ଗଛମୂଳେ ଚାଲିଛି ଅଙ୍ଗନୱାଡି କେନ୍ଦ୍ର
ତେଲକୋଇ, ୨୮।୭(ଡି.ଏନ.ଏ.)-ଆଦିବାସୀ ବହୁଳ ତେଲକୋଇ ବ୍ଲକ ଅଧୀନରେ ଅଙ୍ଗନୱାଡି କେନ୍ଦ୍ରରେ ବହୁ ଅବ୍ୟବସ୍ଥା ରହିଛି। ସ୍ବତନ୍ତ୍ର ଅଙ୍ଗନଓ୍ବାଡି କେନ୍ଦ୍ର ନ ଥିବା ଯୋଗୁ ଗ୍ରାମ ମଣ୍ଡପ ଓ ଅନ୍ୟ କାହା ଘର ବାରଣ୍ଡା କିମ୍ବା ଗଛମୂଳେ ଚାଲିଛି ଅଙ୍ଗନୱାଡି କେନ୍ଦ୍ର...
ପାଇଖାନା ଘରେ ବିତୁଛି ଜୀବନ: ସଂସାର ପଥରେ ୪ ଛୁଆଙ୍କୁ ଧରି ଏକାକୀ
କେନ୍ଦୁଝର, ୨୮ା୭(ସ୍ବ.ପ୍ର.)-ସରକାର ଗରୀବ ଗୃହ ହୀନ ଲୋକଙ୍କୁ ବିଭିନ୍ନ ଆବାସିକ ଯୋଜନାରେ ଘର ପ୍ରଦାନ କରିଲେ ହେଁ ବହୁ ଗରିବ ଲୋକ ଏଥିରୁ ବଞ୍ଚିତ ରହୁଛନ୍ତି। ଫଳରେ କିଏ ଭଙ୍ଗାଦଦରା ଘରେ ପଲା ମାରି ରହୁଛି ତ କିଏ ପର...
ଟାଟାସ୍ପଞ୍ଜ ପଞ୍ଚସଖା ଫୁଟବଲ ଟୁର୍ନାମେଣ୍ଟ : ଦେଓଝର ଗ୍ରାମ ପଞ୍ଚାୟତ ଚାମ୍ପିୟନ
ଯୋଡ଼ା,୨୭।୭(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡାବ୍ଲକ ବିଲେଇପଦାସ୍ଥିତ ଟାଟାସ୍ପଞ୍ଜ ଆଇରନ ଲିମିଟେଡର ଟାଟାସ୍ପଞ୍ଜ ପଞ୍ଚସଖା ପକ୍ଷରୁ ଏକ ଫୁଟବଲ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ପରି ଚଳିତ ବର୍ଷ ଜୁଲାଇ ୧୯ ତାରିଖରୁ ୨୬ ତାରିଖ ପର୍ଯ୍ୟନ୍ତ ଏହି ମ୍ୟାଚ ଆୟୋଜିତ ହୋଇଥିଲା।...
ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ କାର୍ଯ୍ୟାଦେଶ ବଣ୍ଟନ
ଆନନ୍ଦପୁର,୨୭।୭(ସ୍ବ.ପ୍ର.) : କେନ୍ଦୁଝର ଜିଲା ଘସିପୁରା ବ୍ଲକ ୧୨ନଂ. ଜୋନ୍ର ୮ଟି ପଞ୍ଚାୟତର ହିତାଧିକାରୀମାନଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ କରାଯାଇଛି। ରାମଚନ୍ଦ୍ରପୁର, ଅଳତୀ, ଗଡ଼ବାନ୍ଧଗୋଡ଼ା, ପୁରୁଣାବାନ୍ଧଗୋଡ଼ା, ଗଁପୁର, ତରୁଆଁ, ଶାଳଦେଇ, ବାତୋ ପ୍ରଭୃତି ପଞ୍ଚାୟତର ୯୮୩ ହିତାଧିକାରୀଙ୍କୁ...
ମନ୍ଦିରରୁ ଚୋରି ସାମଗ୍ରୀ ଉଦ୍ଧାର ଲାଗି ତତ୍ପରତା ନାହିଁ, ଭକ୍ତ ମହଲରେ ଅସନ୍ତୋଷ
ଆନନ୍ଦପୁର,୨୭।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଦଧିବାମନଜୀଉଙ୍କ ମନ୍ଦିରରୁ ରାଧା ଓ କୃଷ୍ଣଙ୍କ ପିତ୍ତଳ ମୂର୍ତ୍ତି ଆଜକୁ ୧୧ ଦିନ ତଳେ ଚୋରି ହେଇଥିଲା। ହେଲେ ଏହି ଚୋରି ସାମଗ୍ରୀର ଉଦ୍ଧାର ପାଇଁ ଦେବୋତ୍ତର ବିଭାଗଠାରୁ ଆରମ୍ଭ କରି ପୋଲିସ ପ୍ରଶାସନ,...
ପାରିବାରିକ କଳହ: ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀ ମୃତ
ପାଟଣା,୨୭।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଟାଙ୍ଗରାପଡ଼ା ପଞ୍ଚାୟତ ଗାଲଫୁଲା ମୁଣ୍ଡାସାହିରେ ଶୁକ୍ରବାର ରାତିରେ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହକୁ ନେଇ ସ୍ବାମୀଙ୍କ ମାଡ଼ରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବୀର ମୁଣ୍ଡାଙ୍କ ସ୍ତ୍ରୀ ବେଲ...
୧୬ ହଜାର ଟଙ୍କା ପାଇଁ ବୃଦ୍ଧଙ୍କୁ ପିଟି ପିଟି ମାରିଦେଲେ ଲୋକେ
ପାଟଣା,୨୭।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା କୁଣ୍ଡଳା ପଞ୍ଚାୟତ ଫୁଲ ପାହାଡ଼ି ଗାଁର ଭାଲୁଘରା ସାହିର ଜଣେ ୫୫ ବର୍ଷୀୟ ବୃଦ୍ଧଙ୍କ ମୃତଦେହକୁ ଶନିବାର ପୋଲିସ ଜବତ କରିଛି। ମୃତକ ଜଣକ ହେଉଛନ୍ତି କାଦେ ମାଝୀ। ସୂଚନାଯୋଗ୍ୟ, ଗୁରୁବାର ରାତିରେ...
କମ୍ ବୃଷ୍ଟିପାତ ନେଇ ଚିନ୍ତାରେ ଚାଷୀ
କେନ୍ଦୁଝର, ୨୭।୭ (ସ୍ବ.ପ୍ର./ ଡି.ଏନ.ଏ.)- କୃଷିପ୍ରଧାନ କେନ୍ଦୁଝର ଜିଲାରେ ସ୍ବଳ୍ପ ବୃଷ୍ଟିପାତ ଖରିଫ ଚାଷ କାର୍ଯ୍ୟରେ ବାଧକ ସାଜିଛି। ଚାଷ ଉପଯୋଗୀ ବର୍ଷା ଅଭାବରୁ ଅନେକ ଅଞ୍ଚଳରେ ଜମି ପଡିଆ ପଡିଛି। ପର୍ଯ୍ୟାପ୍ତ ଜଳସେଚନ ସୁବିଧା ନ ଥିବାରୁ ଜିଲାର...
ସୁଧୁରୁନି ଟ୍ରାଫିକ୍ ଜାମ୍
ଯୋଡ଼ା,୨୭।୭(ଡି.ଏନ.ଏ.)- କେନ୍ଦୁଝର ଜିଲା ଦେଇ ଯାଇଥିବା ୫୨୦ ନଂ. ଜାତୀୟ ରାଜପଥର ଯୋଡା-ବଡବିଲ-ବିଲେଇପଦା-ଭଦ୍ରାସାହି ରାସ୍ତାରେ ଟ୍ରାଫିକ ଜାମ୍ ସମସ୍ୟା ସୁଧୁରିବା ନାଁ ନେଉନାହିଁ । ଜାତୀୟ ରାଜପଥରେ ଭଦ୍ରାସାହିଠାରୁ ଯୋଡା ଏବଂ ବିଲେଇପଦା ମଧ୍ୟରେ ବୁଧବାର ରାତିରେ ଟ୍ରାଫିକ୍ ଜାମ୍...
ମନ କିଣେ ବାବୁଲିଙ୍କ ଦହିବରା
କେନ୍ଦୁଝର, ୨୬ା୭(ଡି.ଏନ.ଏ.)-ଆଳୁଦମ ଦହିବରା ନାଁ ଶୁଣିଲେ ପାଟିରୁ ଲାଳ ଗଡ଼ିଆସେ। ପିଲା ଠାରୁ ବୁଢ଼ା ପର୍ଯ୍ୟନ୍ତ ସମସ୍ତେ ଏହାକୁ ଖାଇବାକୁ ବେଶ ଭଲ ପାଆନ୍ତି। ଗୋଟିଏ ପ୍ଲେଟ ଖାଇଲେ ପେଟ ପୂରିଯାଏ। ଆଳୁଦମ ଦହିବରା ସାଙ୍ଗକୁ ଦହି ପାଣିର ସ୍ବାଦ...
ବଢ଼ି ଚାଲିଛି ଗୋଠଛଡ଼ା ଦନ୍ତାର ଉତ୍ପାତ
ଝୁମ୍ପୁରା, ୨୬।୭ (ଡି.ଏନ.ଏ.)-ବଢି ଚାଲିଛି ଗୋଠଛଡା ଦନ୍ତା ହାତୀର ଉତ୍ପାତ। ଘର ଭାଙ୍ଗିବା, ଫସଲ ଉଜାଡିବା ସହିତ ମଣିଷଙ୍କୁ ଆକ୍ରମଣ କରିବା ଘଟଣା ପ୍ରତ୍ୟେହ ଘଟୁଛି। ଏ ନେଇ ଭୂୟାଁ ଜୁଆଙ୍ଗ ପୀଢ ଏବଂ ଚମ୍ପୁଆ ରେଞ୍ଜରେ ରହିଥିବା ବନାଞ୍ଚଳ...
ତେଲ୍କୋଇ ବସଷ୍ଟାଣ୍ଡ ନିକଟରେ ଟ୍ରକ୍ ଧକ୍କାରେ ଜଣେ ମୃତ: ଜିଲା ମେଡିକାଲରେ ଉତ୍ତେଜନା
କେନ୍ଦୁଝର, ୨୯।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ୪୯ନଂ. ଜାତୀୟ ରାଜପଥର ତେଲ୍କୋଇ ବସ୍ଷ୍ଟାଣ୍ଡ ନିକଟରେ ଶନିବାର ଏକ ଟ୍ରକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଅଟପୁରର ପ୍ରଦୀପ ଦାସ। ଏହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି। ପ୍ରକାଶ ଯେ,...
Archives


