ସୋସିଆଲ ମିଡିଆରେ ଫଟୋ ଭାଇରାଲ ପରେ ବାବୁଲାଙ୍କୁ ଚିହ୍ନିଲେ ପରିବାର ଲୋକେ
କେନ୍ଦୁଝର,୧୨।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଗୋପୀନାଥପୁର ପଞ୍ଚାୟତ ସିଲିସୁଆଁ ଗ୍ରାମରୁ କିଛିମାସ ତଳେ ନିଖୋଜ ହୋଇଯାଇଥିବା ବାବୁଲା ମୁଣ୍ତା ବିଶାଖାପାଟଣାରେ ଥିବା ଜଣାପଡ଼ିଛି। ସୋସିଆଲ ମିଡିଆରେ ତାଙ୍କର ଫଟୋ ଭାଇରାଲ ହେବା ପରେ ପରିବାର ଲୋକେ ଚିହ୍ନିପାରି ଯୋଗାଯୋଗ…
କେନ୍ଦ୍ରୀୟ ବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ମରଣାନ୍ତକ ଆକ୍ରମଣ : ଜଣେ ଅଟକ
ଆନନ୍ଦପୁର,୧୨।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର କେନ୍ଦ୍ରୀୟ ବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଜଣେ ଅଟକ ଥିବା ଜଣାପଡ଼ିଛି। ଗୁରୁବାର ଅପରାହ୍ନରେ ଆନନ୍ଦପୁର କେନ୍ଦ୍ରୀୟ ବିଦ୍ୟାଳୟ ଅଧ୍ୟକ୍ଷ ସୁଶାନ୍ତ କୁମାର ସେଠୀ ବିଦ୍ୟାଳୟ ପରିସରରେ ଥିବା…
ଗୁଧିରାମପଡ଼ାରେ ବୃଦ୍ଧ ଦମ୍ପତିଙ୍କୁ ହତ୍ୟା ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ
ପାଟଣା, ୧୨।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ପଲାଣିଘାଟି ପଞ୍ଚାୟତ ଗୁଧିରାମପଡ଼ା ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଜଣେ ବୃଦ୍ଧ ଦମ୍ପତିଙ୍କୁ ହତ୍ୟା କରାଯାଇଥିଲା। ୫ ଦିନ ପରେ ଗୁରୁବାର ଘଟଗାଁ ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି।…
ଟ୍ରେନ୍ ଲାଇନ୍ ନିକଟରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
କେନ୍ଦୁଝର/ରାଇସୁଆଁ,୧୨।୯(ସ୍ବ.ପ୍ର./ଡି.ଏନ୍.ଏ.): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ହରିଡ଼ାଗୋଠ ନିକଟ ଟ୍ରେନ୍ ଲାଇନ୍ ନିକଟରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଗୁରୁବାର ଉଦ୍ଧାର କରାଯାଇଛି। ମୃତଦେହଟି ମୁହଁମାଡ଼ି ପଡ଼ିଥିଲା। ଏଥିସହ ତାଙ୍କର ଗୋଟିଏ ପାଦ କଟି ପଡ଼ିଥିବା ବେଳେ ମୁଣ୍ଡରେ କ୍ଷତଚିହ୍ନ ଥିବା…
ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟର ସଫେଇ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ
ଆନନ୍ଦପୁର,୧୨।୯(ସ୍ବ.ପ୍ର.) : କେନ୍ଦୁଝର ଜିଲା ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟଠାରେ ନିୟୋଜିତ ଠିକାସଂସ୍ଥାର ସଫେଇ କର୍ମଚାରୀମାନେ ଗୁରୁବାର ପୂର୍ବାହ୍ନରେ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି। ଠିକ୍ ସମୟରେ ଦରମା କିମ୍ବା ଅଗ୍ରୀମ ଟଙ୍କା ନ ମିଳିବାରୁ କର୍ମଚାରୀମାନେ ଏହି ଆନ୍ଦୋଳନ କରିଛନ୍ତି। ଦୀର୍ଘ ଦେଢ଼ମାସ…
ମରଣଯନ୍ତା ପାଲଟିଛି କିଡ୍କୋ ରାସ୍ତା
ଝୁମ୍ପୁରା, ୧୨।୯(ଡି.ଏନ.ଏ.)-ପଳାଶପଙ୍ଗାଠାରେ ୨୦ନଂ ଜାତୀୟ ରାଜପଥକୁ ଗୋଟିଏ ପାର୍ଶ୍ୱରେ କିଡ୍କୋ ରାସ୍ତା ସଂଯୋଗ କରୁଥିବାବେଳେ ଅନ୍ୟପାର୍ଶ୍ୱରେ ବାମେବାରୀ ରାଜ୍ୟ ରାଜପଥକୁ ସଂଯୋଗ କରୁଛି। ଯୋଡା ଖଣି ମଣ୍ଡଳରୁ ଟ୍ରକ ଯୋଗେ ଖଣିଜ ପରିବହନ ହେଉଥିବା ଏହି କିଡ୍କୋ ରାସ୍ତା ଖଣିଜ ପରିବହନ…
ବଡବିଲରେ ହେବ ବିଶାଳ ଘଣ୍ଟାସ୍ତମ୍ଭର ସ୍ଥାପନ
ବଡବିଲ, ୧୧।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ସହର ମଧ୍ୟଭାଗରେ ଥିବା ପୂର୍ତ୍ତ ଓ ଗୃହ ବିଭାଗ ଡାକବଙ୍ଗଳା ପରିସରରେ ସୁଦୂର ଦୃଶ୍ୟମାନ ନିମନ୍ତେ ଏକ ଘଣ୍ଟାସ୍ତମ୍ଭର ନିର୍ମାଣ ନିମନ୍ତେ ବୁଧବାର ଚମ୍ପୁଆ ଉପଜିଲାପାଳ ପାରୁଲ ପଟାୱାରୀ ଶିଳାନ୍ୟାସ କରିଛନ୍ତି। ଉପଜିଲାପାଳ ପଟାୱାରୀ…
ରାସ୍ତାରେ ଶୋଚନୀୟ ସ୍ଥିତି: ଉପଜିଲାପାଳଙ୍କ ଅଫିସ ଘେରିଲେ ମହିଳା
ଆନନ୍ଦପୁର,୧୧।୯(ସ୍ବ.ପ୍ର.)- କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦ ୧୩ ନଂ ଓ୍ବାର୍ଡ଼ ଜଅଁରା ମଧ୍ୟ ଦେଇ ଯାଇଥିବା ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡିଥିବାରୁ ଜଅଁରାବାସୀ ବୁଧବାର ଉପଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରି ଦାବିପତ୍ର ପ୍ରଦାନ କରିଛନ୍ତି। ଆଗାମି ୧୫ ଦିନ ମଧ୍ୟରେ ସମ୍ପୃକ୍ତ…
ଅଟୋ-ବାଇକ୍ ମୁହାଁମୁହିଁ: ୪ ଗୁରୁତର
ଆନନ୍ଦପୁର,୧୧। ୯(ସ୍ବ.ପ୍ର.)- ଆନନ୍ଦପୁର ୧୩ ନଂ ଓ୍ବାର୍ଡ଼ ସୁଡୁସୁଡିଆ ରାସ୍ତାରେ ବାଇକ୍ ଓ ଅଟୋ ମୁହାଁମୁହିଁ ହେବା ଫଳରେ ୪ ଜଣ ଗୁରୁତର ହେବା ସହିତ ଦୁଇ ଜଣ ଆହତ ହୋଇ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଆଟୋଟି ଆନନ୍ଦପୁରରୁ…
ବ୍ରାହ୍ମଣୀପାଳରେ କୁକୁର ଆତଙ୍କ; ଗର୍ଭବତୀଙ୍କ ପେଟକୁ କାମୁଡ଼ିଲା
କେନ୍ଦୁଝର,୧୧।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀପାଳ ଗ୍ରାମାଞ୍ଚଳରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ଫଳରେ ଲୋକେ ଭୟଭୀତ ହୋଇପଡିଛନ୍ତି। ଗତ ଦୁଇଦିନ ମଧ୍ୟରେ ପ୍ରାୟ ୨୦ ଲୋକଙ୍କୁ କୁକୁର କାମୁଡିଥିବା ଜଣାପଡ଼ିଛି। ସେଥିମଧ୍ୟରୁ ଜଣେ ଶିଶୁ ଗୁରୁତର ହୋଇ…
୭୫ ଲକ୍ଷ ବ୍ୟୟରେ ବଡବିଲରେ ନିର୍ମାଣ ହେବ ବିଶାଳ ଘଣ୍ଟାସ୍ତମ୍ଭ
ବଡବିଲ,୧୧।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ସହର ମଧ୍ୟଭାଗରେ ଥିବା ପୂର୍ତ୍ତ ଓ ଗୃହ ବିଭାଗ ଡାକବଙ୍ଗଳା ପରିସରରେ ସୁଦୂର ଦୃଶ୍ୟମାନ ଲାଗି ଏକ ଘଣ୍ଟାସ୍ତମ୍ଭର ନିର୍ମାଣ ନିମନ୍ତେ ବୁଧବାର ଚମ୍ପୁଆ ଉପଜିଲାପାଳ ପାରୁଲ ପଟାୱାରୀ ଶିଳାନ୍ୟାସ କରିଛନ୍ତି। ଉପଜିଲାପାଳ ପଟାୱାରୀ ପ୍ରଥମେ…
ଟ୍ରକ୍ ଧକ୍କାରେ ବାଇକ୍ଆରୋହୀ ମୃତ, ଘଟଣାସ୍ଥଳରେ ଉତ୍ତେଜନା
ଆନନ୍ଦପୁର, ୧୧।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ୨୦ ନମ୍ବର ଜାତୀୟ ରାଜପଥର ସାଳପଡ଼ାଠାରେ ଏକ ୧୦ ଚକିଆ ଟ୍ରକ୍ ଧକ୍କାରେ ବୁଧବାର ସକାଳେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପାଟଣା ନିକଟ ପାଟୁଳି ଗ୍ରାମର ସଦାନନ୍ଦ ମହାନ୍ତ(୫୩)।…
Archives


