କେନ୍ଦୁଝର

କନିଅରଫଳ ଖାଇ ମହିଳାଙ୍କ ଆତ୍ମହତ୍ୟା

କେନ୍ଦୁଝର,୧୪।୧୨ ( ସ୍ବ.ପ୍ର.)- କେନ୍ଦୁଝର ଜିଲା ଘଟଗାଁ ବ୍ଲକ ପଣ୍ତାପଡ଼ା ଥାନା ପଟିଲ ଗ୍ରାମର ସରସ୍ବତୀ ପଲେଇ(୪୫) ନାମ୍ନୀ ଜଣେ ମହିଳା କନିଅର ଫଳ ଖାଇବାରୁ ତାଙ୍କର ମୃତ୍ୟୁ ଘଟିଛି। ସେ କନିଅର ଫଳକୁ ଶିଳରେ ବାଟି ଖାଇଦେଇଥିଲେ। ତାଙ୍କର ପୁଅ…

ସେମିଷ୍ଟାର ପରୀକ୍ଷା ଘୁଞ୍ଚାଇବା ନେଇ ଗେଟ୍‌ରେ ତାଲା ପକାଇଲେ ଛାତ୍ରୀ

କେନ୍ଦୁଝର,୧୪।୧୨(ସ୍ବ.ପ୍ର.): ସ୍ଥାନୀୟ ସରକାରୀ ମହିଳା ମହାବିଦ୍ୟାଳୟରେ ସେମିଷ୍ଟାର ପରୀକ୍ଷା ଘୁଞ୍ଚାଇବା ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଶନିବାର ଛାତ୍ରୀମାନେ ଗେଟ୍‌ରେ ତାଲା ପକାଇ ବିରୋଧ କରିଛନ୍ତି। ମହାବିଦ୍ୟାଳୟ କର୍ତ୍ତୃପକ୍ଷ ବୁଝାସୁଝା କରି ତାଲା ଖୋଲି ଦେଇଥିଲେ। ମହାବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ସହିତ ଛାତ୍ରୀମାନଙ୍କ…

ବିପଦସଙ୍କୁଳ ଶ୍ରେଣୀ ଗୃହରେ ଚାଲିଛି ପାଠପଢା

ତେଲକୋଇ,୧୪।୧୨(ଡି.ଏନ.ଏ.)- କେନ୍ଦୁଝର ଜିଲା ତେଲକୋଇ ବ୍ଲକ ଅନ୍ତର୍ଗତ ପୁରୁଜୋଡା ପଞ୍ଚାୟତରେ ଥିବା ୟୁ.ଜି.ଏମ ସ୍କୁଲ ରେ ୧ମ ଶ୍ରେଣୀ ଠାରୁ ୭ମ ଶ୍ରେଣୀ ପର୍ଯ୍ୟନ୍ତ ୮୧ଜଣ ଛାତ୍ରୀଛାତ୍ର ଅଧୟନ କରୁଛନ୍ତି । ୪ଟି ଶ୍ରେଣୀ ଗୃହ ଥିଲେ ହେଁ ସେସବୁ ଘର…

ଚାଷ କାର୍ଯ୍ୟ କରି ଚର୍ଚ୍ଚାରେ ଶକୁନ୍ତଳା

କେନ୍ଦୁଝର, ୧୪।୧୨ (ସ୍ବ.ପ୍ର.)-କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅଧୀନ ବଣପାହାଡ ଘେରା ଗୋନାସିକା ପଞ୍ଚାୟତ ବୈତରଣୀ ଗ୍ରାମର ଶକୁନ୍ତଳା କଟେଇ (୪୦) ନାମ୍ନୀ ଜଣେ ଭୂୟାଁ ଆଦିବାସୀ ମହିଳା ନିଜେ ଚାଷ କାର୍ଯ୍ୟ କରି ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ ସାଜିଛନ୍ତି ।…

ଗୁଟ୍‌ଖା ବିକ୍ରି ରୋକିବାକୁ ଝୁମ୍ପୁରା ବଜାରରେ ଚଢ଼ାଉ

ଝୁମ୍ପୁରା, ୧୩।୧୨ (ଡି.ଏନ.ଏ.): କେନ୍ଦୁଝର ଜିଲା ଝୁମ୍ପୁରା ଏବଂ ନିକଟସ୍ଥ ଅର୍ଶଳା ବଜାରରେ ଥିବା ବିଭିନ୍ନ ଦୋକାନରେ ଗୁଟୁଖା ବିକ୍ରି ବନ୍ଦ କରିବା ପାଇଁ ପ୍ରଶାସନ ପକ୍ଷରୁ ଗୁରୁବାର ଚଢାଉ କରାଯାଇ ବହୁ ଗୁଟୁଖା ପ୍ୟାକେଟ ଜବତ କରାଯାଇ ଏହାକୁ ନଷ୍ଟ…

ବୋଲେରୋକୁ ଧକ୍କାଦେଲା ଡମ୍ପର: ଡ୍ରାଇଭରକୁ ଅଟକ ରଖିଲେ ଗ୍ରାମବାସୀ

ଯୋଡ଼ା,୧୩।୧୨(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ବାମେବାରୀ ଥାନା ଜୁରୁଡ଼ି – ବାମେବାରୀ ୨ ନଂ. ରାଜ୍ୟ ରାଜପଥ ଜୁରୁଡି କ୍ରେଚ ହଟିଂଠାରେ ଶୁକ୍ରବାର ଅପରାହ୍ନରେ ଏକ ବୋଲେରୋକୁ ଡମ୍ପର ଧକ୍କା ଦେବାରୁ ବୋଲେରୋଟି ଭାଙ୍ଗିରୁଜି ଯାଇଛି। ଏଥିରେ ବସିଥିବା ଡ୍ରାଇଭର ଓ…

ଘଟଗାଁ ଥାନା ଅଞ୍ଚଳରେ ମହିଳାଙ୍କୁ ଗଣବଳାତ୍କାର, ୨ ଗିରଫ

କେନ୍ଦୁଝର, ୧୩।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ଥାନା ଅଞ୍ଚଳରେ ଜଣେ ବିବାହିତା ମହିଳାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ଦୁଇଜଣ ବିବାହିତ ବ୍ୟକ୍ତିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ସିଙ୍ଗରାଇ ମୁଣ୍ଡା ଓ…

ନିଖୋଜ ଛାତ୍ର ଉଦ୍ଧାର

ହାଟଡିହି, ୧୩।୧୨(ଡି.ଏନ.ଏ.): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଛେନାପଦି ବଜାରରୁ ପ୍ରଫୁଲ୍ଲ ପଣ୍ଡାଙ୍କ ୧୨ ବର୍ଷର ପୁଅ ପଙ୍କଜ ଗୁରୁବାର ରାତିରେ ନିଖୋଜ ହୋଇଯାଇଥିଲେ। ଏନେଇ ତାଙ୍କ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଥିଲା। ଥାନାଧୀକାରୀ ରଣଜିତ୍‌ ପଟ୍ଟନାୟକ, ଏସଆଇ ଅରୁପ…

‘ମୋମୋ’କରିଛି ସସ୍ମିତାଙ୍କୁ ସ୍ବାବଲମ୍ବୀ

ଘସିପୁରା, ୧୩।୧୨(ଡି.ଏନ.ଏ.)-‘ମୋମୋ’ ଏହି ସ୍ବାଦିଷ୍ଟ ଖାଦ୍ୟ ବ୍ୟଞ୍ଜନ ବିଷୟରେ ହୁଏତ ସଭିଏଁ ଜାଣିଥିବେ। ଆଉ ଏହାର ସ୍ବାଦ ମଧ୍ୟ ଚାଖିଥିବେ। ସାଧାରଣତଃ ବଡ଼ ସହାରଞ୍ଚଳରେ ମିଳୁଥିବା ମୋମୋ ଏବେ ଆନନ୍ଦପୁରରେ ମଧ୍ୟ ମିଳୁଛି। ଆଉ ସବୁଠାରୁ ଗୁରୁତ୍ୱପୁର୍ଣ୍ଣ ବିଷୟ ଏହିକି ଯେ…

କେନ୍ଦୁଝରରୁ ଉଦ୍ଧାର କଲା ପୋଲିସ: ବାଳସୁଧାର ଗୃହକୁ ନେବା ବେଳେ ନାବାଳକ ଫେରାର

କେନ୍ଦୁଝର/ରାଉରକେଲା ଅଫିସ,୧୩।୧୨(ସ୍ବ.ପ୍ର.):କେନ୍ଦୁଝରରୁ ରାଉରକେଲାସ୍ଥିତ ଜୁଭେନାଇଲ ହୋମକୁ ପଠାଯାଉଥିବା ୯ନାବାଳକଙ୍କ ମଧ୍ୟରୁ ଜଣେ ବସ୍‌ରୁ ଅଧାରାସ୍ତାରେ ଫେରାର ହୋଇଯାଇଥିଲେ। କୋହଳ ସୁରକ୍ଷା ବ୍ୟବସ୍ଥାରେ ସେମାନଙ୍କୁ ନିଆଯାଉଥିବା ବେଳେ ଏଭଳି ଘଟଣା ଘଟିଛି। ତେବେ ଅପରାହ୍ନରେ ପୋଲିସ ସଂପୃକ୍ତ ନାବାଳକଙ୍କୁ କେନ୍ଦୁଝରରୁ ଉଦ୍ଧାର କରିଛି।…

ବେଆଇନ ବାଲିଗାଡି ଚଳାଚଳକୁ ବିରୋଧ: ପ୍ରତିବାଦରେ ଧାରଣା ଦେଲେ ଗ୍ରାମବାସୀ

ଆନନ୍ଦପୁର,୧୨।୧୨(ସ୍ବ.ପ୍ର): ବେଆଇନ ଭାବେ ସିଂଡୋଭ ଗ୍ରାମ ରାସ୍ତାରେ ବାଲିଗାଡି ଚଳାଚଳକୁ ବିରୋଧ କରି ଗ୍ରାମବାସୀ ଗୁରୁବାର ଗ୍ରାମ ରାସ୍ତାରେ ଧାରଣା ଦେଇଛନ୍ତି। ଆନନ୍ଦପୁର ଥାନା ଅଧୀନ ସିଂଡୋଭ ଗ୍ରାମରେ ସୃଷ୍ଟି ହୋଇଛି ଏଭଳି ପରିସ୍ଥିତି। ଆନନ୍ଦପୁର ପୋଲିସ ଘଟଣାସ୍ଥଳରେ ଉପସ୍ଥିତ ରହି…

ଜିଲାରୁ ୧୭୫ ବରିଷ୍ଠ ତୀର୍ଥଯାତ୍ରୀଙ୍କ ଋଷିକେଶ, ହରିଦ୍ୱାର ଯାତ୍ରା

କେନ୍ଦୁଝର,୧୨।୧୨(ସ୍ବ.ପ୍ର.) : ସରକାର ବରିଷ୍ଠ ନାଗରିକଙ୍କ ପାଇଁ କରିଥିବା ତୀର୍ଥକ୍ଷେତ୍ର ପରିଦର୍ଶନ ଯୋଜନାରେ କେନ୍ଦୁଝର ଜିଲାରୁ ୧୭୫ ଜଣ ଯାତ୍ରୀଙ୍କୁ ଚୟନ କରାଯାଇଛି। ଗୁରୁବାର ଏହି ଯାତ୍ରୀମାନଙ୍କୁ ଜିଲା ପ୍ରଶାସନ ପକ୍ଷରୁ ସ୍ବାଗତ କରାଯିବା ସହ ୪ଟି ବସ୍‌ରେ ବାଲେଶ୍ୱର ଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?