କେନ୍ଦୁଝର

ମରଣଯନ୍ତା ପାଲଟିଛି ସର୍ଭିସ ରୋଡ

ଆନନ୍ଦପୁର,୧୧। ୯(ସ୍ବ.ପ୍ର.)- ଆନନ୍ଦପୁର ଦେଇ ଯାଇଥିବା ୨୦ ନଂ ଜାତୀୟ ରାଜପଥର ସର୍ଭିସ୍‌ ରୋଡ ମାସ ମାସ ଧରି ମରଣଯନ୍ତା ପାଲଟିଛି। ବିଶେଷକରି ବହୁ ଗୁରୁତ୍ୱପୂର୍ଣ୍ଣ ଶାଳପଡା ବାଇପାସ୍‌ର ସର୍ଭିସ୍‌ ରୋଡର ଅବସ୍ଥା ଶୋଚନୀୟ ରହିଛି। ଯାତାୟାତ କ୍ଷେତ୍ରରେ ଏହି ରାସ୍ତାର…

ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଜମୁଛି ପାଣି

କେନ୍ଦୁଝର, ୧୧ା୯(ସ୍ବ.ପ୍ର.)-ଐତିହ୍ୟ ସମ୍ପନ୍ନ କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଡ୍ରେନେଜ ବ୍ୟବସ୍ଥା ନ ଥିବାରୁ ଜଳ ନିଷ୍କାସନ ହୋଇ ନ ପାରି ଅନେକ ସ୍ଥାନରେ ପାଣି ଜମୁଥିବାରୁ ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି ହେଉଛି ା ଫଳରେ ବିଶେଷ କରି ଚାଲି ଚାଲି…

ମା’ ତାରିଣୀଙ୍କ ହୁଣ୍ଡି ଗଣତି: ରେକର୍ଡ ପରିମାଣର ଦାନଅର୍ଥ ସଂଗ୍ରହ

ଘଟଗାଁ, ୧୧ା୯(ଡି.ଏନ୍‌.ଏ.)- ଘଟଗାଁ ମା’ ତାରିଣୀଙ୍କୁ ଭକ୍ତଙ୍କ ଦାନଅର୍ଥ ଟ୍ରଷ୍ଟବୋର୍ଡ଼ ପକ୍ଷରୁ ମଙ୍ଗଳବାର ଖୋଲାଯାଇ ଗଣତି କରାଯାଇଛି। ଏଥିରୁ ନଗଦ ଅର୍ଥ ୧୮ଲକ୍ଷ ୮୯ ହଜାର ୭୮୮ ଟଙ୍କା ମିଳିଥିବାବେଳେ ସୁନା ଅଳଙ୍କାର ୭୨ ଗ୍ରାମ ୫୧୦ ମିଲିଗ୍ରାମ ମିଳିଥିଲା। ଯାହାକି…

ଆଶା ଅସୁମାରି.. ଓଡ଼ିଶୀ ନୃତ୍ୟଶିଳ୍ପୀ ଶୁଚିସ୍ମିତା

କେନ୍ଦୁଝର, ୧୧ା୯(ଡି.ଏନ.ଏ.)-ଓଡିଶୀ ନୃତ୍ୟର ଛନ୍ଦ, ଭଙ୍ଗିମା ଓ ଲାଳିତ୍ୟ ନିଆରା। ନିଷ୍ଠା ଓ ସାଧନା ଦ୍ୱାରା ଏହି ନୃତ୍ୟକଳାରେ ପାରଦର୍ଶିତା ଲାଭ କରିବା ସମ୍ଭବ। ଏକଥାକୁ ଧ୍ୟାନରେ ରଖି ସୁଚିସ୍ମିତା ପାଠପଢା ସହିତ ନିୟମିତ ନୃତ୍ୟ ସାଧନା ଜାରି ରଖିଛନ୍ତି। ପାଠପଢା…

ସରକାରୀ ନିର୍ଦ୍ଦେଶକୁ ବେଖାାତିର: ସ୍କୁଲ ବ୍ୟାଗ୍‌ର ଓଜନ କମିଲାନି

ବଡବିଲ, ୧୧।୯(ସ୍ବ.ପ୍ର.)-ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍କୁଲ ବ୍ୟାଗର ଓଜନ କମାଇବାକୁ ଦିଆଯାଇଥିବା ନିର୍ଦ୍ଦେଶନାମା ପାଳନ ହେଉ ନ ଥିବା ଅଭିଯୋଗ ହୋଇଛି। ଖାସକରି କେନ୍ଦୁଝର ଜିଲା ଯୋଡା-ବଡବିଲ ଅଞ୍ଚଳରେ ଥିବା ଘରୋଇ ସ୍କୁଲ ଗୁଡିକ ଏହି…

ନାବାଳିକାଙ୍କୁ ବଳାତ୍କାର ମାମଲା: ୬ ଅଭିଯୁକ୍ତଙ୍କୁ ୨୦ବର୍ଷ ଜେଲଦଣ୍ଡ

କେନ୍ଦୁଝର, ୧୦ା୯(ଡି.ଏନ୍‌.ଏ.)-କେନ୍ଦୁଝର ଜିଲା ବଡବିଲ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ମଙ୍ଗଳବାର କେନ୍ଦୁଝର ଅତିରିକ୍ତ ଜିଲା ଓ ସ୍ବତନ୍ତ୍ର ବିଚାରପତି ଲୋକନାଥ ସାହୁ ୬ ଅଭିଯୁକ୍ତଙ୍କୁ ୨୦ବର୍ଷ ଜେଲ ଦଣ୍ଡାଦେଶ ସହିତ ୫୦ହଜାର ଟଙ୍କା ଲେଖାଏଁ ଜରିମାନା ଆଦେଶ…

ଅଜଣା ଗାଡ଼ି ଧକ୍କାରେ ଯୁବକ ମୃତ, ପରିଚୟ ଅସ୍ପଷ୍ଟ

କେନ୍ଦୁଝର, ୧୦।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ଆଳୁଘାଟି ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ ଜନୈକ ଯୁବକଙ୍କ ମୃତ୍ୟୁ ଘଟିଛି। ତାଙ୍କ ପରିଚୟ ଜଣାପଡ଼ି ନାହିଁ। ଯୁବକଜଣଙ୍କ ସୋମବାର ବିଳମ୍ବିତ ରାତିରେ ହରିଚନ୍ଦନପୁରରୁ ଭଗାମୁଣ୍ଡା ଅଭିମୁଖେ ଯାଉଥିବା ବେଳେ…

ପାଟଣା ରେଞ୍ଜରେ ୨୩ ବଣୁଆ ହାତୀ: ଉଜାଡିଲେ ଧାନ ଫସଲ, କ୍ଷତିପୂରଣ ଦାବି

ପାଟଣା,୧୦।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ସାହାରପଡ଼ା ଓ ଗରାଣ୍ଡିଯୋଡି ସେକ୍ସନରେ ସୋମବାର ରାତିରେ ମୟୂରଭଞ୍ଜ ଜିଲା କରଞ୍ଜିଆ ରେଞ୍ଜରୁ ୨୩ଟି ଝାଡ଼ଖଣ୍ଡି ହାତୀ ପଶି ବ୍ୟାପକ ଧାନ ଫସଲ ନଷ୍ଟ କରିଛନ୍ତି। ସୂଚନା ଅନୁଯାୟୀ, ଏହି ବଣୁଆ ହାତୀଗୁଡ଼ିକ…

ଅନ୍‌ଲାଇନ ବ୍ୟବସ୍ଥା ଦେଉଛି ଦୁଃଖ

ଝୁମ୍ପୁରା, ୧୦।୯(ଡି.ଏନ.ଏ.)-କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକର ଦୁର୍ଗମ ବଣପାହାଡ଼ ଘେରା ଇଲାକାରେ ଆଜି ବି ଟେଲି ଯୋଗାଯୋଗ ସୁବିଧା ଅପହଞ୍ଚ ହୋଇ ରହିଛି। ଦୁର୍ଗମ ଇଲାକାରେ ମୋବାଲ ଟାଓ୍ବାର ନ ଥିବାରୁ ନେଟ୍‌ଓ୍ବର୍କ ଆସୁ ନାହିଁ ା ଲୋକେ ମୋବାଇଲ ସେବା…

ଚିଲଡ୍ରେନ ସ୍କୁଲ ବ୍ୟାଗ ପଲିସିକୁ ଅଣଦେଖା

ଚମ୍ପୁଆ, ୯।୯(ଡି.ଏନ.ଏ.)-ଚମ୍ପୁଆ ଓ ଯୋଡା ବ୍ଲକରେ ଚିଲଡ୍ରେନ ସ୍କୁଲ ବ୍ୟାଗ ପଲିସିକୁ ଅଣଦେଖା କରାଯାଉଥିବା ଦେଖିବାକୁ ମିଳୁଛି। ସରକାରୀ ବିଦ୍ୟାଳୟଠାରୁ ଆରମ୍ଭ କରି ବେସରକାରୀ ବିଦ୍ୟାଳୟସଗୁଡ଼ିକ ଖୋଲା ଖୋଲି ଭାବେ ଏହି ନିୟମର ଉଲ୍ଲଂଘନ କରୁଥବା ବେଳେ ଏହାର ପ୍ରଭାବ ଛାତ୍ରୀଛାତ୍ରଙ୍କ…

କେନ୍ଦ୍ରୀୟ ବିଦ୍ୟାଳୟର ଛାତ୍ରୀଛାତ୍ର ଚୟନ ପ୍ରକ୍ରିୟାରେ ଚଞ୍ଚକତା ଅଭିଯୋଗ

ଆନନ୍ଦପୁର,୯।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁରରେ ନୂତନ ଭାବେ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିଛି। ଚଳିତ ୨୧୦୯-୨୦ ଶିକ୍ଷାବର୍ଷରେ ଛାତ୍ରୀଛାତ୍ରଙ୍କର ନାମଲେଖା କରାଯାଇ ପାଠ୍ୟକ୍ରମ ଅନୁଯାୟୀ ପାଠପଢ଼ା ଆରମ୍ଭ ହେବାକୁ ଯାଉଥିବାବେଳେ ସ୍ଥାନୀୟ ଅଭିଭାବକଙ୍କ ମହଲରେ ଅସନ୍ତୋଷ କୁହୁଳିବାରେ ଲାଗିଛି। କେନ୍ଦ୍ରୀୟ ଓ ରାଜ୍ୟ…

ଦୁର୍ବୃତ୍ତ ଝାମ୍ପିନେଲେ ୨୦ ଲକ୍ଷ ଟଙ୍କାର ଅଳଙ୍କାର

ଆନନ୍ଦପୁର,୯।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନାର ମାତ୍ର ଶହେ ମିଟର ଦୂର ବଡ଼ଦାଣ୍ଡଠାରେ ଥିବା ଏକ ଜୁଏଲାରୀ ଦୋକାନରୁ ସୁନା ଓ ରୁପା ଅଳଙ୍କାର ବ୍ୟାଗ୍‌କୁ ଦୁର୍ବୃତ୍ତମାନେ ଝାମ୍ପି ନେଇଥିବା ଥାନାରେ ଅଭିଯୋଗ ହୋଇଛି। ପୋଲିସ ଦୁର୍ବୃତ୍ତମାନଙ୍କ ଟେର୍‌ ପାଇ ନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri