କେନ୍ଦୁଝର

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ…

ଗ୍ୟାସ୍‌ ପାଇଁ ପୁଣି ରାସ୍ତାକୁ ଓହ୍ଲାଇଲେ ଉପଭୋକ୍ତା, କଳାବଜାର ଆଶଙ୍କା କରି…

କେନ୍ଦୁଝର,୩୦ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ରୋଷେଇ ଗ୍ୟାସ ବିତରଣ ସମସ୍ୟା ପ୍ରତିବାଦରେ ସୋମବାର ଗ୍ୟାସ୍‌ ଆଣିବାକୁ ଯାଇଥିବା ଉପଭାକ୍ତା ସିଲିଣ୍ଡର ଧରି ପ୍ରତିବାଦ କରିବା ସହ କେନ୍ଦୁଝର-ଶଙ୍କରପୁର-ବେଲଦା ରାସ୍ତା ଅବରୋଧ କରିଛନ୍ତି। ଫଳରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି। ଗ୍ୟାସ ଗୋଦାମରେ ତାଲା…

ବିପଦ ସୃଷ୍ଟି କରୁଛି ବେଆଇନ ହୋର୍ଡିଂ

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ଅସୁରକ୍ଷିତ ଏବଂ ବେଆଇନ ହୋର୍ଡିଂ ବିପଦ ସୃଷ୍ଟି କରୁଛି। କାଳବୈଶାଖୀ ଯୋଗୁ ସହରର ଗାନ୍ଧୀ ଛକ ନିକଟ ଅନିତା ଲୁଗା ଦୋକାନ ନିକଟରେ ହୋର୍ଡିଂ ଚିରି ବିଦ୍ୟୁତ୍‌ ଟ୍ରାନ୍ସଫର୍ମରରେ ପଡ଼ିଥିଲା। ଏପରିକି ଏକ ବୋର୍ଡ…

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି । ତେବେ ସେମାନେ ବିଜେଡି ଛାଡ଼ି ଭାଜପାକୁ ଯିବେ ବୋଲି ଚର୍ଚ୍ଚା ଜୋର୍…

ଆନନ୍ଦପୁର ଓକିଲ ସଂଘ ନିର୍ବାଚନ: ଦୟାନିଧି ଦାଶ ସଭାପତି, ସମ୍ପାଦକ ଭାବେ…

ବଞ୍ଚୋ, ୨୮।୩(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ଓକିଲ ସଂଘର ବାର୍ଷିକ ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ଏହି ନିର୍ବାଚନରେ ଦୟାନିଧି ଦାଶ ସଭାପତି ପଦବୀ ପାଇଁ ନିର୍ବାଚିତ ହୋଇଥିବାବେଳେ ମଧୁସ୍ମିତା ଦାଶ ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ନିର୍ବାଚନ ପ୍ରକ୍ରିୟା…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟରେ ଦରଦାମ ବୃଦ୍ଧି ଓ ଆଇନ ଶୃଙ୍ଖଳାର ଅବନତିକୁ ନେଇ ଏହି ସମାବେଶ…

କାର ଉପରେ ପଡ଼ିଲା ଗଛ: ଆଉ ତା’ପରେ ଘଟିଲା…

ପାଟଣା,୨୮।୩(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମର କ୍ଷେତ୍ରବାସୀ ବାରିକଙ୍କ ଘର ବାହାରେ ଥିବା ଏକ କୋଳି ଗଛ କାର ଉପରେ ପଡ଼ି କାରଟି ଚୁରମାର ହୋଇ ଭାଙ୍ଗିଯାଇଛି। ସୂଚନା ଯେ, ଶୁକ୍ରବାର ବିଳମ୍ବିତ…

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ ମଠରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ହେବା ସହ ବିଶ୍ୱ ହିନ୍ଦୁ ପରିଷଦ…

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ ୨୦୨୩ ଅଗଷ୍ଟ ମାସରୁ ତାଙ୍କୁ ଆଉ ଭତ୍ତା ମିଳିଲା ନାହିଁ। ସେ ପଞ୍ଚାୟତ…

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ ମିଳେ। ଏଭଳି ଏକ ରୋମାଞ୍ଚକର ହାତୀର ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଛି।…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ପବନ, ଘଡ଼ଘଡ଼ି, ବର୍ଷା ଯୋଗୁଁ ଅନେକ ପରିବାର ସର୍ବସ୍ବାନ୍ତ ହୋଇପଡ଼ିଛି ।…

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି ଗ୍ରାମରେ ଦେଶ ସ୍ବାଧୀନତା ହେବାର ୭୭ ବର୍ଷ ବିତି ଯାଇଥିଲେ ମଧ୍ୟ ଆଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?