ବନବିଭାଗର ମିଳିତ ଚଢ଼ାଉ: ୪୦ ହଜାର ଟଙ୍କାର ଶାଳ କାଠ ଜବତ, ୨ ଗିରଫ
କେନ୍ଦୁଝର, ୧୪।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବନ୍ୟ ପ୍ରାଣୀ ବନଖଣ୍ଡ ଅଧୀନ ଦେଓଗାଁ ରେଞ୍ଜ ଭଗାମୁଣ୍ଡା ସେକ୍ସନ ହାତୀକୁଚା ଗ୍ରାମରେ ବନବିଭାଗ ପକ୍ଷରୁ ମିଳିତ ଚଢାଉ କରାଯାଇଛି। ୨ଜଣ କାଠ ମାଫିଆଙ୍କୁ ଗିରଫ କରାଯାଇଥିବା ବେଳେ ସେମାନଙ୍କ ନିକଟରୁ ୪୦ ହଜାର…
ହେଲମେଟ୍ ନାହିଁ ତ ଚା’ ନାହିଁ
କେନ୍ଦୁଝର, ୧୪ା୯(ଡି.ଏନ.ଏ.)- କେନ୍ଦୁଝର ସଦର ବ୍ଲକ ପଳାଶପଙ୍ଗା ନିକଟସ୍ଥ ସ୍ପଞ୍ଜ ଛକଠାରେ ଥିବା ଏକ ଚା’ ଦୋକାନ ଆଗରେ ଝୁଲୁଛି ଏକ ବ୍ୟାନର। କୌଣସି ବାଇକ ଆରୋହୀ ହେଲ୍ମେଟ ପିନ୍ଧି ନ ଥିଲେ ତାଙ୍କୁ ଚା’ ଦିଆଯିବ ନାହିଁ ବୋଲି ଏଥିରେ…
୨୨ ମାସ ପରେ ଘରକୁ ଫେରିଲେ ପାଚିକା ଗୌରୀ
କେନ୍ଦୁଝର,୧୪।୯ (ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝରର ଏକ ନିପଟ ଗାଁର ଜଣେ ମହିଳା ଦିଲ୍ଲୀ ଯାଇ ସେଠାରୁ ବାଟବଣା ହୋଇ ନିଖୋଜ ହୋଇଯିବାର ଦୀର୍ଘ ୨୨ ମାସ ପରେ ଘରକୁ ଫେରିଛନ୍ତି। ସେ ନିଜ ଗାଁ ସ୍କୁଲରେ ଜଣେ ପାଚିକା ଭାବେ କାର୍ଯ୍ୟ କରୁଥିଲେ। ପାଚିକା…
କେନ୍ଦ୍ରୀୟ ବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ଜଣେ ଗିରଫ, ଅଭିଭାବକ ମହଲରେ ଅସନ୍ତୋଷ
ଆନନ୍ଦପୁର,୧୩। ୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁରରେ ନୂତନକରି ଆରମ୍ଭ ହୋଇଥିବା କେନ୍ଦ୍ରୀୟ ବିଦ୍ୟାଳୟକୁ ନେଇ ଅସନ୍ତୋଷ ଲାଗିରହିଛି। ଛାତ୍ରୀଛାତ୍ରଙ୍କ ଆବେଦନ ଫର୍ମ ଚୟନ ଏବଂ ସିଲେକ୍ସନ୍କୁ ନେଇ ଅନିୟମିତତା ହୋଇଥିବା ଘଟଣା ଚର୍ଚ୍ଚାର ପରିସରକୁ ଆସିଥିଲା। ତେବେ ନାମଲେଖାରେ କୌଣସି ଅନିୟମିତତା…
ଅସମ୍ପୂର୍ଣ୍ଣ ଜାତୀୟ ରାଜପଥକୁ ସମ୍ପୂର୍ଣ୍ଣ କରିବା ଦାବି: ଭାଜପା ପକ୍ଷରୁ ଘଣ୍ଟିକିଆ ରାସ୍ତାରୋକୋ
ଆନନ୍ଦପୁର,୧୩।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ସୁଡୁସୁଡିଆ ବାଇପାସ୍ ଛକଠାରେ ଶୁକ୍ରବାର ଭାଜପା ପକ୍ଷରୁ ଘଣ୍ଟିକିଆ ରାସ୍ତାରୋକୋ ହୋଇଛି। ୨୦ ନଂ.ଜାତୀୟ ରାଜପଥ ଶାଳପଡାଠାରୁ ଖପରାଖାଇ ପର୍ଯ୍ୟନ୍ତ ସର୍ଭିସ୍ ରୋଡର ଶୋଚନୀୟ ଅବସ୍ଥା, ଅସମ୍ପୂର୍ଣ୍ଣ ଜାତୀୟ ରାଜପଥକୁ ତୁରନ୍ତ ସମ୍ପୂର୍ଣ୍ଣ କରିବା ଦାବିରେ…
ସରପଞ୍ଚଙ୍କ ମନମୁଖୀ କାର୍ଯ୍ୟକୁ ବିରୋଧ: ବହିଷ୍କାର ଦାବିରେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ
କେନ୍ଦୁଝର, ୧୩।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ବ୍ଲକ ଜନାର୍ଦ୍ଦନପୁର ପଞ୍ଚାୟତ ସରପଞ୍ଚଙ୍କ ମନମୁଖୀ କାର୍ଯ୍ୟ ବିରୋଧରେ ୱାର୍ଡମେମ୍ବରମାନେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣି ଉଚିତ୍ ପଦକ୍ଷେପ ନେବାକୁ ଶୁକ୍ରବାର ଉପଜିଲାପାଳଙ୍କୁ ସେମାନେ ସାକ୍ଷାତକରି ଦାବିପତ୍ର ପ୍ରଦାନ…
ହାଟଡ଼ିହୀ ବ୍ଲକରେ ପ୍ରଥମ ଡେଙ୍ଗୁ ରୋଗୀ ଚିହ୍ନଟ
ହାଟଡ଼ିହୀ,୧୩।୯(ଡି.ଏନ୍.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଶାଳଣିଆ ପଞ୍ଚାୟତ ଏଲକଣିଆ ଗ୍ରାମରେ ପ୍ରଥମ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛି। ସେ ହେଲେ ମୋହନ ବେହେରାଙ୍କ ପୁଅ ବାମଦେବ(୧୯)। ବାମଦେବ ବାହାର ରାଜ୍ୟରେ ରହି କାର୍ଯ୍ୟ କରନ୍ତି। ଦେହ ଅସୁସ୍ଥ ହେବାରୁ ଅଳ୍ପଦିନ…
କ୍ଷତିଗ୍ରସ୍ତ ଆଦିବାସୀ ମହିଳାଙ୍କୁ ନ୍ୟାୟ ପାଇଁ ଅଣ୍ଟା ଭିଡ଼ିଲେ ପଦ୍ମଶ୍ରୀ ଦୈତାରୀ ନାଏକ
କେନ୍ଦୁଝର,୧୩।୯(ସ୍ବ.ପ୍ର.) : ରାଜ୍ୟରେ ବିଭିନ୍ନ ଚିଟ୍ଫଣ୍ଡ କମ୍ପାନୀ ଲୋକଙ୍କୁ ଠକିବା ପରେ ଏମାନଙ୍କ ପ୍ରତି କଡ଼ା ଆଭିମୁଖ୍ୟ ଗ୍ରହଣ କରିଥିଲେ ରାଜ୍ୟ ସରକାର। ହେଲେ ଏମାନେ ଆହୁରି ଚାଲାକ ହୋଇ ସିଧାସଳଖ ପଇସା ନ ନେଇ ବିଭିନ୍ନ ଯୋଜନା ଆଳରେ ପଇସା…
ଶାଳପତ୍ର ଚଉତିରେ ପରଷା ହେବ ଟିଫିନ
କେନ୍ଦୁଝର, ୧୩ା୯(ସ୍ବ.ପ୍ର.)-ପ୍ଲାଷ୍ଟିକ ବ୍ୟବହାର ଉପରେ କଟକଣା ଲାଗୁହେବା ପରେ ଜିଲା ପ୍ରଶାସନ ଏଣିକି ସମସ୍ତ ସରକାରୀ ବୈଠକରେ ପ୍ଲାଷ୍ଟିକ, ସିନ୍ଥେଟିକ ବା ଫାଇବର ସାମଗ୍ରୀ ବଦଳରେ ଶାଳପତ୍ରରେ ତିଆରି ପାତ୍ର (ଚଉତି) ଓ ଅନ୍ୟ ପ୍ରକୃତି ଉପଯୋଗୀ ପାତ୍ର ବ୍ୟବହାର କରିବା…
ବୃଦ୍ଧ ଦମ୍ପତି ହତ୍ୟା ଘଟଣାର ପର୍ଦ୍ଦାଫାଶ: ଝିଅର ପରକୀୟା ପ୍ରୀତି ମା’ବାପାଙ୍କ ଜୀବନ ନେଲା
ପାଟଣା,୧୩।୯(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ପଲାଣିଘାଟି ପଞ୍ଚାୟତ ଗୁଧିରାମ ପଡା ଗ୍ରାମରେ ଗତ ଶନିବାର ବିଳମ୍ବିତ ରାତିରେ ବୃଦ୍ଧ ଦମ୍ପତି ରାମାଇ ମୁଣ୍ଡା ଓ ତାଙ୍କ ସ୍ତ୍ରୀ ଚମ୍ପା ମୁଣ୍ଡାଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିଲା ା ଏହି ଘଟଣାର ମୁଖ୍ୟ…
ଏସେଲ ଖଣିରେ ସ୍ଥାନୀୟଙ୍କୁ ଉପେକ୍ଷା: ପରିବହନ ବନ୍ଦ କଲେ ଅଞ୍ଚଳବାସୀ
ଯୋଡ଼ା, ୧୩।୯ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ଖଣିମଣ୍ଡଳ ଅନ୍ତର୍ଗତ ଜୁରୁଡିସ୍ଥିତ ଏସେଲ ଖଣିରେ ଖଣିଜ ପରିବହନକୁ ନେଇ କମ୍ପାନୀର ପରିବହନ କାର୍ଯ୍ୟକୁ ସ୍ଥାନୀୟ ଅଞ୍ଚଳବାସୀ ବନ୍ଦ କରିଦେଇଥିବା ଜଣାପଡିଛି। ବୁଧବାର ରାତିରେ ଏସେଲ ଖଣିରୁ ବସନ୍ତପୁରସ୍ଥିତ ପ୍ରୋ ମିନେରାଲ ଶିଳ୍ପକୁ ଖଣିଜ…
ସ୍କୁଲ ବ୍ୟାଗ୍ ଓଜନ ଯାଞ୍ଚ ପାଇଁ ସ୍କ୍ବାଡ ଗଠନ ହେଲା
କେନ୍ଦୁଝର, ୧୩ା୯(ସ୍ବ.ପ୍ର.)-ଛୋଟ ପିଲାଙ୍କ ବସ୍ତାନୀ ବୋଝ ହାଲୁକା କରିବା ପାଇଁ ହାଇକୋର୍ଟ ଜାରି କରିଥିବା ନିର୍ଦ୍ଦେଶାବଳୀକୁ କଡାକଡି ଲାଗୁ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପଦକ୍ଷେପ ଆରମ୍ଭ ହୋଇଛି। କେନ୍ଦୁଝର ଜିଲାରେ ସରକାରୀ ଏବଂ ବେସରକାରୀ ସ୍କୁଲରେ…
Archives


