ଚୋରା ଦେଶୀମଦ ଜବତ: ଜଣେ ଗିରଫ
ବଡ଼ବିଲ,୩୦।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଲାଣୀ ଥାନା ପୋଲିସ ଶୁକ୍ରବାର ବାଲାଗୋଡ଼ା ସ୍ଥିତ ଡବ୍ଲ୍ୟୁ ହଟିଂ ଅଞ୍ଚଳରେ ଚଢ଼ାଉ କରି ୧୦ ଲିଟର ଚୋରା ଦେଶୀ ମଦ ଜବତ କରିଛି। ଏହା ସହ ଉକ୍ତ ଘଟଣାରେ ସଂପୃକ୍ତ ଅଭିଯୁକ୍ତ ରାମ ମୁଣ୍ଡାଙ୍କୁ ପୋଲିସ…
ଡିଜେଲ ଚୋରି ଘଟଣା: ପୁଣି ୨ ଗିରଫ
ବଡ଼ବିଲ,୩୦।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଲାଣୀ ଥାନା ପୋଲିସ ଗୁରୁବାର ଡିଜେଲ ଚୋରି ଅଭିଯୋଗରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଏହି ଘଟଣାରେ ସଂପୃକ୍ତ ଅନ୍ୟ ୨ ଜଣଙ୍କୁ ପୋଲିସ ଗିରଫ କରି ଶୁୁକ୍ରବାର କୋର୍ଟଚାଲାଣ କରିଛି। ସେମାନେ ହେଲେ ବଲାଣୀ ରେଲୱେ…
ପାଟଣା ବ୍ଲକର ପ୍ରଥମ ଡେଙ୍ଗୁ ରୋଗୀ ଚିହ୍ନଟ
ପାଟଣା,୩୦।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକରେ ପ୍ରଥମ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ସେ ହେଲେ ଟାଙ୍ଗରପଡ଼ା ଗ୍ରାମ ଗୋପାଳ ସାହିର ଶୈଳେନ୍ଦ୍ର ବାରିକଙ୍କ ପୁଅ ମଣିରତ୍ନ ବାରିକ। ତାଙ୍କୁ ଗୁରୁବାର କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେ…
ତୃତୀୟ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ: ପ୍ରଧାନଶିକ୍ଷକ କୋର୍ଟଚାଲାଣ
ପାଟଣା,୩୦।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକର ଏକ ବିଦ୍ୟାଳୟରେ ଗତ ବୁଧବାର ଜଣେ ତୃତୀୟ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକ ଅସଦାଚରଣ କରିଥିବାନେଇ ଛାତ୍ରୀଙ୍କ ବାପା ଗୁରୁବାର ତୁରୁମୁଙ୍ଗା ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିକରି ଥାନା ଅଧିକାରୀ ଅମିତାଭ ଦାଶ କେସ୍…
ବିଧାୟିକା ମୀନାକ୍ଷୀଙ୍କ ଅଚାନକ ଡାକ୍ତରଖାନା ପରିଦର୍ଶନ
ଚମ୍ପୁଆ, ୩୦।୮(ଡି.ଏନ.ଏ.)-ନିର୍ବାଚନ ପରେ ଚମ୍ପୁଆ ବିଧାୟିକା ମୀନାକ୍ଷୀ ମହାନ୍ତଙ୍କ ଗୁରୁବାର ଉପଖଣ୍ଡ ଚିକିତ୍ସାଳୟ ପରିଦର୍ଶନ କରିବା ସହିତ ଉପୁଜୁଥିବା ସମସ୍ୟା ଓ ଅବ୍ୟବସ୍ଥାକୁ ନେଇ ବିରକ୍ତି ପ୍ରକାଶ କରିଛନ୍ତି। ବିଧାୟିକା ମହାନ୍ତ ଚିକିତ୍ସାଳୟରେ ସ୍ବଚ୍ଛତାକୁ ନେଇ ପ୍ରଶ୍ନ ଉଠାଇବା ସହିତ ତୁରନ୍ତ…
ବିପଦପୂର୍ଣ୍ଣ ଅବସ୍ଥାରେ ପୋଲ
ଯୋଡ଼ା, ୩୦।୮(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକ ରାଜ୍ୟ ରାଜପଥ ନଂ ୨ ବାମେବାରୀ-ବାଂଶପାଣି ରାସ୍ତା ରେ ଥିବା ବିଭିନ୍ନ ପୋଲ ଗୁଡିକ ଭାଙ୍ଗି ଜରାଜୀର୍ଣ୍ଣ ହୋଇପଡିଛି। ଜରିବାହାଲ ଡିଆଇଏଲ ଛକ ନିକଟସ୍ଥ ପୋଲ, ଜୁରୁଡି ହାଟପଦା ନିକଟସ୍ଥ ପୋଲ, ଜୁରୁଡି ଦଲକି…
ବର୍ଷା ଦିନରେ ଚାଲିଛି ମୋରମ କାମ
ଚମ୍ପୁଆ, ୨୯।୮(ଡି.ଏନ.ଏ.)- ଚମ୍ପୁଆ ଏନ.ଏ.ସିର ୨ନଂ ୱାର୍ଡ ପାଞ୍ଚପୋଖରିଆ ଗ୍ରାମ ରାସ୍ତା ମରଣଯନ୍ତା ପାଲଟିଛି । ରାସ୍ତା ନିର୍ମାଣ ପାଇଁ ମୋରମ ବିଛା ହୋଇଥିବାରୁ ଗ୍ରାମବାସୀ ଘୋର ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସୁଚନା ଅନୁସାରେ ପାଞ୍ଚପୋଖରିଆ ଗା୍ରମରାସ୍ତା ନିର୍ମାଣ ପାଇଁ ଏନଏସି…
ଜାତୀୟ ରାଜପଥରେ ଗ୍ୟାରେଜ: ଟ୍ରାଫିକ ବ୍ୟବସ୍ଥା ବିପର୍ଯ୍ୟସ୍ତ, ଘଟୁଛି ଦୁର୍ଘଟଣା
ଝୁମ୍ପୁରା ୨୯।୮ (ଡି.ଏନ.ଏ.)-୨୦ନଂ ଜାତୀୟ ରାଜପଥର ଝୁମ୍ପୁରା ଥାନା ପଛ ପାଖରେ ଜାତୀୟ ରାଜପଥର ଅଧିକୃତ ଜାଗା ଉପରେ ହିଁ ଗଢି ଉଠିଥିବା ଗ୍ୟାରେଜ ଯୋଗୁଁ ବିପର୍ଯ୍ୟସ୍ତ ହୋଇ ପଡିଛି ଟ୍ରାଫିକ ସେବା। ଜାତୀୟ ରାଜପଥର ନିର୍ମାଣ କାମ ଥାନା ପଛ…
ଖଣି ମନ୍ତ୍ରୀ, ସଚିବଙ୍କ ଯୋଡ଼ା ଗସ୍ତ: ଖଣି ନିଲାମ ପାଇଁ ସରକାରୀ ତତ୍ପରତା
ଯୋଡ଼ା, ୨୯।୮(ଡିଏନଏ) କେନ୍ଦୁଝର ଜିଲା ଯୋଡା ଖଣି ମଣ୍ଡଳକୁ ଖଣି ମନ୍ତ୍ରୀ ପ୍ରଫୁଲ ମଲିକ ଯୋଡା ଗସ୍ତରେ ଆସି ଖଣି ସମ୍ବନ୍ଧୀୟ ବିଭିନ୍ନ ସମସ୍ୟା ସମ୍ପର୍କରେ ଖଣିଲିଜ୍ ଧାରୀଙ୍କ ସହିତ ଏକ ବୈଠକ କରିଥିଲେ। ଗୁରୁବାର ଅପରାହ୍ନ ୩ ଘଟିକା ସମୟରେ…
ଟ୍ରକ୍ ଧକ୍କାରେ ବାଇକ୍ଆରୋହୀଙ୍କ ଜୀବନ ଗଲା
ଢେଙ୍କିକୋଟ,୨୯।୮(ଡି.ଏନ୍.ଏ.): କେନ୍ଦୁଝର ଜିଲା ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ୨୦ ନଂ ଜାତୀୟ ରାଜପଥ ଲଙ୍ଗଳକଣ୍ଟି ପେଟ୍ରୋଲ ପମ୍ପ ନିକଟରେ ବୁଧବାର ରାତିରେ ଏକ ଟ୍ରକ୍ ଜଣେ ବାଇକଆରୋହୀଙ୍କୁ ଧକ୍କା ଦେବାରୁ ତାଙ୍କର ମୃତ୍ୟୁ ଘଟିଛି। ମୃତ ବାଇକ୍ଆରୋହୀ ଜଣକ ହେଲେ ଢେଙ୍କିକୋଟ…
ଗଛରେ ପିଟିହେଲା ବସ୍, ୩୫ ଆହତ
ଯୋଡ଼ା,୨୯।୮(ଡି.ଏନ୍.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ କେତ୍ ହାଟିଂଠାରେ ଏକ ବସ୍ ଦୁର୍ଘଟଣା ଘଟି ୩୪ ଜଣ ଆହତ ହୋଇଥିବାବେଳେ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ ଯେ, ଟାଟା କମ୍ପାନୀର ଠିକାସଂସ୍ଥା ନଟରାଜ ବସ୍ ନଂ ଓଡି ୦୫…
ପୋକ୍ସୋ କୋର୍ଟରେ ୧୦ ବର୍ଷ ଜେଲ
କେନ୍ଦୁଝର, ୨୯ା୮(ସ୍ବ.ପ୍ର./ଡି.ଏନ.ଏ.)-ସ୍ଥାନୀୟ ଏଡିଜେ ତଥା ସ୍ପେଶାଲ ଜଜ କୋର୍ଟରେ ବୁଧବାର ଏକ ପୋକ୍ସୋ ମାମଲାର ଶୁଣାଣି କରି ଏଡିଜେ ତଥା ସ୍ପେଶାଲ ଜଜ ଲୋକନାଥ ସାହୁ ଜଣେ ବ୍ୟକ୍ତିଙ୍କୁ ୧୦ ବର୍ଷ କାରାଦଣ୍ଡ ସହ ୧୫ ହଜାର ଟଙ୍କା ଜରିମାନା କରିଛନ୍ତି।…
Archives


