ଗା ଭରସା: ପୋଲ ନିର୍ମାଣ ଦାବିରେ ଗ୍ରାମବାସୀ ଜିଲାପାଳଙ୍କୁ ଭେଟିଲେ

ଝୁମ୍ପୁରା, ୨୨।୧ (ଡି.ଏନ.ଏ.)-କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଫୁଲଝର ପଞ୍ଚାୟତ ଅନ୍ତର୍ଗତ କେନ୍ଦୁଘାଟି ଗ୍ରାମବାସୀ ବୈତରଣୀ ନଦୀରେ ପୋଲ ନିର୍ମାଣ ଦାବି କରି ପୁଣି ଥରେ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସୋମବାର ବାଂଶପାଳ ବ୍ଲକରେ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ପୋଲ ନିର୍ମାଣ…

ନାଗରିକତା ସଂଶୋଧନ ଅଧିନିୟମ ଜନଜାଗରଣ ଯାତ୍ରା

କେନ୍ଦୁଝର,୨୧।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଭାଜପା ପକ୍ଷରୁ ନାଗରିକତା ସଂଶୋଧନ ଅଧିନିୟମ(ସିଏଏ) ଜନଜାଗରଣ ଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ପୂର୍ବତନ ଏମପି ରୁଦ୍ର ନାରାୟଣ ପାଣି ଯୋଗଦେଇ ଏହି ଐତିହାସିକ ବିଲକୁ ସମର୍ଥନ କରିବାକୁ ନିବେଦନ କରିଥିଲେ। ବିରୋଧୀମାନେ ଅଯଥାରେ ଏହାକୁ…

ଘର ଭିତରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ପାଟଣା,୨୦।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଗାଲଫୁଲା ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ସୋମବାର ତାଙ୍କ ଘରୁ ଉଦ୍ଧାର କରାଯାଇଛି। ମୃତକ ହେଲେ ରାଧାକାନ୍ତ ନାଏକଙ୍କ ପୁଅ ସାଗର ନାଏକ(୨୦)। ସାଗର ପ୍ରେମରେ ବିଫଳ ହୋଇ ତାଙ୍କ ମା’ଙ୍କ ଶାଢ଼ିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?