ପ୍ରୟାଗରାଜକୁ ଗଲା ଖାଲି ବସ, ଆଶାୟୀ ଅସନ୍ତୋଷ
କେନ୍ଦୁଝର,୨୧।୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରୁ ପ୍ରୟାଗରାଜକୁ ସତନ୍ତ୍ର ବସ ଚଳାଚଳ କରୁଛି। ପ୍ରୟାଗ ରାଜ ସାଙ୍ଗକୁ ଅଯୋଧ୍ୟା ଦର୍ଶନ ପାଇଁ ପ୍ୟାକେଜ ଟୁର୍ରେ ଯାତ୍ରୀମାନେ ଯାଉଛନ୍ତି। ପୂର୍ବରୁ ଯାଇଥିବା ବସ ଗୁଡ଼ିକରେ ଯାତ୍ରୀଙ୍କ ଭିଡ ଦେଖିବାକୁ ମିଳିଥିଲା। ଅନେକ...
ଭିତରେ ଥିଲେ ଶିଶୁ: ଅଙ୍ଗନୱାଡ଼ି କେନ୍ଦ୍ରରୁ ଖସିଲା ସିମେଣ୍ଟ ଖଣ୍ଡ
କେନ୍ଦୁଝର,୨୧ା୨(ଦୀପକ ମିଶ୍ର): କେନ୍ଦୁଝର ସଦର ବ୍ଲକ୍ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ ନରସିଂହପୁର ଅଙ୍ଗନୱାଡ଼ି ତାଜାରୁ ଶୁକ୍ରବାର ସିମେଣ୍ଟ ଖଣ୍ଡ ଖସିଛି। ସୌଭାଗ୍ୟ ବସତଃ ସେତେବେଳେ ଶିଶୁମାନେ ଅଙ୍ଗନୱାଡ଼ି ଆସିଥିଲେ ବି ମମତା ଗୃହରେ ଥିବାରୁ ଅଳ୍ପକେ ବିପଦ ମୁହଁରୁ ବର୍ତ୍ତି...
ବିଦ୍ୟୁତ୍ ଟାୱାରରେ ଚଢ଼ିଗଲେ ଯୁବକ, ଆଉ ତା’ପରେ…
କେନ୍ଦୁଝର,୨୧।୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅଧୀନ ପର୍ଜନପୁର ପଞ୍ଚାୟତ କଲଣ୍ଡା ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଯୁବକ ଜଣକ ଏକ ଉଚ୍ଚ ଶକ୍ତି ସମ୍ପନ୍ନ ବିଦ୍ୟୁତ୍ ଟାୱାରରେ ଚଢିଯିବା ଘଟଣା ଅଞ୍ଚଳରେ ଚର୍ଚ୍ଚାର...
‘ମାତୃଭାଷା ହିଁ ମନୁଷ୍ୟର ପ୍ରାଣ’
କେନ୍ଦୁଝର,୨୧।୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଶୁକ୍ରବାର ଅନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ସଭାରେ ମୁଖ୍ୟବକ୍ତା ଭାବେ ଡ. ବିମ୍ବାଧର ବେହେରା ଯୋଗଦେଇ ମାତୃଭାଷା ହିଁ ମନୁଷ୍ୟର ପ୍ରାଣ ବୋଲି...
ପ୍ରଥମ ଦିନରେ ସରିଲା ମାତୃଭାଷା ପରୀକ୍ଷା: ପାଟଣା ବ୍ଲକର ୧୨ ପରୀକ୍ଷା କେନ୍ଦ୍ରରେ ୫୭ ଅନୁପସ୍ଥିତ
ପାଟଣା,୨୦।୨(ବୀରକିଶୋର ଦାସ): ଶୁକ୍ରବାର ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା। କେନ୍ଦୁଝର ଜିଲା ପାଟଣା ବ୍ଲକର ୧୨ଟି ପରୀକ୍ଷା କେନ୍ଦ୍ରରେ ଶାନ୍ତି ଶୃଙ୍ଖଳାର ସହ ପ୍ରଥମ ଦିନ ମାତୃଭାଷା ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟାଳୟ ସ୍ଥିତ ଜିଏନ୍ ହାଇସ୍କୁଲ ସ୍ବାମ ପାଟଣା...
ଘଡ଼ଘଡ଼ି ସହ କୁଆପଥର ବର୍ଷା, ନଷ୍ଟ ହେଲା ଶହଶହ ହେକ୍ଟର ପରିବା ଚାଷ
କେନ୍ଦୁଝର,୨୧।୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ଘଡ଼ଘଡ଼ି ବର୍ଷା ହେବା ସହ କୁଆପଥର ବର୍ଷା ହୋଇଛି। ଫଳରେ କିଛି ଦିନ ହେଲା ଗରମ ହୋଇ ପଡ଼ିଥିବା ପରିବେଶ ଥଣ୍ଡା ଅନୁଭୂତ ହୋଇଛି। ଭାରତୀୟ ପାଣିପାଗ ବିଭାଗ...
ଅଦିନିଆ କାଳବୈଶାଖୀରେ ଉଜୁଡିଲା ହଜାର ହଜାର ଚାଷୀଙ୍କ ଫସଲ, ସ୍ଥିତି ଅନୁଧ୍ୟାନ କରି ଭାଜପା କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି କହିଲେ…
କେନ୍ଦୁଝର(ନରେଶ ଚନ୍ଦ୍ର ପଟ୍ଟନାୟକ),୨୦।୨: କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମରେ ଅଦିନିଆ କାଳବୈଶାଖୀରେ ଉଜୁଡିଗଲା ଚାଷ ଜମି। ସ୍ଥିତି ଅନୁଧ୍ୟାନ କରିଛନ୍ତି ଭାଜପା କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି। ଗୁରୁବାର କେନ୍ଦୁଝର ସଦର ବ୍ଲକ ଅର୍ନ୍ତଗତ ବାଉରିପଦା ପଞ୍ଚାୟତ,...
ମାନବାଧିକାର ଉଲ୍ଲଂଘନ ପ୍ରସଙ୍ଗରେ ତଦନ୍ତ ନିର୍ଦ୍ଦେଶ ଦେଲେ ଏନ୍ଏଚ୍ଆର୍ସି
କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଏକ ମାନବାଧିକାର ଉଲ୍ଲଂଘନ ନେଇ ଏକ ପିଟିଶନ ପାଇବା ପରେ ଜାତୀୟ ମାନବାଧିକାର ଆୟୋଗ (ଏନ୍ଏଚ୍ଆର୍ସି) ସୋମବାର ମୁଖ୍ୟ ଶାସନ ସଚିବଙ୍କୁ ଘଟଣାର ତଦନ୍ତ କରି ୧୫ଦିନ ମଧ୍ୟରେ ଶୀଘ୍ର ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି।...
୨୧ରେ କେନ୍ଦୁଝର ଆସିବେ ମୁଖ୍ୟମନ୍ତ୍ରୀ, ସୂଚନା ଦେଇ କହିଲେ…
କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟର କେନ୍ଦୁଝର ପୁରୁଣା ବଜାରରେ ନବର୍ନିମିତ ଆଶ୍ରମକୁ ଶନିବାର ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବୁଧବାର ଏକ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଲ କେନ୍ଦୁଝର କେନ୍ଦ୍ରର ସଞ୍ଚାଳିକା...
ହଠାତ୍ ଘର ଭିତରକୁ ପଶିଆସିଲା ହରିଣ, ପରେ ଯାହା ହେଲା…
ପାଟଣା,୧୯।୨(ବୀର କିଶୋର ଦାଶ ):କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡ ବିଟ ଡୁମୁରିଆ ଗାଁ ଭିତରକୁ ଖାଦ୍ୟ ଅନେୱଷଣରେ ଆସିଥିବା ଏକ ମାଈ ହରିଣକୁ ବୁଧବାର ବନ ବିଭାଗ ଉଦ୍ଧାର କରିଛି। ପରେ ହରିଣଟିକୁ ଅଟେଇ ସଂରକ୍ଷିତ ଜଙ୍ଗଲରେ ଛାଡଦିଆଯାଇଛି।...
Vigilance Raid: ଫସିଲେ ଡେପୁଟି କଲେକ୍ଟର, ଲାଞ୍ଚ ନେବାବେଳେ ମାଡ଼ିବସିଲା ଭିଜିଲାନ୍ସ
କେନ୍ଦୁଝର( ନରେଶ ଚନ୍ଦ୍ର ପଟ୍ଟନାୟକ) ୧୯।୨: ଭିଜିଲାନ୍ସ ଜାଲରେ ପଡିଲେ ଭୂ-ଅର୍ଜନ ଉପବିଭାଗର ଡେପୁଟି କଲେକ୍ଟର ଶରତ ଗିରି। ୫୦ ହଜାର ଲାଞ୍ଚ ନେବାବେଳେ ଭିଜିଲାନ୍ସ ଆଗରେ ଧରାପଡିଯାଇଛନ୍ତି। ଜମିଜମା ମାମଲାରେ ଡେପୁଟି କଲେକ୍ଟର ଟଙ୍କା ନେଉଥିଲେ ବୋଲି ଜଣାପଡିଛି।...
ଅବକାରୀ ଚଢଉ ୩ ଗିରଫ: ୩୦ଲିଟର ମଦ ଜବତ
ପାଟଣା,୧୮।୨(ବୀରକିଶୋର ଦାଶ ): କେନ୍ଦୁଝର ଜିଲା ପାଟଣା ଅବକାରୀ ଥାନା ପକ୍ଷରୁ କଣ୍ଟିଆପଡ଼ା ପଞ୍ଚାୟତ ଭଗପଶି ଓ ବଲାଣିପଶି ଗ୍ରାମ ଅଞ୍ଚଳରେ ମଙ୍ଗଳବାର ପାଟଣା ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରି ମୋଟ ୩୦ଲିଟର ବେଆଇନ ମହୁଲି ମଦକୁ ଜବତ...
Archives


